Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, May 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇନଷ୍ଟାଗ୍ରାମ୍‌ରେ ତ୍ରିଶା କହିଦେଲେ ମନର ...

  • ପରସ୍ପରକୁ ଅନଫଲୋ କଲେ ମୌନି ଏବଂ ସୂରଜ

  • ନିଟ୍‌-ୟୁଜି ପ୍ରଶ୍ନପତ୍ର ଲିକ୍‌, ନାଶିକରୁ ...

  • ୩୮ ବର୍ଷରେ ଅଖିଳେଶ ଯାଦବଙ୍କ ଭାଇ ...

  • ସୁନା ୧୪ ହଜାର, ରୁପା ୩୦ ହଜାର ବଢିଲା

  • ୫୦ ପ୍ରତିଶତ ପର୍ଯ୍ୟନ୍ତ ଖସିଲା ...

  • ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ...

  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

  • ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ...

  • ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ...

Home ›› ››ଯମୁନାରେ ଭାସି ଆସିଲା ଗୋଟିଏ ପରେ ଗୋଟିଏ ଶବ, ପୁଲିସ ଦେଲା ଏମିତି ତଥ୍ୟ...

ଯମୁନାରେ ଭାସି ଆସିଲା ଗୋଟିଏ ପରେ ଗୋଟିଏ ଶବ, ପୁଲିସ ଦେଲା ଏମିତି ତଥ୍ୟ...

2021-05-07 19:02:27
13977
Share:
Facebook
Twitter
E-Mail
WhatsApp
Telegram
ଯମୁନାରେ ଭାସି ଆସିଲା ଗୋଟିଏ ପରେ ଗୋଟିଏ ଶବ, ପୁଲିସ ଦେଲା ଏମିତି ତଥ୍ୟ...

ଉତ୍ତରପ୍ରଦେଶର ହମିରପୁର ଜିଲ୍ଲା ଅନ୍ତର୍ଗତ ଯମୁନା ନଦୀ ତଟରୁ ଭୟଙ୍କର ଦୃଶ୍ୟ ସାମନାକୁ ଆସିଛି । ଯାହାକି ଲୋକଙ୍କ ମଧ୍ୟରେ ଆତଙ୍କ ଖେଳାଇଛି । ଯମୁନା ନଦୀରେ ଏକସଙ୍ଗେ ଡଜନେରୁ ଅଧିକ ମୃତଦେହ ଭାସୁଥିବାର ଦେଖିବାକୁ ମିଳିଛି। ନଦୀରେ ଏତେ ଶବ ଆସିଲା କେଉଁଠୁ ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ନଦୀରେ ଏତେ ସଂଖ୍ୟକ ମୃତଦେହ ଦେଖିବା ପରେ ଗାଁରେ ଭୟ ଖେଳିଯାଇଥିବା ବେଳେ ଲୋକେ ପୋଲିସକୁ ସୂଚନା ଦେଇଥିଲେ। ସୂଚନା ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚିଥିଲା।

ଘଟଣାସ୍ଥଳରେ ପୁଲିସ ପହଂଚି ଯେତେବେଳେ ଅନୁସନ୍ଧାନ କଲା ପୁଲିସ ବି ଆଶ୍ଚର୍ଯ୍ୟ ହୋଇଗଲା । ଅନୁସନ୍ଧାନରୁ ଜଣାପଡିଛି ଯେ, କାନପୁର ଓ ହମିରପୁର ଜିଲ୍ଲାର ଗ୍ରାମାଞ୍ଚଳରେ ଅଧିକାଂଶ ଲୋକଙ୍କର ମୃତ୍ୟୁ ହୋଇଯାଉଥିବାବେଳେ ମୃତକଙ୍କ ସମ୍ପର୍କୀୟ ଶବର ଅନ୍ତିମ ସଂସ୍କାର ନ କରି ତାହାକୁ ନଦୀରେ ଭସାଇଦେଉଛନ୍ତି ।

ଏହି ଘଟଣାକୁ ନେଇ ପୁଲିସର କହିବା କଥା ଯେ, ନଦୀରେ ବହୁ ସଂଖ୍ୟାରେ ମୃତଦେହ ଭାସିଆସୁଥିବାର ଦେଖିବାକୁ ମିଳିଛି । ତେବେ ଯମୁନା ନଦୀକୁ ମୋକ୍ଷଦାୟିନୀ ନଦୀ ଭାବେ ସ୍ଥାନୀୟ ଲୋକ ବିବେଚନା କରୁଥିବାରୁ ନଦୀରେ ଶବ ଭସାଇ ଦେଉଛନ୍ତି । ପୂର୍ବରୁ କେବେ କେବେ ଗୋଟିଏ କି ଦୁଇଟି ଶବ ଭାସୁଥିବାର ଦେଖାଯାଉଥିବାବେଳେ ଏବେ ବହୁ ସଂଖ୍ୟାରେ ଶବ ଭାସିଆସୁଥିବାର ଲୋକ କହିଛନ୍ତି । କାରଣ ସେମାନେ ଏହାକୁ ପରମ୍ପରା ବୋଲି ମାନିଆସିଛନ୍ତି। କିନ୍ତୁ କରୋନା ସମୟରେ ମୃତଦେହର ବନ୍ୟା ଆସିଥିବା ଭଳି ମନେ ହେଉଛି। ଯାହା‌ ସ୍ପଷ୍ଟ କରୁଛି ଗ୍ରାମାଞ୍ଚଳରେ କେତେ ସଂଖ୍ୟକ ଲୋକେ ପ୍ରାଣ ହରାଉଛନ୍ତି। 

Powered by Froala Editor

Tags yamuna

Related articles Odisha News Lens 4.1

  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା
    ବିଶେଷ

    ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    15531
    May 12, 2026
  • ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ କହିଲେ ବିରୋଧୀ ଦଳ ନେତା ...
    ଦେଶ-ଦେଶାନ୍ତର

    ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ କହିଲେ ବିରୋଧୀ ଦଳ ନେତା ...

