Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, September 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଋଷ ଠାରୁ ତୈଳ ଓ ଗ୍ୟାସ କିଣୁଥିବା ରାଷ୍ଟ୍ର ...

  • ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ...

  • ସେମିକନ୍ ଇଣ୍ଡିଆ 2026' ର ଶୁଭାରମ୍ଭ କଲେ ମୋଦୀ

  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ...

  • ଅଭିନୟରୁ ସନ୍ୟାସ ନେବେନି ଅମିତାଭ

  • ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ...

  • ନୂତନ ଜୋତା ଦେଇ ଡେଲିଭରି ବୟଙ୍କ ମନ ଜିତିଲେ ...

  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ...

  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ ...

  • ଆଉ ମାଗଣା ରହିବ ନାହିଁ ୨,୦୦୦ ଟଙ୍କାରୁ ...

ରାଜ୍ୟ
Home ›› ରାଜ୍ୟ ››ପରୀକ୍ଷା ଘୁଞ୍ଚାଇବାକୁ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଚିଠି

ପରୀକ୍ଷା ଘୁଞ୍ଚାଇବାକୁ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଚିଠି

2022-05-12 09:52:46
14641
Share:
Facebook
Twitter
E-Mail
WhatsApp
Telegram
ପରୀକ୍ଷା ଘୁଞ୍ଚାଇବାକୁ ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଚିଠି

ନୂଆଦିଲ୍ଲୀ: NEET PG 2022  ପରୀକ୍ଷା ଘୁଞ୍ଚାଇବାକୁ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ଇଣ୍ଡିଆନ ମେଡିକାଲ ଆସୋସିଏସନ(IMA) । ଚଳିତ ମାସ ୨୧ ତାରିଖରେ ନ୍ୟାସନାଲ ଏଲିଜିବିଲିଟି କମ ଏଣ୍ଟ୍ରାସ ଟେଷ୍ଟ (NEET PG)  ପରୀକ୍ଷା ଅନୁଷ୍ଠିତ ହେବାର ଅଛି । ଅନେକ ଛାତ୍ରଛାତ୍ରୀ NEET PG 2021  କାଉନସେଲିଂରେ ବିଳମ୍ବ ହେବା ନେଇ ପରୀକ୍ଷା ତାରିଖ ଘୁଞ୍ଚାଇବା ପାଇଁ ଦାବି କରିଆସୁଥିବା ବେଳେ  IMA ମଧ୍ୟ ଏନେଇ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭିୟଙ୍କୁ ଅନୁରୋଧ କରିଛି ।

 IMA ଚିଠିରେ ଉଲ୍ଲେଖ କରିଛି, NEET PG 2021  ପରୀକ୍ଷାକୁ ୫ ମାସ ଯାଏଁ ସ୍ଥିଗତ ରଖାଯାଇଥିଲା ଏବଂ ୨୦୨୧ ସେପ୍ଟେମ୍ବରରେ ପରୀକ୍ଷା ହୋଇଥିଲା । ଏହାବ୍ୟତୀତ ଓବିସି ସଂରକ୍ଷଣ ବିବାଦକୁ ନେଇ ପିଜି ଆଡମିଶନ ପାଇଁ କାଉନସେଲିଂ ଜାନୁଆରୀକୁ ଘୁଞ୍ଚାଯାଇଥିଲା । ବର୍ତ୍ତମାନ ୨୦୨୨ ପରୀକ୍ଷା ପାଇଁ ଚାଲୁଥିବା କାଉନସେଲିଂ ଏବଂ ପରୀକ୍ଷା ତାରିଖ ମଧ୍ୟରେ ଖୁବ୍ କମ ସମୟ ରହିଛି । ଯଦି କୌଣସି ଶିକ୍ଷାର୍ଥୀ ସିଟ୍ ପାଇବାରେ ବିଫଳ ହୁଅନ୍ତି, ତେବେ ତାଙ୍କୁ NEET PG   ପରୀକ୍ଷା ପାଇଁ ପ୍ରସ୍ତୁତ ହେବାକୁ କେବଳ ଏକ ସପ୍ତାହ ସମୟ ମିଳିବ । ଏହିସବୁ ଦୃଷ୍ଟିରୁ ମେ ୨୧ରେ ନିର୍ଦ୍ଧାରିତ ହୋଇଥିବା ପରୀକ୍ଷା ତାରିଖ ଆଗକୁ ଘୁଞ୍ଚାଯାଉ ବୋଲି ଇଣ୍ଡିଆନ ମେଡିକାଲ ଆସୋସିଏସନ ନିବେଦନ କରିଛି ।

