Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, September 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ...

  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ...

  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ...

  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ...

  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ...

  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

  • ଭାରତରେ ହେବାକୁ ଥିବା ବ୍ରିକ୍ସ ...

  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଅଣନିଃଶ୍ଵାସୀ ହୋଇ ପଡିଥିଲେ କେକେ, ତଥାପି ତାଙ୍କ କଥା କେହି ଶୁଣିନଥିଲେ

ଅଣନିଃଶ୍ଵାସୀ ହୋଇ ପଡିଥିଲେ କେକେ, ତଥାପି ତାଙ୍କ କଥା କେହି ଶୁଣିନଥିଲେ

2022-06-01 19:33:17
15937
Share:
Facebook
Twitter
E-Mail
WhatsApp
Telegram
ଅଣନିଃଶ୍ଵାସୀ ହୋଇ ପଡିଥିଲେ କେକେ, ତଥାପି ତାଙ୍କ କଥା କେହି ଶୁଣିନଥିଲେ

ବଲିଉଡ୍‌ର ଗାୟକ କୃଷ୍ଣକୁମାର କୁନ୍ନାଥ ଓରଫ କେକେଙ୍କର ଅକାଳ ବିୟୋଗକୁ ନେଇ ଅନେକ ପ୍ରଶ୍ନ ଉଠୁଥିବା ବେଳେ ଶବ ବ୍ୟବଚ୍ଛେଦ ପ୍ରାରମ୍ବିକ ରିପୋର୍ଟ ବିବାଦକୁ ଆହୁରି ବଢ଼ାଇ ଦେଇଛି। ରିପୋର୍ଟରେ କେକେଙ୍କର ମୃତ୍ୟୁ ପ୍ରାକୃତିକ ନୁହେଁ(ଅନ୍ ନ୍ୟାଚୁରାଲ ଡେଥ୍) ବୋଲି କୁହାଯାଇଛି।

ଏପଟେ ବଲିଉଡ୍‌ର ଦିମ୍ବଗତ ଅଭିନେତା ଓମ ପୁରୀଙ୍କ ପୂର୍ବତନ ପତ୍ନୀ ନନ୍ଦିତା ପୁରୀ ଗୁରୁତର ଅଭିଯୋଗ ଆଣିଛନ୍ତି। ସେ କୋଲକାତାରେ ଆୟୋଜିତ ମ୍ୟୁଜିକ୍ କନସର୍ଟକୁ ନେଇ ପ୍ରଶ୍ନ ଉଠାଇଛନ୍ତି ନନ୍ଦିତା। କୋଲକାତା ହିଁ କେକେଙ୍କୁ ମାରି ଦେଇଛି ବୋଲି ଅଭିଯୋଗ କରିଛନ୍ତି। ଏଥିସହ ସେ ଘଟଣାର ସିବିଆଇ ତଦନ୍ତ ଦାବି କରିଛନ୍ତି।

ସେ ଲେଖିଛନ୍ତି ଯେ, ପଶ୍ଚିମବଙ୍ଗ ନଜରୁଲ ମଞ୍ଚ ପକ୍ଷରୁ ଆୟୋଜନରେ ଠିକ୍ ଭାବେ ବ୍ୟବସ୍ଥା କରାଯାଇନଥିଲା। ଯେଉଁ ଅଡିଟୋରିୟମର କ୍ଷମତା ୨୫୦୦ ଥିଲା, ସେଠାରେ ସାତ ହଜାର ଲୋକଙ୍କ ଭିଡ଼ ଜମିଥିଲା। ଏସି ଚାଲୁ ନଥିଲା। କେକେ ଲଗାତର ଆୟୋଜକଙ୍କୁ ଏସିର ତାପମାତ୍ରା କମ୍ କରିବା ଏବଂ କିଛି ହେଲୋଜିନ ଲାଇଟ୍ ବନ୍ଦ କରିବାକୁ ବାରମ୍ବାର କହୁଥିଲେ। ହେଲେ ତାଙ୍କ କଥାକୁ କେହି ଶୁଣିନଥିଲେ। ଶେଷରେ କେକେ ଅଣନିଃଶ୍ଵାସୀ ହୋଇ ପଡିଥିଲେ ଏବଂ ନିଜକୁ ଅସୁସ୍ଥ ଅନୁଭବ କରିଥିଲେ। ସେଠାରେ କୌଣସି ପ୍ରତିଷେଧମୂଳକ ବ୍ୟବସ୍ଥା ନଥିଲା। ଏହି ମାମଲାର ସିବିଆଇ ତଦନ୍ତ ହେବା ଦରକାର ଏବଂ ବଲିଉଡ ପଶ୍ଚିମବଙ୍ଗରେ ନିଜର ଲାଇଭ କନସର୍ଟ କାର୍ଯ୍ୟକ୍ରମ ଉପରେ କଟକଣା ଲଗାଇବା ଉଚିତ୍ ବୋଲି ନନ୍ଦିତା ପୁରୀ କହିଛନ୍ତି। ଘଟଣାର ତଦନ୍ତ ଯେମିତି ହେଲେ ସିବିଆଇ କରିବା ଦରକାର। ତଦନ୍ତ ନ ସରିବା ଯାଏ ବଲିଉଡ ବେଙ୍ଗଲକୁ ବୟକଟ କରୁ ବୋଲି ନନ୍ଦିତା କହିଛନ୍ତି।” ଏପଟେ କୋଲକାତାର ରବୀନ୍ଦ୍ର ସଦନରେ kkଙ୍କୁ ତୋପ ସଲାମୀ ଦେଇଛନ୍ତି ପଶ୍ଚିମବଙ୍ଗ ସରକାର।।

Powered by Froala Editor

Tags k.k

Related articles Odisha News Lens 4.1

  • ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...
    ଦେଶ-ଦେଶାନ୍ତର

    ଭାରତରେ ହେବାକୁ ଥିବା ବ୍ରିକ୍ସ ସମ୍ମିଳନୀରେ ଯୋଗଦେବେ ନାହିଁ ବାଂଲାଦେଶ ...

