Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା କଲା ଏହି ଶକ୍ତିଶାଳୀ ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ...

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ...

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ...

Home ›› ››ଏସଏଚଜି ପାଇଁ ଏହି ଘୋଷଣା କଲେ ନବୀନ

ଏସଏଚଜି ପାଇଁ ଏହି ଘୋଷଣା କଲେ ନବୀନ

2022-05-19 06:10:54
13879
Share:
Facebook
Twitter
E-Mail
WhatsApp
Telegram
ଏସଏଚଜି ପାଇଁ ଏହି ଘୋଷଣା କଲେ ନବୀନ


ଭୁବନେଶ୍ୱର : ମହିଳା ସ୍ୱୟଂ ସହାୟକ ଗୋଷ୍ଠୀଗୁଡ଼ିକ ପାଇଁ ରାଜ୍ୟ ସରକାର ହାତ ଖୋଲା ଖର୍ଚ୍ଚ କରିବାକୁ ନିଷ୍ପତି ନେଇଛନ୍ତି  । ମିଶନ ଶକ୍ତି ପାଇଁ ୫୦ ହଜାର କୋଟିର ବ୍ୟାଙ୍କ ଋଣ ଯୋଗାଣ ସହ ଏସଏଚଜିଗୁଡ଼ିକୁ ୧୨ ଶହ କୋଟିର ସୁଧ ରିହାତି ଦିଆଯିବ  । ଏହାଛଡ଼ା ପ୍ରତି ପଂଚାୟତ, ବ୍ଲକ ଓ ଜିଲ୍ଲାରେ ମିଶନ ଶକ୍ତି ଗୃହ କରାଯିବ  । ସେହିପରି ସାମଗ୍ରୀ ବିକ୍ରି ପାଇଁ ୫୦୦ ଆଉଟଲେଟ କରିବାକୁ ବି ରାଜ୍ୟ ସରକାର ନିଷ୍ପତି ନେଇଛନ୍ତି  । ମିଶନ ଶକ୍ତି ଏବେ ସ୍ୱତନ୍ତ୍ର ବିଭାଗ ହୋଇଥିବାବେଳେ ୫ ବର୍ଷରେ ମିଶନ ଶକ୍ତିର ବଜେଟ ୪୯୭୩ କୋଟି ଟଙ୍କା ହେବବୋଲି କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ନିଆଯାଇଛି  ।

କ୍ୟାବିନେଟରେ ହୋଇଥିବା ନିଷ୍ପତି ଅନୁଯାୟୀ, ଟାଟା ପାୱାର କମ୍ପାନୀକୁ ବାରଙ୍ଗ ତହସିଲ ଅଂଚଳରେ ଏକ ପାୱାର ପ୍ଲାଂଟ କରିବା ପାଇଁ ୮୭୧ ଏକର ଜମି ଦିଆଯାଇଥିଲା  । ତେବେ ପାୱାର ପ୍ଲାଂଟ ହୋଇନପାରିବାରୁ ସେହି ଜମିକୁ ଇଡ଼କୋ ଫେରାଇ ଆଣିବ  । କ୍ୟାବିନେଟରେ ଆସିଥିବା ଏସଂକ୍ରାନ୍ତ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି  । ଇଡ଼କୋକୁ ଜମି ଫେରସ୍ତ ଆଣିବା ପାଇଁ ରାଜ୍ୟ ସରକାର ୬୨ କୋଟି ୮୩ ଲକ୍ଷ ଟଙ୍କା ପ୍ରଦାନ କରିବେ  । ଯାହାକି ଜମି ଅଧିଗ୍ରହଣ ବାବଦରେ ପ୍ରଦାନ କରାଯିବ  । ଏହି ଜମି ଆସିବା ପରେ ସେହି ଜମିରେ ଶିଳ୍ପ ଭିତିଭୂମିର ବିକାଶ କରାଯିବ  । ଅନୁଗୁଳ ଜିଲ୍ଲାରେ ଏକ ମେଗା ଆଲୁମିନିୟମ ପାର୍କ ପ୍ରତିଷ୍ଠା କରାଯିବ  । ଏହି ପାର୍କର ଭିତିଭୂମି ବିକାଶ ନିମନ୍ତେ  ଇଡ଼କୋକୁ ୪୨୮ କୋଟି ଟଙ୍କା ଅନୁଦାନ ଦିଆଯିବ  । ଆସନ୍ତା ୩ ବର୍ଷରେ ଏହି ଅର୍ଥ ପ୍ରଦାନ କରାଯିବ  ।

