Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, September 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତୀୟ ବଂଶୋଦ୍ଭବଙ୍କୁ ବିବାହ କଲେ ଜେନି ...

  • ମୋତିଡୁଙ୍ଗରୀ ମନ୍ଦିର ଆକର୍ଷଣ : ଏଥର ୩ ...

  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

  • ଆସିଲା ୮ମ ବେତନ ଆୟୋଗର ଅପଡେଟ୍

  • ରଣକୋଠା ଜଙ୍ଗଲରୁ ୫ଟି ଓରାଙ୍ଗଉଟାନ ଠାବ

  • ଫ୍ରିଜ୍ ଭିତରେ ମହିଳାଙ୍କ କଟା ମୁଣ୍ଡ, ...

  • ବକ୍ସ ଅଫିସ୍‌ରେ ‘ହନୁମାନ ଅଂଶ’ର ଜବରଦସ୍ତ ...

  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ...

  • ସ୍ବଚ୍ଛ ବାୟୁ ସର୍ବେକ୍ଷଣ-୨୦୨୬ର ଫଳାଫଳ: ...

  • ବିଜ୍ଞାପନରେ ଦେବୀ ଦୁର୍ଗାଙ୍କର ୧୧ଟି ହାତ, ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଆଜି ଦେଶରେ ୨ହଜାର ୪୭୮ କରୋନା ସଂକ୍ରମିତ

ଆଜି ଦେଶରେ ୨ହଜାର ୪୭୮ କରୋନା ସଂକ୍ରମିତ

2022-05-16 06:29:20
14114
Share:
Facebook
Twitter
E-Mail
WhatsApp
Telegram
ଆଜି ଦେଶରେ ୨ହଜାର ୪୭୮ କରୋନା ସଂକ୍ରମିତ

ନୂଆଦିଲ୍ଲୀ: ଦେଶକୁ ପୁଣି ଘାରିଛି କରୋନା ଭୟ । ଦୈନିକ ସଂକ୍ରମଣ ଏବଂ ମୃତୁ୍ୟ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି । ଏହାକୁ ନେଇ ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ କରୋନା ସଂକ୍ରମଣ ୩ ହଜାର ତଳେ ରହିଛି । ଆଜି ୨ ହଜାର ୨୦୨ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେହିପରି ଗତ ୨୪ ଘଣ୍ଟାରେ ମୃତୁ୍ୟ ସଂଖ୍ୟା ୨୭ ରହିଛି । ଏହି ସମୟରେ ସକ୍ରିୟ ମାମଲା ୧୭ ହଜାର ୩୧୭ ରହିଛି ।

ସେହିପରି ୨୪ ଘଣ୍ଟାରେ ୨ହଜାର ୫୫୦ଜଣ ସୁସ୍ଥ ହୋଇଛନ୍ତି । ଇତିମଧ୍ୟରେ ଦେଶରେ କରୋନା ମୃତକଙ୍କ ସଂଖ୍ୟା ୫ ଲକ୍ଷ ୨୪ ହଜାର ୨୪୧ଛୁଇଁଛି । ସଂକ୍ରମଣ ଆରମ୍ଭଠାରୁ ଇତିମଧ୍ୟରେ ମୋଟ ୪ କୋଟି ୩୧ ଲକ୍ଷ ୨୩ହଜାର ୮୦୧ଜଣ ଆକ୍ରାନ୍ତ ହୋଇଥିବାବେଳେ ୪ କୋଟି ୨୫ ଲକ୍ଷ ୮୨ହଜାର ୧୪୩ଜଣ ସୁସ୍ଥ ହୋଇ ସାରିଛନ୍ତି । ବର୍ତ୍ତମାନ ସୁଦ୍ଧା ଦେଶରେ ଟିକାକରଣ ସଂଖ୍ୟା ୧୯୧କୋଟି ୪୦ଲକ୍ଷରୁ ଅଧିକ ଟପିଛି । ସେଥିମଧ୍ୟରେ ୯୧ କୋଟି ୬୦ ଲକ୍ଷରୁ ଅଧିକ ପ୍ରଥମ ଡୋଜ୍ ଥିବାବେଳେ ୮୨ କୋଟିରୁ ଅଧିକ ଦ୍ୱିତୀୟ ଡୋଜ୍ ରହିଛି ।

ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଦିଲ୍ଲୀରେ ସର୍ବାଧିକ ୬୧୩ଜଣ ଆକ୍ରାନ୍ତ, ସେହିପରି କେରଳରେ ୪୨୮ଜଣ, ହରିଆଣାରେ ୩୦୨, ମହାରାଷ୍ଟ୍ରରେ ୨୫୫,  ଉତ୍ତରପ୍ରଦେଶରେ ୧୫୩ଜଣ, କର୍ଣ୍ଣାଟକରେ ୧୨୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Powered by Froala Editor

Tags Corona

Related articles Odisha News Lens 4.1

  • ମୋତିଡୁଙ୍ଗରୀ ମନ୍ଦିର ଆକର୍ଷଣ :  ଏଥର ୩ ହଜାର କିଲୋ ଘିଅରେ ମୋଦକ ପ୍ରସ୍ତୁତି
    ଦେଶ-ଦେଶାନ୍ତର

