Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ...

  • ତୃଣନାଶକ ବିଷ ପାରାକ୍ୱେଟ ବ୍ୟବହାରକୁ ...

  • ରୁଷଠାରୁ ଶସ୍ତାରେ ତେଲ କିଣୁଥିବା ...

  • ହର୍ମୁଜରେ ଆମେରିକା ମୁତୟନ କଲା ୨୦ ଯୁଦ୍ଧ ...

  • ଦନ୍ତାର ପ୍ରତିଶୋଧ : ୧୪ ବର୍ଷ ପରେ ଗୋଟିଏ ...

  • ସୋନମ ୱାଙ୍ଗଚୁକଙ୍କ ସ୍ୱାସ୍ଥ୍ୟାବସ୍ଥା ...

  • ସ୍ୱାମୀଙ୍କ ଦରମାର ୨୫ ପ୍ରତିଶତ ଟଙ୍କା ...

  • ସରକାରଙ୍କ ବଡ଼ ନିଷ୍ପତ୍ତି : ପାରାକ୍ୱେଟ ...

  • ଓମାର ଅବଦୁଲ୍ଲାଙ୍କୁ ବିଜେପି ତରଫରୁ ...

  • ତାମିଲନାଡୁରେ ଗୋହତ୍ୟା ସମ୍ପୂର୍ଣ୍ଣ ...

ରାଜ୍ୟ
Home ›› ରାଜ୍ୟ ›› ଗଣମାଧ୍ୟମ ପରାମର୍ଶଦାତା ପଦରୁ ଇସ୍ତଫା ଦେଲେ ମାନସ ମଙ୍ଗରାଜ

ଗଣମାଧ୍ୟମ ପରାମର୍ଶଦାତା ପଦରୁ ଇସ୍ତଫା ଦେଲେ ମାନସ ମଙ୍ଗରାଜ

2022-05-30 05:53:23
15407
Share:
Facebook
Twitter
E-Mail
WhatsApp
Telegram
 ଗଣମାଧ୍ୟମ ପରାମର୍ଶଦାତା ପଦରୁ ଇସ୍ତଫା ଦେଲେ ମାନସ ମଙ୍ଗରାଜ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ପଦରୁ ଇସ୍ତଫା ଦେଇଛନ୍ତି ମାନସ ରଞ୍ଜନ ମଙ୍ଗରାଜ । ରାଜ୍ୟସଭା ପ୍ରାର୍ଥୀ ଭାବେ ମନୋନୀତ ହେବା ପରେ ସେ ଏହି ପଦରୁ ନିଜର ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀଙ୍କୁ ପ୍ରଦାନ କରିଛନ୍ତି । ମୁଖ୍ୟମନ୍ତ୍ରୀ ତାଙ୍କ ଇସ୍ତଫା ପତ୍ର ଗ୍ରହଣ କରିବା ସହ ରାଜ୍ୟପାଳଙ୍କ ନିକଟକୁ ପଠାଇ ଦେଇଛନ୍ତି । ରାଜ୍ୟପାଳଙ୍କ ଅନୁମୋଦନ ପରେ ମାନସ ମଙ୍ଗରାଜଙ୍କୁ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ପଦରୁ ଦାୟିତ୍ୱମୁକ୍ତ କରାଯାଇଛି ।

ସାମ୍ବାଦିକତାରୁ ସଫଳ ରାଜନେତା ସାଜିଛନ୍ତି ମାନସ ମଙ୍ଗରାଜ । ସାମ୍ବାଦିକତାରେ ଯେତିକି ଚର୍ଚ୍ଚିତ ଥିଲେ, ରାଜନୀତିରେ ମଧ୍ୟ ସେତିକି ପ୍ରଭାବୀ । ୨୦୧୮ ମସିହାରେ ମାନସ ବିଜୁ ଜନତା ଦଳରେ ଯୋଗ ଦିଅନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିତୀ ତାଙ୍କୁ ଅନୁପ୍ରାଣିତ କରେ । ରାଜ୍ୟର ବିକାଶ ପ୍ରକ୍ରିୟାରେ ନିମିତ୍ତ ସହଯୋଗ ନିମନ୍ତେ ବିଜେଡିର ସଦସ୍ୟତା ପଦ ଗ୍ରହଣ କରନ୍ତି । ପରବର୍ତ୍ତୀ ସମୟରେ ତାଙ୍କୁ ମୁଖ୍ୟମନ୍ତ୍ରୀ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ତଥା ବିଜେଡିର ସାଧାରଣ ସମ୍ପାଦକ ଭାବେ ନିଯୁକ୍ତ କରନ୍ତି ।

