Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, May 26, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ...

  • ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ...

  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ...

  • ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ ...

  • ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ...

  • CUET UG 2026 ପରୀକ୍ଷା ସ୍ଥଗିତ

  • ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ...

  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ...

  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ...

  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ...

ବିଶେଷ
Home ›› ବିଶେଷ ››ଡିପ୍ରେସନ ସମସ୍ୟା ଦୂର କରେ ମିଶ୍ରି ଓ ପାନମଧୁରୀ ପାଣି

ଡିପ୍ରେସନ ସମସ୍ୟା ଦୂର କରେ ମିଶ୍ରି ଓ ପାନମଧୁରୀ ପାଣି

2022-05-28 02:55:35
16000
Share:
Facebook
Twitter
E-Mail
WhatsApp
Telegram
ଡିପ୍ରେସନ ସମସ୍ୟା ଦୂର କରେ ମିଶ୍ରି ଓ ପାନମଧୁରୀ ପାଣି

ଖରାଦିନରେ ଦେହରୁ ଜଳୀୟ ଅଂଶ କମିଯାଇଥାଏ । ଯାହାଦ୍ୱାରା ବିଭିନ୍ନ ପ୍ରକାରର ସମସ୍ୟା ସୃଷ୍ଟି ହୋଇଥାଏ । ଏହି ସମୟରେ ଅତ୍ୟଧିକ ପାଣି ପିଇବା ସହ ଦେହରେ ପ୍ରଚୁର ପରିମାଣରେ ଜଳୀୟ ଅଂଶ ବଜାୟ ରଖିବା ଅତ୍ୟନ୍ତ ଆବଶ୍ୟକ । ତେବେ ଖରାଦିନରେ ପେଟକୁ ଥଣ୍ଡା ରଖିବା ସହିତ ଦେହରେ ଜଳୀୟ ଅଂଶ ବଢ଼ାଇବାରେ ସହାୟକ ହୋଇଥାଏ ମିଶ୍ରି ପାଣି । ସେହିପରି ପାନମଧୁରୀ ଏଭଳି ଏକ ମସଲା ଯାହା ଖାଦ୍ୟକୁ ଟେଷ୍ଟି ବନାଇବା ସହ ସମସ୍ତ ପେଟ ରୋଗର ମଧ୍ୟ ନିରାକରଣ କରିଥାଏ । ତେଣୁ ଗରମ ଦିନରେ ମିଶ୍ରି ଏବଂ ପାନମଧୁରୀ ପାଣି ପିଇଲେ ଡିହାଇଡ୍ରେସନ ସମସ୍ୟା ଦୂର ହୋଇଥାଏ। ତେବେ ଏହି ପାଣି ପିଇଲେ ଆଉ କେଉଁ ଫାଇଦା ମିଳିଥାଏ, ତାହା ଜାଣିବା ଜରୁରୀ।

କାରଣ ପାନମଧୁରୀରେ ପୋଷାକ ତତ୍ତ୍ୱ, ଆଣ୍ଟି ଆକ୍ସିଡେଣ୍ଟ ଭଳି ଗୁଣ ପ୍ରଚୁର ପରିମାଣରେ ରହିଛି ।ପାନମଧୁରୀରେ କପର, ପୋଟାସିୟମ୍‌, କ୍ୟାଲସିୟମ୍‌, ଜିଙ୍କ, ମାଙ୍ଗାନିଜ୍‌, ଭିଟାମିନ୍‌ ସି, ଆଇରନ୍‌, ସେଲେନିୟମ ଓ ମ୍ୟାଗ୍ନେସିୟମ୍‌ ଭଳି ଖଣିଜ ତତ୍ତ୍ୱ ରହିଛି। ରାତିରେ ପୁରୁଷମାନେ ପାନମଧୁରୀ ସେବନ କରିବା ଉଚିତ।  ପାନମଧୁରୀରେ ପଲିଫେନଲ, ଅଣ୍ଟିଆକ୍ସିଡେଣ୍ଟ ଭରପୁର ପରିମାଣରେ ଥାଏ ।  ଯାହାକି ଶରୀରର ବିକାଶରେ ସାହାଯ୍ୟ କରିଥାଏ । କ୍ୟାନସର ପରି ରୋଗ ଦାଉରୁ ବି ରକ୍ଷା କରିଥାଏ ।

ପାନମଧୁରୀ ଏବଂ ମିଶ୍ରି ପାଣି ପିଇବା ଦ୍ୱାରା ଷ୍ଟ୍ରେସ ଏବଂ ଡିପ୍ରେସନ ସମସ୍ୟା ଦୂର ହୋଇଥାଏ। ଏହି ପାଣି ଆପଣଙ୍କ ମସ୍ତିଷ୍କକୁ ଶାନ୍ତ କରିଥାଏ। ଏହାଛଡା ଚିନ୍ତା ଏବଂ ଡିପ୍ରେସନ ଦୂର ହୋଇଥାଏ।