    ମୋତିଡୁଙ୍ଗରୀ ମନ୍ଦିର ଆକର୍ଷଣ : ଏଥର ୩ ହଜାର କିଲୋ ଘିଅରେ ମୋଦକ ପ୍ରସ୍ତୁତି

    14100
    Sep 08, 2026
  • ସ୍ବଚ୍ଛ ବାୟୁ ସର୍ବେକ୍ଷଣ-୨୦୨୬ର ଫଳାଫଳ: ଉତ୍ତମ ପାହ୍ୟା ହାସଲ କରିଛି ରାଜଧାନୀ ଦିଲ୍ଲୀ
    ଦେଶ-ଦେଶାନ୍ତର

    ସ୍ବଚ୍ଛ ବାୟୁ ସର୍ବେକ୍ଷଣ-୨୦୨୬ର ଫଳାଫଳ: ଉତ୍ତମ ପାହ୍ୟା ହାସଲ କରିଛି ରାଜଧାନୀ ଦିଲ୍ଲୀ

    14745
    Sep 08, 2026
  • ଫ୍ରିଜ୍ ଭିତରେ ମହିଳାଙ୍କ କଟା ମୁଣ୍ଡ, ବାହାରେ କଟା ଆଙ୍ଗୁଠି
    ଅପରାଧ

    ଫ୍ରିଜ୍ ଭିତରେ ମହିଳାଙ୍କ କଟା ମୁଣ୍ଡ, ବାହାରେ କଟା ଆଙ୍ଗୁଠି

    13354
    Sep 08, 2026
  • ରଣକୋଠା ଜଙ୍ଗଲରୁ ୫ଟି ଓରାଙ୍ଗଉଟାନ ଠାବ
    ଜିଲ୍ଲା ପରିକ୍ରମା

    ରଣକୋଠା ଜଙ୍ଗଲରୁ ୫ଟି ଓରାଙ୍ଗଉଟାନ ଠାବ

    15351
    Sep 08, 2026
  • ଆସିଲା ୮ମ ବେତନ ଆୟୋଗର ଅପଡେଟ୍
    ଦେଶ-ଦେଶାନ୍ତର

    ଆସିଲା ୮ମ ବେତନ ଆୟୋଗର ଅପଡେଟ୍

    13408
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ
    ବାଣିଜ୍ୟ

    କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14211
    Sep 08, 2026
  • ଭାରତୀୟ ବଂଶୋଦ୍ଭବଙ୍କୁ ବିବାହ କଲେ ଜେନି ଲି
    ଦେଶ-ଦେଶାନ୍ତର

    ଭାରତୀୟ ବଂଶୋଦ୍ଭବଙ୍କୁ ବିବାହ କଲେ ଜେନି ଲି

    13748
    Sep 08, 2026
  • ବିଜ୍ଞାପନରେ ଦେବୀ ଦୁର୍ଗାଙ୍କର ୧୧ଟି ହାତ, ସାର୍ବଜନୀନ ଭାବେ କ୍ଷମା ମାଗିଲେ ଶୁଭେନ୍ଦୁ ...
    ଦେଶ-ଦେଶାନ୍ତର

    ବିଜ୍ଞାପନରେ ଦେବୀ ଦୁର୍ଗାଙ୍କର ୧୧ଟି ହାତ, ସାର୍ବଜନୀନ ଭାବେ କ୍ଷମା ମାଗିଲେ ଶୁଭେନ୍ଦୁ ...

    13959
    Sep 08, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ
    ବାଣିଜ୍ୟ

    ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    13305
    Sep 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଜ୍ଞାପନରେ ଦେବୀ ଦୁର୍ଗାଙ୍କର ୧୧ଟି ହାତ, ସାର୍ବଜନୀନ ଭାବେ କ୍ଷମା ମାଗିଲେ ଶୁଭେନ୍ଦୁ ଅଧିକାରୀ

    13959
    Sep 08, 2026
  • ଦେଶ-ଦେଶାନ୍ତର

    ଆସିଲା ୮ମ ବେତନ ଆୟୋଗର ଅପଡେଟ୍

    13408
    Sep 08, 2026
  • ଦେଶ-ଦେଶାନ୍ତର

    ମୋତିଡୁଙ୍ଗରୀ ମନ୍ଦିର ଆକର୍ଷଣ : ଏଥର ୩ ହଜାର କିଲୋ ଘିଅରେ ମୋଦକ ପ୍ରସ୍ତୁତି

    14100
    Sep 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17083
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17748
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17750
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18154
    Sep 06, 2023

ବିଶେଷ

  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14497
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13809
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14616
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14922
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14872
    Aug 27, 2026

ବାଣିଜ୍ୟ

ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

ଅଗଷ୍ଟ ମାସରେ ଭାରତର ସୁନା ଆମଦାନୀ ବାର୍ଷିକ ଆଧାରରେ ପ୍ରାୟ ୩୦ ପ୍ରତିଶତ ହ୍ରାସ ପାଇଛି। ଏହି ହ୍ରାସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହୱାନ ସହିତ ସରକାରଙ୍କ ନୀତିଗତ ନିଷ୍ପତ୍ତି ସହ ଯୋଡ଼ି ଦେଖାଯାଉଛି। ବିଶେଷଜ୍ଞଙ୍କ ମତରେ, ସୁନା ଆମଦାନୀ କମିବା ପଛରେ କେବଳ ଗୋଟିଏ କାରଣ ନାହିଁ। ସୁନାର ରେକର୍ଡ ଦର ଏବଂ କଷ୍ଟ ...

  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14211
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15021
    Sep 06, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14981
    Sep 03, 2026
  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    14075
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14211
    Sep 08, 2026
  • ବକ୍ସ ଅଫିସ୍‌ରେ ‘ହନୁମାନ ଅଂଶ’ର ଜବରଦସ୍ତ କଲେକ୍ସନ୍‌

    14054
    Sep 08, 2026
  • ବିଜ୍ଞାପନରେ ଦେବୀ ଦୁର୍ଗାଙ୍କର ୧୧ଟି ହାତ, ସାର୍ବଜନୀନ ଭାବେ କ୍ଷମା ମାଗିଲେ ଶୁଭେନ୍ଦୁ ଅଧିକାରୀ

    13959
    Sep 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In