ଦୀର୍ଘଦିନ ଧରି ଦଳରେ ସଚ୍ଚୋଟତାର ସହ କାର୍ୟ୍ୟ କରିଚାଲନ୍ତି ମାନସ । ରାଜନୈତିକ ଜୀବନ ଭିତରେ ସେ ଅନେକ ସଫଳତାର ପାହାଚ ଅତିକ୍ରମ କରିଆସିଛନ୍ତି । ଦଳର ବିଭିନ୍ନ କାର୍ୟ୍ୟକ୍ରମ, ସାଙ୍ଗଠନିକ ପକ୍ରିୟା, ନିର୍ବାଚନ ପକ୍ରିୟା ଆଦିରେ କାର୍ୟ୍ୟକରି ପ୍ରଶଂସା ସାଉଁଟନ୍ତି । ସାମ୍ବାଦିକଙ୍କ ସୁରକ୍ଷା ପାଇଁ ସାମ୍ବାଦିକ ସୁରକ୍ଷା ପାଣ୍ଠି ଠାରୁ ଆରମ୍ଭ କରି ରାଜ୍ୟରେ ବର୍ଷ ବର୍ଷ ଧରି ଖବର କାଗଜ ଯୋଗାଉଥିବା ହକରଙ୍କୁ ସମ୍ମାନର ସହ ବଞ୍ଚିବା ନିମନ୍ତେ ଜୀବନ ବୀମା ଏବଂ ଆର୍ଥିକ ସହାୟତା ପ୍ରଦାନ କରିବାରେ ସେ ସାଜିଥିଲେ ମୁଖ୍ୟ ନାୟକ । ।

ସବୁ ସମୟରେ ସବୁ ବର୍ଗଙ୍କ ଲାଗି ପ୍ରତିନିଧିତ୍ବ କରିଆସିଛନ୍ତି ମାନସ ମଙ୍ଗରାଜ । ଯେଉଁଥିପାଇଁ ମୁଖ୍ୟମନ୍ତ୍ରୀ ପୁନଶ୍ଚ ମାନସଙ୍କୁ ପୁରସ୍କାର ସ୍ୱରୂପ ପ୍ରଦାନ କରିଛନ୍ତି ରାଜ୍ୟସଭା ସଦ୍ୟସ ପଦ । ୨୦୨୨ ରାଜ୍ୟସଭା ନିର୍ବାଚନରେ ବିଜୁ ଜନତା ଦଳ ସାମ୍ବାଦିକରୁ କ୍ୟାରିୟର ଆରମ୍ଭ କରିଥିବା ମାନସ ମଙ୍ଗରାଜଙ୍କୁ ରାଜ୍ୟସଭା ନିମନ୍ତେ ପ୍ରାର୍ଥୀ ଘୋଷଣା କରିଛି ।

Powered by Froala Editor

Tags Manas mangaraj

Related articles Odisha News Lens 4.1

  • ତାମିଲନାଡୁରେ ଗୋହତ୍ୟା ସମ୍ପୂର୍ଣ୍ଣ ନିଷିଦ୍ଧ ପ୍ରସଙ୍ଗ: ହାଇକୋର୍ଟଙ୍କ ରାୟ ଉପରେ ...
    ଦେଶ-ଦେଶାନ୍ତର

    ତାମିଲନାଡୁରେ ଗୋହତ୍ୟା ସମ୍ପୂର୍ଣ୍ଣ ନିଷିଦ୍ଧ ପ୍ରସଙ୍ଗ: ହାଇକୋର୍ଟଙ୍କ ରାୟ ଉପରେ ...

