Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, June 20, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଏଚଆଇଭି ସଂକ୍ରମଣକୁ ରୋକିବାକୁ ଆସିଲା ...

ରାଜ୍ୟ
Home ›› ରାଜ୍ୟ ››ଅନୁଭବଙ୍କୁ ଷ୍ଟାର କ୍ୟାମ୍ପେନର କଲାନି ବିଜେଡ଼ି

ଅନୁଭବଙ୍କୁ ଷ୍ଟାର କ୍ୟାମ୍ପେନର କଲାନି ବିଜେଡ଼ି

2022-05-17 09:13:28
14216
Share:
Facebook
Twitter
E-Mail
WhatsApp
Telegram
ଅନୁଭବଙ୍କୁ ଷ୍ଟାର କ୍ୟାମ୍ପେନର କଲାନି ବିଜେଡ଼ି


ଭୁବନେଶ୍ୱର :  ପାରିବାରିକ ସମସ୍ୟା ଜାଲରୁ ଏବେବି ମୁକୁଳି ପାରିନାହାନ୍ତି କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି  । ବର୍ଷା ପ୍ରିୟଦର୍ଶିନୀଙ୍କ ସହ ତାଙ୍କର ବିବାଦ ପରେ ସେ ବିଜେଡ଼ିରେ ଏକରକମ କୋଣଠେସା ହୋଇଯାଇଛନ୍ତି । ସେ ଉପନିର୍ବାଚନ ହେଉ ଅବା ଦଳର ପ୍ରମୁଖ କାର୍ୟ୍ୟକ୍ରମରେ ଆଉ ଅନୁଭବଙ୍କୁ ଦେଖିବାକୁ ମିଳୁନାହିଁ  । ଫଳରେ ସେ ଯେ ନବୀନଙ୍କ ଆସ୍ଥା ହରାଇ ସାରିଛନ୍ତି ତାହା ପ୍ରମାଣିତ ହୋଇଯାଇଛି ।

ନିକଟରେ ବିଜେଡ଼ି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦିଲ୍ଲୀ ଯାଇଥିବାବେଳେ ତାଙ୍କ ପାଖେପାଖେ ଅନୁଭବଙ୍କୁ ଦେଖିବାକୁ ମିଳିଥିଲା  । ଫଳରେ ତାଙ୍କର ସମର୍ଥକମାନେ ପୁଣି ଭାଇଜାନ ବିଜେଡ଼ି ସୁପ୍ରିମୋ ନବୀନଙ୍କ ନିକଟତର ହେଲେଣି ବୋଲି ଚର୍ଚ୍ଚା କରୁଥିଲେ । କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ମଧ୍ୟ ଏଭଳି ମନେ କରୁଥିଲେ । କିନ୍ତୁ ବିଜୁ ଜନତା ଦଳ ପକ୍ଷରୁ ବ୍ରଜରାଜନଗର ନିର୍ବାଚନ ପାଇଁ ଜାରି ତାରକା ପ୍ରଚାରକ ତାଲିକାରେ ଅନୁଭବ ସ୍ଥାନ ପାଇନାହାନ୍ତି  । ଏକଦା ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ପରେ ଅନୁଭବ ଥିଲେ ଦଳର ପ୍ରମୁଖ ଷ୍ଟାର ପ୍ରଚାରକ । ଜଣେ ଲୋକପ୍ରିୟ ଅଭିନେତା ହୋଇଥିବାରୁ ନିର୍ବାଚନ ପ୍ରଚାର କାଳରେ ଅନୁଭବ ହିଁ ବେଶ ଗୁରୁତ୍ୱ ବହନ କରୁଥିଲେ । ଏପରିକି ଲୋକପ୍ରିୟ ଅଭିନେତା ତଥା ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ରଙ୍କ ଠାରୁ ବି ବିଜେଡ଼ିରେ ତାଙ୍କର ବେଶ ଦବଦବା ରହିଥିଲା ।

ପ୍ରଶାନ୍ତ ନନ୍ଦ ଓ ସିଦ୍ଧାନ୍ତ ମହାପାତ୍ରଙ୍କ ଭଳି ଧିରେଧିରେ ବିଜେଡ଼ି ରାଜନୀତିରୁ ଅନୁଭବ ମହାନ୍ତି ମଧ୍ୟ ନିଜର ସ୍ଥାନ ହରାଉଥିବା ଲକ୍ଷ୍ୟ କରାଯାଉଛି  । ବର୍ଷାଙ୍କ ସହ ବିବାଦ କାରଣରୁ ତିର୍ତୋଲ, ବାଲେଶ୍ୱର ଓ ପିପିଲି ଉପନିର୍ବାଚନ ସମୟରେ ବି ଅନୁଭବଙ୍କୁ ତାରକା ପ୍ରଚାରକ କରାଯାଇନଥିଲା । ଗାଏମୋଟ କହିଲେ ଅନୁଭବଙ୍କୁ ଦଳ ଆଦୌ ଗୁରୁତ୍ୱ ଦେଉନାହିଁ  । ଅଭିନେତା ଅରିନ୍ଦମ ରାୟ ତାରକା ପ୍ରଚାରକ ହେଉଥିଲେ ମଧ୍ୟ ଅନୁଭବଙ୍କ ଉପରେ ସୁପ୍ରିମୋ ନବୀନ ପଟ୍ଟନାୟକ କେତେ ଫିଡ଼ିକି ଯାଇଛନ୍ତି ତାହା ଏଥିରୁ ସ୍ପଷ୍ଟ ଅନୁମେୟ  । ଫଳରେ ତାଙ୍କର ରାଜନୈତିକ କ୍ୟାରିୟର ଉପରେ ପ୍ରଶ୍ନବାଚୀ ସୃଷ୍ଟିହୋଇଛି  ।

