Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

  • ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ...

  • ଗିରଫ ହେଲେ ଆଇଏଏସ୍‌ ଜ୍ଞାନେନ୍ଦ୍ର କୁମାର

  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ...

  • ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ ଫସି ...

  • IST ବାଧ୍ୟତାମୂଳକ: ମାର୍ଚ୍ଚ ୨୦୨୭ ଠାରୁ ‘ୱାନ ...

  • ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ...

  • ସତର୍କ କଲେ ବିଶେଷଜ୍ଞ: ଆହୁରି ୪୦୭ ହିମବାହ ...

  • ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି ...

  • କେନାଲରୁ ମିଳିଲା ବିଜେପି ନେତାଙ୍କ ମୃତଦେହ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଓଲଟିଲା ଟ୍ରକ,୮ ମୃତ

ଓଲଟିଲା ଟ୍ରକ,୮ ମୃତ

2022-05-23 05:17:30
16273
Share:
Facebook
Twitter
E-Mail
WhatsApp
Telegram
ଓଲଟିଲା ଟ୍ରକ,୮ ମୃତ

ପାଟନା: ବିହାରର ପୂର୍ଣ୍ଣିଆରେ ଭୟଙ୍କର ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା ପାଇପ ବୋଝେଇ ଟ୍ରକ । ଘଟଣାସ୍ଥଳରେ ୮ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ବିହାରର ଜଲାଲଗଡ ପୋଲିସ ଷ୍ଟେସନ(ଔବକ୍ଷବକ୍ଷଶବକ୍ସଷ ଚକ୍ଟକ୍ଷସମର ଝଗ୍ଧବଗ୍ଧସକ୍ଟଦ୍ଭ) ଅନ୍ତର୍ଗତ ପୂର୍ଣ୍ଣିଆରେ ଏହି ଦୁଃଖଦ ଘଟଣା ଘଟିଛି ।

ସୂଚନା ଅନୁସାରେ ଉକ୍ତ ଟ୍ରକରେ ପ୍ରାୟ ୧୨ ଜଣ ଲୋକ ରହିଥିଲେ । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଛି । ଟ୍ରକଟି କେଉଁଠୁ ଆସୁଥିଲା ଏବଂ କେଉଁଆଡେ ଯାଉଥିଲା ତାହା ଅସ୍ପଷ୍ଟ ରହିଥିବା ବେଳେ ଦୁର୍ଘଟଣା ପରେ ଟ୍ରକ ଡ୍ରାଇଭର ଫେରାର ରହିଛି । ଟ୍ରକର ଗତି ଅଧିକ ରହିଥିବା କାରଣରୁ ଏହି ଦୁର୍ଘଟଣା ହୋଇଥିବା ନେଇ କହିଛନ୍ତି ସ୍ଥାନୀୟ ଲୋକେ । ବର୍ତ୍ତମାନ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି ।

Powered by Froala Editor

Tags Accident

Related articles Odisha News Lens 4.1

  • ଗିରଫ ହେଲେ ଆଇଏଏସ୍‌ ଜ୍ଞାନେନ୍ଦ୍ର କୁମାର
    ଦେଶ-ଦେଶାନ୍ତର

    ଗିରଫ ହେଲେ ଆଇଏଏସ୍‌ ଜ୍ଞାନେନ୍ଦ୍ର କୁମାର

    13473
    Aug 31, 2026
  • ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ  ଫସି ରହିଛନ୍ତି ୯୦୦ ଶ୍ରମିକ
    ଦେଶ-ଦେଶାନ୍ତର

