Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, October 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ...

  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ...

  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ...

  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ...

  • ଆଖି ଭ୍ରୁଲତାରେ ଦାନ୍ତ

  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ...

  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ...

  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଜୁନ ୭ରୁ ପୁଣି ୪୨୪ ଭିଭିଆଇପିଙ୍କୁ ସୁରକ୍ଷା ଦେବେ ପଞ୍ଜାବ ସରକାର

ଜୁନ ୭ରୁ ପୁଣି ୪୨୪ ଭିଭିଆଇପିଙ୍କୁ ସୁରକ୍ଷା ଦେବେ ପଞ୍ଜାବ ସରକାର

2022-06-02 19:05:44
14962
Share:
Facebook
Twitter
E-Mail
WhatsApp
Telegram
ଜୁନ ୭ରୁ ପୁଣି ୪୨୪ ଭିଭିଆଇପିଙ୍କୁ ସୁରକ୍ଷା ଦେବେ ପଞ୍ଜାବ ସରକାର

ପଞ୍ଜାବୀ କଣ୍ଠଶିଳ୍ପୀ ସିଦ୍ଧୁ ମୁସେୱାଲାଙ୍କ ହତ୍ୟା ଘଟଣାର ପାଞ୍ଚ ଦିନ ପରେ ଏବେ ପଞ୍ଜାବ ସରକାର ଜୁନ ୭ରୁ ସମସ୍ତ ଭିଆଇପିଙ୍କୁ ପୁଣି ଥରେ ସୁରକ୍ଷା ଯୋଗାଇବେ । ପଞ୍ଜାବ ଏବଂ ହରିୟାଣା ହାଇକୋର୍ଟରେ ଏହି ସୂଚନା ଦେଇଛନ୍ତି ପଞ୍ଜାବ ସରକାର। ରାଜ୍ୟରେ ପୂର୍ବରୁ ମୁସେୱାଲାଙ୍କ ସମେତ ୪୨୪ ଜଣ ଭିଭିଆଇପିଙ୍କୁ ସମସ୍ତ ପ୍ରକାରର ସୁରକ୍ଷା ବ୍ୟବସ୍ଥା ଯୋଗାଇ ଦିଆଯାଉଥିଲା। ହେଲେ ସରକାର ସୁରକ୍ଷା ବ୍ୟବସ୍ଥା ହ୍ରାସ କରିବାର ଦିନକ ପରେ ମୁସେୱାଲାଙ୍କୁ ୩୦ ରାଉଣ୍ଡ ଗୁଳି କରି ସର୍ବସମ୍ମୁଖରେ ହତ୍ୟା କରାଯାଇଥିଲା। ଏହାକୁ ନେଇ ବିବାଦ ଚାଲିଥିବା ବେଳେ ପଞ୍ଜାବ ସରକାର ଏବେ ୪୨୪ ଜଣ ଭିଭିଆଇପିଙ୍କୁ ପୁଣି ସୁରକ୍ଷା ଯୋଗାଇ ଦେବାକୁ ନିଷ୍ପତ୍ତି ନେଇଛନ୍ତି।

ସୁରକ୍ଷା ପ୍ରତ୍ୟାହାରକୁ ନେଇ ପୂର୍ବତନ ମନ୍ତ୍ରୀ ଓପି ସୋନୀଙ୍କ ଆବେଦନ ଉପରେ ଗୁରୁବାର ହାଇକୋର୍ଟରେ ଶୁଣାଣି ହୋଇଥିଲା । ଏହାର ଜବାବରେ ପଞ୍ଜାବ ସରକାର କହିଛନ୍ତି ଯେ ଜୁନ ୬ରେ ଅପରେସନ ବ୍ଲୁ ଷ୍ଟାରର ବର୍ଷପୂର୍ତ୍ତି। ଏଥିପାଇଁ ସୁରକ୍ଷାକର୍ମୀଙ୍କ ଆବଶ୍ୟକତା ରହିଛି। ତେଣୁ ଭିଭିଆଇପିମାନଙ୍କ ସୁରକ୍ଷା ବ୍ୟବସ୍ଥାକୁ ହ୍ରାସ କରାଯାଇଥିଲା। କିନ୍ତୁ ଜୁନ୍‌ ୭ରୁ ପୁଣିଥରେ ସବୁ ଭିଭିଆଇପିଙ୍କ ସୁରକ୍ଷା ବ୍ୟବସ୍ଥାକୁ ବୃଦ୍ଧି କରାଯିବ ବୋଲି ସରକାର କହିଛନ୍ତି।

