Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, September 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ...

  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ...

  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ...

  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ...

  • ନେପାଳ ଭୟଙ୍କରୀ ବନ୍ୟା: ମୃତ୍ୟୁ ସଂଖ୍ୟା 12 ...

  • କମିଲା ସୁନା ଦର, କେତେ ଜାଣନ୍ତୁ ?

  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ...

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ...

  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ...

  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ...

ରାଜ୍ୟ
Home ›› ରାଜ୍ୟ ››ରାଜ୍ୟରେ ୧୨,୨୩୮ ପଜିଟିଭ ଚିହ୍ନଟ

ରାଜ୍ୟରେ ୧୨,୨୩୮ ପଜିଟିଭ ଚିହ୍ନଟ

2021-05-07 05:45:22
13949
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟରେ ୧୨,୨୩୮ ପଜିଟିଭ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଭୟଙ୍କର ହେଉଛି କରୋନା ସ୍ଥିତି ।  ବଢୁଛି କରୋନାର କାୟା ।  ସ୍ଥିତି ହେଉଛି ବେକାବୁ । ଓଡ଼ିଶାରେ କରୋନା ମହାମାରୀର ମହାସମର ଆରମ୍ଭ ହୋଇଯାଇଛି । କରୋନା ଏବେ ଲମ୍ବ ଡିଆଁ ମାରି ଗୋଟିକ ପରେ  ଗୋଟିଏ ଜିଲ୍ଲାରେ ପ୍ରବେଶ କରିବା ସହ ଆତଙ୍କ ଖେଳାଇ ଚାଲିଛି । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ତେବେ ଏହାରି ଭିତରେ ଏକ ବଡ଼ ଖବର ସାମନାକୁ ଆସିଛି । ତାହା ହେଲା  ଗତ ୨୪ ଘଣ୍ଟା ରାଜ୍ୟରେ ୩୦ଟି ଜିଲ୍ଲାରୁ ୧୨ ହଜାର ୨୩୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।୬୯୧୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୫୩୨୪ଜଣ ରୋଗୀ ସ୍ଥାନୀୟ ସଂକ୍ରମିତ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫,୧୨,୪୦୦ ଜଣ କୁ ଛୁଇଁଛି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୦୭୩ ଜଣ, ଖୋର୍ଦ୍ଧାରୁ ୧୮୨୮ ଜଣ, କଟକରୁ ୯୧୩ ଜଣ,କଳାହାଣ୍ଡିରୁ ୫୮୦ ଜଣ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୪୮୦, ବାଲେଶ୍ବର ଜିଲ୍ଲାରୁ ୪୩୭, ବରଗଡ଼ ଜିଲ୍ଲାରୁ ୪୭୫ଜଣ, ଭଦ୍ରକ ଜିଲ୍ଲାରୁ ୩୮୧ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୬୦ଜଣ, ବୌଦ୍ଧ ଜିଲ୍ଲାରୁ ୧୨୮ଜଣ, କଟକ ଜିଲ୍ଲାରୁ ୯୧୬ଜଣ, ଦେଓଗଡ଼ ଜିଲ୍ଲାରୁ ୬୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୪୨ଜଣ, ଗଜପତି ଜିଲ୍ଲାରୁ ୯୧ଜଣ, ଗଞ୍ଜାମ ଜିଲ୍ଲାରୁ ୩୧୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୬୮ଜଣ, ଯାଜପୁର ଜିଲ୍ଲାରୁ ୩୧୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୦୬ଜଣ, କନ୍ଧମାଳ ଜିଲ୍ଲାରୁ ୬୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୯୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୭୯ଜଣ, କୋରାପୁଟ ଜିଲ୍ଲାରୁ ୧୩୦ଜଣ, ମାଲକାନଗିରି ଜିଲ୍ଲାରୁ ୬୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୫୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୮୨ଜଣ, ନୟାଗଡ଼ ଜିଲ୍ଲାରୁ ୧୯୪ଜଣ, ନୂଆପଡ଼ା ଜିଲ୍ଲାରୁ ୨୯୦ଜଣ, ପୁରୀ ଜିଲ୍ଲାରୁ ୩୬୯ଜଣ, ରାୟଗଡ଼ା ଜିଲ୍ଲାରୁ ୨୦୧ଜଣ, ସମ୍ବଲପୁର ଜିଲ୍ଲାରୁ ୫୪୪ଜଣ, ସୋନପୁର ଜିଲ୍ଲାରୁ ୧୫୯ଜଣ, ଷ୍ଟେଟ୍‌ ପୁଲ୍‌ରୁ ୩୫୭ଜଣ ରହିଛନ୍ତି ।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମନ ସୁଦ୍ଧା ମୋଟ୍‌ ୫,୧୨,୪୦୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୮୬,୯୫୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୪,୨୩,୨୫୭ ଜଣ କରୋନା ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