    15375
    Jul 14, 2026
  • ଓମାର ଅବଦୁଲ୍ଲାଙ୍କୁ ବିଜେପି ତରଫରୁ ଆଇନଗତ ନୋଟିସ୍‌ ଜାରି
    ଦେଶ-ଦେଶାନ୍ତର

    ଓମାର ଅବଦୁଲ୍ଲାଙ୍କୁ ବିଜେପି ତରଫରୁ ଆଇନଗତ ନୋଟିସ୍‌ ଜାରି

    14165
    Jul 14, 2026
  • ହର୍ମୁଜରେ ଆମେରିକା ମୁତୟନ କଲା ୨୦ ଯୁଦ୍ଧ ଜାହାଜ
    ଦେଶ-ଦେଶାନ୍ତର

    ହର୍ମୁଜରେ ଆମେରିକା ମୁତୟନ କଲା ୨୦ ଯୁଦ୍ଧ ଜାହାଜ

    14916
    Jul 15, 2026
  • ରୁଷଠାରୁ ଶସ୍ତାରେ ତେଲ କିଣୁଥିବା ଦେଶଗୁଡ଼ିକ ଉପରେ ଆମେରିକା ସଂସଦରେ ଆସିଥିବା ...
    ଦେଶ-ଦେଶାନ୍ତର

    ରୁଷଠାରୁ ଶସ୍ତାରେ ତେଲ କିଣୁଥିବା ଦେଶଗୁଡ଼ିକ ଉପରେ ଆମେରିକା ସଂସଦରେ ଆସିଥିବା ...

    14972
    Jul 15, 2026
  • ଦନ୍ତାର ପ୍ରତିଶୋଧ : ୧୪ ବର୍ଷ ପରେ ଗୋଟିଏ ପରିବାରର ଆଉ ଦୁଇ ଜଣଙ୍କୁ ମାରିଦେଲା
    ଦେଶ-ଦେଶାନ୍ତର

    ଦନ୍ତାର ପ୍ରତିଶୋଧ : ୧୪ ବର୍ଷ ପରେ ଗୋଟିଏ ପରିବାରର ଆଉ ଦୁଇ ଜଣଙ୍କୁ ମାରିଦେଲା

    13835
    Jul 15, 2026
  • ସରକାରଙ୍କ ବଡ଼ ନିଷ୍ପତ୍ତି : ପାରାକ୍ୱେଟ ଡାଇକ୍ଲୋରାଇଡ୍‌ ଉପରେ ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ସରକାରଙ୍କ ବଡ଼ ନିଷ୍ପତ୍ତି : ପାରାକ୍ୱେଟ ଡାଇକ୍ଲୋରାଇଡ୍‌ ଉପରେ ପ୍ରତିବନ୍ଧକ

    15400
    Jul 15, 2026
  • ସୋନମ ୱାଙ୍ଗଚୁକଙ୍କ ସ୍ୱାସ୍ଥ୍ୟାବସ୍ଥା ସଂକଟାପନ୍ନ
    ଦେଶ-ଦେଶାନ୍ତର

    ସୋନମ ୱାଙ୍ଗଚୁକଙ୍କ ସ୍ୱାସ୍ଥ୍ୟାବସ୍ଥା ସଂକଟାପନ୍ନ

    14342
    Jul 15, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ
    ବିଶେଷ

    ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    13756
    Jul 15, 2026
  • ସ୍ୱାମୀଙ୍କ ଦରମାର ୨୫ ପ୍ରତିଶତ ଟଙ୍କା ଦେବା ବାଧ୍ୟତାମୂଳକ ନିୟମ ନୁହେଁ : ହାଇକୋର୍ଟ
    ଦେଶ-ଦେଶାନ୍ତର