ଉଲ୍ଲେଖଯୋଗ୍ୟ ଯେ, ନିକଟରେ ପଞ୍ଜାବର ଆପ ସରକାର ୪୨୪ ଜଣ ଭିଆଇପିଙ୍କ ସୁରକ୍ଷା ପ୍ରତ୍ୟାହାର କରି ନେଇଥିଲେ । ଏଥିରେ ଓପି ସୋନୀଙ୍କ ନାଁ ମଧ୍ୟ ସାମିଲ ଥିଲେ ।

Powered by Froala Editor

Tags vip

Related articles Odisha News Lens 4.1

  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15176
    Oct 20, 2026
  • ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି
    ଦେଶ-ଦେଶାନ୍ତର

    ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14547
    Oct 20, 2026
  •  ବିଜୟାଦଶମୀରେ  ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ
    ଦେଶ-ଦେଶାନ୍ତର

    ବିଜୟାଦଶମୀରେ ୨୨୧ ଫୁଟ ଉଚ୍ଚ ରାବଣ ପୁତ୍ତଳିକା ହେବ ଦହନ

    15197
    Oct 20, 2026
  •  ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ
    ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    14170
    Oct 18, 2026
  • ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ
    ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15698
    Oct 19, 2026
  • ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ
    ଦେଶ-ଦେଶାନ୍ତର

    ସରକାର ପରିବର୍ତ୍ତନ ଦ୍ୱାରା ପରିସ୍ଥିତି ବଦଳିଯାଏ ନାହିଁ: ମୋହନ ଭାଗବତ

    15414
    Oct 20, 2026
  • ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ
    ଦେଶ-ଦେଶାନ୍ତର

    ନୁଡଲ୍ସ ଖାଇ ୫ ଜଣଙ୍କ ମୃତ୍ୟୁ ଘଟଣା : ମୋବାଇଲ୍‌ ଅଡିଓ ରେକର୍ଡିଂକୁ ନେଇ ତଦନ୍ତ

    15338
    Oct 19, 2026
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ
    ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14144
    Oct 19, 2026
  • ଆଖି ଭ୍ରୁଲତାରେ ଦାନ୍ତ
    ଦେଶ-ଦେଶାନ୍ତର

    ଆଖି ଭ୍ରୁଲତାରେ ଦାନ୍ତ

    15018
    Oct 19, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିଜୟାଦଶମୀ ଶୁଭେଚ୍ଛା ଜଣାଇଲେ ମୋଦି

    14547
    Oct 20, 2026
  • ଦେଶ-ଦେଶାନ୍ତର

    ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14144
    Oct 19, 2026
  • ଦେଶ-ଦେଶାନ୍ତର

    ଟାଇଗର ଶ୍ରଫ୍ ଙ୍କୁ ଟାର୍ଗେଟ କରି ଗୁଳିମାଡ଼ : ୩ ସୁଟର ଗିରଫ

    15698
    Oct 19, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17198
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17892
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17840
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18265
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14594
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15395
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14737
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14833
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15834
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14628
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13993
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15112
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15821
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଫ୍ରାନ୍ସ ଦଙ୍ଗାକୁ ନେଇ ଗଭୀର ଅସନ୍ତୋଷ ପ୍ରକାଶ କଲେ ଟ୍ରମ୍ପ

    15176
    Oct 20, 2026
  • ନବରାତ୍ରୀରେ ପନିର ଟିକ୍କା ବିରିୟାନୀରୁ ଚିକେନ୍ ଖଣ୍ଡ

    14144
    Oct 19, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    14203
    Oct 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In