Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, February 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ...

  • ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ...

  • କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ...

  • ପ୍ରବଳ ହଟ୍ଟଗୋଳ: ଆସନ୍ତା ସୋମବାର ଦିନ ...

  • ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ...

  • ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ...

  • ଆଜି ପୁଣି କମିଛି ସୁନା ଓ ରୂପା ଦର

  • ଅନ୍‌ଲାଇନ୍ ଗେମ୍ ନିଶା, ୯ ମହଲାରୁ ଡେଇଁଲେ ...

  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ...

  • ମୋଦିଙ୍କ ଲୋକପ୍ରିୟ କାର୍ୟ୍ୟକ୍ରମ ...

Home ›› ››ଜରୁରୀ ଅବତରଣ କଲା ଏୟାରବସ ଏ୩୨୦ ପ୍ଲେନ

ଜରୁରୀ ଅବତରଣ କଲା ଏୟାରବସ ଏ୩୨୦ ପ୍ଲେନ

2022-05-20 16:51:25
15079
Share:
Facebook
Twitter
E-Mail
WhatsApp
Telegram
ଜରୁରୀ ଅବତରଣ କଲା ଏୟାରବସ ଏ୩୨୦ ପ୍ଲେନ

ଟାଟା ଗ୍ରୁପ୍‌ ଦ୍ୱାରା ପରିଚାଳିତ ଏୟାର ଇଣ୍ଡିଆର ଗୋଟିଏ ବିମାନ ଅଳ୍ପକେ ଭୟଙ୍କର ଦୁର୍ଘଟଣାରୁ ବର୍ତ୍ତି ଯାଇଛି। ଉଡାଣ ଆରମ୍ଭ କରିବାର ୨୭ ମିନଟ ପରେ ଜରୁରୀ ଅବତରଣ କରିଛି ଏୟାରବସ ଏ୩୨୦ ପ୍ଲେନ ।

ଏୟାର ଇଣ୍ଡିଆର ଏୟାରବସ ଏ୩୨୦ନେଓ ବିମାନ ମଝି ଆକାଶରେ ଉଡ଼ୁଥିବା ବେଳେ ହଠାତ୍‌ ଏହାର ଗୋଟିଏ ଇଞ୍ଜିନ ବନ୍ଦ ହୋଇଯାଇଥିଲା। ବୈଷୟିକ ତ୍ରୁଟି କାରଣରୁ ଏପରି ଘଟିଥିବା ଜଣାପଡ଼ିବା ପରେ ପାଇଲଟ ଜଣଙ୍କ ତୁରନ୍ତ ବିମାନକୁ ଜରୁରୀ ଅବତରଣ କରାଇବାରେ ସକ୍ଷମ ହୋଇଛନ୍ତି।

ଗୁରୁବାର ଏହି ଘଟଣା ଘଟିଥିଲା। ବିମାନଟି ଅବତରଣ କରିବା ପରେ ଯାତ୍ରୀମାନଙ୍କୁ ଆଉ ଗୋଟିଏ ବିମାନରେ ବେଙ୍ଗାଲୁରୁ ପଠାଯାଇଥିଲା ବୋଲି ଏୟାର ଇଣ୍ଡିଆ ମୁଖପାତ୍ର ସୂଚନା ଦେଇଛନ୍ତି। ଏହି ଘଟଣାର ତଦନ୍ତ ଡିଜିସିଏ ଆରମ୍ଭ କରିଥିବା ପିଟିଆଇ ସୂତ୍ରରୁ ଜଣାପଡ଼ିଛି।

Powered by Froala Editor

Tags airlines

Related articles Odisha News Lens 4.1

  • ଭୃଷଙ୍ଗ ପତ୍ରରେ ଅଛି  ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର
    ବିଶେଷ

    ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    15801
    Feb 04, 2026
  • ମୋଦିଙ୍କ ଲୋକପ୍ରିୟ କାର୍ୟ୍ୟକ୍ରମ ‘ପରୀକ୍ଷା ପେ ଚର୍ଚ୍ଚା’ ର ୯ମ ସଂସ୍କରଣ ୬ରେ
    ଦେଶ-ଦେଶାନ୍ତର

