Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, September 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ...

  • ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି ...

  • ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ...

  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ...

  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ...

  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ...

  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ...

  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ...

ରାଜ୍ୟ
Home ›› ରାଜ୍ୟ ››ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ୟ୍ୟ ଆଇନର ପରିସର ମଧ୍ୟରେ ହେଉଛି: ପିନାକୀ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ୟ୍ୟ ଆଇନର ପରିସର ମଧ୍ୟରେ ହେଉଛି: ପିନାକୀ

2022-05-11 04:46:39
14352
Share:
Facebook
Twitter
E-Mail
WhatsApp
Telegram
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ୟ୍ୟ ଆଇନର ପରିସର ମଧ୍ୟରେ ହେଉଛି: ପିନାକୀ

ଭୁବନେଶ୍ବର: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ୟ୍ୟ ଉପରେ ହାଇକୋର୍ଟ ରହିତାଦେଶ ଦେଇନାହାନ୍ତି । ବରଂ ଏଏସ୍‌ଆଇ  ସହିତ ସମନ୍ବୟ ରଖି ରାଜ୍ୟ ସରକାର ନିର୍ମାଣ କାର୍ୟ୍ୟ ଜାରି ରଖିବାକୁ ପରାମର୍ଶ ଦେଇଛନ୍ତି । ହାଇକୋର୍ଟ ଏହା ସ୍ପଷ୍ଟ କଲା ପରେ ବିରୋଧୀମାନେ କେଉଁ ଆଧାରରେ ଏବଂ କେଉଁ କ୍ଷମତା ବଳରେ କାମ ବନ୍ଦ ରଖିବା ଉଚିତ ବୋଲି କହୁଛନ୍ତି ? ପରିକ୍ରମା ପ୍ରକଳ୍ପ ସମ୍ପର୍କରେ ଏଏସ୍‌ଆଇ ହାଇକୋର୍ଟରେ ସତ୍ୟପାଠ ଦାଖଲ କରିବା ପରେ ଆଜି ପ୍ରକଳ୍ପ ବିରୋଧୀଙ୍କୁ ଏଭଳି ପ୍ରଶ୍ନ କରିଛନ୍ତି ପୁରୀ ସାଂସଦ ପିନାକୀ ମିଶ୍ର ।

ପିନାକୀ କହିଛନ୍ତି ଯେ, ରାଜ୍ୟ ସରକାର ଯାହା କାମ କରୁଛନ୍ତି ଆଇନର ପରିସରରେ ରହି କରୁଛନ୍ତି । ଶୌଚାଳୟ, ଡ୍ରେନ୍ ଏବଂ ବୈଦ୍ୟୁତିକ ନିର୍ମାଣ ଆଇନ ପରିସରରେ ଆସୁନାହିଁ । ଏଣୁ ଏହିସବୁ କାମ କରାଯାଇପାରିବ ବୋଲି ନିଜେ ଏଏସ୍‌ଆଇ ତାଙ୍କ ସତ୍ୟପାଠରେ କହିଛନ୍ତି । ଏହାଛଡ଼ା ଜାତୀୟ ସ୍ମାରକୀ ପ୍ରାଧୀକରଣ ଆମକୁ ଏଥିପାଇଁ ୪ ସେପ୍ଟେମ୍ବର ୨୦୨୧ରେ ଏନ୍‌ଓସି ଦେଇଛନ୍ତି ବୋଲି ଆଡଭୋକେଟ୍ ଜେନେରାଲ ହାଇକୋର୍ଟରେ କହିଛନ୍ତି ।ପିନାକୀ ଆହୁରି ମଧ୍ୟ କହିଛନ୍ତି ଯେ, "ଏଏସ୍‌ଆଇ  ନିଜର ସତ୍ୟପାଠରେ ଉଲ୍ଲେଖ କରିଥିବା କେତେକ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ଭିନ୍ନ ମତ ରହିଛି ବୋଲି ଆଡଭୋକେଟ୍ ଜେନେରାଲ ହାଇକୋର୍ଟଙ୍କୁ ସ୍ପଷ୍ଟ ଭାବେ ଜଣାଇଛନ୍ତି । ସେଥିପାଇଁ ହାଇକୋର୍ଟ ମଧ୍ୟ ରାଜ୍ୟ ସରକାରଙ୍କୁ ଜବାବୀ ସତ୍ୟପାଠ ଦାଖଲ କରିବାକୁ ସମୟ ଦେଇଛନ୍ତି । ସବୁଠାରୁ ଗୁରୁତ୍ବପୂର୍ଣ୍ଣ କଥା ହେଲା, ଆବେଦନକାରୀ ପରିକ୍ରମା ପ୍ରକଳ୍ପ କାର୍ୟ୍ୟ ଉପରେ ରହିତାଦେଶ ଦିଆଯାଉ ବୋଲି ବାରମ୍ବାର ନିବେଦନ କରିଥିଲେ । ମାତ୍ର ହାଇକୋର୍ଟ ଏହା ଉପରେ ରହିତାଦେଶ ଦେବାକୁ ସ୍ପଷ୍ଟ ଭାବେ ମନା କରିଦେଇଛନ୍ତି । ବରଂ ରାଜ୍ୟ ସରକାର ଓ ଏଏସ୍‌ଆଇ ପରସ୍ପର ଭିତରେ ସମନ୍ବୟ ରଖି କାମ ଜାରି ରଖିବାକୁ ହାଇକୋର୍ଟ ସ୍ପଷ୍ଟ ନିର୍ଦ୍ଦେଶ ଦେଇଛନ୍ତି ।"

