Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 09, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ...

  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ...

  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ...

  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ ...

  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ...

  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ...

  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ...

  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ...

  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ...

  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ ...

Home ›› ››ଫିନୋ ପେଣ୍ଟେସ୍‍ ବ୍ୟାଙ୍କ ଦିନ କୁ ଜମା ସୀମା ୨ ଲକ୍ଷ ଟଙ୍କାକୁ ବୃଦ୍ଧିକଲା

ଫିନୋ ପେଣ୍ଟେସ୍‍ ବ୍ୟାଙ୍କ ଦିନ କୁ ଜମା ସୀମା ୨ ଲକ୍ଷ ଟଙ୍କାକୁ ବୃଦ୍ଧିକଲା

2021-05-07 16:21:26
14289
Share:
Facebook
Twitter
E-Mail
WhatsApp
Telegram
ଫିନୋ ପେଣ୍ଟେସ୍‍ ବ୍ୟାଙ୍କ ଦିନ କୁ ଜମା ସୀମା ୨ ଲକ୍ଷ ଟଙ୍କାକୁ ବୃଦ୍ଧିକଲା

ଭୁବନେଶ୍ୱର : ଭାରତୀୟ ରିଜର୍ଭ ବ୍ୟାଙ୍କର  ସଂଶୋଧିତ ନିର୍ଦ୍ଦେଶାବଳୀ ଅନୁଯାୟୀ ଫିନୋ ପେମେଣ୍ଟସ୍‍ ବ୍ୟାଙ୍କ ନିଜ ଗ୍ରାହକଙ୍କ ପାଇଁ ଦିନ ଶେଷରେ ଖାତାରେ ଜମା ରହିବା ସୀମା ୨ ଲକ୍ଷ ଟଙ୍କାକୁ ବୃଦ୍ଧିକରିଛି । ୨୦୨୦ ଆର୍ଥିକ ବର୍ଷର ଚତୁର୍ଥ ତ୍ର୍ରୟମାସିକରେ ଲାଭଜନକ ହୋଇଥିବା ବ୍ୟାଙ୍କ ବର୍ଦ୍ଧିତ ସୀମା ସହିତ ୨୦୨୧ ମଇ ୧ ତାରିଖ ଠାରୁ ପ୍ରତ୍ୟକ୍ଷ ହୋଇଛି ।

ଭାରତୀୟ ରିଜର୍ଭ ବ୍ୟାଙ୍କ ପକ୍ଷରୁ ୨୦୧୪ରେ ଜାରି କରାଯାଇଥିବା ପ୍ରାରମ୍ଭିକ ପେମେଣ୍ଟସ୍‍ ବ୍ୟାଙ୍କ ନିର୍ଦ୍ଦେଶାବଳୀ ମୁତାବକ ଜମା ରଖିବା ସୀମା ୧ ଲକ୍ଷ ଟଙ୍କା ଧାର୍ଯ୍ୟ କରାଯାଇଥିଲା । ରିଜର୍ଭ ବ୍ୟାଙ୍କ ପକ୍ଷରୁ ୨୦୨୧ ଏପ୍ରିଲ ୭ ତାରିଖରେ ପ୍ରକାଶିତ ଏକ ବିଜ୍ଞପ୍ତିରେ କୁହାଯାଇଥିଲା, “ପେମେଣ୍ଟସ୍‍ ବ୍ୟାଙ୍କଗୁଡିକର ପ୍ରଦର୍ଶନକୁ ସମୀକ୍ଷା କରିବା ପରେ ଏବଂ ଆର୍ଥିକ ଅନ୍ତର୍ଭୁକ୍ତି ଦିଗରେ ସେମାନଙ୍କର ଉଦ୍ୟମକୁ ଉତ୍ସାହିତ କରିବା ପାଇଁ ବ୍ୟକ୍ତିଗତ ଗ୍ରାହକଙ୍କ କ୍ଷେତ୍ରରେ ଦିନ ଶେଷରେ ସର୍ବାଧିକ ଜମା ରହିବା ସୀମା ୧ ଲକ୍ଷ ଟଙ୍କାରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି ।”

