Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, October 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୟୁପିଆଇକୁ ନେଇ ଆସିଲା ବଡ ଖବର: ଦୀପାବଳି ...

  • ଆଇଏନଏସ୍‌ ମାଙ୍ଗରୋଲ୍‌ ନୌସେନାରେ ହେଲା ...

  • ଦିନକୁୁ ଦିନ ଜଟିଳ ହେବାରେ ଲାଗିଛି ମଣିପୁର ...

  • ଇକୋନୋମିକ୍ସରେ ରବର୍ଟ ଇ ହାଲ୍ ଏବଂ ...

  • ବିରୋଧ ପ୍ରଦର୍ଶନ ପାଇଁ ଜନ୍ତର ମନ୍ତରରେ ...

  • ଚୋରି ଅଭିଯୋଗରେ ଚଳଚ୍ଚିତ୍ର ନିର୍ଦ୍ଦେଶକ ...

  • ପୂର୍ବତନ ଆଇଏଏସ ଅଫିସରଙ୍କ ମାଡରେ ...

  • ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ...

  • ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା ...

  • ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ...

ବିଶେଷ
Home ›› ବିଶେଷ ›› ପାଣି ପିଇବା ସମୟରେ କେଉଁ ଦିଗକୁ ଧ୍ୟାନ ଦେବା ଉଚିତ ଜାଣନ୍ତୁ?

ପାଣି ପିଇବା ସମୟରେ କେଉଁ ଦିଗକୁ ଧ୍ୟାନ ଦେବା ଉଚିତ ଜାଣନ୍ତୁ?

2021-05-07 07:42:45
16235
Share:
Facebook
Twitter
E-Mail
WhatsApp
Telegram
 ପାଣି ପିଇବା ସମୟରେ କେଉଁ  ଦିଗକୁ ଧ୍ୟାନ ଦେବା ଉଚିତ ଜାଣନ୍ତୁ?

ପାଣି ପିଇବା ଶରୀର ପକ୍ଷେ ଖୁବ୍‌ ଜରୁରୀ ହୋଇଥାଏ। ଅଧିକାଂଶ ରୋଗର ନିରାକରଣ ପାଣିରେ ରହିଛି। ଡାକ୍ତରମାନେ ପ୍ରାୟତଃ ଅଧିକରୁ ଅଧିକ ପାଣି ପିଇବା ପାଇଁ ପରାମର୍ଶ ଦେଇଥାନ୍ତି। ମାତ୍ର ଏହି ପାଣି ପିଇବା ବେଳେ ବେଳେ ଶରୀର ପ୍ରତି କ୍ଷତିକାରକ ମଧ୍ୟ ପ୍ରମାଣିତ ହୋଇଥାଏ। ତେବେ ଚାଲନ୍ତୁ ଜାଣିବା ପାଣି ପିଇବା ସମୟରେ କେଉଁ  ଦିଗକୁ ଆମେ ଧ୍ୟାନ ଦେବା ଉଚିତ।

: ଯଦି ଆଇସ୍‌କ୍ରିମ୍‌, ଖିରି, ବାଦାମ, ଦହି ଆଦି ଖାଇଛନ୍ତି ତେବେ ତାହାର କିଛି ସମୟ ମଧ୍ୟରେ ପାଣି ପିଅନ୍ତୁ ନାହିଁ। ପାଣି ପିଇି ସାରି ଏସବୁ ଖାଇଲେ ଚଳିବ, ମାତ୍ର ଏସବୁ ସେବନ ପରେ ପରେ ପାଣି ପିଇବା ଅନୁଚିତ।

: ସେହିପରି ଚା’, କଫି, ହର୍ଲିକ୍ସ କିମ୍ବା ଗରମ ଖିର ପିଇ ସାରିବା ପରେ ପାଣି ପିଇବା ନେଇ ବାରଣ ରହିଛି।