    ନେପାଳର ବନ୍ୟା ଯୋଗୁଁ ସୁଡ଼ଙ୍ଗରେ ଫସି ରହିଛନ୍ତି ୯୦୦ ଶ୍ରମିକ

    15291
    Aug 31, 2026
  • ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି କନ୍ୟା ଫେରାର
    ଅପରାଧ

    ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି କନ୍ୟା ଫେରାର

    13936
    Aug 31, 2026
  • ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

    15224
    Aug 31, 2026
  • ସତର୍କ କଲେ ବିଶେଷଜ୍ଞ: ଆହୁରି ୪୦୭ ହିମବାହ ହ୍ରଦ ଫାଟିବାର ବିପଦ ରହିଛି
    ଦେଶ-ଦେଶାନ୍ତର

    ସତର୍କ କଲେ ବିଶେଷଜ୍ଞ: ଆହୁରି ୪୦୭ ହିମବାହ ହ୍ରଦ ଫାଟିବାର ବିପଦ ରହିଛି

    15611
    Aug 31, 2026
  • କେନାଲରୁ ମିଳିଲା ବିଜେପି ନେତାଙ୍କ ମୃତଦେହ
    ଅପରାଧ

    କେନାଲରୁ ମିଳିଲା ବିଜେପି ନେତାଙ୍କ ମୃତଦେହ

    15241
    Aug 31, 2026
  • IST ବାଧ୍ୟତାମୂଳକ: ମାର୍ଚ୍ଚ ୨୦୨୭ ଠାରୁ ‘ୱାନ ନେସନ, ୱାନ ଟାଇମ’
    ଦେଶ-ଦେଶାନ୍ତର

    IST ବାଧ୍ୟତାମୂଳକ: ମାର୍ଚ୍ଚ ୨୦୨୭ ଠାରୁ ‘ୱାନ ନେସନ, ୱାନ ଟାଇମ’

    14301
    Aug 31, 2026
  • ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ମୃତଦେହକୁ ସୁଟକେସରେ ଛାଡିବା ଘଟଣା: ମଣିପୁରରୁ ...
    ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ମୃତଦେହକୁ ସୁଟକେସରେ ଛାଡିବା ଘଟଣା: ମଣିପୁରରୁ ...

    13777
    Aug 31, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ
    ବିଶେଷ

    କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    13924
    Aug 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଗିରଫ ହେଲେ ଆଇଏଏସ୍‌ ଜ୍ଞାନେନ୍ଦ୍ର କୁମାର

    13473
    Aug 31, 2026
  • ଦେଶ-ଦେଶାନ୍ତର

    ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ମୃତଦେହକୁ ସୁଟକେସରେ ଛାଡିବା ଘଟଣା: ମଣିପୁରରୁ ଗିରଫ ହେଲେ ଦମ୍ପତି

    13777
    Aug 31, 2026
  • ଅପରାଧ

    ଟଙ୍କା ପାଇଁ ବାହାଘର, ଯୁବକଙ୍କୁ ଲୁଟି କନ୍ୟା ଫେରାର

    13936
    Aug 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17061
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17702
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17733
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18131
    Sep 06, 2023

ବିଶେଷ

  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    13924
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14590
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14645
    Aug 27, 2026
  • ମୂଷାମାନେ କିପରି ଘରୁ ବାହାରିବେ ଜାଣନ୍ତୁ ଟିପ୍ସ

    13983
    Aug 26, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    15373
    Aug 24, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ଜ୍ୟୋତି ଅଧୀନରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ ଜିଲ୍ଲାର ୨୨,୦୦୦ ପରିବାରକୁ ସୌର ଶକ୍ତି ଚାଳିତ ଆଲୋକ ପ୍ରଦାନ କରୁଛି

ସମସ୍ତଙ୍କ ପାଇଁ ସୁରକ୍ଷା, ଗତିଶୀଳତା ଏବଂ ଯୋଗାଯୋଗରେ ଉନ୍ନତି ଆଣିବା ଲାଗି ଏକ ସ୍ୱଚ୍ଛ-ଶକ୍ତି ପଦକ୍ଷେପ

ଭୁବନେଶ୍ୱର, ୨୫/୦୮/୨୦୨୬: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ କୋ ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    14458
    Aug 21, 2026
  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15988
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14031
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14292
    Aug 12, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏକ୍ସପ୍ରେସ୍‌ ଟ୍ରେନରେ ଖଣ୍ଡବିଖଣ୍ଡ ମୃତଦେହକୁ ସୁଟକେସରେ ଛାଡିବା ଘଟଣା: ମଣିପୁରରୁ ଗିରଫ ହେଲେ ଦମ୍ପତି

    13777
    Aug 31, 2026
  • ଇରାନ ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦୀ

    15224
    Aug 31, 2026
  • ବନ୍ୟାରେ ନିଖୋଜ ଖବର ମିଛ, ମୁମ୍ବାଇରେ ପହଞ୍ଚିଲେ ମାନସୀ

    14174
    Aug 31, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In