Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, March 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଟି୨୦ କ୍ରିକେଟ ବିଶ୍ୱକପ ଟାଇଟଲ ହାତେଇଲା ...

  • ଭାରତ ଏବଂ ଇରାନ ମଧ୍ୟରେ ଉଚ୍ଚସ୍ତରୀୟ ...

  • ରାଷ୍ଟ୍ରପତିଙ୍କୁ ଅସମ୍ମାନ, ଟିଏମସିକୁ ...

  • ବିବାହ ପରେ ପ୍ରଶଂସକଙ୍କ ସହ ବସି ଖାଇଲେ ...

  • ‘ଧୁରନ୍ଧର୍-୨: ଦ ରିଭେଞ୍ଜ୍’ର ଟ୍ରେଲର୍ ...

  • ଆମେରିକାଠୁ ୧୨ ହଜାର ବୋମା କ୍ରୟ କରିବ ...

  • ଜେଡିୟୁରେ ନିଶାନ୍ତ କୁମାରଙ୍କ ଯୋଗଦାନ

  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ...

  • ଲକ୍ଷ୍ନୌରେ ଏମରଜେନ୍ସି ଲ୍ୟାଣ୍ଡିଂ କଲା ...

  • ବିବାହ ବନ୍ଧନରେ ଅର୍ଜୁନ-ସାନିଆ

Home ›› ››ବଡ଼ ଖବର: ୧୦ରେ ଉପକୂଳ ଛୁଇଁବ ବାତ୍ୟା

ବଡ଼ ଖବର: ୧୦ରେ ଉପକୂଳ ଛୁଇଁବ ବାତ୍ୟା

2022-05-06 07:03:49
14265
Share:
Facebook
Twitter
E-Mail
WhatsApp
Telegram
ବଡ଼ ଖବର: ୧୦ରେ ଉପକୂଳ ଛୁଇଁବ ବାତ୍ୟା

ଭୁବନେଶ୍ୱର:  ବାତ୍ୟା ଡର ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି ।  ବାତ୍ୟା ହେବ କି ନାହିଁ ସେ ସମ୍ପର୍କରେ ସମସ୍ତେ ଦ୍ୱନ୍ଦ୍ୱରେ ଥିବାବେଳେ ଏବେ ଲଘୁଚାପ ବାତ୍ୟାର ରୂପ ନେବ ବୋଲି ଜଣାଯାଇଛି । ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ବାତ୍ୟାରେ ପରିଣତ ହେବା ନେଇ ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ରଟି ଆସନ୍ତାକାଲି ଅର୍ଥାତ ଶନିବାର ଅବପାତରେ ପରିଣତ ହୋଇପାରେ ।  ୮ ତାରିଖ ସନ୍ଧ୍ୟା ସୁଦ୍ଧା ଅବପାତ ବାତ୍ୟାରେ ପରିଣତ ହେବା ନେଇ ସମ୍ଭାବନା ରହିଛି ।  କ୍ରମେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି ବାତ୍ୟାରେ ରୂପାନ୍ତର ହେବ । ୮ରେ ବାତ୍ୟାରେ ରୂପାନ୍ତରିତ ହୋଇ ଆସନ୍ତା ୧୦ ତାରିଖ ସୁଦ୍ଧା ଉପକୂଳ ଛୁଇଁପାରେ ।  ବାତ୍ୟା ସମ୍ପର୍କରେ ଚୂନା ଦେବାକୁ ଯାଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ଏ ସମ୍ପର୍କରେ ଟ୍ୱିଟ କରାଯାଇଛି ।  ତେବେକେଉଁ ସ୍ଥାନରେ ବାତ୍ୟା ସ୍ଥଳଭାଗ ଛୁଇଁବ ସେ ନେଇ ଆକଳନ ହୋଇନାହିଁ । 

