Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, October 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଝିଅର ଚିକିତ୍ସା କରିପାରିଲାନି ମା’, ...

  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ...

  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

  • ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ...

  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ...

  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ...

  • କୋଟିକୋଟି ଟଙ୍କାର ବ୍ୟାଙ୍କ ଠକେଇ ମାମଲା: ...

  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ...

  • ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ...

  • ଆମେରିକାରେ କାମ କରୁଥିବା ବିଦେଶୀ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପଶ୍ଚିମବଙ୍ଗରେ ନିର୍ବାଚନ ପରବର୍ତ୍ତୀ ହିଂସା ଜାରି, କେନ୍ଦ୍ରମନ୍ତ୍ରୀଙ୍କ ଗାଡ଼ିକୁ ଆକ୍ରମଣ

ପଶ୍ଚିମବଙ୍ଗରେ ନିର୍ବାଚନ ପରବର୍ତ୍ତୀ ହିଂସା ଜାରି, କେନ୍ଦ୍ରମନ୍ତ୍ରୀଙ୍କ ଗାଡ଼ିକୁ ଆକ୍ରମଣ

2021-05-06 08:32:07
14732
Share:
Facebook
Twitter
E-Mail
WhatsApp
Telegram
ପଶ୍ଚିମବଙ୍ଗରେ ନିର୍ବାଚନ ପରବର୍ତ୍ତୀ ହିଂସା  ଜାରି, କେନ୍ଦ୍ରମନ୍ତ୍ରୀଙ୍କ ଗାଡ଼ିକୁ ଆକ୍ରମଣ

କୋଲକାତା:  ପଶ୍ଚିମବଙ୍ଗରେ ନିର୍ବାଚନ ପରବର୍ତ୍ତୀ ହିଂସା  ଜାରି ରହିଥିବାବେଳେ  ଏକ ବଡ଼ ଖବର ସାମନାକୁ ଆସିଛି ।  ତାହା ହେଲା  ପଶ୍ଚିମବଙ୍ଗରେ  କେନ୍ଦ୍ରମନ୍ତ୍ରୀ ଭି.ମୁରଲୀଧରନଙ୍କ ଗାଡ଼ି ଉପରକୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି ।  ପଶ୍ଚିମ ମେଦିନପୁର ପଞ୍ଚଖୁଡ଼ି ନିକଟରେ ଏହି ଆକ୍ରମଣ ହୋଇଛି ।  ତୃଣମୂଳ କଂଗ୍ରେସର ଗୁଣ୍ଡାମାନେ ଏହି ଆକ୍ରମଣ କରିଥିବା ଅଭିଯୋଗ ହୋଇଛି ।  ଗାଡ଼ି କାଚକୁ ବାଡେ଼ଇ ଭାଙ୍ଗିବା ସହ ସହକର୍ମୀଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି ।  ଏହି ପରିପ୍ରେକ୍ଷୀରେ ପଶ୍ଚିମବଙ୍ଗରେ ସ୍ଥିତି ଅତ୍ୟନ୍ତ ଗମ୍ଭୀର ଥିବା କେନ୍ଦ୍ରମନ୍ତ୍ରୀ ଭି.ମୁରଲୀଧରନ କହିଛନ୍ତି । 

ପ୍ରକାଶ ଯେ,  ପଶ୍ଚିମବଙ୍ଗରେ ନିର୍ବାଚନ ପରବର୍ତ୍ତୀ ହିଂସା  ସମ୍ପର୍କରେ କେନ୍ଦ୍ରୀୟ ଟିମ ଅନୁଧ୍ୟାନ କରିବ । ଏନେଇ ଆଜି  କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ଏକ ୪ ଜଣିଆ ଟିମ ପଶ୍ଚିମବଙ୍ଗ ଯାଇଛି ।  ଜଣେ ଅତିରିକ୍ତ ସଚିବସ୍ତରରେ ଅଧିକାରୀଙ୍କ ନେତୃତ୍ୱରେ ଉକ୍ତ ଟିମ ପଶ୍ଚିମବଙ୍ଗ ଯାଇଛି  । ତୃଣମୂଳ ସ୍ତରକୁ ଯାଇ ଉକ୍ତ ଟିମ ସ୍ଥିିତି ଅନୁଧ୍ୟାନ କରି ରିପୋର୍ଟ ଦେବ ବୋଲି ଜଣାଯାଇଛି ।