ନିକଟସ୍ଥ ଫିନୋ ପେମେଣ୍ଟସ୍‍ ବ୍ୟାଙ୍କିଙ୍ଗ ପଏଣ୍ଟ ଖୋଜିବାକୁ ଜନସାଧାରଣ ଟଜଖ https://fino.latlong.in/ ରେ କ୍ଲିକ୍‍ କରିପାରିବେ ଅଥବା ନିଜର ପିନ୍‍ କୋଡ ୯୦୦୮୮୯୦୦୮୮ କୁ ଏସଏମଏସ୍‍ କରିପାରିବେ ।

ନୂତନ ଜମା ରଖିବା ସୀମା ଆରମ୍ଭ ସମ୍ପର୍କରେ ଘୋଷଣା କରି ଫିନୋ ପେମେଣ୍ଟସ୍‍ ବ୍ୟାଙ୍କର ସିଓଓ ଶ୍ର ଆଶିଷ ଆହୁଜା କହିଛନ୍ତି, “ଭାରତୀୟ ରିଜର୍ଭ ବ୍ୟାଙ୍କର ନିର୍ଦ୍ଦେଶ ଅନୁଯାୟୀ ଆମେ ଆମ ପଦ୍ଧତି ଓ ବ୍ୟବସ୍ଥାରେ ପରିବର୍ତ୍ତନ କରିଛୁ ଏବଂ ମଇ ୧ ତାରିଖ ଠାରୁ ପ୍ରତ୍ୟକ୍ଷ ହୋଇଛୁ । ବର୍ଦ୍ଧିତ ଜମା ରଖିବା ସୀମା ଆମ ଗ୍ରାହକଙ୍କୁ ସେମାନଙ୍କ ଖାତାରେ ଅଧିକ ଟଙ୍କା ସଞ୍ଚିତ ରଖିବାକୁ ଅନୁମତି ଦେଉଛି । ତତ୍‍ସହିତ ଆମ ସହଯୋଗୀ ବ୍ୟାଙ୍କ ସହିତ ଆମର ସଂପ୍ରତି ରହିଥିବା ସ୍ୱିପ୍‍ ଆକାଉଣ୍ଟ ବ୍ୟବସ୍ଥା ଜାରି ରହିଛି ଯେଉଁଥିରେ ଗ୍ରାହକମାନେ ୨ ଲକ୍ଷ ଟଙ୍କାରୁ ଅଧିକ ଅର୍ଥ ସଞ୍ଚୟ କରିପାରିବେ ।”

ଫିନୋ ଖାତାରେ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଜମା କ୍ଷେତ୍ରରେ ପ୍ରଚଳିତ ସଞ୍ଚୟ ସୁଧହାର ପ୍ରଯୁଜ୍ୟ ହେବ । ସ୍ୱିପ୍‍ ଖାତାରେ ରଖାଯାଉଥିବା ପାଣ୍ଠି ନିମନ୍ତେ ଆମ ଅଂଶୀଦାର ସୂର‌୍ୟୋଦୟ ସ୍ମଲ ଫାଇନାନ୍ସ ବ୍ୟାଙ୍କ ଦ୍ୱାରା ଧାର୍ଯ୍ୟ ସୁଧହାର ଲାଗୁହେବ । ଏଠାରେ ଉଲ୍ଲେଖଯୋଗ୍ୟ ଯେ ଭାରତୀୟ ରିଜର୍ଭ ବ୍ୟାଙ୍କର ସଂପୂର୍ଣ୍ଣ ମାଲିକାନାଧୀନ ସହଯୋଗ ସଂସ୍ଥା ଡିପୋଜିଟ ଇନସ୍ୟୁରାନ୍ସ ଆଣ୍ଡ କ୍ରେଡିଟ ଗ୍ୟାରେଣ୍ଟି କର୍ପୋରେସନ (ଡିଆଇସିଜିସି) ଅଧୀନର ବ୍ୟାଙ୍କ ଜମାଗୁଡିକ ବୀମାକୃତ ହୋଇଥାଏ । 

