Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗାନ୍ଧୀଙ୍କ ହାତଲେଖା ଚିଠି ବିକ୍ରି ହେଲା ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ...

  • ଜନ୍ତରମନ୍ତର ଆନ୍ଦୋଳନ: ତଦନ୍ତ ପାଇଁ ...

  • ପରଲୋକରେ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ ...

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ...

  • ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ...

  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ...

  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ...

ରାଜ୍ୟ
Home ›› ରାଜ୍ୟ ››କାକିନାଡ଼ା ପାଖରେ ଉପକୂଳ ଛୁଇଁବ ବାତ୍ୟା

କାକିନାଡ଼ା ପାଖରେ ଉପକୂଳ ଛୁଇଁବ ବାତ୍ୟା

2022-05-11 04:39:53
14973
Share:
Facebook
Twitter
E-Mail
WhatsApp
Telegram
କାକିନାଡ଼ା ପାଖରେ ଉପକୂଳ ଛୁଇଁବ ବାତ୍ୟା


ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଅସାନି’ ଏବେ ଉପକୂଳ ଆଡ଼େ ମୁହାଁଇଛି ।ଆଜି ମଧ୍ୟାହ୍ନରେ ଏହା ଆନ୍ଧ୍ରପ୍ରଦେଶର କାକିନାଡ଼ା ଓ ବିଶାଖାପାଟଣା ନିକଟରେ ଉପକୂଳ ଛୁଇଁବାର ସମ୍ଭାବନା ରହିଛି ବୋଲି ରାଜ୍ୟ ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ କୁମାର ଜେନା ସୂଚନା ଦେଇଛନ୍ତି। ଶ୍ରୀ ଜେନା କହିଛନ୍ତି ଯେ, ଏହି ବାତ୍ୟା କାକିନାଡ଼ା ନିକଟରେ ଉପକୂଳ ଛୁଇଁବା ପରେ ପୁଣିଥରେ ଗତିପଥ ବଦଳାଇ ଉତ୍ତର ଉତ୍ତପଶ୍ଚିମ ଦିଗରେ ସମୁଦ୍ରକୁ ଯିବ । ତେବେ ସେତେବେଳକୁ ବାତ୍ୟା ଦୁର୍ବଳ ହୋଇ ଡିପ୍ ଡିପ୍ରେସନରେ ପରିଣତ ହୋଇସାରିଥିବ । ଏହି ବାତ୍ୟା ମେ’ ୧୨ ରାତି କିମ୍ବା ୧୩ତାରିଖ ସକାଳେ ଓଡ଼ିଶା ଉପକୂଳର ନିକଟରେ ଅତିକ୍ରମ କରିବ କିନ୍ତୁ ଓଡ଼ିଶା ଉପକୂଳ ଛୁଇଁବ ନାହିଁ ବୋଲି ଅନୁମାନ କରାଯାଉଛି । ତେବେ ଏହାର ପ୍ରଭାବରେ ଓଡ଼ିଶାରେ ବର୍ଷାର ସମ୍ଭାବନା ରହିଛି । ବିଶେଷକରି ଗଞ୍ଜାମ, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ।
ସେହିପରି ପୁରୀ, ଖୋର୍ଦ୍ଧା, କଟକ ଓ ଜଗତସିଂହପୁର ଜିଲ୍ଲାରେ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ଏହି ବାତ୍ୟା କାକିନାଡ଼ା ନିକଟରେ ଉପକୂଳ ଛୁଇଁବା ପରେ ୧୧ ତାରିଖ ମଧ୍ୟାହ୍ନ ସୁଦ୍ଧା ଉତ୍ତର- ଉତ୍ତର-ପୂର୍ବ ଦିଗକୁ ପୁଣିଥରେ ରିକର୍ଭ କରି ସମୁଦ୍ର ଭିତରକୁ ଯିବ । ଏହାର ପ୍ରଭାବରେ ଓଡ଼ିଶାରେ ଘଣ୍ଟାପ୍ରତି ପବନର ବେଗ ୫୦ରୁ ୬୦ କିମି ରହିବ । ବିଶେଷ ପବନ ହୋଇନପାରେ, କିନ୍ତୁ ସତର୍କ ରହିବା ପାଇଁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ସମ୍ଭାବ୍ୟ ବାତ୍ୟା ଆଶଙ୍କାରେ ରାଜ୍ୟ ସରକାର ସମସ୍ତ ପ୍ରସ୍ତୁତି କରିଛନ୍ତି । ଓଡ୍ରାଫ ଓ ଅଗ୍ନିଶମ ବାହିନୀକୁ ବିଭିନ୍ନ ଜିଲ୍ଲାକୁ ପଠାଯାଇଛି । ଗଞ୍ଜାମ ଜିଲ୍ଲାରେ ୬ଟି ଓଡ୍ରାଫ ଟିମ୍ ମୁତୟନ ହୋଇଥିବାବେଳେ କେରାପୁଟରେ ୬ଟି ଓଡ୍ରାଫ ଟିମ୍‌, ମାଲକାନଗିରିରେ ୨ଟି, ଗଜପତି ଓ ରାୟଗଡ଼ାରେ ୩ଟି ଲେଖାଏଁ ଓଡ୍ରାଫ ଟିମକୁ ମୁତୟନ କରାଯାଇଛି । କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ମଧ୍ୟ ଅଗ୍ନିଶମ ବାହିନୀ ଟିମକୁ ପଠାଯାଇଛି।
ସମୁଦ୍ର ଭିତରକୁ ନଯିବା ପାଇଁ ବାରଣ ସତ୍ତ୍ୱେ କିଛି ମତ୍ସ୍ୟଜୀବୀ ଲୋଭରେ ମାଛ ଧରିବାକୁ ସମୁଦ୍ର ଭିତରକୁ ଯାଉଥିବାରୁ ସେମାନଙ୍କ ବିରୁଦ୍ଧରେ କଠୋର କାର୍ୟ୍ୟାନୁଷ୍ଠାନ ପାଇଁ ରାଜ୍ୟ ସରକାର ଚେତାବନୀ ଦେଇଛନ୍ତି । ଆସନ୍ତା ୩ ଦିନ ପର୍ୟ୍ୟନ୍ତ ସମୁଦ୍ର ଭିତରକୁ କେହି ଯେପରି ନଯିବେ ସେଥିପାଇଁ ଶ୍ରୀ ଜେନା ଚେତାବନୀ ଦେଇଛନ୍ତି । ସମୁଦ୍ର ଭିତରକୁ ଯାଉଥିବା ଲୋକଙ୍କ ବିରୁଦ୍ଧରେ ବିପର୍ୟ୍ୟୟ ପ୍ରଶମନ ଆଇନ ଅନୁସାରେ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି।