ଅନ୍ୟପକ୍ଷରେ ପଶ୍ଚିମବଙ୍ଗରେ ଲାଗିରହିଥିବା ନିର୍ବାଚନ ପରବର୍ତ୍ତୀ ହିଂସାଘଟଣାକୁ ନେଇ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ଅତ୍ୟନ୍ତ କ୍ଷୁବ୍ଧ ହୋଇଛି। ମନ୍ତ୍ରଣାଳୟ ସଚିବ ରାଜ୍ୟକୁ ପତ୍ରଲେଖି କଡା ଚେତାବନୀ ଦେଇଛନ୍ତି। ଚଳିତ ମାସ ୨ ତାରିଖରେ ନିର୍ବାଚନ ଫଳାଫଳ ପ୍ରକାଶ ପାଇବାପରେ ପଶ୍ଚିମବଙ୍ଗରେ ଯେଉଁଭଳି ହିଂସା, ପୋଡାଜଳା ଘଟଣା ଘଟୁଛି ତାହାକୁ ନେଇ ଗଭୀର ଅସନ୍ତୋଷ ଓ କ୍ଷୋଭ ପ୍ରକାଶ କରିଛି ଗୃହ ମନ୍ତ୍ରଣାଳୟ। ମମତା ବାନାର୍ଜୀ ରାଜ୍ୟରେ ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାପରେ ମନ୍ତ୍ରଣାଳୟର ସଚିବ ଅଜୟ ଭାଲ୍ଲା ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କ ନିକଟକୁ ଆଉଏକ ପତ୍ର ଲେଖିଛନ୍ତି। ଏଥିରେ ରାଜ୍ୟରେ ଘଟୁଥିବା ନିର୍ବାଚନୀ ହିଂସା ରୋକିବା ଦିଗରେ କି ପଦକ୍ଷେପ ନିଆଯାଉଛି ସେ ସମ୍ପର୍କରେ କାହିଁକି କେନ୍ଦ୍ରକୁ ଜବାବ ଦିଆଯାଇନାହିଁ, ତାହାର କାରଣ ତଲବ କରାଯାଇଛି।

Powered by Froala Editor

Tags Attack on Central Minister vehicle

Related articles Odisha News Lens 4.1

  • ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ
    ଦେଶ-ଦେଶାନ୍ତର

    ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

    15229
    Oct 11, 2026
  • ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15679
    Oct 10, 2026
  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା
    ଅପରାଧ

    ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13642
    Oct 11, 2026
  • ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ
    ଦେଶ-ଦେଶାନ୍ତର

    ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15603
    Oct 11, 2026
  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...
    ଦେଶ-ଦେଶାନ୍ତର

    ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର ...

    13808
    Oct 11, 2026
  • ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ସର୍ବୋଚ୍ଚ ରେଟିଂ
    ଦେଶ-ଦେଶାନ୍ତର

    ଅଯୋଧ୍ୟା ରାମ ମନ୍ଦିର ପ୍ରସାଦକୁ ସର୍ବୋଚ୍ଚ ରେଟିଂ

    14007
    Oct 11, 2026
  • ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା
    ଦେଶ-ଦେଶାନ୍ତର

    ଝିଅର ଚିକିତ୍ସା କରିପାରିଲାନି ମା’, ହ୍ରଦକୁ ଠେଲିଦେଲା

    13803
    Oct 11, 2026
  • ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ଡାକରା
    ଦେଶ-ଦେଶାନ୍ତର

    ମଣିପୁର ହିଂସାରେ ୫ ମୃତ, ୨୪ ଘଣ୍ଟିଆ ବନ୍ଦ ଡାକରା

    13345
    Oct 11, 2026
  • ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ
    ଦେଶ-ଦେଶାନ୍ତର

    ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ

    13450
    Oct 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଯାତ୍ରୀଙ୍କ ପାୱାରବ୍ୟାଙ୍କରେ ନିଆଁ ଲାଗିବାରୁ ଜରୁରୀ ଅବତରଣ କଲା ଇଣ୍ଡିଗୋ ବିମାନ

    15229
    Oct 11, 2026
  • ଦେଶ-ଦେଶାନ୍ତର

    ପାକିସ୍ତାନର ପରମାଣୁ ଆକ୍ରମଣ ଧମକ ଆଗରେ ଆଦୌ ମୁଣ୍ଡ ନୁଆଁଇବ ନାହିଁ : ଭାରତ

    15603
    Oct 11, 2026
  • ଦେଶ-ଦେଶାନ୍ତର

    ୮.୯୮ କୋଟି ଟଙ୍କା ମୂଲ୍ୟର ସୁନା ବିସ୍କୁଟ ଜବତ, ଦୁଇ ଗିରଫ

    13450
    Oct 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17171
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17861
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17819
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18235
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14500
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14606
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15613
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14286
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16023
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15795
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15025
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15548
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14025
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୫ ବର୍ଷର ଝିଅକୁ ଅପହରଣ ପରେ ହତ୍ୟା

    13642
    Oct 11, 2026
  • ଡାକ୍ତର ଓ ହସ୍ପିଟାଲ ପାଇଁ କଡ଼ା ନିୟମ, ସୋସିଆଲ ମିଡିଆକୁ ଆଉ ମନଇଚ୍ଛା ବ୍ୟବହାର କରିପାରିବେ ନାହିଁ

    13808
    Oct 11, 2026
  • ଆମେରିକାରେ କାମ କରୁଥିବା ବିଦେଶୀ କର୍ମଚାରୀଙ୍କୁ ‘ଗୋତି ଶ୍ରମିକ’ କହିଲେ ଜେଡି ଭାନ୍ସ

    15679
    Oct 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In