Powered by Froala Editor

Tags Neet pg

Related articles Odisha News Lens 4.1

  • ଅଭିନୟରୁ ସନ୍ୟାସ ନେବେନି ଅମିତାଭ
    ମନୋରଞ୍ଜନ

    ଅଭିନୟରୁ ସନ୍ୟାସ ନେବେନି ଅମିତାଭ

    15355
    Sep 17, 2026
  • ସେମିକନ୍ ଇଣ୍ଡିଆ 2026' ର ଶୁଭାରମ୍ଭ କଲେ ମୋଦୀ
    ଦେଶ-ଦେଶାନ୍ତର

    ସେମିକନ୍ ଇଣ୍ଡିଆ 2026' ର ଶୁଭାରମ୍ଭ କଲେ ମୋଦୀ

    13371
    Sep 17, 2026
  • ଋଷ ଠାରୁ ତୈଳ ଓ ଗ୍ୟାସ କିଣୁଥିବା ରାଷ୍ଟ୍ର ଉପରେ 100 ପ୍ରତିଶତ ଟାରିଫ କଷିବ ଆମେରିକା
    ଦେଶ-ଦେଶାନ୍ତର

    ଋଷ ଠାରୁ ତୈଳ ଓ ଗ୍ୟାସ କିଣୁଥିବା ରାଷ୍ଟ୍ର ଉପରେ 100 ପ୍ରତିଶତ ଟାରିଫ କଷିବ ଆମେରିକା

    13717
    Sep 17, 2026
  • ନୂତନ ଜୋତା ଦେଇ ଡେଲିଭରି ବୟଙ୍କ ମନ ଜିତିଲେ ଯୁବକ
    ଦେଶ-ଦେଶାନ୍ତର

    ନୂତନ ଜୋତା ଦେଇ ଡେଲିଭରି ବୟଙ୍କ ମନ ଜିତିଲେ ଯୁବକ

    15568
    Sep 17, 2026
  • ଆଉ ମାଗଣା ରହିବ ନାହିଁ ୨,୦୦୦ ଟଙ୍କାରୁ ଅଧିକ ମୂଲ୍ୟର ୟୁପିଆଇ ପେମେଣ୍ଟ୍
    ଦେଶ-ଦେଶାନ୍ତର

    ଆଉ ମାଗଣା ରହିବ ନାହିଁ ୨,୦୦୦ ଟଙ୍କାରୁ ଅଧିକ ମୂଲ୍ୟର ୟୁପିଆଇ ପେମେଣ୍ଟ୍

    14324
    Sep 16, 2026
  • ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ଗୁଳି ବିନିମୟ:  ଦୁଇ ଆତଙ୍କବାଦୀ ନିପାତ
    ଦେଶ-ଦେଶାନ୍ତର

    ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମଧ୍ୟରେ ଗୁଳି ବିନିମୟ: ଦୁଇ ଆତଙ୍କବାଦୀ ନିପାତ

    14218
    Sep 17, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ ...
    ବାଣିଜ୍ୟ

    ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ ...

    13966
    Sep 17, 2026
  • ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ଆୱାର୍ଡ
    ମନୋରଞ୍ଜନ

    ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ଆୱାର୍ଡ

    13601
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ,  ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା
    ବାଣିଜ୍ୟ

    EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15171
    Sep 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଅନନ୍ତ ନାଗ୍‌ ପାଇବେ ଦାଦା ସାହେବ ଫାଲ୍‌କେ ଆୱାର୍ଡ

    13601
    Sep 17, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    14947
    Sep 16, 2026
  • ବାଣିଜ୍ୟ

    ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    13966
    Sep 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17101
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17783
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17768
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18173
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14584
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16207
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14735
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    14045
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14853
    Aug 31, 2026

ବାଣିଜ୍ୟ

ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

ଭୁବନେଶ୍ୱର : ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ ଆର୍କିଟେକ୍ଟସ୍ (ଆଇଆଇଏ), ଓଡ଼ିଶା ଚାପ୍ଟରର ୨୦୨୬-୨୮ ନିମନ୍ତେ ନବ ନିର୍ବାଚିତ ଏକଜିକ୍ୟୁଟିଭ କମିଟି (କାର୍ଯ୍ୟନିର୍ବାହୀ କମିଟି) ନିର୍ବାଚନ ଫଳ  ସେପ୍ଟେମ୍ବର ୪, ୨୦୨୬ ...

  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15171
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    14947
    Sep 16, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    14648
    Sep 12, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14319
    Sep 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15171
    Sep 17, 2026
  • ବେଦାନ୍ତ ଆଲୁମିନିୟମର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିର ଗ୍ରାମାଞ୍ଚଳରେ ଜଳସେଚନ ସୁବିଧାକୁ ସୁଦୃଢ଼ କରିଛି

    14947
    Sep 16, 2026
  • ସେମିକନ୍ ଇଣ୍ଡିଆ 2026' ର ଶୁଭାରମ୍ଭ କଲେ ମୋଦୀ

    13371
    Sep 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In