Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, August 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ...

  • ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ...

  • ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ...

  • ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ...

  • H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ...

  • ଭିକ ମାଗି ଚଳୁଥିଲେ, ମୃତ୍ୟୁ ପରେ ଘର କୋଣରୁ ...

  • NICU ରେ ନିଆଁ, ୩ ନବଜାତ ଶିଶୁଙ୍କ ମୃତ୍ୟୁ

  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ...

  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ...

  • ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ...

ବିଶେଷ
Home ›› ବିଶେଷ ››ଏହି ଖାଦ୍ୟ ଖାଇଲେ ତ୍ୱଚା ଦେଖାଯିବ ଗ୍ଲୋ ଗ୍ଲୋ

ଏହି ଖାଦ୍ୟ ଖାଇଲେ ତ୍ୱଚା ଦେଖାଯିବ ଗ୍ଲୋ ଗ୍ଲୋ

2022-05-22 02:45:41
14726
Share:
Facebook
Twitter
E-Mail
WhatsApp
Telegram
ଏହି ଖାଦ୍ୟ ଖାଇଲେ ତ୍ୱଚା ଦେଖାଯିବ ଗ୍ଲୋ ଗ୍ଲୋ

ବୟସ ବଢ଼ିବା ସହିତ ଚେହେରାରେ କୁଞ୍ଚନ ଆସିବା ସାଧାରଣ କଥା। କିନ୍ତୁ ଅନେକ ବାର ସମୟ ପୂର୍ବରୁ ଏଭଳି ଏଜିଙ୍ଗ୍‌ ସାଇନ ବା ବୟସାଧିକ ଚିହ୍ନ ଦେଖା ଯିବାକୁ ଲାଗିଥାଏ, ଯଦ୍ଦ୍ଵାରା ଆମେ ଲଜ୍ଜା ଅନୁଭବ କରିବା ସହିତ ଲୋ କନ୍‌ଫିଡେନ୍ସର ସାମ୍ନା କରିଥାଉ। ସାଧାରଣତଃ ଖରାପ ଲାଇଫ୍‌ଷ୍ଟାଇଲ ଏବଂ ଅସ୍ୱାସ୍ଥ୍ୟକର ଖାଦ୍ୟାଭ୍ୟାସ ଯୋଗୁ ଲୋକେ ସମୟ ପୂର୍ବରୁ ବୁଢ଼ା ଦେଖାଯିବାକୁ ଲାଗି ଥାଆନ୍ତି। କିନ୍ତୁ ଆପଣଙ୍କୁ ଚିନ୍ତା କରିବାର କୌଣସି ଆବଶ୍ୟକ ନାହିଁ। କାହିଁକି ନା, କିଛି ସୁପରଫୁଡ୍‌ ଖାଇ ଆପଣ ନିଜ ଚେହେରାକୁ ପୁଣି ଥରେ ଯୁବା କରି ପାରିବେ।

ଏଭୋକାଡୋ: ଏଥିରେ ପୋଟାସିୟମ୍‌, ଭିଟାମିନ ଏ, ଭିଟାମିନ ବି, ଭିଟାମିନ୍‌ ସି ଭଳି ଗୁରୁତ୍ୱପୂର୍ଣ୍ଣ ନ୍ୟୁଟ୍ରିଏଣ୍ଟସ୍‌ ଭରି ରହିଛି। ଏଥିରେ ଫ୍ୟାଟି ଏସିଡ୍‌ ମଧ୍ୟ ରହିଛି, ଯାହା ଶୁଷ୍କ ତଥା ରୁକ୍ଷ ତ୍ୱଚାକୁ ନରମ ତଥା ମୁଲାୟମ କରି ଦେଇଥାଏ। ଏଥି ସହିତ ଏଭୋକାଡୋ ସେବନ କଲେ, ମୃତ ସ୍କିନ୍‌ ସେଲ୍ସ ହଟି ଯାଇଥାଏ ଏବଂ ଚେହେରାରେ ଅଜବ ପ୍ରକାରର ଉଜ୍ଜ୍ୱଳତା ଆସି ଯାଇଥାଏ।