ପୁରୀର ଲୋକ ଏହି ପରିକ୍ରମା ପ୍ରକଳ୍ପ କାମ ହେଉ ବୋଲି ଚାହୁଁଛନ୍ତି । ପ୍ରତିଦିନ ମହାପ୍ରଭୁଙ୍କ ଦର୍ଶନ ଲାଗି ଆସୁଥିବା ଲକ୍ଷ ଲକ୍ଷ ଭକ୍ତ ଓ ଶ୍ରଦ୍ଧାଳୁ ଶୌଚାଳୟ ଓ ଅନ୍ୟାନ୍ୟ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏହି ସ୍ପର୍ଶକାତର ସମସ୍ୟାକୁ ମୁଖ୍ୟମନ୍ତ୍ରୀ ଓ ରାଜ୍ୟ ସରକାର ଉପଲବ୍ଧି କଲା ପରେ ଲୋକଙ୍କ ସୁବିଧା ଲାଗି ଏନ୍‌ଏମ୍‌ଏର ଏନ୍‌ଓସି ନେଇ ଶୌଚାଳୟ ଆଦି ନିର୍ମାଣ କରୁଛନ୍ତି । ଅନ୍ୟପକ୍ଷରେ ପରିକ୍ରମା ପ୍ରକଳ୍ପ କାର୍ୟ୍ୟର ଯୁଗ୍ମ ଅନୁଧ୍ୟାନ ପରେ ଏନେଇ ଏଏସ୍‌ଆଇ ସତ୍ୟପାଠରେ ଯେଉଁସବୁ ବିଷୟ ଉଲ୍ଲେଖ କରିଛି, ହାଇକୋର୍ଟ ଏହାକୁ ଅସ୍ପଷ୍ଟ ବୋଲି ଦର୍ଶାଇଛନ୍ତି । ଏହି ନିର୍ମାଣ କାର୍ୟ୍ୟ ମନ୍ଦିର ଉପରେ କ୍ଷତି ପହଞ୍ଚାଇବ କି ନାହିଁ ତାହା ଉପରେ ଅଧିକ ଅନୁଧ୍ୟାନ କରି ନିର୍ଦ୍ଦିଷ୍ଟ ଭାବେ ରିପୋର୍ଟ ଦେବାକୁ ଏଏସ୍‌ଆଇକୁ ନିର୍ଦ୍ଦେଶ ଦେଇଛନ୍ତି ।ଏହାଛଡ଼ା ହାଇକୋର୍ଟ ରାଜ୍ୟ ସରକାରଙ୍କୁ ସତ୍ୟପାଠ ଦାଖଲ ପାଇଁ ସମୟ ଦେବା ସହ କାମ ଜାରି ରଖିବାକୁ କହିଛନ୍ତି । ହାଇକୋର୍ଟ ସ୍ପଷ୍ଟ ଭାବେ ଏଭଳି ନିର୍ଦ୍ଦେଶ ଦେବା ପରେ ପ୍ରକଳ୍ପ କାମ ବନ୍ଦ କରିବାକୁ କାହାର ସତ୍‌ସାହାସ ହେଉଛି ବୋଲି ପିନାକୀ ପ୍ରଶ୍ନ କରିଛନ୍ତି । ବିଜେପିର ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଗଣମାଧ୍ୟମରେ ଏନେଇ ମତ ରଖିବା ପରେ ପିନାକୀ ତାଙ୍କ ନାମ ନ ନେଇ ତାଙ୍କୁ କଟାକ୍ଷ କରିଛନ୍ତି । ଯେଉଁମାନେ ପାର୍ଲାମେଣ୍ଟ ଯିବାକୁ ଚାହୁଁଛନ୍ତି ସେମାନେ ପ୍ରଥମେ ଆଇନ୍‌ର ଜ୍ଞାନ ହାସଲ କରନ୍ତୁ ବୋଲି ସମ୍ବିତଙ୍କୁ କଟାକ୍ଷ କରି କହିଛନ୍ତି ପିନାକୀ ।