 ସେପଟେ   ବାତ୍ୟା ମୁକାବିଲା ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ଅଛନ୍ତି ରାଜ୍ୟ ସରକାର । ବାତ୍ୟା ନେଇ କିଛି ସମୟ ପରେ ଆସିବ ସ୍ପଷ୍ଟ ଚିତ୍ର । ଯଦି ବାତ୍ୟା ହୁଏ, ତେବେ ରାଜ୍ୟର ୧୮ ଜିଲ୍ଲା ପ୍ରଭାବିତ ହେବାର ଆଶଙ୍କା ରହିଛି । ଏଥିପାଇଁ ୧୮ ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି ଏସଆରସି । ସେପଟେ ବାତ୍ୟା ସ୍ଥିତିକୁ ନେଇ ଆଜି ଜିଲ୍ଲାପାଳମାନେ ଏସଆରସିଙ୍କୁ ରିପୋର୍ଟ ଦେବେ । ସମ୍ଭାବ୍ୟ ସ୍ଥିତିକୁ ଦୃଷ୍ଟିରେ ରଖି ଅଗ୍ନିଶମ ବାହିନୀ, ଓଡ୍ରାଫ୍, NDRFଟିମକୁ ସତର୍କ ରଖାଯାଇଛି ।

ଅଗ୍ନିଶମ ବିଭାଗର ସମସ୍ତ କର୍ମଚାରୀଙ୍କ ଛୁଟି ବାତିଲ୍ କରି ପ୍ରତି ଜିଲ୍ଲା ହେଡ୍ କ୍ୱାର୍ଟରରେ ଆବଶ୍ୟକ ସାମଗ୍ରୀ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହାସହ ଶକ୍ତି, ପଞ୍ଚାୟତ ଓ ନଗର ଉନ୍ନୟନ ବିଭାଗ ସଚିବଙ୍କ ସହ ମଧ୍ୟ ଆଲୋଚନା ହୋଇଛି । ବାତ୍ୟା ଆତଙ୍କରେ ଅନେକ ସାମଗ୍ରୀର କଳାବଜାର ହେବାର ଆଶଙ୍କା ରହିଛି । ଅସାଧୁ ବ୍ୟବସାୟୀଙ୍କ ବିରୋଧରେ କଡ଼ା କାର୍ୟ୍ୟାନୁଷ୍ଠାନ ଲାଗି ନିର୍ଦ୍ଦେଶ ଦିଆଯାଇଛି । ବଜାରରେ ଯଥେଷ୍ଟ ସାମଗ୍ରୀ ମହଜୁଦ ରହିଛି । ଅଯଥାରେ ଅଧିକ ସାମଗ୍ରୀ କିଣି ଘରେ ଗଚ୍ଛିତ ନ ରଖିବାକୁ ପରାମର୍ଶ ଦିଆଯାଇଛି । ବିପଦ ଆଶଙ୍କା ଥିବା ଅଞ୍ଚଳରେ ସ୍ଥାୟୀ ଓ ଅସ୍ଥାୟୀ ନିରାପଦ ଆଶ୍ରୟସ୍ଥଳ ଚିହ୍ନଟ କରାଯାଉଛି । 