: କେବେ ବି ସିଧାସଳଖ ବୋତଲରୁ ପାଣି ପିଅନ୍ତୁ ନାହିଁ। ଏହା ହୃତପିଣ୍ଡ ଉପରେ ଖରାପ ପ୍ରଭାବ ପକାଇଥାଏ। ସବୁବେଳେ ଗ୍ଲାସ୍‌କୁ ପାଣି କାଢ଼ି ପିଅନ୍ତୁ।

: ପ୍ଲାଷ୍ଟିକ୍‌ ବୋତଲରେ ପାଣି ରଖି ପିଇବା ଶରୀର ପାଇଁ ସ୍ବାସ୍ଥ୍ୟପ୍ରଦ ହୋଇ ନ ଥାଏ। ଆପଣ ଆଜିକାଲି ବଜାରରେ ମିଳୁଥିବା ଷ୍ଟିଲ୍‌ ଓ ତମ୍ବା ବୋତଲରେ ପାଣି ରଖି ପିଇପାରନ୍ତି।

: ଶୋଇକରି କେବେ ବି ପାଣି ପିଇବାର ଭୁଲ୍‌ କରନ୍ତୁ ନାହିଁ। ଠିଆ ହୋଇ ପାଣି ପିଇବା ବି ଶରୀର ପାଇଁ ଭଲ ହୋଇ ନଥାଏ। ଆପଣ ସଦା ବସି କରି ପାଣି ପିଇବା ଅଭ୍ୟାସ କରନ୍ତୁ।

Powered by Froala Editor

Tags Drinking water

Related articles Odisha News Lens 4.1

  • ଆଇଏନଏସ୍‌ ମାଙ୍ଗରୋଲ୍‌ ନୌସେନାରେ ହେଲା ସାମିଲ
    ଦେଶ-ଦେଶାନ୍ତର

    ଆଇଏନଏସ୍‌ ମାଙ୍ଗରୋଲ୍‌ ନୌସେନାରେ ହେଲା ସାମିଲ

    13496
    Oct 13, 2026
  • ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ
    ଦେଶ-ଦେଶାନ୍ତର

    ପ୍ରତ୍ୟେକ ଭାରତୀୟ ନାଗରିକଙ୍କର କୋର୍ଟକୁ ଯିବାର ଅଧିକାର ଅଛି: ସିଜେଆଇ

    14675
    Oct 12, 2026
  • ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା କଲେ ରାହୁଲ
    ଦେଶ-ଦେଶାନ୍ତର

    ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା କଲେ ରାହୁଲ

    15006
    Oct 12, 2026
  • ଦିନକୁୁ ଦିନ ଜଟିଳ ହେବାରେ ଲାଗିଛି ମଣିପୁର ହିଂସା: କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ୪୮ ...
    ଦେଶ-ଦେଶାନ୍ତର

    ଦିନକୁୁ ଦିନ ଜଟିଳ ହେବାରେ ଲାଗିଛି ମଣିପୁର ହିଂସା: କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ୪୮ ...

    15240
    Oct 13, 2026
  • ପୂର୍ବତନ ଆଇଏଏସ ଅଫିସରଙ୍କ ମାଡରେ ବ୍ୟକ୍ତିଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ପୂର୍ବତନ ଆଇଏଏସ ଅଫିସରଙ୍କ ମାଡରେ ବ୍ୟକ୍ତିଙ୍କ ମୃତ୍ୟୁ