Powered by Froala Editor

Tags Corona

Related articles Odisha News Lens 4.1

  • ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ
    ଦେଶ-ଦେଶାନ୍ତର

    ପ୍ୟାସେଞ୍ଜର ବିମାନ ଉଡ଼ାଇବେ କ୍ୟାପ୍ଟେନ୍ ଅଭିନନ୍ଦନ

    15520
    Sep 03, 2026
  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ ...
    ବାଣିଜ୍ୟ

    ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ ...

    13807
    Sep 03, 2026
  • ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ସବୁ ଟୋଲ ପ୍ଲାଜାରେ କ୍ୟାମେରା ଲଗାଇବାକୁ ଏନଏଚଏଆଇକୁ କୋର୍ଟଙ୍କ ନିର୍ଦ୍ଦେଶ

    13454
    Sep 04, 2026
  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା
    ମନୋରଞ୍ଜନ

    ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା

    13901
    Sep 03, 2026
  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ
    ଦେଶ-ଦେଶାନ୍ତର

    ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ

    14874
    Sep 04, 2026
  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ...
    ବାଣିଜ୍ୟ

    ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ...

    14716
    Sep 03, 2026
  • ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ
    ଦେଶ-ଦେଶାନ୍ତର

    ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ

    13844
    Sep 04, 2026
  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର
    ଦେଶ-ଦେଶାନ୍ତର

    ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    14036
    Sep 03, 2026
  • କମିଲା ସୁନା ଦର, କେତେ ଜାଣନ୍ତୁ ?
    ଦେଶ-ଦେଶାନ୍ତର

    କମିଲା ସୁନା ଦର, କେତେ ଜାଣନ୍ତୁ ?

    15612
    Sep 03, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କମିଲା ସୁନା ଦର, କେତେ ଜାଣନ୍ତୁ ?

    15612
    Sep 03, 2026
  • ଦେଶ-ଦେଶାନ୍ତର

    ଇସ୍ରୋକୁ ଆଉ ଏକ ବଡ଼ ସଫଳତା: EOS-05ର ସଫଳ ଉତ୍‌କ୍ଷେପଣ

    13844
    Sep 04, 2026
  • ଦେଶ-ଦେଶାନ୍ତର

    ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    14036
    Sep 03, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17074
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17722
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17741
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18141
    Sep 06, 2023

ବିଶେଷ

  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13642
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14510
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14813
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14767
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    14103
    Aug 26, 2026

ବାଣିଜ୍ୟ

ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

ଦ୍ୱିଭାଷୀ ପ୍ରକାଶନରେ ପୂର୍ଣ୍ଣ ପ୍ରସ୍ତୁତ କାରିଗରୀ ବସ୍ତୁ ଊଦ୍ଧ୍ୱର୍ରେ ଚାନ୍ଦୁଆର ପରୀକ୍ଷା ନିରୀକ୍ଷା କରିବାକୁ କ୍ଷେତ୍ରସ୍ତରୀୟ କାର୍ଯ୍ୟ, ଅଭିଲେଖୀୟ ଗବେଷଣା ଏବଂ କାରିଗରୀ ଆତ୍ମଜୀବନୀକୁ ଏକତ୍ରିତ କରାଯାଇଛି

  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    13807
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14340
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15226
    Sep 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିରେ ଲୋକଙ୍କ ପାଇଁ ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଉପଲବ୍ଧ କରାଉଛି

    14742
    Sep 02, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୋସିଆଲ ମିଡିଆରେ ଛାଡପତ୍ର ଘୋଷଣା କଲେ ରାପର୍‌ ବାଦଶାହା

    13901
    Sep 03, 2026
  • ବ୍ରେକ୍‌ ସସସ୍ୟା ଯୋଗୁଁ ଖୁଣ୍ଟରେ ପିଟି ହୋଇଗଲା ଇଣ୍ଡିଗୋ ବିମାନ

    14874
    Sep 04, 2026
  • ନାବାଳିକା ଛାତ୍ରୀଙ୍କୁ ଅପହରଣ କରି କାର୍ ଭିତରେ ଗଣବଳାତ୍କାର

    14036
    Sep 03, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In