Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, August 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ...

  • ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ...

  • ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ...

  • ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ...

  • H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ...

  • ଭିକ ମାଗି ଚଳୁଥିଲେ, ମୃତ୍ୟୁ ପରେ ଘର କୋଣରୁ ...

  • NICU ରେ ନିଆଁ, ୩ ନବଜାତ ଶିଶୁଙ୍କ ମୃତ୍ୟୁ

  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ...

  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ...

  • ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ...

ବିଶେଷ
Home ›› ବିଶେଷ ››ଗରମଦିନେ କେଶର ଯତ୍ନ ବିଷୟରେ ଜାଣନ୍ତୁ......

ଗରମଦିନେ କେଶର ଯତ୍ନ ବିଷୟରେ ଜାଣନ୍ତୁ......

2022-05-07 03:58:42
14608
Share:
Facebook
Twitter
E-Mail
WhatsApp
Telegram
ଗରମଦିନେ କେଶର ଯତ୍ନ ବିଷୟରେ ଜାଣନ୍ତୁ......

ଗରମ ଦିନେ ଅତ୍ୟଧିକ ଗରମ ସାଙ୍ଗକୁ କେଶର ସମସ୍ୟା ମୁଣ୍ଡ ବିନ୍ଧାର କାରଣ ସାଜିଥାଏ । ଆଜି ଆମେ ଆପଣଙ୍କୁ କେଶ ସହିତ ଯୋଡିହୋଇଥିବା ସମସ୍ତ ସମସ୍ୟାର ସମାଧାନ ବିଷୟରେ ଜଣାଇବୁ । କେଶ ସହିତ ଯୋଡିହୋଇଥିବା ସମସ୍ତ ସମସ୍ୟାର ସମଧାନ ହେୟାର ମାସ୍କ ହୋଇଥାଏ । ଏହା କେଶ ଭିତରକୁ ଯାଇ କେଶକୁ ମଜବୁତ୍‌ ବନାଇଥାଏ । ଏହି ହେୟାର ମାସ୍କର ପ୍ରସ୍ତୁତି ପାଇଁ କିଛି ଘରୋଇ ଜିନିଷର ବ୍ୟବହାର କରାଯାଇଥାଏ । ସେଥିମଧ୍ୟରୁ କଦଳୀ କେଶ ପାଇଁ ବହୁ ଉପକାରୀ ହୋଇଥାଏ । 

କେଶର ଶୁଖାପଣ ଏବଂ କେଶ ଖରାପ ହେବାରୁ ମୁକ୍ତି ପାଇବା ପାଇଁ କିଛି ଲୋକ କଦଳୀକୁ ମଧ୍ୟ ସେବନ କରିଥାନ୍ତି । କଦଳୀର ମଶ୍ଚରାଇଜିଂ ଗୁଣ ପାଇଁ ଏହାର ବ୍ୟବହାର ଗରମ ଦିନରେ ବହୁ ପରିମାଣରେ ବଢିଯାଇଥାଏ । ଏହା କେଶକୁ ପର୍ଯ୍ୟାପ୍ତ ପରିମାଣରେ ହାଇଡ୍ରେସନବି ପ୍ରଦାନ କରିଥାଏ । କଦଳୀ ପୋଟାସିୟମ୍‌, ଭିଟାମିନ୍‌ ବି-୬, ଭିଟାମିନ୍‌ ସି, ମେଗ୍ନେଶିୟମ୍‌ ଏବଂ ପ୍ରୋଟିନରେ ଭରପୁର ହୋଇଥାଏ । ଏହା କେଶକୁ ସମସ୍ତ ପ୍ରକାର ପୋଷଣ ତତ୍ୱ ଯୋଗାଇ କେଶକୁ ସୁନ୍ଦର ଏବଂ ମଜବୁତ କରିବାରେ ସାହାଯ୍ୟ କରିଥାଏ । ଏଠାରେ ଆମେ ଅପଣଙ୍କୁ କଦଳୀରେ ପ୍ରସ୍ତୁତ ହେଇଥିବା କିଛି ଘରୋଇ ଉପାୟ ବିଷୟରେ କହିବୁ, ଯାହାକୁ କେଶରେ ଲଗାଇବା ଦ୍ୱାରା କେଶ ଝଡିବା ଏବଂ କେଶର ଶୁଖାପଣ ଭଳି ସମସ୍ୟାରୁ ମୁକ୍ତି ମିଳିପାରିବ  । ଯଦି ଆପଣଙ୍କ କେଶରେ ଶୁଖାପଣ ଭଳି ସମସ୍ୟା ଦେଖାଦେଉଛି, ତେବେ ଆପଣଙ୍କୁ କଦଳୀ ଏବଂ ମହୁର ହେୟାର ମାସ୍କ ବ୍ୟବହାର କରିବା ଉଚିତ୍‌ । ଏହି ମାସ୍କ ଦୁର୍ବଳ କେଶକୁ ସତେଜ କରିବା ସହ ମୋଡି ହୋଇଥିବା କେଶକୁ ଠିକ୍‌ କରିବାରେ ସାହାଯ୍ୟ କରିଥାଏ ।

