Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନରେ ଗ୍ୟାସ ଦର ଆକାଶଛୁଆଁ, ୭ ହଜାର ...

  • ଡିଏ ବୃଦ୍ଧି ଘୋଷଣା ନେଇ ଆସିଲା ଏହି ଖବର ...

  • କେନ୍ଦ୍ର ସରକାରଙ୍କୁ ବଡ଼ ଚେତାବନୀ ଦେଲେ ...

  • ଉଷା ମଙ୍ଗେଶକରଙ୍କୁ ମିଳିବ ‘ଭାରତ ରତ୍ନ ...

  • ୧୫୪ ବର୍ଷ ପରେ ଗୁଜରାଟରେ ଦେଖାଦେଲା ...

  • ନବଜାତ ଶିଶୁ ମୁହଁରେ ନିଶ !

  • ବିବାହ ପାଇଁ ଚୋରି କରି ଗିରଫ ହେଲେ ...

  • ୭ ଟଙ୍କା ଲଟେରୀରେ ଭାଗ୍ୟ ଚମକିଗଲା

  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

ରାଜ୍ୟ
Home ›› ରାଜ୍ୟ ››ବାତ୍ୟା କେଉଁଠି ଲ୍ୟାଣ୍ଡଫଲ କରିବ ଅସ୍ପଷ୍ଟ

ବାତ୍ୟା କେଉଁଠି ଲ୍ୟାଣ୍ଡଫଲ କରିବ ଅସ୍ପଷ୍ଟ

2022-05-06 08:55:30
15002
Share:
Facebook
Twitter
E-Mail
WhatsApp
Telegram
ବାତ୍ୟା କେଉଁଠି ଲ୍ୟାଣ୍ଡଫଲ କରିବ ଅସ୍ପଷ୍ଟ

ଭୁବନେଶ୍ୱର: ବାତ୍ୟା ଡର ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା ବାତ୍ୟା ହେବ କି ନାହିଁ ସେ ସମ୍ପର୍କରେ ସମସ୍ତେ ଦ୍ୱନ୍ଦ୍ୱରେ ଥିବାବେଳେ ଏବେ ବାତ୍ୟା ହେବ ବୋଲି ନିଶ୍ଚିତ କରାଯାଇଛି ।  ତେବେ ବାତ୍ୟା ସମ୍ପର୍କରେ ଆଇଏମଡି ଡିଜି ମୃତୁ୍ୟଞ୍ଜୟ ମହାପାତ୍ର ସୂଚନା ଦେଇ କହିଛନ୍ତି ଯେ  ବାତ୍ୟା କେବେ ଓ କେଉଁଠି ଲ୍ୟାଣ୍ଡଫଲ କରିବ ସେ ନେଇ କିଛି ଆକଳନ କରାଯାଇନାହିଁ ।  ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ରଟି ଉତ୍ତର ପଶ୍ଚିମକୁ ଗତିକରି ଆସନ୍ତାକାଲି ଅର୍ଥାତ ଶନିବାର ଅବପାତର ରୂପ ନେବ । ଅବପାତଟି ୮ ତାରିଖ ସନ୍ଧ୍ୟାରେ ବାତ୍ୟାରେ ରୂପାନ୍ତରିତ ହୋଇପାରେ ।  କ୍ରମେ ଏହା ୧୦ ତାରିଖ ସୁଦ୍ଧ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ  କେନ୍ଦ୍ରୀଭୂତ ହେବ ।  ତେବେ ବାତ୍ୟା କେଉଁ ଉପକୂଳ ଛୁଇଁବ ଓ କେବେ ଛୁଇଁବ ସେ ନେଇ କିଛି ଆକଳନ ହୋଇନାହିଁ ।  ଆସନ୍ତାକାଲି ଅବପାତରେ ପରିଣତ ହେଲା ପରେ ଅଧିକ ସ୍ପଷ୍ଟତା ଆସିବ ।  ୯ ତାରିଖରୁ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀ ସମୁଦ୍ରରୁ ଫେରି ଆସିବା ଉଚିତ ବୋଲି ଆଇଏମଡି ଡିଜି ମୃତୁ୍ୟଞ୍ଜୟ ମହାପାତ୍ର କହିଛନ୍ତି ।
ପ୍ରକାଶ ଯେ, ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ବାତ୍ୟା ସମ୍ପର୍କରେ ଟ୍ୱିଟ କରାଯାଇ ସୂଚନା ଦିଆଯାଇଛି ଯେ ଆଣ୍ଡାମାନ ସାଗରରେ ସୃଷ୍ଟ ଲଘୁଚାପ ବାତ୍ୟାରେ ପରିଣତ ହେବା ନେଇ ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ରଟି ଆସନ୍ତାକାଲି ଅର୍ଥାତ ଶନିବାର ଅବପାତରେ ପରିଣତ ହୋଇପାରେ । ୮ ତାରିଖ ସନ୍ଧ୍ୟା ସୁଦ୍ଧା ଅବପାତ ବାତ୍ୟାରେ ପରିଣତ ହେବା ନେଇ ସମ୍ଭାବନା ରହିଛି । କ୍ରମେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି ବାତ୍ୟାରେ ରୂପାନ୍ତର ହେବ । ୮ରେ ବାତ୍ୟାରେ ରୂପାନ୍ତରିତ ହୋଇ ଆସନ୍ତା ୧୦ ତାରିଖ ସୁଦ୍ଧା ଉପକୂଳ ଛୁଇଁପାରେ । ତେବେକେଉଁ ସ୍ଥାନରେ ବାତ୍ୟା ସ୍ଥଳଭାଗ ଛୁଇଁବ ସେ ନେଇ ଆକଳନ ହୋଇନାହିଁ ।

