Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ...

  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ...

  • ତୃଣନାଶକ ବିଷ ପାରାକ୍ୱେଟ ବ୍ୟବହାରକୁ ...

  • ରୁଷଠାରୁ ଶସ୍ତାରେ ତେଲ କିଣୁଥିବା ...

  • ହର୍ମୁଜରେ ଆମେରିକା ମୁତୟନ କଲା ୨୦ ଯୁଦ୍ଧ ...

  • ଦନ୍ତାର ପ୍ରତିଶୋଧ : ୧୪ ବର୍ଷ ପରେ ଗୋଟିଏ ...

  • ସୋନମ ୱାଙ୍ଗଚୁକଙ୍କ ସ୍ୱାସ୍ଥ୍ୟାବସ୍ଥା ...

  • ସ୍ୱାମୀଙ୍କ ଦରମାର ୨୫ ପ୍ରତିଶତ ଟଙ୍କା ...

  • ସରକାରଙ୍କ ବଡ଼ ନିଷ୍ପତ୍ତି : ପାରାକ୍ୱେଟ ...

  • ଓମାର ଅବଦୁଲ୍ଲାଙ୍କୁ ବିଜେପି ତରଫରୁ ...

ବିଶେଷ
Home ›› ବିଶେଷ ››ଫଙ୍ଗଲ ଇନ୍‌ଫେକ୍ସନକୁ ଦୂର କରେ ମହୁ ଓ ରସୁଣ

ଫଙ୍ଗଲ ଇନ୍‌ଫେକ୍ସନକୁ ଦୂର କରେ ମହୁ ଓ ରସୁଣ

2022-05-29 04:17:19
15249
Share:
Facebook
Twitter
E-Mail
WhatsApp
Telegram
ଫଙ୍ଗଲ ଇନ୍‌ଫେକ୍ସନକୁ ଦୂର କରେ ମହୁ ଓ ରସୁଣ

ରସୁଣ ଓ ମହୁର ବ୍ୟବହାର ଅନେକ ଲୋକ କରନ୍ତି। ଏହି ଦୁଇଟି ଜିନିଷର ଫାଇଦା ବିଷୟରେ ସମସ୍ତେ ଅଳ୍ପ ବହୁତ ଜାଣିଛନ୍ତି। କିନ୍ତୁ କ’ଣ ଆପଣ ଏହା ଜାଣିଛନ୍ତି କି, ଯଦି ଖାଲି ପେଟରେ ମହୁ ଓ ରସୁଣ ସେବନ କରାଯିବ, ତ ଏଥିରୁ ଅନେକ ସମସ୍ୟା ଦୂର ହୋଇ ପାରିବ? ହଁ, ରସୁଣ ଓ ମହୁକୁ ଏହିଭଳି ଭାବେ ସେବନ କଲେ ଆମକୁ କେତେକ ପ୍ରକାରର ଲାଭ ମିଳି ପାରିବ। କାହିଁକି ନା, ରସୁଣରେ ବହୁ ଜରୁରୀ ପୋଷକ ତତ୍ତ୍ୱ ରହିଛି। ଏହା ମଧୁମେହ ନିୟନ୍ତ୍ରଣ କରିବା, ଇମ୍ୟୁନିଟିକୁ ମଜଭୁତ କରିବା ଏବଂ କର୍କଟ ରୋଗରୁ ରକ୍ଷା କରିବାରେ ସାହାଯ୍ୟ କରିଥାଏ। ସେହିପରି ମହୁ ମଧ୍ୟ ଆଣ୍ଟି ବାୟୋଟିକ୍‌ ଭଳି କାମ କରିଥାଏ ଏବଂ ସମସ୍ତ ପ୍ରକାର ସଂକ୍ରମଣରୁ ଶରୀରକୁ ରକ୍ଷା କରିଥାଏ। ଆଜି ଆମେ ଆପଣଙ୍କୁ କହିବୁ ଯେ ଖାଲି ପେଟରେ ରସୁଣ ଓ ମହୁ ସେବନ କରିବା ଦ୍ୱାରା ସ୍ୱାସ୍ଥ୍ୟ ସମ୍ବନ୍ଧୀୟ କେଉଁ କେଉଁ ସମସ୍ୟାକୁ ଦୂର କରାଯାଇ ପାରିବ।