    14198
    Sep 11, 2026
  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର
    ଦେଶ-ଦେଶାନ୍ତର

    ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର

    14040
    Sep 12, 2026
  • ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !
    ବାଣିଜ୍ୟ

    ୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

    13984
    Sep 12, 2026
  • ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ
    ଦେଶ-ଦେଶାନ୍ତର

    ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ କୁନି ପୁଅ

    13722
    Sep 12, 2026
  • ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ
    ଦେଶ-ଦେଶାନ୍ତର

    ଆଜିଠୁ ୨ ଦିନ ଚାଲିବ ୧୮ତମ ବ୍ରିକ୍ସ ସମ୍ମିଳନୀ

    13990
    Sep 12, 2026
  • ଭାରତ ଗସ୍ତରେ ଆସିବେ ଜିନପିଙ୍ଗ
    ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    13948
    Sep 11, 2026
  • ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍
    ଦେଶ-ଦେଶାନ୍ତର

    ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍

    13679
    Sep 12, 2026
  • ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ
    ଦେଶ-ଦେଶାନ୍ତର

    ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15653
    Sep 11, 2026
  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...
    ଦେଶ-ଦେଶାନ୍ତର

    ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର ...

    14878
    Sep 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବ୍ୟାଙ୍କ କର୍ମଚାରୀଙ୍କ ଧର୍ମଘଟ: ଏତିକି ଦିନ ବନ୍ଦ ରହିବ ବ୍ଯାଙ୍କ

    15653
    Sep 11, 2026
  • ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ଜିନପିଙ୍ଗ

    13948
    Sep 11, 2026
  • ଦେଶ-ଦେଶାନ୍ତର

    ନୂଆଦିଲ୍ଲୀରେ ପହଁଞ୍ଚିଲେ ଚୀନ୍ ରାଷ୍ଟ୍ରପତି ଜିନପିଙ୍ଗ୍

    13679
    Sep 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17090
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17762
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17757
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18162
    Sep 06, 2023

ବିଶେଷ

  • ବିବାହ ପରେ ଏହି ଦୁଇ ରାଶିର ଲୋକ ହୋଇଯାଆନ୍ତି କୋଟିପତି

    14022
    Sep 11, 2026
  • ଖଜୁରିରେ ଭରି ରହିଛି ଅନେକ ପ୍ରକାର ଉପକାରୀ ଗୁଣ, ଜାଣନ୍ତୁ କ’ଣ ?

    16068
    Sep 09, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14605
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13914
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14722
    Aug 31, 2026

ବାଣିଜ୍ୟ

୯ ଅକ୍ଟୋବରରୁ ଫ୍ଲିପକାର୍ଟର Big Billion Days Sale !

୯ ଅକ୍ଟୋବରରୁ ଆରମ୍ଭ ହେବ ଫ୍ଲିପକାର୍ଟର Big Billion Days Sale । ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏକ ସୂଚନା ଅନୁସାରେ, Flipkart Big Billion Days Sale ୨୦୨୬ ଅକ୍ଟୋବର ୯ ତାରିଖରୁ ଆରମ୍ଭ ହୋଇପାରେ। ଜଣେ X ୟୁଜର ଫ୍ଲିପକାର୍ଟ ମୋବାଇଲ୍ ଆପ୍‌ର ଏକ ସ୍କ୍ରିନ୍‌ସଟ୍ ସେୟାର କରିଛନ୍ତି। ଏଥିରେ ବିଗ୍ ...

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଦ୍ୱାରା ଷଷ୍ଠ ସିଏଲଆଇ ଏକ୍ସପୋ ୨୦୨୬ରେ ପରବର୍ତ୍ତୀ ପିଢ଼ିର ଖଣି ପ୍ରଯୁକ୍ତିବିଦ୍ୟା ପ୍ରଦର୍ଶିତ

    14078
    Sep 09, 2026
  • ସୁନା ଆମଦାନୀ ୩୦ ପ୍ରତିଶତ ହ୍ରାସ

    14072
    Sep 08, 2026
  • କମ୍ପାନୀ ସେକ୍ରେଟାରିଜ୍‌ର ୫୪ତମ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଯାପିତ

    14696
    Sep 08, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

    15034
    Sep 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମେଦିନୀପୁରରେ ଡିଆରଡିଓର ନୂଆ ମିସାଇଲ ଟେଷ୍ଟିଂ ସେଣ୍ଟର

    14040
    Sep 12, 2026
  • ବ୍ରିକ୍ସ ସମ୍ମିଳନୀ: ସାମ୍ବାଦିକଙ୍କ ସ୍ବତନ୍ତ୍ର ‘ଗୁଡି ବ୍ୟାଗ୍’ ରେ ରହିଛି ଓଡ଼ିଶାର କୋରାପୁଟ କଫି

    14878
    Sep 12, 2026
  • ୨୫ ଲକ୍ଷ ନୁହେଁ, କୋଟିଏ ଟଙ୍କାରେ ବିକ୍ରି ପାଇଁ ଡିଲ୍‌

    14824
    Sep 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In