Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ...

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ...

  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ...

  • କାବେରୀରେ ଭାସିଗଲେ ୫ ଜଣ

  • ଥରେ ନୁହେଁ, ବାରମ୍ବାର କେତନଙ୍କୁ ...

  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ...

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ ...

Home ›› ›› କାଚିବ ବର୍ଷା,କେବେ ଜାଣନ୍ତୁ

କାଚିବ ବର୍ଷା,କେବେ ଜାଣନ୍ତୁ

2022-05-07 06:52:06
14963
Share:
Facebook
Twitter
E-Mail
WhatsApp
Telegram
 କାଚିବ ବର୍ଷା,କେବେ ଜାଣନ୍ତୁ


ଭୁବନେଶ୍ୱର:  ଆସନ୍ତା ୧୦ ତାରିଖ ଦିନ ସମ୍ଭାବ୍ୟ ବାତ୍ୟା ଆନ୍ଧ୍ର-ଓଡ଼ିଶା ଉପକୂଳଠାରୁ ୨୦୦ରୁ ୩୦୦ କିଲୋମିଟର ଦୂରରେ ରହିଥିବ ବୋଲି ପ୍ରାଥମିକ ଭାବେ ଆକଳନ କରାଯାଇଛି । ଏହା ପ୍ରଭାବରେ ରାଜ୍ୟରେ ୧୦ ତାରିଖ ଦିନ ବର୍ଷା ହେବ ।କିନ୍ତୁ ବଡ଼ ଧରଣର ବର୍ଷା, ପବନ ସମ୍ଭାବନା କମ୍ ବୋଲି ଆଇଏମଡି ପକ୍ଷରୁ କୁହାଯାଇଛି ।

ଗଞ୍ଜାମ, ପୁରୀ, ଜଗତସିଂହପୁର ଓ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ଏଥି ସହ କେନ୍ଦୁଝର, ମୟୂରଭଂଜ, ଅନୁଗୁଳ, ଢେଙ୍କାନାଳ ଓ ଉତର ଉପକୂଳ ଓଡ଼ିଶାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୧୦ ଓ ୧୧ ତାରିଖରେ ସାରା ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ।

ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ୱେଲମାର୍କ ଲୋ ପ୍ରେସରରେ ପରିଣତ ହୋଇଛି ।ଏହାର ବର୍ତ୍ତମାନ ସ୍ଥିତି ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାଶ୍ୱର୍ବର୍ତ୍ତୀ ଆଣ୍ଡାମାନ ସାଗର ଆଖପାଖ ଅଂଚଳରେ ରହିଛି । ଏହା ଧୀରେଧୀରେ ଉତ୍ତାର ପଶ୍ଚିମ ଦିଗରେ ଗତି କରୁଛି । ଏହାର ପ୍ରଭାବ ବିଶେଷ କରି ଦକ୍ଷିଣ ପୂର୍ବ ବଙ୍ଗୋପ ସାଗର ଅଂଚଳରେ ଅଧିକ ସକ୍ରିୟ ହୋଇଛି । ଏହାର ଗତି ଉତ୍ତର ପଶ୍ଚିମ ଦିଗକୁ ୧୦ ତାରିଖ ଯାଏ ବଜାୟ ରଖିବ । 

ୱେଲମାର୍କ ଲୋ ପ୍ରେସରଟି ୧୨ଘଣ୍ଟା ପରେ ଡିପ୍ରେସନ ବା ଅପପାତରେ ପରିଣତ ହେବ । ଏହା ଦକ୍ଷିଣପୂର୍ବ ବଙ୍ଗୋପସାଗର ଅଂଚଳରେ ଅବପାତରେ ପରିଣତ ହେବ । ଏହା ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଆସନ୍ତାକାଲି ଅର୍ଥାତ ୮ ତାରିଖ ସନ୍ଧ୍ୟା ବେଳକୁ ଏହା ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସାମୁଦ୍ରିକ ଝଡ ବା ବାତ୍ୟାର ରୂନ ନେବ ଓ ପରବର୍ତ୍ତୀ ସମୟରେ  ଉତ୍ତରପଶ୍ଚିମ ଦିଗରେ ଗତି କରି ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ପାଶ୍ୱର୍ବର୍ତ୍ତୀ ଉତ୍ତର ପଶ୍ଚିମ ବଙ୍ଗୋପ ସାଗର ଅଂଚଳରେ ପହଞ୍ଚିବ ।  ଯାହାକି ସମୁଦ୍ର ମଧ୍ୟରେ ଉତ୍ତର ଆନ୍ଧ୍ର ଓ ଓଡିଶା ଉପକୂଳ ପାଖାପାଖି  ପହଞ୍ଚିବାର ସମ୍ଭାବନା ରହିଛି । 