    ସ୍ୱାମୀଙ୍କ ଦରମାର ୨୫ ପ୍ରତିଶତ ଟଙ୍କା ଦେବା ବାଧ୍ୟତାମୂଳକ ନିୟମ ନୁହେଁ : ହାଇକୋର୍ଟ

    14650
    Jul 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସୋନମ ୱାଙ୍ଗଚୁକଙ୍କ ସ୍ୱାସ୍ଥ୍ୟାବସ୍ଥା ସଂକଟାପନ୍ନ

    14342
    Jul 15, 2026
  • ଦେଶ-ଦେଶାନ୍ତର

    ସରକାରଙ୍କ ବଡ଼ ନିଷ୍ପତ୍ତି : ପାରାକ୍ୱେଟ ଡାଇକ୍ଲୋରାଇଡ୍‌ ଉପରେ ପ୍ରତିବନ୍ଧକ

    15400
    Jul 15, 2026
  • ଦେଶ-ଦେଶାନ୍ତର

    ହର୍ମୁଜରେ ଆମେରିକା ମୁତୟନ କଲା ୨୦ ଯୁଦ୍ଧ ଜାହାଜ

    14916
    Jul 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16978
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17587
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17641
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18042
    Sep 06, 2023

ବିଶେଷ

  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    13756
    Jul 15, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14598
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14881
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15632
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15740
    Jul 06, 2026

ବାଣିଜ୍ୟ

ଆମୱେ ଇଣ୍ଡିଆ ନିଜର ପ୍ରିମିୟମ ସ୍କିନକେୟାର ବର୍ଗମାଳାକୁ ସୁଦୃଢ କଲା, ନୁ୍ୟଟ୍ରିଲାଇଟ-ପାୱାର୍ଡ ଉଦ୍ଦିଦଜାତ ଉପାଦାନ ସହିତ ପ୍ରଚଳନ କଲା ଆର୍ଟିଷ୍ଟ୍ରି ସ୍କିନ୍‌ ନୁ୍ୟଟ୍ରିସନ ମଲ୍‌ଟି- ଡିଫେନ୍ସ ୟୁଭି ପ୍ରୋଟେକ୍ଟ

ନୂଆଦିଲ୍ଲୀ: ଗ୍ରାହକମାନେ ଅଧିକରୁ ଅଧିକ ସୂର୍ଯ୍ୟ କିରଣ ଊଦ୍ଧ୍ୱର୍କୁ ଯାଇ ପାରମ୍ପରିକ ସୁରକ୍ଷା ଯୋଗାଇଦେଉଥିବା ତ୍ୱଚା ଯନôକାରୀ ଉତ୍ପାଦ ଆବଶ୍ୟକ କରୁଥିବାବେଳେ ସ୍ୱାସ୍ଥ୍ୟ ଓ କଲ୍ୟାଣକୁ ସମର୍ଥନ କରୁଥିବା ଏକ ଅ ...

  • ଫେଡେରାଲ ବ୍ୟାଙ୍କ ଭୁବନେଶ୍ୱରରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ‘ୱେଲ୍‌ଥ ଆଣ୍ଡ ୱିଜଡମ୍‌’ କାର୍ଯ୍ୟକ୍ରମ ଆୟୋଜନ କଲା

    13702
    Jul 14, 2026
  • ମାସକରେ ୧୫ ହଜାର ଖସିଲାଣି ସୁନା

    14659
    Jul 01, 2026
  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15847
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15714
    Jun 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଓମାର ଅବଦୁଲ୍ଲାଙ୍କୁ ବିଜେପି ତରଫରୁ ଆଇନଗତ ନୋଟିସ୍‌ ଜାରି

    14165
    Jul 14, 2026
  • ତୃଣନାଶକ ବିଷ ପାରାକ୍ୱେଟ ବ୍ୟବହାରକୁ ସମ୍ପୂର୍ଣ୍ଣ ନିଷିଦ୍ଧ କଲେ ଭାରତ ସରକାର

    15218
    Jul 15, 2026
  • ସୋନମ ୱାଙ୍ଗଚୁକଙ୍କ ସ୍ୱାସ୍ଥ୍ୟାବସ୍ଥା ସଂକଟାପନ୍ନ

    14342
    Jul 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In