-ଯେଉଁ ଲୋକ ନିଜ ଶରୀରର ଓଜନ ବୃଦ୍ଧି ତଥା ମୋଟାପଣକୁ ନେଇ ଚିନ୍ତିତ, ସେମାନେ ନିୟମିତ ରୂପେ ରସୁଣ ଓ ମହୁ ସେବନ କରି ପାରିବେ। ଏଥିରୁ ସେମାନଙ୍କୁ ମୋଟାପଣରୁ ଛୁଟକାରା ମିଳି ପାରିବ।

-ପ୍ରତିଦିନ ରସୁଣ ଓ ମହୁ ସେବନ କରିବା ଦ୍ୱାରା ଥଣ୍ଡା, ସର୍ଦ୍ଦି ଭଳି ସମସ୍ୟାରୁ ଉପଶମ ମିଳି ପାରିବ। ଏହା ବ୍ୟତୀତ ଗଳା ଫୁଲିବା, ଗଳା ଗତଗତ ହେବା ସମସ୍ୟାକୁ ମଧ୍ୟ ଏହା ଦୂର କରି ପାରିବ। କେବଳ ଏତିକି ନୁହେଁ, ରସୁଣ ଓ ମହୁ ଇମ୍ୟୁନିଟିକୁ ମଜଭୁତ କରିବାରେ ମଧ୍ୟ ବହୁତ ଉପଯୋଗୀ ହୋଇଥାଏ।

-ଆପଣ ଗୋଟିଏ ଚାମଚ ମହୁ ଓ ରସୁଣ ସେବନ କଲେ, ଏହା ହାର୍ଟର ଧମନୀଗୁଡ଼ିକରେ ଜମି ରହିଥିବା ଫ୍ୟାଟ୍‌କୁ ଦୂର କରି ପାରିବ। ସାଧାରଣ ଭାବରେ କହିବାକୁ ଗଲେ, ଏହା ହୃଦୟର ସ୍ୱାସ୍ଥ୍ୟ ପାଇଁ ବହୁତ ଲାଭଦାୟକ ହୋଇଥାଏ।

-ଡାଇରିଆ ସମସ୍ୟାକୁ ଦୂର କରିବାରେ ବି ମହୁରେ ଭିଜା ହୋଇଥିବା ରସୁଣ ବେଶ୍‌ ଫାଇଦାଯୁକ୍ତ ହୋଇଥାଏ। ଏହା ଆପଣଙ୍କ ବହୁତ କାମରେ ଆସିଥାଏ।

-ଯଦି ଆପଣ ମହୁରେ ରସୁଣ ମିଶାଇ ଖାଇବେ, ତ ଦାନ୍ତ ଏବଂ ଦାନ୍ତ ମାଢ଼ି ଶକ୍ତିଶାଳୀ ହେବ।

-ଫଙ୍ଗଲ ଇନ୍‌ଫେକ୍ସନକୁ ଦୂର କରିବାରେ ମଧ୍ୟ ମହୁ ଓ ରସୁଣ ବହୁତ ଲାଭଦାୟକ ହୋଇପାରେ।

-ମହୁ ଓ ରସୁଣକୁ ଏକାଠି ଖାଇବା ଦ୍ୱାରା ଆପଣଙ୍କ କୋଲେଷ୍ଟ୍ରୋଲ ମଧ୍ୟ କମି ଯାଇଥାଏ। ଏହା ରୋଗ ପ୍ରତିରୋଧକ ଶକ୍ତିକୁ ମଜଭୁତ କରିଥାଏ।