Powered by Froala Editor

Tags Pinaki mishra

Related articles Odisha News Lens 4.1

  • ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା

    14522
    Sep 14, 2026
  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର
    ଦେଶ-ଦେଶାନ୍ତର

    ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର

    14441
    Sep 12, 2026
  • ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ବ୍ରିକ୍ସ ଗାଲା ଡିନରରେ ଯୋଗ ଦେଲେନି ଚୀନ୍ ରାଷ୍ଟ୍ରପତି

    13627
    Sep 13, 2026
  • ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ନେଇ ବିବାଦ
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀର ନିରାମିଷ ଖାଦ୍ୟକୁ ନେଇ ବିବାଦ

    15016
    Sep 14, 2026
  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ

    15052
    Sep 13, 2026
  • ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ଫେରସ୍ତ ମାଗିଲେ ସିଇଓ
    ଦେଶ-ଦେଶାନ୍ତର

    ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ଫେରସ୍ତ ମାଗିଲେ ସିଇଓ

    13846
    Sep 14, 2026
  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ
    ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    14386
    Sep 12, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !
    ବାଣିଜ୍ୟ

    ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14345
    Sep 12, 2026
  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ
    ଦେଶ-ଦେଶାନ୍ତର

    ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    14129
    Sep 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବ୍ରେକ୍‌ଅପ୍ ପରେ ଗାଲଫ୍ରେଣ୍ଡକୁ ଟଙ୍କା ଫେରସ୍ତ ମାଗିଲେ ସିଇଓ

    13846
    Sep 14, 2026
  • ଦେଶ-ଦେଶାନ୍ତର

    କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ

    15052
    Sep 13, 2026
  • ଅପରାଧ

    ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    15220
    Sep 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17093
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17770
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17761
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18165
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14412
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16115
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14651
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13960
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14767
    Aug 31, 2026

ବାଣିଜ୍ୟ

୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

୯ ଅକ୍ଟୋବରରୁ ଆରମ୍ଭ ହେବ ଫ୍ଲିପକାର୍ଟର Big Billion Days Sale । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ସୂଚନା ଅନୁସାରେ, Flipkart Big Billion Days Sale ୨୦୨୬ ଅକ୍ଟୋବର ୯ ତାରିଖରୁ ଆରମ୍ଭ ହୋଇପାରେ। ଜଣେ X ୟୁଜର ଫ୍ଲିପକାର୍ଟ ମୋବାଇଲ୍ ଆପ୍‌ର ଏକ ସ୍କ୍ରିନ୍‌ସଟ୍ ସେୟାର କରିଛନ୍ତି। ଏଥିରେ ବିଗ୍ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14310
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14075
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14702
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15040
    Sep 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କୌଣସି ପରିସ୍ଥିତିରେ ଇରାନକୁ ଅଣୁ ଅସ୍ତ୍ର ହାସଲ କରିବାକୁ ଦିଆଯିବ ନାହିଁ: ଟ୍ରମ୍ପ

    15052
    Sep 13, 2026
  • ବ୍ରିକ୍ସ ସମ୍ମିଳନୀରେ ରିଲ୍ସ କରି କନେଷ୍ଟବଳ ହଟହଟା

    14522
    Sep 14, 2026
  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    14129
    Sep 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In