Powered by Froala Editor

Tags Cyclone

Related articles Odisha News Lens 4.1

  • ୧୫୪ ବର୍ଷ ପରେ ଗୁଜରାଟରେ ଦେଖାଦେଲା  ସ୍ୟାଣ୍ଡ ସ୍ନେକ୍
    ଦେଶ-ଦେଶାନ୍ତର

    ୧୫୪ ବର୍ଷ ପରେ ଗୁଜରାଟରେ ଦେଖାଦେଲା ସ୍ୟାଣ୍ଡ ସ୍ନେକ୍

    13916
    Oct 25, 2026
  • ବିବାହ ପାଇଁ ଚୋରି କରି ଗିରଫ ହେଲେ ପ୍ରେମୀଯୁଗଳ
    ଦେଶ-ଦେଶାନ୍ତର

    ବିବାହ ପାଇଁ ଚୋରି କରି ଗିରଫ ହେଲେ ପ୍ରେମୀଯୁଗଳ

    15094
    Oct 25, 2026
  • ନବଜାତ ଶିଶୁ ମୁହଁରେ ନିଶ !
    ଦେଶ-ଦେଶାନ୍ତର

    ନବଜାତ ଶିଶୁ ମୁହଁରେ ନିଶ !

    14271
    Oct 25, 2026
  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର
    ବାଣିଜ୍ୟ

    ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

    14055
    Oct 25, 2026
  • ଉଷା ମଙ୍ଗେଶକରଙ୍କୁ ମିଳିବ ‘ଭାରତ ରତ୍ନ ଡକ୍ଟର ଭୂପେନ ହଜାରିକା ଜାତୀୟ ପୁରସ୍କାର’
    ଦେଶ-ଦେଶାନ୍ତର

    ଉଷା ମଙ୍ଗେଶକରଙ୍କୁ ମିଳିବ ‘ଭାରତ ରତ୍ନ ଡକ୍ଟର ଭୂପେନ ହଜାରିକା ଜାତୀୟ ପୁରସ୍କାର’

    13785
    Oct 25, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ
    ବିଶେଷ

    ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14626
    Oct 25, 2026
  • କେନ୍ଦ୍ର ସରକାରଙ୍କୁ ବଡ଼ ଚେତାବନୀ ଦେଲେ ସୋନମ ୱାଙ୍ଗଚୁକ, କହିଲେ ଏହା.....
    ଦେଶ-ଦେଶାନ୍ତର

    କେନ୍ଦ୍ର ସରକାରଙ୍କୁ ବଡ଼ ଚେତାବନୀ ଦେଲେ ସୋନମ ୱାଙ୍ଗଚୁକ, କହିଲେ ଏହା.....