Powered by Froala Editor

Tags Hoeny and garlic

Related articles Odisha News Lens 4.1

  • ଓମାର ଅବଦୁଲ୍ଲାଙ୍କୁ ବିଜେପି ତରଫରୁ ଆଇନଗତ ନୋଟିସ୍‌ ଜାରି
    ଦେଶ-ଦେଶାନ୍ତର

    ଓମାର ଅବଦୁଲ୍ଲାଙ୍କୁ ବିଜେପି ତରଫରୁ ଆଇନଗତ ନୋଟିସ୍‌ ଜାରି

    14212
    Jul 14, 2026
  • ରୁଷଠାରୁ ଶସ୍ତାରେ ତେଲ କିଣୁଥିବା ଦେଶଗୁଡ଼ିକ ଉପରେ ଆମେରିକା ସଂସଦରେ ଆସିଥିବା ...
    ଦେଶ-ଦେଶାନ୍ତର

    ରୁଷଠାରୁ ଶସ୍ତାରେ ତେଲ କିଣୁଥିବା ଦେଶଗୁଡ଼ିକ ଉପରେ ଆମେରିକା ସଂସଦରେ ଆସିଥିବା ...

    15025
    Jul 15, 2026
  • ସ୍ୱାମୀଙ୍କ ଦରମାର ୨୫ ପ୍ରତିଶତ ଟଙ୍କା ଦେବା ବାଧ୍ୟତାମୂଳକ ନିୟମ ନୁହେଁ : ହାଇକୋର୍ଟ
    ଦେଶ-ଦେଶାନ୍ତର

    ସ୍ୱାମୀଙ୍କ ଦରମାର ୨୫ ପ୍ରତିଶତ ଟଙ୍କା ଦେବା ବାଧ୍ୟତାମୂଳକ ନିୟମ ନୁହେଁ : ହାଇକୋର୍ଟ

    14699
    Jul 15, 2026
  • ସରକାରଙ୍କ ବଡ଼ ନିଷ୍ପତ୍ତି : ପାରାକ୍ୱେଟ ଡାଇକ୍ଲୋରାଇଡ୍‌ ଉପରେ ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ସରକାରଙ୍କ ବଡ଼ ନିଷ୍ପତ୍ତି : ପାରାକ୍ୱେଟ ଡାଇକ୍ଲୋରାଇଡ୍‌ ଉପରେ ପ୍ରତିବନ୍ଧକ

    15447
    Jul 15, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ...

    13693
    Jul 16, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ
    ବିଶେଷ

    ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    13809
    Jul 15, 2026
  • ତୃଣନାଶକ ବିଷ ପାରାକ୍ୱେଟ ବ୍ୟବହାରକୁ ସମ୍ପୂର୍ଣ୍ଣ ନିଷିଦ୍ଧ କଲେ ଭାରତ ସରକାର
    ଦେଶ-ଦେଶାନ୍ତର

    ତୃଣନାଶକ ବିଷ ପାରାକ୍ୱେଟ ବ୍ୟବହାରକୁ ସମ୍ପୂର୍ଣ୍ଣ ନିଷିଦ୍ଧ କଲେ ଭାରତ ସରକାର

    15271
    Jul 15, 2026
  • ହର୍ମୁଜରେ ଆମେରିକା ମୁତୟନ କଲା ୨୦ ଯୁଦ୍ଧ ଜାହାଜ
    ଦେଶ-ଦେଶାନ୍ତର

    ହର୍ମୁଜରେ ଆମେରିକା ମୁତୟନ କଲା ୨୦ ଯୁଦ୍ଧ ଜାହାଜ

    14965
    Jul 15, 2026
  • ଦନ୍ତାର ପ୍ରତିଶୋଧ : ୧୪ ବର୍ଷ ପରେ ଗୋଟିଏ ପରିବାରର ଆଉ ଦୁଇ ଜଣଙ୍କୁ ମାରିଦେଲା
    ଦେଶ-ଦେଶାନ୍ତର

    ଦନ୍ତାର ପ୍ରତିଶୋଧ : ୧୪ ବର୍ଷ ପରେ ଗୋଟିଏ ପରିବାରର ଆଉ ଦୁଇ ଜଣଙ୍କୁ ମାରିଦେଲା

    13884
    Jul 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦନ୍ତାର ପ୍ରତିଶୋଧ : ୧୪ ବର୍ଷ ପରେ ଗୋଟିଏ ପରିବାରର ଆଉ ଦୁଇ ଜଣଙ୍କୁ ମାରିଦେଲା

