Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 23, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ...

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା

  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ...

  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ...

  • ନୋଟ୍‌ରେ ମାଉସୀର ମୃତ୍ୟୁ ଲେଖି ...

  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ...

  • ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ...

  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ...

  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଯମୁନେତ୍ରୀ ରାସ୍ତାରେ ଭୁଶୁଡ଼ିଲା ସେଫ୍ଟି ୱାଲ, ଫସିଛନ୍ତି ହଜାର ହଜାର ଯାତ୍ରୀ

ଯମୁନେତ୍ରୀ ରାସ୍ତାରେ ଭୁଶୁଡ଼ିଲା ସେଫ୍ଟି ୱାଲ, ଫସିଛନ୍ତି ହଜାର ହଜାର ଯାତ୍ରୀ

2022-05-21 13:53:29
14876
Share:
Facebook
Twitter
E-Mail
WhatsApp
Telegram
ଯମୁନେତ୍ରୀ ରାସ୍ତାରେ ଭୁଶୁଡ଼ିଲା ସେଫ୍ଟି ୱାଲ, ଫସିଛନ୍ତି ହଜାର ହଜାର ଯାତ୍ରୀ

ଉତ୍ତରାଖଣ୍ଡରେ ଚାରଧାମ ଯାତ୍ରା ପାଇଁ ଶ୍ରଦ୍ଧାଳୁଙ୍କ ଭିଡ ଲାଗି ରହିଛି । ତେବେ ଯମୁନେତ୍ରୀ ମନ୍ଦିରକୁ ଯାଇଥିବା ଜାତୀୟ ରାଜପଥର ସେଫ୍ଟି ଓ୍ୱାଲ ଭୁଶୁଡ଼ି ପଡ଼ିବା ପରେ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ଗାଡ଼ି ଚଳାଚଳ ବନ୍ଦ କରାଯାଇଥିବାରୁ ସେହି ଜାତୀୟ ରାଜପଥରେ ବିଭିନ୍ନ ସ୍ଥାନରେ ହଜାର ହଜାର ଲୋକେ ଅଟକି ରହିଛିନ୍ତି। ଟ୍ରାଫିକ ବନ୍ଦ ଥିବାରୁ ପ୍ରାୟ ୧୦, ୦୦୦ ଲୋକେ ରାସ୍ତାର ବିଭିନ୍ନ ସ୍ଥାନରେ ଅଟକି ରହିଛନ୍ତି। ଗାଡ଼ି ଚଳାଚଳ ବନ୍ଦ ଥିବାରୁ ଲୋକେ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହୋଇଛନ୍ତି ।

ଏହା ପୁଣି ଥରେ ପୂର୍ବଭଳି ହେବାକୁ ପ୍ରାୟ ୩ ଦିନ ଲାଗିବ ବୋଲି କୁହାଯାଉଛି । ଅନ୍ୟପଟେ ଭିଡ଼ ଭିତରୁ ଛୋଟ ଛୋଟ ଗାଡ଼ି ଗୁଡ଼ିକୁ ସ୍ଥାନନ୍ତାର ପାଇଁ ଜିଲ୍ଲା ପ୍ରଶାସନ ଉଦ୍ୟମ ଜାରି ରଖିଛି। ହେଲେ ବଡ଼ ବଡ଼ ଗାଡ଼ି ଗୁଡ଼ିକୁ ବାହାର କରିବାକୁ କାଠିକର ପାଠ ହୋଇପଡ଼ିଛି।

ସୂଚନାଯୋଗ୍ୟ, ଉତ୍ତରାଖଣ୍ଡରେ ମୂଷଳଧାରାରେ ବର୍ଷା ସହ ଅନେକ ସ୍ଥାନରେ ଭୂସ୍ଖଳନ ହୋଇଛି । ଡମୋଲୀରେ ମଧ୍ୟ ବର୍ଷା କାରଣରୁ ବଦ୍ରୀନାଥକୁ ସଂଯୋଗ କରୁଥିବା ରାସ୍ତାକୁ ବନ୍ଦ କରିଦିଆଯାଇଛି । ସେପଟେ ଅଧିକରୁ ଅଧିକ ଶ୍ରଦ୍ଧାଳୁଙ୍କ କାରଣରୁ ଯାତ୍ରା ସ୍ଲଟ୍ ପୂରଣ ହୋଇଯାଇଛି । ରେଜିଷ୍ଟ୍ରେସନକୁ ବନ୍ଦ କରି ଦିଆଯାଇଛି । ରହଣିରେ ଅସୁବିଧା ହେଉଥିବାରୁ ରେଜିଷ୍ଟ୍ରେସନ କାଉଣ୍ଟରେ ହଜାର ହଜାର ଯାତ୍ରୀ ବସି ରହିଥିବା ମଧ୍ୟ ଦେଖିବାକୁ ମିଳୁଛି ।