    15436
    Oct 25, 2026
  • ୭ ଟଙ୍କା ଲଟେରୀରେ ଭାଗ୍ୟ ଚମକିଗଲା
    ଦେଶ-ଦେଶାନ୍ତର

    ୭ ଟଙ୍କା ଲଟେରୀରେ ଭାଗ୍ୟ ଚମକିଗଲା

    15374
    Oct 25, 2026
  • ପାକିସ୍ତାନରେ ଗ୍ୟାସ ଦର ଆକାଶଛୁଆଁ, ୭ ହଜାର ଟଙ୍କାରେ ବିକ୍ରି ହେଉଛି ସିଲିଣ୍ଡର
    ଦେଶ-ଦେଶାନ୍ତର

    ପାକିସ୍ତାନରେ ଗ୍ୟାସ ଦର ଆକାଶଛୁଆଁ, ୭ ହଜାର ଟଙ୍କାରେ ବିକ୍ରି ହେଉଛି ସିଲିଣ୍ଡର

    13497
    Oct 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ନବଜାତ ଶିଶୁ ମୁହଁରେ ନିଶ !

    14271
    Oct 25, 2026
  • ଦେଶ-ଦେଶାନ୍ତର

    ଉଷା ମଙ୍ଗେଶକରଙ୍କୁ ମିଳିବ ‘ଭାରତ ରତ୍ନ ଡକ୍ଟର ଭୂପେନ ହଜାରିକା ଜାତୀୟ ପୁରସ୍କାର’

    13785
    Oct 25, 2026
  • ବିଶେଷ

    ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14626
    Oct 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17218
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17913
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17858
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18280
    Sep 06, 2023

ବିଶେଷ

  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14626
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15545
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15724
    Oct 23, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    15093
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15555
    Oct 16, 2026

ବାଣିଜ୍ୟ

ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

ଦୀପାବଳିର ଠିକ୍ ପୂର୍ବରୁ ସୁନା ଦରରେ ଦ୍ରୁତ ହ୍ରାସ ଦେଖିବାକୁ ମିଳିଛି । ଚଳିତ ସପ୍ତାହରେ ଅନ୍ତର୍ଜାତୀୟ ବଜାରରେ ସୁନା ଦର ପାଖାପାଖି ୪% ଖସିଛି । ଏହି ୪ ମାସରେ ସୁନାର ଏହା ସର୍ବବୃହତ୍ ହ୍ରାସ । ଅଶୋଧିତ ତୈଳ ଦରରେ ବୃଦ୍ଧି, ଦରଦାମ ଚିନ୍ତା ଏବଂ କଡ଼ା ମୁଦ୍ରାନୀତି ଆଶଙ୍କା ଯୋଗୁ ସୁନା ଆଉନ୍ସ ପିଛା ୪,୦୦୦ ଡଲାର ପର୍ଯ୍ ...

  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    15089
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14790
    Oct 23, 2026
  • ମହଙ୍ଗା ହେବ ତେଲ, ଅଶୋଧିତ ତୈଳ ବ୍ୟାରେଲ୍‌ ପିଛା ୧୪୦ ଡଲାର ଛୁଇଁବ

    15239
    Oct 22, 2026
  • ହମାରା ବଚ୍‌ପନ ଟ୍ରଷ୍ଟ ରଜୋନିବୃତ୍ତି ଦିବସ ୨୦୨୬ ପାଳନ କରିବାକୁ ଓଡ଼ିଶା ଓ ମଧ୍ୟପ୍ରଦେଶରେ ୨୫ଟି ସମ୍ପ୍ରଦାୟରେ ୧୦୦୦ରୁ ଅଧିକ ମହିଳାଙ୍କ ନିକଟରେ ପହଞ୍ଚିଲା

    14425
    Oct 21, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେନ୍ଦ୍ର ସରକାରଙ୍କୁ ବଡ଼ ଚେତାବନୀ ଦେଲେ ସୋନମ ୱାଙ୍ଗଚୁକ, କହିଲେ ଏହା.....

    15436
    Oct 25, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14626
    Oct 25, 2026
  • ଡିଏ ବୃଦ୍ଧି ଘୋଷଣା ନେଇ ଆସିଲା ଏହି ଖବର ଜାଣନ୍ତୁ.....

    13582
    Oct 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In