Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, July 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ...

  • ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ...

  • ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା ‘ଦ ...

  • ଫିକା ପଡିବ ସୁନାର ଚମକ

  • ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

  • ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା

  • ସାଉଦି ଉପରେ ଆକ୍ରମଣ : ବାବ୍ ଏଲ୍-ମାଣ୍ଡେବ ...

  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ...

  • ମୋଦି ସରକାର ପେପର ଲିକ୍ ବିରୋଧରେ ...

  • 'ମନ୍ କି ବାତ' କାର୍ଯ୍ୟକ୍ରମ: ଯୁବପିଢ଼ି ...

ମନୋରଞ୍ଜନ
Home ›› ମନୋରଞ୍ଜନ ››ସୁଶାନ୍ତଙ୍କୁ ଶ୍ରଦ୍ଧାଞ୍ଜଳି : କେଦାରନାଥରେ ହେବ ଫଟୋଗ୍ରାଫି ପଏଣ୍ଟ

ସୁଶାନ୍ତଙ୍କୁ ଶ୍ରଦ୍ଧାଞ୍ଜଳି : କେଦାରନାଥରେ ହେବ ଫଟୋଗ୍ରାଫି ପଏଣ୍ଟ

2022-05-24 19:28:11
15775
Share:
Facebook
Twitter
E-Mail
WhatsApp
Telegram
ସୁଶାନ୍ତଙ୍କୁ ଶ୍ରଦ୍ଧାଞ୍ଜଳି : କେଦାରନାଥରେ ହେବ ଫଟୋଗ୍ରାଫି ପଏଣ୍ଟ

ଦୀର୍ଘ ୨ ବର୍ଷ ପରେ ବି ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ରହସ୍ୟ ଉପରୁ ପରଦା ହଟି ପାରିନାହିଁ । ଇତିମଧ୍ୟରେ ଉତ୍ତରାଖଣ୍ଡ ସରକାର ସୁଶାନ୍ତଙ୍କ ସ୍ମୃତିରେ ଏକ ବିଶେଷ ଘୋଷଣା କରିଛନ୍ତି । ଉତ୍ତରାଖଣ୍ଡର କେଦାରନାଥରେ ସୁଶାନ୍ତ ସିଂ ରାଜପୁତଙ୍କ ନାମରେ ଏକ ଫଟୋଗ୍ରାଫି ପଏଣ୍ଟ କରାଯିବ । ଏହି ଫଟୋଗ୍ରାଫି ପଏଣ୍ଟରେ ତୀର୍ଥଯାତ୍ରୀ, ଅଭିନେତାଙ୍କ ପ୍ରଶଂସକ ଫଟୋ ଉଠାଇ ପାରିବେ ।

ଉତ୍ତରାଖଣ୍ଡର ପର୍ଯ୍ୟଟନ ମନ୍ତ୍ରୀ ସତପାଲ ମହାରାଜ ଏହି ସୂଚନା ଦେଇ କହିଛନ୍ତି, ଆମେ ଚାହୁଁଛୁ କେଦାରନାଥରେ ସୁଶାନ୍ତ ସିଂ ରାଜପୁତଙ୍କ ନାଁରେ ଫଟୋଗ୍ରାଫି ପଏଣ୍ଟ କରି ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଉଛୁ ।

ସୂଚନାଯୋଗ୍ୟ, ଫିଲ୍ମ କେଦାରନାଥରେ ସୁଶାନ୍ତ ସିଂ ରାଜପୁତ ଗୁରୁତ୍ୱପୂର୍ଣ୍ଣ ଭୂମିକାରେ ନଜର ଆସିଥିଲେ । 'କେଦାରନାଥ'ରେ ତାଙ୍କର ନିଖୁଣ ଅଭିନୟକୁ ନେଇ ଏହି ନିଷ୍ପତ୍ତି ନିଆଯାଇଛି ।

Powered by Froala Editor

Tags kedarnath

Related articles Odisha News Lens 4.1

  • ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା
    ଦେଶ-ଦେଶାନ୍ତର

    ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା

    14415
    Jul 27, 2026
  • ମୋଦି ସରକାର ପେପର ଲିକ୍ ବିରୋଧରେ ଆବଶ୍ୟକୀୟ ସଂସ୍କାର କାର୍ଯ୍ୟକାରୀ କରିବାକୁ ...
    ଦେଶ-ଦେଶାନ୍ତର

    ମୋଦି ସରକାର ପେପର ଲିକ୍ ବିରୋଧରେ ଆବଶ୍ୟକୀୟ ସଂସ୍କାର କାର୍ଯ୍ୟକାରୀ କରିବାକୁ ...