Powered by Froala Editor

Tags sefty wal

Related articles Odisha News Lens 4.1

  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...
    ଦେଶ-ଦେଶାନ୍ତର

    ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...

    14601
    Jun 22, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ
    ବିଶେଷ

    ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14720
    Jun 22, 2026
  • ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ
    ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14794
    Jun 22, 2026
  • ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ଅନ୍ତରାଷ୍ଟ୍ରିୟ ଯୋଗ ଉତ୍ସବ ପାଳନ
    ଦେଶ-ଦେଶାନ୍ତର

    ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ଅନ୍ତରାଷ୍ଟ୍ରିୟ ଯୋଗ ଉତ୍ସବ ପାଳନ

    14257
    Jun 22, 2026
  • ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା
    ଦେଶ-ଦେଶାନ୍ତର

    ଦେଶର ୫୫୧ ସହର ଓ ବିଦେଶର ୧୪ଟି ସହରରେ ଚାଲିଛି ନିଟ୍‌-ୟୁଜି ପୁନଃପରୀକ୍ଷା

    15860
    Jun 21, 2026
  • ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ
    ଦେଶ-ଦେଶାନ୍ତର

    ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ

    14853
    Jun 22, 2026
  • ଟ୍ରେନରେ ଧୁମ୍ରପାନ କଲେ ଜରିମାନା
    ଦେଶ-ଦେଶାନ୍ତର

    ଟ୍ରେନରେ ଧୁମ୍ରପାନ କଲେ ଜରିମାନା

    14604
    Jun 22, 2026
  • ୫୨ ବର୍ଷରେ ପାଦ ଥାପିଲେ ବିଜୟ
    ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15339
    Jun 22, 2026
  • ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ
    ଦେଶ-ଦେଶାନ୍ତର

    ପାକିସ୍ତାନକୁ ସମାଲୋଚନା କଲେ ଆମେରିକା ଉପରାଷ୍ଟ୍ରପତି ଜେଡି ଭାନ୍ସ

    13861
    Jun 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇନଷ୍ଟାମାର୍ଟରେ ଚା’ ଅର୍ଡର କରିବାରେ ଭୁବନେଶ୍ୱର ଆଗରେ

    14853
    Jun 22, 2026
  • ଦେଶ-ଦେଶାନ୍ତର

    ସି-ଫୁଡ୍ ଫ୍ୟାକ୍ଟ୍ରିରେ ଗ୍ୟାସ ଲିକ୍, ଓଡ଼ିଶାର ୨ ମହିଳା ମୃତ

    14794
    Jun 22, 2026
  • ଦେଶ-ଦେଶାନ୍ତର

    ନୋଟ୍‌ରେ ମାଉସୀର ମୃତ୍ୟୁ ଲେଖି ଭଗବାନଙ୍କୁ ଗୁହାରି

    14508
    Jun 22, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16937
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17556
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17606
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18002
    Sep 06, 2023

ବିଶେଷ

  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    14720
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14598
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15581
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14439
    Jun 19, 2026
  • ସତେଜ ରହିବ ଚର୍ମ, କରନ୍ତୁ ଏହି ୫ଟି ଅଭ୍ୟାସ

    15766
    Jun 18, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13769
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14870
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15484
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15235
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15339
    Jun 22, 2026
  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର କଲେ ସିଧା ଯମରାଜଙ୍କ ପାଖକୁ ଯିବ

    14601
    Jun 22, 2026
  • ବାହାରିନ୍ ଓଡିଆ ସମାଜ ଦ୍ୱାରା ୧୨ତମ ଅନ୍ତରାଷ୍ଟ୍ରିୟ ଯୋଗ ଉତ୍ସବ ପାଳନ

    14257
    Jun 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In