ପୁଣି ଟିଏମ୍ସିରେ ମିଶିଲେ ଅର୍ଜୁନ ସିଂହ

ପଶ୍ଚିମବଙ୍ଗର ବିଜେପି ଉପାଧ୍ୟକ୍ଷ ଅର୍ଜୁନ ସିଂହ ବିଜେପି ହାତ ଛାଡ଼ି ପୁଣି ଥରେ ଟିଏମସି ହାତ ଧରିଛନ୍ତି। ପୂର୍ବରୁ ଏନେଇ ଚର୍ଚ୍ଚା ଜୋର ଧରିଥିବା ବେଳେ ଏବେ ତାହା ସତ ବୋଲି ପ୍ରମାଣ ହୋଇଛି। ସେ ଲୋକସଭା ନିର୍ବାଚନ ପୂର୍ବରୁ ଟିଏମସି ଛାଡି ୨୦୧୯ ରେ ବିଜେପିରେ ଯୋଗ ଦେଇଥିଲେ।
ଟିଏମସିରେ ଯୋଗଦେବା ପରେ ଅର୍ଜୁନ ସିଂ କହିଛନ୍ତି, ଅନେକ ଲୋକ ପଶ୍ଚିମବଙ୍ଗର ବିକାଶକୁ ରୋକିବାକୁ ଚେଷ୍ଟା କରିଥିଲେ। ସେଥିପାଇଁ ମୁଁ ଅନେକ ସମସ୍ୟାର ସମ୍ମୁଖୀନ ହୋଇଛି । ତେଣୁ ମୁଁ ପୁଣିଥରେ ମୋ ଘରକୁ ଫେରି ଆସିଛି। ଆସନ୍ତାକାଲି ସେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଭେଟିବେ ବୋଲି କହିଛନ୍ତି।
ଟିଏମସି ନିଜ ଅଫିସିଆଲ୍ ଟ୍ବିଟର ହ୍ୟାଣ୍ଡେଲରୁ ଟୁଇଟ୍ କରି କହିଛି, ପଶ୍ଚିମବଙ୍ଗ ବିଜେପିର ପୂର୍ବତନ ଉପାଧ୍ୟକ୍ଷ ତଥା ବରାକପୁରର ସାଂସଦ ଅର୍ଜୁନ ସିଂଙ୍କଙ୍କୁ ଅଲ ଇଣ୍ଡିଆ ତୃଣମୂଳ କଂଗ୍ରେସ ପରିବାର ସ୍ୱାଗତ କରୁଛି। ସେ ଆଜି ଆମ ଜାତୀୟ ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀଙ୍କ ଉପସ୍ଥିତିରେ ଟିଏମସିରେ ଯୋଗ ଦେଇଛନ୍ତି।
Powered by Froala Editor
Related articles Odisha News Lens 3.2
-
ପ୍ରଧାନମନ୍ତ୍ରୀଙ୍କ ଗସ୍ତ ବେଳେ ଉଡିଲା କଳା ବେଲୁନ, ୪ କଂଗ୍ରେସ କର୍ମୀ ଗିରଫ
14618Jul 05, 2022 -
ଲାଲୁ ଯାଦବ ଆଇସିୟୁରେ
15114Jul 04, 2022 -
ସିଗାରେଟ୍ ଟାଣୁଛନ୍ତି ‘କାଳୀ’, ଫିଲ୍ମ ନିର୍ମାତାଙ୍କୁ ଗିରଫ ଦାବି
13475Jul 05, 2022 -
ଭାରସାମ୍ୟ ହରାଇ ଖାତରେ ଖସିପଡ଼ିଲା ବସ୍, ୨୦ ମୃତ
14158Jul 05, 2022 -
ତେଲ ଉପରୁ ଭାଟ୍ ହ୍ରାସ ପାଇଁ ଘୋଷଣା କଲେ ମହାରାଷ୍ଟ୍ର ସରକାର
14357Jul 05, 2022 -
ଭାତରୁ ପ୍ରସ୍ତୁତ କରନ୍ତୁ ଟେଷ୍ଟି କଚୋଡ଼ି
14254Jul 04, 2022 -
ଆଲପାଇନ୍ ଗ୍ଲାସିୟର ଭାଙ୍ଗି ୫ ଜଣଙ୍କ ମୃତ୍ୟୁ
14887Jul 05, 2022 -
କର୍ଣ୍ଣାଟକର ସିନି ଶେଟ୍ଟି ଫେମିନା ମିସ୍ ଇଣ୍ଡିଆ ୱାର୍ଲ୍ଡ ୨୦୨୨ ଟାଇଟଲର ବିଜେତା
13579Jul 04, 2022 -
ଲାଗିଲା କଟକଣା, ମନଇଚ୍ଛା ସର୍ଭିସ ଚାର୍ଜ ନେଇପାରିବେନି ରେଷ୍ଟୁରାଣ୍ଟ
14375Jul 05, 2022
ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |
ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |
-
ଲାଲୁ ଯାଦବ ଆଇସିୟୁରେ
15114Jul 04, 2022 -
କର୍ଣ୍ଣାଟକର ସିନି ଶେଟ୍ଟି ଫେମିନା ମିସ୍ ଇଣ୍ଡିଆ ୱାର୍ଲ୍ଡ ୨୦୨୨ ଟାଇଟଲର ବିଜେତା
13579Jul 04, 2022 -
ଆଲପାଇନ୍ ଗ୍ଲାସିୟର ଭାଙ୍ଗି ୫ ଜଣଙ୍କ ମୃତ୍ୟୁ
14887Jul 05, 2022
About Us
- Bhubaneswar, Odisha, India
- 0 00000 000 00
- odishanewslens@gmail.com