    13635
    Jul 26, 2026
  • ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ନିଲମ୍ବିତ ହେଲେ କନଷ୍ଟେବଲ
    ଦେଶ-ଦେଶାନ୍ତର

    ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ନିଲମ୍ବିତ ହେଲେ କନଷ୍ଟେବଲ

    13445
    Jul 27, 2026
  • ଫିକା ପଡିବ ସୁନାର ଚମକ
    ବାଣିଜ୍ୟ

    ଫିକା ପଡିବ ସୁନାର ଚମକ

    13649
    Jul 27, 2026
  •  ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ଡିସଚାର୍ଜ
    ଦେଶ-ଦେଶାନ୍ତର

    ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ଡିସଚାର୍ଜ

    13716
    Jul 27, 2026
  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ
    ଦେଶ-ଦେଶାନ୍ତର

    ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ

    13716
    Jul 26, 2026
  •   'ମନ୍ କି ବାତ' କାର୍ଯ୍ୟକ୍ରମ:  ଯୁବପିଢ଼ି ହିଁ ଭାରତର ଶକ୍ତି
    ଦେଶ-ଦେଶାନ୍ତର

    'ମନ୍ କି ବାତ' କାର୍ଯ୍ୟକ୍ରମ: ଯୁବପିଢ଼ି ହିଁ ଭାରତର ଶକ୍ତି

    13782
    Jul 26, 2026
  • ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ
    ଦେଶ-ଦେଶାନ୍ତର

    ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

    15042
    Jul 27, 2026
  • ସାଉଦି ଉପରେ ଆକ୍ରମଣ : ବାବ୍ ଏଲ୍-ମାଣ୍ଡେବ ଦେଇ ଜାହାଜ ଯାତାୟାତ ହ୍ରାସ
    ଦେଶ-ଦେଶାନ୍ତର

    ସାଉଦି ଉପରେ ଆକ୍ରମଣ : ବାବ୍ ଏଲ୍-ମାଣ୍ଡେବ ଦେଇ ଜାହାଜ ଯାତାୟାତ ହ୍ରାସ

    15432
    Jul 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା ‘ଦ ଓଡିସି’

    13523
    Jul 27, 2026
  • ଦେଶ-ଦେଶାନ୍ତର

    ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

    15042
    Jul 27, 2026
  • ଦେଶ-ଦେଶାନ୍ତର

    ସାଉଦି ଉପରେ ଆକ୍ରମଣ : ବାବ୍ ଏଲ୍-ମାଣ୍ଡେବ ଦେଇ ଜାହାଜ ଯାତାୟାତ ହ୍ରାସ

    15432
    Jul 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17002
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17607
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17659
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18060
    Sep 06, 2023

ବିଶେଷ

  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15730
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15382
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    16040
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14292
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14565
    Jul 15, 2026

ବାଣିଜ୍ୟ

ଫିକା ପଡିବ ସୁନାର ଚମକ

ସୁନାର ଚମକ ଧିରେ ଧିରେ ଫିକା ପଡିବା ପରି ଅନୁମାନ କରାଯାଉଛି । ଜାନୁଆରୀ ୨୦୨୬ରେ ସୁନା ମୂଲ୍ୟ ପ୍ରତି ଆଉନ୍ସ ୫, ୬୦୨ର ରେକର୍ଡ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି । ଏହା ପ୍ରାୟ ୨୮ ପ୍ରତିଶତ ହ୍ରାସ ପାଇଛି । ଗତ କିଛି ଦିନରେ ମୂଲ୍ୟ ୨ ଥର ଆଉନ୍ସ ୪ ହଜାର ତଳକୁ ଖସି ଆସିଛି । ବର୍ତ୍ତମାନ ପ୍ରାୟ ୪,୦୪୦ରେ କାରବାର ହେଉଛି ।< ...

  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15755
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15928
    Jul 22, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15299
    Jul 21, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

    13900
    Jul 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ

    13716
    Jul 26, 2026
  • 'ମନ୍ କି ବାତ' କାର୍ଯ୍ୟକ୍ରମ: ଯୁବପିଢ଼ି ହିଁ ଭାରତର ଶକ୍ତି

    13782
    Jul 26, 2026
  • ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା

    14415
    Jul 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In