Powered by Froala Editor

Tags Cyclone

Related articles Odisha News Lens 4.1

  • ଟି୨୦ କ୍ରିକେଟ ବିଶ୍ୱକପ ଟାଇଟଲ ହାତେଇଲା ଭାରତ
    ଖେଳ ଖବର

    ଟି୨୦ କ୍ରିକେଟ ବିଶ୍ୱକପ ଟାଇଟଲ ହାତେଇଲା ଭାରତ

    14662
    Mar 08, 2026
  • ବିବାହ ବନ୍ଧନରେ ଅର୍ଜୁନ-ସାନିଆ
    ମନୋରଞ୍ଜନ

    ବିବାହ ବନ୍ଧନରେ ଅର୍ଜୁନ-ସାନିଆ

    14802
    Mar 07, 2026
  • ଜେଡିୟୁରେ ନିଶାନ୍ତ କୁମାରଙ୍କ ଯୋଗଦାନ
    ଦେଶ-ଦେଶାନ୍ତର

    ଜେଡିୟୁରେ ନିଶାନ୍ତ କୁମାରଙ୍କ ଯୋଗଦାନ

    14882
    Mar 08, 2026
  • ଆମେରିକାଠୁ ୧୨ ହଜାର ବୋମା କ୍ରୟ କରିବ ଇସ୍ରାଏଲ
    ଦେଶ-ଦେଶାନ୍ତର

    ଆମେରିକାଠୁ ୧୨ ହଜାର ବୋମା କ୍ରୟ କରିବ ଇସ୍ରାଏଲ

    14186
    Mar 08, 2026
  • ଭାରତ ଏବଂ ଇରାନ ମଧ୍ୟରେ ଉଚ୍ଚସ୍ତରୀୟ ଆଲୋଚନା
    ଦେଶ-ଦେଶାନ୍ତର

    ଭାରତ ଏବଂ ଇରାନ ମଧ୍ୟରେ ଉଚ୍ଚସ୍ତରୀୟ ଆଲୋଚନା

    13615
    Mar 08, 2026
  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....
    ବିଶେଷ

    ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    14597
    Mar 08, 2026
  • ବିବାହ ପରେ ପ୍ରଶଂସକଙ୍କ ସହ ବସି ଖାଇଲେ ରଶ୍ମିକା-ବିଜୟ
    ମନୋରଞ୍ଜନ

    ବିବାହ ପରେ ପ୍ରଶଂସକଙ୍କ ସହ ବସି ଖାଇଲେ ରଶ୍ମିକା-ବିଜୟ

    15435
    Mar 08, 2026
  • ଲକ୍ଷ୍ନୌରେ ଏମରଜେନ୍ସି ଲ୍ୟାଣ୍ଡିଂ କଲା ୟୁପି ଡେପୁଟି ସିଏମ୍ ଙ୍କ  ହେଲିକପ୍ଟର
    ଦେଶ-ଦେଶାନ୍ତର

    ଲକ୍ଷ୍ନୌରେ ଏମରଜେନ୍ସି ଲ୍ୟାଣ୍ଡିଂ କଲା ୟୁପି ଡେପୁଟି ସିଏମ୍ ଙ୍କ ହେଲିକପ୍ଟର

    15225
    Mar 07, 2026
  • ‘ଧୁରନ୍ଧର୍-୨: ଦ ରିଭେଞ୍ଜ୍’ର ଟ୍ରେଲର୍ ରିଲିଜ୍
    ମନୋରଞ୍ଜନ

    ‘ଧୁରନ୍ଧର୍-୨: ଦ ରିଭେଞ୍ଜ୍’ର ଟ୍ରେଲର୍ ରିଲିଜ୍

    15382
    Mar 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଖେଳ ଖବର

    ଟି୨୦ କ୍ରିକେଟ ବିଶ୍ୱକପ ଟାଇଟଲ ହାତେଇଲା ଭାରତ

    14662
    Mar 08, 2026
  • ମନୋରଞ୍ଜନ

    ‘ଧୁରନ୍ଧର୍-୨: ଦ ରିଭେଞ୍ଜ୍’ର ଟ୍ରେଲର୍ ରିଲିଜ୍

    15382
    Mar 08, 2026
  • ଦେଶ-ଦେଶାନ୍ତର

    ଜେଡିୟୁରେ ନିଶାନ୍ତ କୁମାରଙ୍କ ଯୋଗଦାନ

    14882
    Mar 08, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16248
    Apr 03, 2021

ବିଶେଷ

  • ପିଲାଙ୍କ ସୋସିଆଲ ସ୍କିଲ୍‌ ପାଇଁ ଆପଣାନ୍ତୁ ଏହିସବୁ ଟିପ୍ସ.....

    14597
    Mar 08, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14517
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    15130
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15297
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14503
    Mar 02, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15671
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15128
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14980
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14494
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେରିକାଠୁ ୧୨ ହଜାର ବୋମା କ୍ରୟ କରିବ ଇସ୍ରାଏଲ

    14186
    Mar 08, 2026
  • ବିବାହ ବନ୍ଧନରେ ଅର୍ଜୁନ-ସାନିଆ

    14802
    Mar 07, 2026
  • ଜେଡିୟୁରେ ନିଶାନ୍ତ କୁମାରଙ୍କ ଯୋଗଦାନ

    14882
    Mar 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In