ବର୍ଷାଙ୍କୁ ଛାଡ଼ପତ୍ର ଦେବା ପାଇଁ ଅନୁଭବ ଆବେଦନ କରିଥିବାବେଳେ ଏହି ମାମଲାର ଶୁଣାଣୀ ଶେଷ ହୋଇନାହିଁ  । କିନ୍ତୁ ଏହି ମାମଲାରେ ଅନୁଭବ ବେଶ ବିବାଦୀୟ ହୋଇଯାଇଛନ୍ତି । ଯାହାକୁ ବିଜେଡ଼ି ବେଶ ଗମ୍ଭୀରତାର ସହ ନେଇଛି  । ଅନୁଭବଙ୍କୁ ଦଳ କରଛଡ଼ା ଦେଉଥିବାବେଳେ ଆଗାମୀ ଦିନରେ ତାଙ୍କର ରାଜନୈତିକ ଭବିଷ୍ୟତ କେଉଁ ଦିଗ ଦେଇ ଗତି କରିବ ତାହାର ଉତ୍ତର ସମୟ ହିଁ ଦେଇପାରିବ  । 

Powered by Froala Editor

Tags Anubhab mohanty

Related articles Odisha News Lens 4.1

  • ଏଚଆଇଭି ସଂକ୍ରମଣକୁ ରୋକିବାକୁ ଆସିଲା ପ୍ରତିଷେଧକ ଟୀକା
    ଦେଶ-ଦେଶାନ୍ତର

    ଏଚଆଇଭି ସଂକ୍ରମଣକୁ ରୋକିବାକୁ ଆସିଲା ପ୍ରତିଷେଧକ ଟୀକା

    14954
    Jun 19, 2025
  • ଜାପାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ
    ଦେଶ-ଦେଶାନ୍ତର

    ଜାପାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ

    13702
    Jun 19, 2025
  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?
    ବିଶେଷ

    ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14399
    Jun 19, 2025
  • ୫ ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଚାଲିଛି ମତଦାନ
    ଦେଶ-ଦେଶାନ୍ତର

    ୫ ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଚାଲିଛି ମତଦାନ

    15072
    Jun 19, 2025
  • ଜୁଲାଇ ୨୫ରେ ପରଦାକୁ ଆସିବ ‘ସନ୍‌ ଅଫ୍‌ ସର୍ଦ୍ଦାର ୨’
    ମନୋରଞ୍ଜନ

    ଜୁଲାଇ ୨୫ରେ ପରଦାକୁ ଆସିବ ‘ସନ୍‌ ଅଫ୍‌ ସର୍ଦ୍ଦାର ୨’

    15310
    Jun 19, 2025
  • ଉଡାଣ ପୂର୍ବରୁ ଇଞ୍ଜିନରେ କୌଣସି ସମସ୍ୟା ନଥିଲା : ଏୟାର ଇଣ୍ଡିଆ ସିଇଓ
    ଦେଶ-ଦେଶାନ୍ତର

    ଉଡାଣ ପୂର୍ବରୁ ଇଞ୍ଜିନରେ କୌଣସି ସମସ୍ୟା ନଥିଲା : ଏୟାର ଇଣ୍ଡିଆ ସିଇଓ

    13680
    Jun 19, 2025
  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା
    ବିଶେଷ

    ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15285
    Jun 19, 2025
  • ଶ୍ରମିକଙ୍କ ଉପରେ ଭୁଶୁଡ଼ିଲା ​​ଡ୍ରେନ୍ କାନ୍ଥ, ମାଟି ଗଦା ତଳେ ଚାପି ହୋଇ ମୃତ୍ୟୁ
    ଦେଶ-ଦେଶାନ୍ତର