ଆଲୁମିନିୟମ ପ୍ରକଳ୍ପ ହେଲେ ଅନେକ ଡାଉନଷ୍ଟ୍ରିମ ଶିଳ୍ପ ପ୍ରତିଷ୍ଠା ସହ ନିଯୁକ୍ତି ସୁଯୋଗ ସୃଷ୍ଟିହୋଇପାରିବ  । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ୨୪ଟି ବେସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଗ୍ରାଂଟ ଇନ ଏଡ଼ ପ୍ରଦାନ ପାଇଁ ଆସିଥିବା ପ୍ରସ୍ତାବକୁ ମଧ୍ୟ କ୍ୟାବିନେଟ ମଞ୍ଜୁରୀ ପ୍ରଦାନ କରିଛନ୍ତି  । ୨୦୧୩ ଗ୍ରାଂଟ ଇନ ଏଡ଼ ଆଇନ ଅନୁସାରେ ସେମାନେ ଅନୁଦାନ ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି  । ୨୦୨୨ ଜାନୁଆରୀ ପହିଲାରୁ ପିଛିଲା ଭାବେ ଏହି ଅନୁଦାନ ମିଳିବ  । ଏହାଦ୍ୱାରା ୪୭ ଜଣ ଶିକ୍ଷକ ଉପକୃତ ହେବେ ଓ ରାଜ୍ୟ ସରକାର ପ୍ରତିବର୍ଷ ୬୮ ଲକ୍ଷ ଟଙ୍କା ଏହା ପାଇଁ ଖର୍ଚ୍ଚ କରିବେ  । ଅନ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ କ୍ରମେ ଆସନ୍ତା ୫ ବର୍ଷ ପାଇଁ ରାଜ୍ୟରେ ଚାଲିଥିବା କ୍ଲଷ୍ଟର ବୋରୱେଲ ସ୍କିମକୁ ଅନୁମୋଦନ କରାଯାଇଥିବାବେଳେ ଏହାଦ୍ୱାରା ୧ ଲକ୍ଷ ନୂତନ ବୋରୱେଲ ଖନନ କରାଯିବାର ଲକ୍ଷ୍ୟ ରହିଛି  । ଫଳରେ ୫ ଲକ୍ଷ ହେକ୍ଟର ଖରିଫ ଓ ୨ ଲକ୍ଷ ହେକ୍ଟର ରବି ଚାଷଜମିକୁ ଜଳସେଚିତ କରାଯାଇପାରିବ  । ଏଥିପାଇଁ ୫ ବର୍ଷରେ ୪୧୯୮ କୋଟି ଟଙ୍କା ଖର୍ଚ୍ଚ କରାଯିବ  । ଜଳସମ୍ପଦ ବିଭାଗ ପକ୍ଷରୁ ଆସିଥିବା ଏହି ପ୍ରସ୍ତାବକୁ ମଂଜୁରୀ ମିଳିଛି  । ଏହାଦ୍ୱାରା ୧ ଲକ୍ଷରୁ ଅଧିକ କୃଷକ ପରିବାର ଉପକୃତ ହେବେ  । ଏତଦବ୍ୟତୀତ ଆସନ୍ତା ୩ ବର୍ଷ ମଧ୍ୟରେ ୧୨୮୦ଟି ନୂତନ ଚେକଡ୍ୟାମ ପାଇଁ ପ୍ରସ୍ତାବ ଆସିଥିବାବେଳେ ତାହାକୁ କ୍ୟାବିନେଟ ଅନୁମୋଦନ କରିଛନ୍ତି  । ଏଥିପାଇଁ ୮୧୧ କୋଟି ଟଙ୍କା ଖର୍ଚ୍ଚ ହେବ  । 

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ
    ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14832
    Mar 03, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    14867
    Mar 05, 2026
  • ଆମେରିକା କଲା ଏହି ଶକ୍ତିଶାଳୀ କ୍ଷେପଣାସ୍ତ୍ରର ପରୀକ୍ଷଣ
    ଦେଶ-ଦେଶାନ୍ତର

    ଆମେରିକା କଲା ଏହି ଶକ୍ତିଶାଳୀ କ୍ଷେପଣାସ୍ତ୍ରର ପରୀକ୍ଷଣ

    14699
    Mar 05, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    14881
    Mar 05, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15235
    Mar 04, 2026
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ
    ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    15245
    Mar 04, 2026
  •  ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ
    ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14382
    Mar 05, 2026
  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ
    ଦେଶ-ଦେଶାନ୍ତର

    ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15563
    Mar 04, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...
    ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...

    13674
    Mar 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    14867
    Mar 05, 2026
  • ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ...

    13674
    Mar 05, 2026
  • ଦେଶ-ଦେଶାନ୍ତର

    ଆମେରିକା କଲା ଏହି ଶକ୍ତିଶାଳୀ କ୍ଷେପଣାସ୍ତ୍ରର ପରୀକ୍ଷଣ

    14699
    Mar 05, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17774
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16246
    Apr 03, 2021

ବିଶେଷ

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14382
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14859
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14069
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15036
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14658
    Feb 27, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15667
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15125
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14977
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14490
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    13674
    Mar 05, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14382
    Mar 05, 2026
  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14832
    Mar 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In