ପାଳଙ୍ଗ: ପାଳଙ୍ଗ ଖାଇବାକୁ କିଏ ବା ଭଲ ନ ପାଏ। ଏହା ଏକ ଉତ୍ତମ ପତ୍ରଯୁକ୍ତ ପରିବା। ଏଥିରେ ହାଇଡ୍ରେଟିଙ୍ଗ୍‌ ଏବଂ ଆଣ୍ଟି ଆକ୍ସିଡାଣ୍ଟ ଭରପୂର ମାତ୍ରାରେ ରହିଥାଏ, ଯାହା ସ୍କିନ ପାଇଁ ଅତ୍ୟନ୍ତ ଲାଭକାରୀ ହୋଇଥାଏ। ପାଳଙ୍ଗ ଖାଇଲେ ତ୍ୱଚାରେ ପାଣିରେ ଅଭାବ ରହି ନ ଥାଏ ଏବଂ କୋଲେଜନ ପ୍ରଡକ୍ସନ ମଧ୍ୟ ବଢ଼ିଆ ହୋଇଥାଏ। ଆପଣ ଏହାକୁ ସାଲାଡ୍‌, ପନିପରିବା ତରକାରୀ, ସୁପ୍‌ କିମ୍ବା ଜୁସ୍‌ ଆକାରରେ ସେବନ କରି ପାରିବେ।

କନ୍ଦମୂଳ: କନ୍ଦମୂଳକୁ ସାଧାରଣତଃ ଲୋକେ ସିଝାଇ କିମ୍ବା କ୍ଷୀରରେ ପକାଇ ଖାଇ ଥାଆନ୍ତି। କିନ୍ତୁ ବୋଧେ ଆପଣ ଜାଣି ନ ଥିବେ ଯେ ଏହା ଦ୍ୱାରା ତ୍ୱଚାରେ କଷାପଣ ଆସି ଯାଇଥାଏ। କନ୍ଦମୂଳ ଖାଇବା ଦ୍ୱାରା ମଳିନ ପଡ଼ି ଯାଇଥିବା ଚେହେରାର ରଙ୍ଗ ପୁଣିଥରେ ଫେରି ଆସିଥାଏ ଏବଂ ଫେସ୍‌ ଉଜ୍ଜ୍ୱଳ ଦେଖାଯାଇଥାଏ। ତେଣୁ ଯେଉଁମାନେ ସ୍କିନ୍‌ ସମସ୍ୟାକୁ ନେଇ ଚିନ୍ତିତ, ସେମାନେ କନ୍ଦମୂଳ ସେବନ କରି ପାରିବେ।

ଅମୃତଭଣ୍ଡା: ଅମୃତଭଣ୍ଡାରେ ମିନେରାଲ୍ସ, ଆଣ୍ଟି ଅକ୍ସିଡାଣ୍ଟ ଭଲ ମାତ୍ରାରେ ମିଳିଥାଏ, ଯାହା କମ୍‌ ବୟସରେ ଆସିଥିବା ଚର୍ମ କୁଞ୍ଚନକୁ ଦୂରେଇ ଦେଇଥାଏ। ଅମୃତଭଣ୍ଡାରେ ଭିଟାମିନ୍‌ ଏ, ଭିଟାମିନ୍‌ ସି, ଭିଟାମିନ ଇ ଭଳି ପୋଷକ ତତ୍ତ୍ୱ ଭରି ରହିଛି। ଏହି ପରିବା ଫ୍ରି ରେଡିକଲ୍ସର ପ୍ରଭାବକୁ କମ୍‌ କରି ଦେଇଥାଏ, ଯଦ୍ଦ୍ଵାରା ଚେହେରା ଯୁବା ଭଳି ନଜର ଆସିଥାଏ।

