Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 12, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ ...

ରାଜ୍ୟ
Home ›› ରାଜ୍ୟ ››ରାଜ୍ୟରେ ଆହୁରି କମିବ ଗରମ

ରାଜ୍ୟରେ ଆହୁରି କମିବ ଗରମ

2022-05-24 05:42:23
15265
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟରେ ଆହୁରି କମିବ ଗରମ

ବନେଶ୍ୱର: ରାଜ୍ୟରେ ଗରମ ଆହୁରି କମିବ । ଖରା କମିବା ସହ କିଛି ସ୍ଥାନରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବ । ଏଣିକି ଆଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ହେବ । କିନ୍ତୁ ଗୁଳୁଗୁଳି କମିବନି । ଆର୍ଦ୍ରତା ଅଧିକ ଯୋଗୁ ଗୁଳୁଗୁଳି ଅଧିକ ହେବ । ସୋଆ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ ଏହି ପୂର୍ବାନୁମାନ କରିଛନ୍ତି ।

ସୋମବାର ଉପକୂଳ ଓଡ଼ିଶାରେ ପାଗ ପ୍ରାୟତଃ ଥଣ୍ଡା ରହିଛି । ଭୁବନେଶ୍ୱର, କଟକ, ଗୋପାଳପୁର, ପୁରୀ, ଭଦ୍ରକ, ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ତାପମାତ୍ରା ୩୮ ଡିଗ୍ରୀରୁ କମ୍‌ ରହିଛି ।
ମଙ୍ଗଳବାର ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ଆକଳନ କରିଛି । ସେହିଭଳି ୨୪ ଓ ୨୫ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ଉତ୍ତର ଓ ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ ଜାରି କରାଯାଇଛି ।

Powered by Froala Editor

Tags Temperature

Related articles Odisha News Lens 4.1

  • ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ
    ଦେଶ-ଦେଶାନ୍ତର

    ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ

    13659
    Jun 12, 2025
  • ଭାଇରାଲ ହେବାରେ ଲାଗିଛି ରାଜା ରଘୁବଂଶୀଙ୍କ ଶେଷ ଇନଷ୍ଟାଗ୍ରାମ ପୋଷ୍ଟ
    ଦେଶ-ଦେଶାନ୍ତର

    ଭାଇରାଲ ହେବାରେ ଲାଗିଛି ରାଜା ରଘୁବଂଶୀଙ୍କ ଶେଷ ଇନଷ୍ଟାଗ୍ରାମ ପୋଷ୍ଟ

    14667
    Jun 12, 2025
  • ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ବିମାନ ଦୁର୍ଘଟଣାରେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀଙ୍କ ମୃତ୍ୟୁ

    14745
    Jun 12, 2025
  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...
    ବିଶେଷ

    ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    14987
    Jun 11, 2025
  • ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ
    ଦେଶ-ଦେଶାନ୍ତର

    ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ

    13588
    Jun 12, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର
    ବିଶେଷ

    ଭାରି ଲାଭକାରୀ ଭୃସଙ୍ଗପତ୍ର

    14518
    Jun 11, 2025
  • ଭାଇର ମୃତ୍ୟୁ ପରେ କଣ୍ଟେଣ୍ଟ ସେୟାର କଲେ ସୃଷ୍ଟି, ୟୁଜର୍ସ ଦେଲେ ଏମିତି ମନ୍ତବ୍ୟ...
    ଅପରାଧ

    ଭାଇର ମୃତ୍ୟୁ ପରେ କଣ୍ଟେଣ୍ଟ ସେୟାର କଲେ ସୃଷ୍ଟି, ୟୁଜର୍ସ ଦେଲେ ଏମିତି ମନ୍ତବ୍ୟ...

    14288
    Jun 12, 2025
  • ଅହମ୍ମଦାବାଦରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଅହମ୍ମଦାବାଦରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନ ଦୁର୍ଘଟଣାଗ୍ରସ୍ତ

    14354
    Jun 12, 2025
  • ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ କଲ୍
    ଦେଶ-ଦେଶାନ୍ତର

    ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ କଲ୍

    14148
    Jun 12, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏୟାର ଇଣ୍ଡିଆ ଦୁର୍ଘଟଣାଗ୍ରସ୍ତ ବିମାନରେ ଥିଲେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ

    13601
    Jun 12, 2025
  • ଦେଶ-ଦେଶାନ୍ତର

    ଭାଗ୍ୟଶାଳୀ ସିଟ୍‌ ନମ୍ବର 11A ଯାତ୍ରୀ ରମେଶ

    13588
    Jun 12, 2025
  • ଦେଶ-ଦେଶାନ୍ତର

    ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ କଲ୍

    14148
    Jun 12, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16656
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16957
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15484
    Apr 03, 2021

ବିଶେଷ

  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    14987
    Jun 11, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର

    14518
    Jun 11, 2025
  • ସପ୍ତାହରେ ୨ ଥର ପିଅନ୍ତୁ ଡାଳିମ୍ବ ଜୁସ୍‌…

    14045
    Jun 10, 2025
  • ଏହିସବୁ ସମସ୍ୟା ପାଇଁ ଲେମ୍ବୁ ପାଣି

    15468
    Jun 10, 2025
  • ଆଖି ପାଇଁ ସପୁରୀ ରସ

    16112
    Jun 08, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15699
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16324
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14028
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14823
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୃତକଙ୍କ ପରିବାରକୁ ୧ କୋଟି ଟଙ୍କା ଲେଖାଏ କ୍ଷତିପୂରଣ

    13659
    Jun 12, 2025
  • ଭାରି ଲାଭକାରୀ ଭୃସଙ୍ଗପତ୍ର

    14518
    Jun 11, 2025
  • ଦୁର୍ଘଟଣା ପୂର୍ବରୁ ପାଇଲଟ କରିଥିଲେ ମେଡେ କଲ୍

    14148
    Jun 12, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In