Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅଲ୍ଲୁ ସିରିଶ ଓ ନୟନିକା ରେଡ୍ଡୀଙ୍କ ବିବାହ ...

  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

  • ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ...

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ...

  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

  • UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ...

  • ଭାରତ ମହାସାଗରରେ ଆମେରିକା ନୌସେନା ...

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

Home ›› ››୩୪ ବର୍ଷ ତଳର ଅପରାଧ ପାଇଁ ଏବେ ଜେଲ୍ ଯିବେ ସିଦ୍ଧୁ

୩୪ ବର୍ଷ ତଳର ଅପରାଧ ପାଇଁ ଏବେ ଜେଲ୍ ଯିବେ ସିଦ୍ଧୁ

2022-05-19 18:08:34
13974
Share:
Facebook
Twitter
E-Mail
WhatsApp
Telegram
୩୪ ବର୍ଷ ତଳର ଅପରାଧ ପାଇଁ ଏବେ ଜେଲ୍ ଯିବେ ସିଦ୍ଧୁ

ବର୍ଷେ ପାଇଁ ଜେଲ୍ ଯିବେ କଂଗ୍ରେସ ନେତା ନବଜୋତ ସିଂହ ସିଦ୍ଧୁ। ୩୪ ବର୍ଷ ପୂର୍ବେ ରାସ୍ତା ଉପରେ ଜଣେ ବୃଦ୍ଧଙ୍କୁ ମାଡ଼ ମାରି ଘଟଣାସ୍ଥଳରୁ ଫେରାର ହେବା ଓ ପରେ ବୃଦ୍ଧଙ୍କ ମୃତ୍ୟୁ ହେବା ମାମଲାରେ ସିଦ୍ଧୁଙ୍କୁ ଜେଲ ଦଣ୍ଡ ଦେଇଛନ୍ତି ସୁପ୍ରିମକୋର୍ଟ। ତାଙ୍କୁ ଏକ ବର୍ଷ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଜଷ୍ଟିସ ଏଏମ ଖାନୱିଲକର ଏବଂ ଜଷ୍ଟିସ ସଞ୍ଜୟ କିଶନ କୌଲଙ୍କ ଖଣ୍ଡପୀଠ ଏହି ରାୟ ଶୁଣାଇଛନ୍ତି।

୧୯୮୮ଡିସେମ୍ବର ୨୭। ଏହି ଦିନ ସନ୍ଧ୍ୟାରେ ସିଦ୍ଧୁ ନିଜ ବନ୍ଧୁ ରୂପିନ୍ଦର ସିଂହ ସିଦ୍ଧୁଙ୍କ ସହ ପଟିଆଲାର ଶେରାବାଲେ ଗେଟ୍‌ ମାର୍କେଟ ପହଞ୍ଚିଥିଲେ। ଏହି ମାର୍କେଟ ତାଙ୍କ ଘରଠାରୁ ମାତ୍ର ଦେଢ଼ କିଲୋମିଟର ଦୂରରେ ଥିଲା। ସେହି ସମୟରେ ସିଦ୍ଧୁ କ୍ରିକେଟର୍‌ ଥିଲେ। ତାଙ୍କ ଆନ୍ତର୍ଜାତୀୟ କ୍ୟାରିୟର ମାତ୍ର ଏକ ବର୍ଷ ପୂର୍ବରୁ ଆରମ୍ଭ ହୋଇଥିଲା।

ତେବେ ଏହି ମାର୍କେଟ୍‌ରେ କାର୍‌ ପାର୍କିଂକୁ ନେଇ ୬୫ ବର୍ଷୀୟ ଜଣେ ବୃଦ୍ଧଙ୍କ ସହ ସିଦ୍ଧୁଙ୍କ ବଚସା ହୋଇଥିଲା। ପରେ ହାତହାତି ଯାଏ କଥା ଯାଇଥିଲା। ବୃଦ୍ଧଙ୍କୁ ଆକ୍ରମଣ କରିଥିଲେ ସିଦ୍ଧୁ। ୬୫ ବର୍ଷର ବୃଦ୍ଧଙ୍କ ମୁଣ୍ଡକୁ ସିଦ୍ଧୁ ଆଘାତ କରିଥିବା ଅଭିଯୋଗ ହୋଇଥିଲା। ଏହାପରେ ସଂପୃକ୍ତ ବୃଦ୍ଧଙ୍କୁ ହସ୍ପିଟାଲ ନିଆଯାଇଥିଲା। ସେଠାରେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିଲା।

Powered by Froala Editor

Tags sidhu

Related articles Odisha News Lens 4.1

  •  ଏହି  ସ୍ଥାନରେ କଳାଜାଇ ଥିଲେ  ଖୋଲେ ପୂର୍ବଜନ୍ମର ରହସ୍ୟ
    ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14049
    Mar 07, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    15163
    Mar 05, 2026
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ
    ଦେଶ-ଦେଶାନ୍ତର

    ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14850
    Mar 06, 2026
  • ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ
    ଦେଶ-ଦେଶାନ୍ତର

    ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    14083
    Mar 06, 2026
  •  ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର
    ଦେଶ-ଦେଶାନ୍ତର

    ୟୁଏଇରେ ଫସିଥିବା ୭୦୦୦ ଭାରତୀୟ ନାଗରିକଙ୍କୁ କରାଗଲାଣି ଉଦ୍ଧାର

    14139
    Mar 07, 2026
  • ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା
    ଦେଶ-ଦେଶାନ୍ତର

    ସାରା ଦେଶରେ ଗ୍ୟାସ ସିଲିଣ୍ଡର ମହଙ୍ଗା

    13602
    Mar 07, 2026
  •  ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ
    ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14685
    Mar 05, 2026
  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15183
    Mar 05, 2026
  •  UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ
    ଦେଶ-ଦେଶାନ୍ତର

    UPSC ଫଳାଫଳ ପ୍ରକାଶିତ : ଟପ୍ପର ହେଲେ ଅନୁଜ ଅଗ୍ନିହୋତ୍ରୀ

    13418
    Mar 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14049
    Mar 07, 2026
  • ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14685
    Mar 05, 2026
  • ଦେଶ-ଦେଶାନ୍ତର

    ଭାରତ ମହାସାଗରରେ ଆମେରିକା ନୌସେନା ପକ୍ଷରୁ ଇରାନ୍‌ ଯୁଦ୍ଧଜାହାଜକୁ ଆକ୍ରମଣ

    14083
    Mar 06, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17775
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16247
    Apr 03, 2021

ବିଶେଷ

  • ଏହି ସ୍ଥାନରେ କଳାଜାଇ ଥିଲେ ଖୋଲେ ପୂର୍ବଜନ୍ମର ରହସ୍ୟ

    14049
    Mar 07, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14685
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    15152
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14360
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15068
    Feb 28, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15668
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15127
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14978
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14492
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    15183
    Mar 05, 2026
  • ଏହି ମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟାନ

    14850
    Mar 06, 2026
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14685
    Mar 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In