ଓଜନ କମ୍‌ କରିବା ପାଇଁ ମଧ୍ୟ ଆପଣ ମିଶ୍ରି ଏବଂ ପାନମଧୁରୀ ପାଣି ପିଇପାରିବେ। ଏହାଦ୍ୱାରା ଆପଣଙ୍କ ମେଟାବଲିଜିମ ବୁଷ୍ଟ ହୋଇଥାଏ। ତେବେ ଜଲଦି କ୍ୟାଲୋରୀ କମ୍‌ କରିବା ପାଇଁ ମିଶ୍ରି ଓ ପାନମଧୁରୀ ପାଣି ବେଶ୍‌ କାମ କରିଥାଏ। କୋଲୋଷ୍ଟ୍ରଲ କମାଇବାରେ ମଧ୍ୟ ପାନମଧୁରୀର ଭୂମିକା ଗୁରୁତ୍ୱପୂର୍ଣ୍ଣ। ପାନମଧୁରୀରେ ଅଧିକ ପରିମାଣରେ ଫାଇବର ରହିଥାଏ, ଯାହା କୋଲୋଷ୍ଟ୍ରଲ କମାଇବାରେ ସାହାଯ୍ୟ କରେ। ରକ୍ତଚାପକୁ ନିୟନ୍ତ୍ରଣ କରିବାରେ ମଧ୍ୟ ଏହା ସହାୟକ ହୋଇଥାଏ।

- ପରିଅଡ୍ସରେ ହେଉଥିବା ସମସ୍ୟା ଯେପରି, ଯନ୍ତ୍ରଣା, ଅଣ୍ଟା ଦରଜ ଇତ୍ୟାଦି ସମସ୍ୟା ଦୂର କରିଥାଏ।

- ଯଦି ଆପଣଙ୍କର ଡିହାଇଡ୍ରେସନ ସମସ୍ୟା ରହିଛି, ତେବେ ଏହି ପାଣି ଆପଣଙ୍କ ଶରୀରକୁ ହାଇଡ୍ରେଟ୍‌ କରିଥାଏ।

- ଆଖିକୁ ସୁସ୍ଥ ରଖିବା ପାଇଁ ପାନମଧୁରୀ ଏବଂ ମିଶ୍ରି ପାଣି ପିଇବା ଉଚିତ। ଦୃଷ୍ଟିଶକ୍ତି ଦୁର୍ବଳ ଥିଲେ ଏହି ପାଣି ପିଇବା ଦ୍ୱାରା ଦୃଷ୍ଟିଶକ୍ତି ବଢିଥାଏ। ଆଖିର ଷ୍ଟ୍ରେସ ଦୂର କରେ ଏହି ପାଣି।

- ପାଚନ ଶକ୍ତି ମଧ୍ୟ ମଜବୁତ କରିଥାଏ ମିଶ୍ରି ଏବଂ ପାନମଧୁରୀ ପାଣି।

Powered by Froala Editor

Tags Health tips

Related articles Odisha News Lens 4.1

  •  ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ
    ଦେଶ-ଦେଶାନ୍ତର

    ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ ନିକଟରେ ଗୁଳିକାଣ୍ଡ

    14624
    May 25, 2026
  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...
    ଦେଶ-ଦେଶାନ୍ତର

    ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...

    15044
    May 24, 2026
  • ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ବଢିଲା
    ଦେଶ-ଦେଶାନ୍ତର

    ୧୦ ଦିନରେ ପୁଣି ପେଟ୍ରୋଲ-ଡିଜେଲ୍ ଦର ବଢିଲା

    14597
    May 25, 2026
  • CUET UG 2026 ପରୀକ୍ଷା ସ୍ଥଗିତ
    ଦେଶ-ଦେଶାନ୍ତର

    CUET UG 2026 ପରୀକ୍ଷା ସ୍ଥଗିତ

    14892
    May 25, 2026
  • ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ କକ୍ରୋଚ୍ ଜନତା ପାର୍ଟି ବିବାଦ

    14851
    May 25, 2026
  • ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ କାକୋଲି
    ରାଜନୀତି

    ଜିଲ୍ଲା ସଭାପତି ପଦରୁ ଇସ୍ତଫା ଦେଲେ ସାଂସଦ କାକୋଲି

    14625
    May 25, 2026
  • ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ନେଉଛି ବୋହୂ
    ଦେଶ-ଦେଶାନ୍ତର

    ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ନେଉଛି ବୋହୂ

    15142
    May 25, 2026
  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ
    ଦେଶ-ଦେଶାନ୍ତର

    ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ

    15165
    May 24, 2026
  • ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ

    13412
    May 25, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ପରାମର୍ଶ

    15711
    May 24, 2026
  • ଦେଶ-ଦେଶାନ୍ତର

    CUET UG 2026 ପରୀକ୍ଷା ସ୍ଥଗିତ

    14892
    May 25, 2026
  • ଦେଶ-ଦେଶାନ୍ତର

    ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ଆହତ

    15044
    May 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16879
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17498
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17545
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17929
    Sep 06, 2023

ବିଶେଷ

  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15618
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14995
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14407
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14531
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15593
    May 17, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15422
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15163
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15654
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13988
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ତ୍ୱିଶା ଶର୍ମା ମାମଲାର ଶୁଣାଣି: ଏହା କହିଲେ ସୁପ୍ରିମକୋର୍ଟ

    13412
    May 25, 2026
  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ଆହତ

    15044
    May 24, 2026
  • ୧୫ ଶହ ଟଙ୍କା ପାଇଁ ଶାଶୂକୁ ପିଠିରେ ବୋହି ନେଉଛି ବୋହୂ

    15142
    May 25, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In