ଏହି ହେୟାର ପ୍ୟାକ୍‌ ତିଆରି କରିବାର ଉପାୟ, ଦୁଇଟି ପାଚିଲା କଦଳୀ ସହିତ ଦୁଇ ବଡ ଚାମଚ ମହୁ ମିଶାଇ ତାକୁ ଭଲଭାବେ ମିଶାଇଦେବେ । ଏହି ହେୟାର ମାସ୍କକୁ କେଶରେ ଲଗାଇ ହେୟାରକ୍ୟାପ୍‌ ଦ୍ୱାରା କେଶକୁ ଢାଙ୍କି ଦେବେ  । କିଛି ସମୟ ପରେ ଥଣ୍ଡାପାଣିରେ କେଶକୁ ଧୋଇଦେବେ, ଦେଖିବେ ପୂର୍ବାପେକ୍ଷା କେଶର ଚମକ ବଢିଯିବ ।
କଦଳୀ ଏବଂ ନଡିଆ ପାଣି କେଶ ପାଇଁ ବହୁ ଉପକାରୀ ହୋଇଥାଏ । ଏହି ମାସ୍କ କେଶକୁ ଚିକ୍କଣ ଏବଂ ମଜବୁତ୍‌ କରାଇବାରେ ସାହାଯ୍ୟ କରିଥାଏ । ଏହି ମାସ୍କକୁ ଲଗାଇବା ଦ୍ୱାରା କେଶ ପୂର୍ବ ଅପେକ୍ଷା ଅଧିକ କୋମଳ ହୋଇଯାଇଥାଏ ।  ଏହି ହେୟାର ପେକ୍‌  ଦୁଇଟି ପାଚିଲା କଦଳୀ ଏବଂ ଅଧା କପ୍‌ ନଡିଆ ପାଣିର ମିଶ୍ରଣରେ ପ୍ରସ୍ତୁତ ହୋଇଥାଏ । ଆପଣ ଚାହିଁଲେ ଏଥିରେ କିଛି ପରିମାଣରେ ମହୁ ମଧ୍ୟ ମିଶାଇ ପାରିବେ । ଏହି ହେୟରମାସ୍କକୁ ଅଳ୍ପ ଓଦା କେଶରେ ଲଗାଇ କେଶର ମୂଳକୁ ଧିରେ ଧିରେ ମାଲିସ୍‌ କରିବେ । ଅଧ ଘଣ୍ଟା ପର୍ଯ୍ୟନ୍ତ ସେହିପରି ରହିବାକୁ ଦେବେ ଏବଂ ପରେ ଏହାକୁ ସାମ୍ପୋରେ ଭଲଭାବେ ଧୋଇଦେବେ । ଦହି କେଶ ପାଇଁ ଗୋଟିଏ ପ୍ରାକୃତିକ କଣ୍ଡିସନରର କାମ କରିଥାଏ  । ପାଚିଲା କଦଳୀ ସହିତ ଦହିକୁ ମିଶାଇ ଲଗାଇବା ଦ୍ୱାରା କେଶ ମଜବୁତ ହୋଇଥାଏ ଏବଂ କେଶର ରୁଖାପଣରୁ ମଧ୍ୟ ମୁକ୍ତି ଦେଇଥାଏ । ଏହି ସବୁ ଘରୋଇ ଉପାୟକୁ ଅବଲମ୍ବନ କରି କେଶ ସମସ୍ୟାରୁ ମୁକ୍ତି ପାଇପାରିବେ ।

Powered by Froala Editor

Tags Hair care

Related articles Odisha News Lens 4.1

  • ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ହେବନାହିଁ ଅଧିକ ସିମ୍ କାର୍ଡ
    ଦେଶ-ଦେଶାନ୍ତର

    ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ହେବନାହିଁ ଅଧିକ ସିମ୍ କାର୍ଡ

    13554
    Aug 24, 2026
  •  ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ତିନି ନବଜାତ ଶିଶୁଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ତିନି ନବଜାତ ଶିଶୁଙ୍କ ମୃତ୍ୟୁ

    13965
    Aug 24, 2026
  • NICU ରେ ନିଆଁ, ୩ ନବଜାତ ଶିଶୁଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    NICU ରେ ନିଆଁ, ୩ ନବଜାତ ଶିଶୁଙ୍କ ମୃତ୍ୟୁ

    14345
    Aug 24, 2026
  • ଭିକ ମାଗି ଚଳୁଥିଲେ, ମୃତ୍ୟୁ ପରେ ଘର କୋଣରୁ ମିଳିଲା ୩୦ ବସ୍ତା ଟଙ୍କା
    ଦେଶ-ଦେଶାନ୍ତର

    ଭିକ ମାଗି ଚଳୁଥିଲେ, ମୃତ୍ୟୁ ପରେ ଘର କୋଣରୁ ମିଳିଲା ୩୦ ବସ୍ତା ଟଙ୍କା

    13698
    Aug 24, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ
    ବିଶେଷ

    ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    14891
    Aug 24, 2026
  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା
    ଦେଶ-ଦେଶାନ୍ତର

    ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା

    15507
    Aug 23, 2026
  • H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ଆଲର୍ଟ
    ଦେଶ-ଦେଶାନ୍ତର

    H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ଆଲର୍ଟ

    13834
    Aug 24, 2026
  • ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ
    ଦେଶ-ଦେଶାନ୍ତର

    ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ

    13939
    Aug 24, 2026
  • ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ମାଜ୍ଜୋ
    ମନୋରଞ୍ଜନ

    ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ମାଜ୍ଜୋ

    14143
    Aug 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ପଦ ଖାଲି

    14154
    Aug 23, 2026
  • ଦେଶ-ଦେଶାନ୍ତର

    ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ

    13939
    Aug 24, 2026
  • ଦେଶ-ଦେଶାନ୍ତର

    ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ହେବନାହିଁ ଅଧିକ ସିମ୍ କାର୍ଡ

    13554
    Aug 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17050
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17679
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17723
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18119
    Sep 06, 2023

ବିଶେଷ

  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    14891
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15537
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16067
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13988
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    15012
    Aug 13, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15971
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14008
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14272
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14397
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ

    13939
    Aug 24, 2026
  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା

    15507
    Aug 23, 2026
  • ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ପଦ ଖାଲି

    14154
    Aug 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In