    14948
    Oct 12, 2026
  • ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ବୃଦ୍ଧି
    ଦେଶ-ଦେଶାନ୍ତର

    ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ବୃଦ୍ଧି

    14662
    Oct 12, 2026
  • ୟୁପିଆଇକୁ ନେଇ ଆସିଲା ବଡ ଖବର: ଦୀପାବଳି ପର୍ଯ୍ୟନ୍ତ କୌଣସି ଶୁଳ୍କ ନିଆଯିବ ନାହିଁ
    ଦେଶ-ଦେଶାନ୍ତର

    ୟୁପିଆଇକୁ ନେଇ ଆସିଲା ବଡ ଖବର: ଦୀପାବଳି ପର୍ଯ୍ୟନ୍ତ କୌଣସି ଶୁଳ୍କ ନିଆଯିବ ନାହିଁ

    14607
    Oct 13, 2026
  • ଚୋରି ଅଭିଯୋଗରେ ଚଳଚ୍ଚିତ୍ର ନିର୍ଦ୍ଦେଶକ କାଜା ହୁସେନ୍‌ ଗିରଫ
    ଦେଶ-ଦେଶାନ୍ତର

    ଚୋରି ଅଭିଯୋଗରେ ଚଳଚ୍ଚିତ୍ର ନିର୍ଦ୍ଦେଶକ କାଜା ହୁସେନ୍‌ ଗିରଫ

    14153
    Oct 12, 2026
  • ଇକୋନୋମିକ୍ସରେ ରବର୍ଟ ଇ ହାଲ୍ ଏବଂ ମାଇକେଲ୍ ଉଡଫୋର୍ଡଙ୍କୁ ମିଳିବ ନୋବେଲ ସମ୍ମାନ
    ଦେଶ-ଦେଶାନ୍ତର

    ଇକୋନୋମିକ୍ସରେ ରବର୍ଟ ଇ ହାଲ୍ ଏବଂ ମାଇକେଲ୍ ଉଡଫୋର୍ଡଙ୍କୁ ମିଳିବ ନୋବେଲ ସମ୍ମାନ

    14525
    Oct 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏଭଳି କହି ଜ୍ଞାନେଶ କୁମାରଙ୍କୁ ସମାଲୋଚନା କଲେ ରାହୁଲ

    15006
    Oct 12, 2026
  • ଦେଶ-ଦେଶାନ୍ତର

    ଦିନକୁୁ ଦିନ ଜଟିଳ ହେବାରେ ଲାଗିଛି ମଣିପୁର ହିଂସା: କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ୪୮ ଘଣ୍ଟାର କଣ୍ଟ ଦେଲା ନାଗା ସଂଗଠନ

    15240
    Oct 13, 2026
  • ଦେଶ-ଦେଶାନ୍ତର

    ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ବୃଦ୍ଧି

    14662
    Oct 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17177
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17867
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17822
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18240
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14553
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14660
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15665
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14339
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16075
    Sep 23, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

ଭୁବନେଶ୍ୱର : ଓଡ଼ିଶାର ଗ୍ରାମାଞ୍ଚଳରେ ମହିଳାମାନେ ପାରମ୍ପରିକ କୌଶଳ ଏବଂ ସ୍ଥାନୀୟ ଉତ୍ପାଦକୁ ଅର୍ଥପୂର୍ଣ୍ଣ ଜୀବିକା ସୁଯୋଗରେ ରୂପାନ୍ତରିତ କରୁଛନ୍ତି। ମହିଳା ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ଏବଂ ଓଡ଼ିଶାରେ ଗ୍ରାମୀ ...

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15802
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15030
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15557
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14031
    Oct 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପେଟ୍ରୋଲ ୫ ଟଙ୍କା ଓ ଡିଜେଲ ଦରରେ ୩ ଟଙ୍କା ବୃଦ୍ଧି

    14662
    Oct 12, 2026
  • ପୂର୍ବତନ ଆଇଏଏସ ଅଫିସରଙ୍କ ମାଡରେ ବ୍ୟକ୍ତିଙ୍କ ମୃତ୍ୟୁ

    14948
    Oct 12, 2026
  • ଇକୋନୋମିକ୍ସରେ ରବର୍ଟ ଇ ହାଲ୍ ଏବଂ ମାଇକେଲ୍ ଉଡଫୋର୍ଡଙ୍କୁ ମିଳିବ ନୋବେଲ ସମ୍ମାନ

    14525
    Oct 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In