ଅନ୍ୟପକ୍ଷରେ ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ଆଜି କେନ୍ଦ୍ର ଗୃହ ସଚିବ ଅଜୟ କୁମାର ଭଲ୍ଲା ଉଭୟ ଓଡ଼ିଶା ଓ ଆନ୍ଧ୍ରପ୍ରଦେଶ ସରକାରଙ୍କ ସହ ସମୀକ୍ଷା ବୈଠକ କରିଛନ୍ତି ।

Powered by Froala Editor

Tags Cyclone

Related articles Odisha News Lens 4.1

  • ଜନ୍ତରମନ୍ତର ଆନ୍ଦୋଳନ: ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ୫ ଜଣିଆ ହାଇପାୱାର ଏକ୍ସପର୍ଟ ...
    ଦେଶ-ଦେଶାନ୍ତର

    ଜନ୍ତରମନ୍ତର ଆନ୍ଦୋଳନ: ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ୫ ଜଣିଆ ହାଇପାୱାର ଏକ୍ସପର୍ଟ ...

    14616
    Aug 21, 2026
  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ
    ଦେଶ-ଦେଶାନ୍ତର

    ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

    14158
    Aug 20, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର
    ବିଶେଷ

    ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15116
    Aug 21, 2026
  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର ...
    ବାଣିଜ୍ୟ

    ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର ...

    13999
    Aug 21, 2026
  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ
    ଦେଶ-ଦେଶାନ୍ତର

    ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ

    13763
    Aug 20, 2026
  • ପରଲୋକରେ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାର
    ଦେଶ-ଦେଶାନ୍ତର

    ପରଲୋକରେ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାର

    13953
    Aug 21, 2026
  • ଗାନ୍ଧୀଙ୍କ ହାତଲେଖା ଚିଠି ବିକ୍ରି ହେଲା ଏତିକି ଟଙ୍କାରେ, ଜାଣନ୍ତୁ କେତେ ?
    ଦେଶ-ଦେଶାନ୍ତର

    ଗାନ୍ଧୀଙ୍କ ହାତଲେଖା ଚିଠି ବିକ୍ରି ହେଲା ଏତିକି ଟଙ୍କାରେ, ଜାଣନ୍ତୁ କେତେ ?

    14853
    Aug 21, 2026
  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ  ...
    ଦେଶ-ଦେଶାନ୍ତର

    ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ...

    14344
    Aug 20, 2026
  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ
    ଦେଶ-ଦେଶାନ୍ତର

    ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ

    14883
    Aug 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

    14158
    Aug 20, 2026
  • ଦେଶ-ଦେଶାନ୍ତର

    ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଛି ଏହି ସୂଚନା

    14344
    Aug 20, 2026
  • ଦେଶ-ଦେଶାନ୍ତର

    ଜନ୍ତରମନ୍ତର ଆନ୍ଦୋଳନ: ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ୫ ଜଣିଆ ହାଇପାୱାର ଏକ୍ସପର୍ଟ କମିଟି ଗଠନ

    14616
    Aug 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17045
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17668
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17714
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18112
    Sep 06, 2023

ବିଶେଷ

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15116
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    15990
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13908
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14936
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14709
    Aug 10, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15925
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14000
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14264
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14388
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ

    14169
    Aug 20, 2026
  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ

    14883
    Aug 20, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15116
    Aug 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In