Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, April 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ...

  • କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା

  • ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ...

  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ...

  • ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ...

  • ଇରାନ ଏବଂ ଆମେରିକା ମଧ୍ୟରେ ଅଚଳାବସ୍ଥା, ...

  • ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ

  • ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର

  • ‘ମହାବତାର ପର୍ଶୁରାମ’ର ପୋଷ୍ଟର ରିଲିଜ୍

  • ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷ ଫଲୋଅର୍ସ, ...

Home ›› ››ପଞ୍ଜାବରେ ଲକ୍‌ଡାଉନ, ତଥାପି ଖୋଲିବ ମଦ ଦୋକାନ

ପଞ୍ଜାବରେ ଲକ୍‌ଡାଉନ, ତଥାପି ଖୋଲିବ ମଦ ଦୋକାନ

2021-05-06 07:30:10
15021
Share:
Facebook
Twitter
E-Mail
WhatsApp
Telegram
ପଞ୍ଜାବରେ ଲକ୍‌ଡାଉନ, ତଥାପି ଖୋଲିବ ମଦ ଦୋକାନ

କରୋନା ସଂକ୍ରମଣକୁ ନେଇ ଦେଶରେ ଚିନ୍ତାଜନକ ପରିସ୍ଥିତି ସୃଷ୍ଟି ହୋଇଛି । ଲକ୍‌ଡାଉନ ଓ ସଟ୍‌ଡାଉନ କରାଯାଇ ସଂକ୍ରମଣ ରୋକିବାକୁ ଚେଷ୍ଟା କରାଯାଉଛି । ଇତିମଧ୍ୟରେ ପଞ୍ଜାବ ସରକାର ପୁଣି ଏକ ବିବାଦୀୟ ନିଷ୍ପତ୍ତି ନେଇଛନ୍ତି । 

ସୂଚନା ଯୋଗ୍ୟ, ସଂକ୍ରମଣ ଚେନ୍ ଭାଙ୍ଗିବା ପାଇଁ ପଞ୍ଜାବରେ ମେ ୧୫ ତାରିଖ ଯାଏ ଲକଡାଉନ୍ ଘୋଷଣା କରାଯାଇଛି । ଲକଡାଉନ୍ ସମୟରେ ଜରୁରୀ ସେବାକୁ ବାଦ୍ ଦିଆଯାଇଛି । ପଞ୍ଜାବ ସରକାର ମଦକୁ ଅତ୍ୟାବଶ୍ୟକୀୟ ସାମଗ୍ରୀ ତାଲିକାରେ ରଖିଛନ୍ତି । ସରକାରଙ୍କ ଏହି ନିଷ୍ପତ୍ତି କ୍ରମେ ଲକଡାଉନ୍ ସମୟରେ ମଦ ଦୋକାନ ଖୋଲା ରହିବ ।   ଯଦିଓ ଏହି ନିଷ୍ପତ୍ତି ବିବାଦୀୟ ତଥାପି ଏଭଳି ପଦକ୍ଷେପ ଅନେକଙ୍କୁ ଆଶ୍ୱସ୍ତି ଦେଇଛି । 

ଲୋକେ ମଦ ପାଇଁ ସାନିଟାଇଜର ପିଇ ଦେଉଥିବା ଭଳି ଖବର ଆସୁଛି । ଏଭଳି ଲୋକଙ୍କ ମୃତ୍ୟୁ ହେଉଥିବା ବେଳେ ପଞ୍ଜାବ ସରକାରଙ୍କ ପଦକ୍ଷେପ ସେମାନଙ୍କ ପାଇଁ ନିଶ୍ଚିତ ଭାବେ ଆଶ୍ୱସ୍ତିକର ।

Powered by Froala Editor

Tags wine shop

Related articles Odisha News Lens 4.1

  • ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର
    ଦେଶ-ଦେଶାନ୍ତର

    ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର

    15012
    Apr 20, 2026
  • ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ସମ୍ବିଧାନ ବିରୋଧୀ କହିଲେ ଅଖିଳେଶ
    ଦେଶ-ଦେଶାନ୍ତର

    ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ସମ୍ବିଧାନ ବିରୋଧୀ କହିଲେ ଅଖିଳେଶ

    13264
    Apr 21, 2026
  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ
    ବିଶେଷ

    ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ

    14098
    Apr 21, 2026
  • ‘ମହାବତାର ପର୍ଶୁରାମ’ର ପୋଷ୍ଟର ରିଲିଜ୍
    ମନୋରଞ୍ଜନ

    ‘ମହାବତାର ପର୍ଶୁରାମ’ର ପୋଷ୍ଟର ରିଲିଜ୍

    14064
    Apr 20, 2026
  • ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ସବୁଠାରୁ ବଡ଼ ସୁଯୋଗ ହରାଇଲି
    ଦେଶ-ଦେଶାନ୍ତର

    ଝାଲମୁଢି ଖାଇଲେ ମୋଦୀ, ଦୋକାନୀ କହିଲେ ସବୁଠାରୁ ବଡ଼ ସୁଯୋଗ ହରାଇଲି

    15657
    Apr 20, 2026
  • ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ
    ଦେଶ-ଦେଶାନ୍ତର

    ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ

    13622
    Apr 20, 2026
  • ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷ ଫଲୋଅର୍ସ, କିନ୍ତୁ ସନ୍ୟାସିନୀ ପାଲଟିଲେ ହର୍ଷା
    ମନୋରଞ୍ଜନ

    ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷ ଫଲୋଅର୍ସ, କିନ୍ତୁ ସନ୍ୟାସିନୀ ପାଲଟିଲେ ହର୍ଷା

    14669
    Apr 20, 2026
  • କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା
    ଦେଶ-ଦେଶାନ୍ତର

    କେଦାରନାଥ ମନ୍ଦିରକୁ ମୋବାଇଲ୍ ମନା

    13828
    Apr 21, 2026
  • ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ମାଡ଼
    ଦେଶ-ଦେଶାନ୍ତର

    ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ମାଡ଼

    15101
    Apr 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମଣିଷର ମୃତ୍ୟୁ ପରେ କାର୍‌କୁ ବି କବର

    15012
    Apr 20, 2026
  • ଦେଶ-ଦେଶାନ୍ତର

    ବିଜେପିକୁ ଗଣତନ୍ତ୍ର ବିରୋଧୀ ଏବଂ ସମ୍ବିଧାନ ବିରୋଧୀ କହିଲେ ଅଖିଳେଶ

    13264
    Apr 21, 2026
  • ବିଶେଷ

    ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ

    14098
    Apr 21, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17427
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17481
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17839
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16309
    Apr 03, 2021

ବିଶେଷ

  • ଉଷୁମ କ୍ଷୀରରେ ମିଶ୍ରି ମିଶାଇ ପିଅନ୍ତୁ, ମିଳିବ ଲାଭ

    14098
    Apr 21, 2026
  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13622
    Apr 20, 2026
  • ଅସ୍ଥି ମଜଭୁତ କରେ ଖଜୁରି

    16146
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15842
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16198
    Apr 12, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15346
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15077
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15579
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13877
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇନ୍‌ଷ୍ଟାଗ୍ରାମରେ ୧୦ ଲକ୍ଷ ଫଲୋଅର୍ସ, କିନ୍ତୁ ସନ୍ୟାସିନୀ ପାଲଟିଲେ ହର୍ଷା

    14669
    Apr 20, 2026
  • ଭୟଙ୍କର ସଡ଼କ ଦୁର୍ଘଟଣାରେ ୧୨ ମୃତ

    13622
    Apr 20, 2026
  • ଆମେରିକା ଯୁଦ୍ଧ ଜାହାଜ ଉପରକୁ ଡ୍ରୋନ୍ ମାଡ଼

    15101
    Apr 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In