    13884
    Jul 15, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ସଚେତନତା ସୃଷ୍ଟି କରୁଛି

    13693
    Jul 16, 2026
  • ଦେଶ-ଦେଶାନ୍ତର

    ତୃଣନାଶକ ବିଷ ପାରାକ୍ୱେଟ ବ୍ୟବହାରକୁ ସମ୍ପୂର୍ଣ୍ଣ ନିଷିଦ୍ଧ କଲେ ଭାରତ ସରକାର

    15271
    Jul 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16978
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17588
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17641
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18042
    Sep 06, 2023

ବିଶେଷ

  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    13809
    Jul 15, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14603
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14888
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15639
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15746
    Jul 06, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ସଚେତନତା ସୃଷ୍ଟି କରୁଛି

ମହିଳା ଏବଂ କିଶୋରୀମାନଙ୍କୁ ଋତୁସ୍ରାବ ଏବଂ ସ୍ୱଚ୍ଛତା ବିଷୟରେ ନିଜ ପସନ୍ଦ ଅନୁଯାୟୀ ପଦକ୍ଷେପ ନେବାକୁ ସକ୍ଷମ କରିଛି

ଭୁବନେଶ୍ୱର, ୧୪/୦୭/୨୦୨୬ : ସାରା ଭାରତରେ ମହିଳା ଏବଂ କିଶୋରୀମାନଙ୍କ ପାଇଁ ଋତୁସ ...

  • ଆମୱେ ଇଣ୍ଡିଆ ନିଜର ପ୍ରିମିୟମ ସ୍କିନକେୟାର ବର୍ଗମାଳାକୁ ସୁଦୃଢ କଲା, ନୁ୍ୟଟ୍ରିଲାଇଟ-ପାୱାର୍ଡ ଉଦ୍ଦିଦଜାତ ଉପାଦାନ ସହିତ ପ୍ରଚଳନ କଲା ଆର୍ଟିଷ୍ଟ୍ରି ସ୍କିନ୍‌ ନୁ୍ୟଟ୍ରିସନ ମଲ୍‌ଟି- ଡିଫେନ୍ସ ୟୁଭି ପ୍ରୋଟେକ୍ଟ

    15793
    Jul 14, 2026
  • ଫେଡେରାଲ ବ୍ୟାଙ୍କ ଭୁବନେଶ୍ୱରରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ‘ୱେଲ୍‌ଥ ଆଣ୍ଡ ୱିଜଡମ୍‌’ କାର୍ଯ୍ୟକ୍ରମ ଆୟୋଜନ କଲା

    13742
    Jul 14, 2026
  • ମାସକରେ ୧୫ ହଜାର ଖସିଲାଣି ସୁନା

    14661
    Jul 01, 2026
  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15849
    Jun 30, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରୁଷଠାରୁ ଶସ୍ତାରେ ତେଲ କିଣୁଥିବା ଦେଶଗୁଡ଼ିକ ଉପରେ ଆମେରିକା ସଂସଦରେ ଆସିଥିବା ବିଲ୍‌ରେ ବଡ ପରିବର୍ତ୍ତନ, ଜାଣନ୍ତୁ କ’ଣ?

    15025
    Jul 15, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    13809
    Jul 15, 2026
  • ଓମାର ଅବଦୁଲ୍ଲାଙ୍କୁ ବିଜେପି ତରଫରୁ ଆଇନଗତ ନୋଟିସ୍‌ ଜାରି

    14212
    Jul 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In