    13621
    May 12, 2026
  • ଇନଷ୍ଟାଗ୍ରାମ୍‌ରେ ତ୍ରିଶା କହିଦେଲେ ମନର କଥା
    ଦେଶ-ଦେଶାନ୍ତର

    ଇନଷ୍ଟାଗ୍ରାମ୍‌ରେ ତ୍ରିଶା କହିଦେଲେ ମନର କଥା

    13738
    May 13, 2026
  • ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ...
    ଦେଶ-ଦେଶାନ୍ତର

    ଭାରତ-ରୁଷିଆ ଚଳଚ୍ଚିତ୍ରଗତ ସହଯୋଗୀତା ବୈଶ୍ୱିକ ସହ-ପ୍ରଯୋଜନା, ସାଂସ୍କୃତିକ କୂଟନୀତି ଓ ...

    14005
    May 12, 2026
  • ୩୮ ବର୍ଷରେ ଅଖିଳେଶ ଯାଦବଙ୍କ ଭାଇ ପ୍ରତୀକଙ୍କ ଦେହାନ୍ତ
    ଦେଶ-ଦେଶାନ୍ତର

    ୩୮ ବର୍ଷରେ ଅଖିଳେଶ ଯାଦବଙ୍କ ଭାଇ ପ୍ରତୀକଙ୍କ ଦେହାନ୍ତ

    13483
    May 13, 2026
  • ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ସାମରିକ ବିମାନ
    ଦେଶ-ଦେଶାନ୍ତର

    ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ସାମରିକ ବିମାନ

    15031
    May 12, 2026
  • ୫୦ ପ୍ରତିଶତ ପର୍ଯ୍ୟନ୍ତ ଖସିଲା ପ୍ରଧାନମନ୍ତ୍ରୀଙ୍କ କାରକେଡ ଗାଡ଼ି ସଂଖ୍ୟା
    ଦେଶ-ଦେଶାନ୍ତର

    ୫୦ ପ୍ରତିଶତ ପର୍ଯ୍ୟନ୍ତ ଖସିଲା ପ୍ରଧାନମନ୍ତ୍ରୀଙ୍କ କାରକେଡ ଗାଡ଼ି ସଂଖ୍ୟା

    14243
    May 13, 2026
  • ପରସ୍ପରକୁ ଅନଫଲୋ କଲେ ମୌନି ଏବଂ ସୂରଜ
    ମନୋରଞ୍ଜନ

    ପରସ୍ପରକୁ ଅନଫଲୋ କଲେ ମୌନି ଏବଂ ସୂରଜ

    13554
    May 13, 2026
  • ସୁନା ୧୪ ହଜାର, ରୁପା ୩୦ ହଜାର ବଢିଲା
    ଦେଶ-ଦେଶାନ୍ତର

    ସୁନା ୧୪ ହଜାର, ରୁପା ୩୦ ହଜାର ବଢିଲା

    13617
    May 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇନଷ୍ଟାଗ୍ରାମ୍‌ରେ ତ୍ରିଶା କହିଦେଲେ ମନର କଥା

    13738
    May 13, 2026
  • ଦେଶ-ଦେଶାନ୍ତର

    ୫୦ ପ୍ରତିଶତ ପର୍ଯ୍ୟନ୍ତ ଖସିଲା ପ୍ରଧାନମନ୍ତ୍ରୀଙ୍କ କାରକେଡ ଗାଡ଼ି ସଂଖ୍ୟା

    14243
    May 13, 2026
  • ଦେଶ-ଦେଶାନ୍ତର

    ବିକାଶମୂଳକ କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ସହଯୋଗ କରିବାକୁ କହିଲେ ବିରୋଧୀ ଦଳ ନେତା ଉଦୟାନିଧି ଷ୍ଟାଲିନ

    13621
    May 12, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17471
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17521
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17879
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16352
    Apr 03, 2021

ବିଶେଷ

  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    15531
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16103
    May 09, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    14545
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15514
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15251
    May 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15395
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15135
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15625
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13948
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    15531
    May 12, 2026
  • ପାକିସ୍ତାନରେ ପାର୍କିଂ ହୋଇଛି ଇରାନୀ ସାମରିକ ବିମାନ

    15031
    May 12, 2026
  • ୩୮ ବର୍ଷରେ ଅଖିଳେଶ ଯାଦବଙ୍କ ଭାଇ ପ୍ରତୀକଙ୍କ ଦେହାନ୍ତ

    13483
    May 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In