“ସୀମା ବୃଦ୍ଧି କରାଯିବା ଦ୍ୱାରା ଆର୍ଥିକ ଅନ୍ତର୍ଭୁକ୍ତି ବିଷୟରେ ମଧ୍ୟ ବୃଦ୍ଧି ଘଟିପାରିବ କାରଣ ଅଧିକରୁ ଅଧିକ ଲୋକ ବ୍ୟାଙ୍କିଙ୍ଗ ବ୍ୟବସ୍ଥା  ସହିତ ସଂଯୁକ୍ତ ହେବେ । ଏମଏସଏମ୍‍ଇ, କ୍ଷୁଦ୍ର ବ୍ୟବସାୟୀ ଏବଂ ବଡ ବ୍ୟବସାୟୀମାନେ ସମୟ ବଞ୍ଚାଇବା ଏବଂ ଉନ୍ନତ ଆର୍ଥିକ ଯୋଜନା କରିବାକୁ ଏହି ବ୍ୟବସ୍ଥାର ଉପଯୋଗ କରିବା ଆଶା କରାଯାଉଛି” ବୋଲି ଶ୍ରୀ ଆହୁଜା କହିଛନ୍ତି । 

ଫିନୋ ପେମେଣ୍ଟସ୍‍ ବ୍ୟାଙ୍କର ମାଇକ୍ରୋ ଏଟିଏମ୍‍ ଏବଂ ଏଇପିଏସ୍‍ ସମର୍ଥିତ ଆର୍ଥିକ ସେବା ଆବଣ୍ଟନ ନେଟୱର୍କ ବ୍ୟାଙ୍କିଙ୍ଗକୁ ସାଧାରଣ ଜନତାଙ୍କର ନିକଟତର କରାଉଛି । ଏହି ବ୍ୟାଙ୍କିଙ୍ଗ ପଏଣ୍ଟଗୁଡିକରେ ଜନସାଧାରଣ ନୂଆ ବ୍ୟାଙ୍କ ଖାତା ଖୋଲିପାରିବେ, ଡେବିଟ କାର୍ଡ ପାଇପାରିବେ, ଜମା କରିବେ, ଟଙ୍କା ଉଠାଣ ଅଥବା ଟଙ୍କା ସ୍ଥାନାନ୍ତର ଭିତ୍ତିକ ଦେଣନେଣ, ୟୁଟିଲିଟି ବିଲ୍‍ ପୈଠ, ଋଣ ଇଏମଆଇ ପରିଶୋଧ, ସ୍ୱାସ୍ଥ୍ୟ ବୀମା, ଜୀବନ ବୀମା ଏବଂ ମୋଟର ବୀମା ଖରିଦ କରିପାରିବେ । ଏ ସମସ୍ତ ଖୁବ ନିକଟରେ, ସଂପୂର୍ଣ୍ଣ ଭାବରେ କାଗଜ ରହିତ ଏବଂ ସର୍ବଦା ଉପଲବ୍ଧ ! 


Powered by Froala Editor

Tags fino finance bank

Related articles Odisha News Lens 4.1

  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13494
    Jul 08, 2026
  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ
    ଦେଶ-ଦେଶାନ୍ତର

    ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13656
    Jul 07, 2026
  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି
    ଦେଶ-ଦେଶାନ୍ତର

    ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15560
    Jul 08, 2026
  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ

    14586
    Jul 07, 2026
  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14472
    Jul 08, 2026
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା
    ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15250
    Jul 08, 2026
  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...
    ଦେଶ-ଦେଶାନ୍ତର

    ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...

    14126
    Jul 08, 2026
  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...

    15130
    Jul 07, 2026
  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା
    ଦେଶ-ଦେଶାନ୍ତର

    କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14453
    Jul 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14453
    Jul 08, 2026
  • ଦେଶ-ଦେଶାନ୍ତର

    ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ

    14586
    Jul 07, 2026
  • ଦେଶ-ଦେଶାନ୍ତର

    ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ଆଦିପୂର୍ଣ୍ଣ’ ପଦକ

    15130
    Jul 07, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17582
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17636
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18035
    Sep 06, 2023

ବିଶେଷ

  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15235
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15568
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15374
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15239
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14663
    Jun 30, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15838
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15708
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13814
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14926
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15560
    Jul 08, 2026
  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13656
    Jul 07, 2026
  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ

    14586
    Jul 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In