 ବର୍ତ୍ତମାନ ସ୍ଥିତି ଅନୁସାରେ ପବନର ବେଗ ୯ ତାରିଖ ଠାରୁ କେନ୍ଦ୍ରୀୟ ବଙ୍ଗେପାସାଗର ଅଂଚଳରେ ୬୫ ରୁ ୭୫ କିଲୋମିଟର, ସର୍ବାଧିକ ୮୫ କିଲୋମିଟର ବେଗରେ ରହିବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ପବନର ବେଗ ଆହୁରି ବୃଦ୍ଧି ପାଇବ ବୋଲି ପାଣିପାଗ ବିଜ୍ଞନୀ ଉମାଶଙ୍କର ଦାଶ କହିଛନ୍ତି । ସମୁଦ୍ର ଉପକୂଳ ଅଂଚଳରେ ପବନର ବେଗ ୯୦ କିଲୋମିଟର ରହିବା ସମ୍ଭବନା ରହିଛି ।

Powered by Froala Editor

Tags Rain

Related articles Odisha News Lens 4.1

  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15374
    Jun 24, 2026
  • ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ
    ଦେଶ-ଦେଶାନ୍ତର

    ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

    15108
    Jun 25, 2026
  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ
    ଦେଶ-ଦେଶାନ୍ତର

    ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ

    14867
    Jun 25, 2026
  • ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ...
    ଦେଶ-ଦେଶାନ୍ତର

    ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ...

    13494
    Jun 25, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14758
    Jun 24, 2026
  • କାବେରୀରେ ଭାସିଗଲେ ୫ ଜଣ
    ଦେଶ-ଦେଶାନ୍ତର

    କାବେରୀରେ ଭାସିଗଲେ ୫ ଜଣ

    15015
    Jun 25, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା
    ବିଶେଷ

    ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15040
    Jun 24, 2026
  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର
    ଦେଶ-ଦେଶାନ୍ତର

    ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

    14092
    Jun 25, 2026
  • ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା
    ଅପରାଧ

    ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା

    13566
    Jun 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଅପରାଧ

    ଥରେ ନୁହେଁ, ବାରମ୍ବାର କେତନଙ୍କୁ ମାରିବାକୁ ଚେଷ୍ଟା କରିଥିଲେ ସିୟା

    13566
    Jun 25, 2026
  • ଦେଶ-ଦେଶାନ୍ତର

    ହୋର୍ମୁଜ୍ ପାର୍ କଲା ଆଉ ୩୦ ଜାହାଜ

    15108
    Jun 25, 2026
  • ଦେଶ-ଦେଶାନ୍ତର

    ହର୍ମୁଜ ପ୍ରଣାଳୀ ଦେଇ ଗତି କରୁଥିବା ଜାହାଜଗୁଡ଼ିକ ଉପରୁ ଇରାନ କୌଣସି ପ୍ରକାରର ଟିକସ ଆଦାୟ କରିବ ନାହିଁ

    13494
    Jun 25, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16942
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17560
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17610
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18006
    Sep 06, 2023

ବିଶେଷ

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15040
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15199
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15028
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15639
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14505
    Jun 19, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13784
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14875
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15490
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15242
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭେନେଜୁଏଲାରେ ଦୁଇଟି ଶକ୍ତିଶାଳୀ ଭୂମିକମ୍ପ, ଏଯାଏଁ ୩୨ ମୃତ

    14867
    Jun 25, 2026
  • ଶିଶୁଙ୍କୁ ସୁନା ମୁଦି ଉପହାର ଦେବେ ସରକାର

    14092
    Jun 25, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15040
    Jun 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In