Powered by Froala Editor

Tags Skin care

Related articles Odisha News Lens 4.1

  • ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ
    ଦେଶ-ଦେଶାନ୍ତର

    ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ

    13939
    Aug 24, 2026
  • ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ହେବନାହିଁ ଅଧିକ ସିମ୍ କାର୍ଡ
    ଦେଶ-ଦେଶାନ୍ତର

    ଜଣେ ବ୍ୟକ୍ତିଙ୍କ ନାମରେ ଆଉ କିଣି ହେବନାହିଁ ଅଧିକ ସିମ୍ କାର୍ଡ

    13554
    Aug 24, 2026
  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା
    ଦେଶ-ଦେଶାନ୍ତର

    ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା

    15506
    Aug 23, 2026
  • H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ଆଲର୍ଟ
    ଦେଶ-ଦେଶାନ୍ତର

    H1N1 ମାମଲା ବଢ଼ିଲା, ଦିଲ୍ଲୀରେ ସ୍ୱାଇନ୍ ଫ୍ଲୁ ଆଲର୍ଟ

    13834
    Aug 24, 2026
  • ଭିକ ମାଗି ଚଳୁଥିଲେ, ମୃତ୍ୟୁ ପରେ ଘର କୋଣରୁ ମିଳିଲା ୩୦ ବସ୍ତା ଟଙ୍କା
    ଦେଶ-ଦେଶାନ୍ତର

    ଭିକ ମାଗି ଚଳୁଥିଲେ, ମୃତ୍ୟୁ ପରେ ଘର କୋଣରୁ ମିଳିଲା ୩୦ ବସ୍ତା ଟଙ୍କା

    13698
    Aug 24, 2026
  •  ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ତିନି ନବଜାତ ଶିଶୁଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ହସ୍ପିଟାଲରେ ଭେଣ୍ଟିଲେଟର ବିସ୍ଫୋରଣ ଘଟି ତିନି ନବଜାତ ଶିଶୁଙ୍କ ମୃତ୍ୟୁ

    13965
    Aug 24, 2026
  • NICU ରେ ନିଆଁ, ୩ ନବଜାତ ଶିଶୁଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    NICU ରେ ନିଆଁ, ୩ ନବଜାତ ଶିଶୁଙ୍କ ମୃତ୍ୟୁ

    14345
    Aug 24, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ
    ବିଶେଷ

    ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    14891
    Aug 24, 2026
  • ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ମାଜ୍ଜୋ
    ମନୋରଞ୍ଜନ

    ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ମାଜ୍ଜୋ

    14143
    Aug 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ମିସ ଇଣ୍ଡିଆ ୟୁନିଭର୍ସ ହେଲେ କୈଜିଆ ଲିଜ ମାଜ୍ଜୋ

    14143
    Aug 24, 2026
  • ବିଶେଷ

    ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    14891
    Aug 24, 2026
  • ଦେଶ-ଦେଶାନ୍ତର

    ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ

    13939
    Aug 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17050
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17679
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17723
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18119
    Sep 06, 2023

ବିଶେଷ

  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    14891
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15537
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16067
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13988
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    15012
    Aug 13, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15971
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14008
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14272
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14397
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା

    15506
    Aug 23, 2026
  • ଭିକ ମାଗି ଚଳୁଥିଲେ, ମୃତ୍ୟୁ ପରେ ଘର କୋଣରୁ ମିଳିଲା ୩୦ ବସ୍ତା ଟଙ୍କା

    13698
    Aug 24, 2026
  • ବିଜୟଙ୍କ ବଡ଼ ଘୋଷଣା: ପ୍ରତି ପରିବାରକୁ ବାର୍ଷିକ ୩ଟି ଏଲପିଜି ସିଲିଣ୍ଡର ମାଗଣାରେ ଦେବେ

    13939
    Aug 24, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In