    ଶ୍ରମିକଙ୍କ ଉପରେ ଭୁଶୁଡ଼ିଲା ​​ଡ୍ରେନ୍ କାନ୍ଥ, ମାଟି ଗଦା ତଳେ ଚାପି ହୋଇ ମୃତ୍ୟୁ

    15226
    Jun 19, 2025
  • ଦୁଇ ଦେଶର ନେତା ମିଳିତ ଭାବେ ନେଇଥିଲେ ଯୁଦ୍ଧବିରତି ନିଷ୍ପତ୍ତି: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଦୁଇ ଦେଶର ନେତା ମିଳିତ ଭାବେ ନେଇଥିଲେ ଯୁଦ୍ଧବିରତି ନିଷ୍ପତ୍ତି: ଟ୍ରମ୍ପ

    15113
    Jun 19, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14399
    Jun 19, 2025
  • ବାଣିଜ୍ୟ

    ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    14430
    Jun 19, 2025
  • ଦେଶ-ଦେଶାନ୍ତର

    ଦୁଇ ଦେଶର ନେତା ମିଳିତ ଭାବେ ନେଇଥିଲେ ଯୁଦ୍ଧବିରତି ନିଷ୍ପତ୍ତି: ଟ୍ରମ୍ପ

    15113
    Jun 19, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16689
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16993
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15499
    Apr 03, 2021

ବିଶେଷ

  • ଦାମ୍ପତ୍ୟ ଜୀବନରେ ଖୁସି ରହିବେ କେମିତି ଜାଣନ୍ତୁ ?

    14399
    Jun 19, 2025
  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15285
    Jun 19, 2025
  • ଶଜନାଶାଗ ଖାଇଲେ ବଢ଼ାଏ ସୌନ୍ଦର୍ଯ୍ୟ

    14547
    Jun 18, 2025
  • ଶୋଇବା ପୂର୍ବରୁ ଖାଆନ୍ତୁ ମାତ୍ର ୨ ଗୁଜୁରାତି, ମିଳିବ ଚମତ୍କାର ଲାଭ

    14268
    Jun 18, 2025
  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14688
    Jun 17, 2025

ବାଣିଜ୍ୟ

ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

ଭାରତରେ ସ୍କୋଡା ଇଣ୍ଡିଆ ଖୁବ୍ ଶୀଘ୍ର ଏହାର ପ୍ରଥମ ସିଏନଜି ଏସୟୁଭି ଲଞ୍ଚ କରିପାରେ। କମ୍ପାନୀ ଏହାର ସଦ୍ୟ ଲଞ୍ଚ ହୋଇଥିବା କାଇଲାକ ସିଏନଜି ସଂସ୍କରଣ ଲଞ୍ଚ କରିପାରେ ବୋଲି ଶୁଣିବାକୁ ମିଳିଛି।  ସ୍କୋଡା ଇଣ୍ଡିଆ କାର ନିର୍ମାତାମାନେ ଏହି ସେଗମେଣ୍ଟ ଉପରେ ଧ୍ୟାନ ଦେଉଛନ୍ତି। 

କାଇଲାକ ସିଏନଜିରେ ୧.୦ ଲ ...

  • ଆମୱେ ଇଣ୍ଡିଆ ଏହାର ରୋଗପ୍ରତିରୋଧ ବର୍ଗମାଳାକୁ ସୁଦୃଢ କଲା; ପ୍ରଚଳନ କଲା ନୁ୍ୟଟ୍ରିଲାଇଟ ଟ୍ରପିଲ ପ୍ରୋଟେକ୍ଟ

    14542
    Jun 19, 2025
  • ଓଡ଼ିଶାରେ ଚକ୍ଷୁ ଚିକିତ୍ସାର ଅଗ୍ରଦୂତ: ଏଲଭିପିଇଆଇ ଭୁବନେଶ୍ୱର ତରଫରୁ ଆରମ୍ଭ ହୋଇଛି ଆଭ୍ୟନ୍ତରୀଣ ଜେନେଟିକ୍ ପରୀକ୍ଷଣ ସହିତ ବଂଶାନୁକ୍ରମିକ ରେଟିନା ଡିଷ୍ଟ୍ରୋଫି କ୍ଲିନିକ୍

    14555
    Jun 19, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

    13777
    Jun 17, 2025
  • ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    15384
    Jun 14, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସବୁ କାର୍ଯ୍ୟରେ ସଫଳ ହେବାକୁ ଚାହୁଁଥିଲେ, ସକାଳୁ ଉଠି କରନ୍ତୁ ଏହା

    15285
    Jun 19, 2025
  • ଦୁଇ ଦେଶର ନେତା ମିଳିତ ଭାବେ ନେଇଥିଲେ ଯୁଦ୍ଧବିରତି ନିଷ୍ପତ୍ତି: ଟ୍ରମ୍ପ

    15113
    Jun 19, 2025
  • ଉଡାଣ ପୂର୍ବରୁ ଇଞ୍ଜିନରେ କୌଣସି ସମସ୍ୟା ନଥିଲା : ଏୟାର ଇଣ୍ଡିଆ ସିଇଓ

    13680
    Jun 19, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In