    ମୋଦିଙ୍କ ଲୋକପ୍ରିୟ କାର୍ୟ୍ୟକ୍ରମ ‘ପରୀକ୍ଷା ପେ ଚର୍ଚ୍ଚା’ ର ୯ମ ସଂସ୍କରଣ ୬ରେ

    15875
    Feb 04, 2026
  •  କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ମୋଦୀ
    ଦେଶ-ଦେଶାନ୍ତର

    କଂଗ୍ରେସକୁ କଟାକ୍ଷ କରି ଏମିତି କହିଲେ ମୋଦୀ

    13520
    Feb 06, 2026
  • ଆଜି ପୁଣି କମିଛି ସୁନା ଓ ରୂପା ଦର
    ଦେଶ-ଦେଶାନ୍ତର

    ଆଜି ପୁଣି କମିଛି ସୁନା ଓ ରୂପା ଦର

    13738
    Feb 05, 2026
  •  ପ୍ରବଳ ହଟ୍ଟଗୋଳ: ଆସନ୍ତା ସୋମବାର ଦିନ ୧୧ଟା ପର୍ୟ୍ୟନ୍ତ ଗୃହ ମୁଲତବୀ ଘୋଷଣା
    ଦେଶ-ଦେଶାନ୍ତର

    ପ୍ରବଳ ହଟ୍ଟଗୋଳ: ଆସନ୍ତା ସୋମବାର ଦିନ ୧୧ଟା ପର୍ୟ୍ୟନ୍ତ ଗୃହ ମୁଲତବୀ ଘୋଷଣା

    14255
    Feb 06, 2026
  • ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ଆକ୍ରମଣ, ୧୬୨ ମୃତ
    ଦେଶ-ଦେଶାନ୍ତର

    ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ଆକ୍ରମଣ, ୧୬୨ ମୃତ

    14002
    Feb 05, 2026
  • ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା: ଜାଣନ୍ତୁ କାହିଁକି ?
    ଦେଶ-ଦେଶାନ୍ତର

    ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା: ଜାଣନ୍ତୁ କାହିଁକି ?

    14854
    Feb 05, 2026
  • ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ମୋଦୀ
    ଦେଶ-ଦେଶାନ୍ତର

    ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ମୋଦୀ

    14260
    Feb 06, 2026
  • ଅନ୍‌ଲାଇନ୍ ଗେମ୍ ନିଶା, ୯ ମହଲାରୁ ଡେଇଁଲେ ୩ ଭଉଣୀ
    ଦେଶ-ଦେଶାନ୍ତର

    ଅନ୍‌ଲାଇନ୍ ଗେମ୍ ନିଶା, ୯ ମହଲାରୁ ଡେଇଁଲେ ୩ ଭଉଣୀ

    15039
    Feb 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    15801
    Feb 04, 2026
  • ଦେଶ-ଦେଶାନ୍ତର

    ନିଜ ଶୈଳୀରେ ପାଠ ପଢିବାକୁ ପରାମର୍ଶ ଦେଲେ ମୋଦୀ

    14260
    Feb 06, 2026
  • ଦେଶ-ଦେଶାନ୍ତର

    ଅନ୍‌ଲାଇନ୍ ଗେମ୍ ନିଶା, ୯ ମହଲାରୁ ଡେଇଁଲେ ୩ ଭଉଣୀ

    15039
    Feb 04, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17326
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17397
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17742
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16219
    Apr 03, 2021

ବିଶେଷ

  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15242
    Feb 06, 2026
  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    15801
    Feb 04, 2026
  • ସକାଳେ ଖାଲି ପେଟରେ ଉଷୁମ ପାଣି ସହିତ ଆପଣଙ୍କ ଦିନ କରନ୍ତୁ ଆରମ୍ଭ

    14191
    Feb 02, 2026
  • କ୍ଷୀରକୁ କଦାପି ଖୋଲା ରଖନ୍ତୁ ନାହିଁ, ପରିବାରରେ ସୃଷ୍ଟି ହୁଏ କଳହ

    14407
    Jan 31, 2026
  • ଏମିତି କଲେ ହେବ ନାହିଁ ଗ୍ୟାସ୍

    14553
    Jan 29, 2026

ବାଣିଜ୍ୟ

ଭୁଶୁଡିଲା ସେୟାର ମାର୍କେଟ

ଘରୋଇ ସେୟାର ବଜାରରେ ଏକ ଭୟଙ୍କର ସୁନାମି ଦେଖିବାକୁ ମିଳିଛି। ରବିବାର ଦିନ, BSE ସେନସେକ୍ସରେ ୧୫୪୬.୮୪ ପଏଣ୍ଟ (୧.୮୮%) ହ୍ରାସ ଘଟି ୮୦୭୨୨.୯୪ ପଏଣ୍ଟରେ ବନ୍ଦ ହୋଇଛି । ସେହିଭଳି NSE ନିଫ୍ଟି ୫୦ ଇଣ୍ଡେକ୍ସରେ ୪୯୫.୨୦ (୧.୯୬%) ହ୍ରାସ ଘଟି ୨୪୮୨୫.୪୫ ପଏଣ୍ଟରେ ବନ୍ଦ ହୋଇଥିଲା । ତେବେ ବଜେଟ୍ ଦିନ ସବୁଜ ରଙ୍ଗରେ ଖୋଲିଥ ...

  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16055
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15331
    Jan 22, 2026
  • ୧.୪୦ ଲକ୍ଷ ଟପିଲା ସୁନା

    15743
    Jan 12, 2026
  • ଆମୱେ ଇଣ୍ଡିଆ ଦ୍ରୁତ ଓ ସହଜ ସେବା ସହିତ ହୋମ୍‌ ଡେଲିଭରି ଅନୁଭୂତିକୁ ନୂଆ ରୂପ ପ୍ରଦାନ କରିଛି

    15498
    Jan 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟକା: ଜାଣନ୍ତୁ କାହିଁକି ?

    14854
    Feb 05, 2026
  • ଆଜି ପୁଣି କମିଛି ସୁନା ଓ ରୂପା ଦର

    13738
    Feb 05, 2026
  • ନାଇଜେରିଆର ଦୁଇଟି ଗାଁରେ ଉଗ୍ରବାଦୀଙ୍କ ଆକ୍ରମଣ, ୧୬୨ ମୃତ

    14002
    Feb 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In