Odisha News Lens 3.2

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH Tuesday, June 06, 2023, Login
  • About
  • Contact

logo

Header Banner

Odisha News Lens 3.2

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭୟଙ୍କର ସଡ଼କ ଦୁର୍ଘଟଣା: ୫ ମୃତ

  • ରକ୍ତଚାପ ଦୂର କରେ ଲିଚୁ

  • ସକାଳୁ ଉଠି ଖାଲି ପେଟରେ ଖାଆନ୍ତୁ ଭୃଷଙ୍ଗ ...

  • ଚାଲିଗଲେ ମହାଭାରତର ‘ଶକୁନି ମାମା’

  • ଡ୍ୟୁଟିରେ ଯୋଗଦେଲେ ରେସଲର ବଜରଙ୍ଗ, ବିନେଶ, ...

  • ୩୨ ବର୍ଷ ପରେ ରାୟ : ମୁଖତାର ଅନସାରୀଙ୍କୁ ...

  • ନକ୍ସଲଙ୍କ ଆଇଇଡି ବିସ୍ଫୋରଣରେ ୩ ଯବାନ ଆହତ

  • ମୃତକଙ୍କ ପିଲାଙ୍କୁ ମାଗଣା ଶିକ୍ଷା ଯୋଗାଇ ...

  • ରେଳ ମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ରାହୁଲ

  • ଉତ୍କର୍ଷାଙ୍କୁ ମରାଠୀ ନୀତିରେ ବିବାହ କଲେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଦେଶରେ କରୋନାରେ ୪୧୮୭ ଜଣଙ୍କର ମୃତୁ୍ୟ

ଦେଶରେ କରୋନାରେ ୪୧୮୭ ଜଣଙ୍କର ମୃତୁ୍ୟ

2021-05-08 10:41:25
14712
Share:
Facebook
Twitter
E-Mail
WhatsApp
Telegram
ଦେଶରେ କରୋନାରେ ୪୧୮୭ ଜଣଙ୍କର ମୃତୁ୍ୟ

ନୂଆଦିଲ୍ଲୀ : ଦେଶରେ କରୋନାରେ ୪୧୮୭ ଜଣଙ୍କର ମୃତୁ୍ୟ ଘଟିଛି  । ଦୈନିକ କରୋନା ମୃତୁ୍ୟରେ ଏହା ଏକ ରେକଡର଼୍ ସୃଷ୍ଟି କରିଛି  । ଫଳରେ କରୋନା ଜନିତ ମୃତୁ୍ୟ ସଂଖ୍ୟା ୨ ଲକ୍ଷ ୩୮ ହଜାର ୨୭୦ରେ ପହଁଚିଛି  ।

ପ୍ରଥମ ଲହର ଅପେକ୍ଷା ଦ୍ୱିତୀୟ ଲହର ଅତ୍ୟନ୍ତ ସାଂଘାତିକ ହେବାରେ ଲାଗିଛି  । ଦ୍ୱିତୀୟ ଲହରରେ ବହୁ ଲୋକଙ୍କ ମୃତୁ୍ୟ ଘଟୁଛି  । ଆକ୍ରାନ୍ତମାନେ ହଠାତ ଗୁରୁତର ହୋଇପଡୁଥିବାରୁ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଖେଳିଯାଇଛି  । ତେବେ ଆଉ କିଛିଦିନ ଭିତରେ କରୋନା ସଂକ୍ରମଣ ପିକ୍ ସ୍ତରରେ ପହଁଚିବ  । ମାସ ଶେଷବେଳକୁ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧିରେଧିରେ ହ୍ରାସ ପାଇବ ବୋଲି ଆକଳନ କରାଯାଇଛି  ।

ସୂଚନାଯୋଗ୍ୟଯେ, ଗତ ସପ୍ତାହେ ମଧ୍ୟରେ ଦେଶର ୨୪ ରାଜ୍ୟରେ ସଂକ୍ରମଣ ହାର ୧୫% ରହିଛି  ।  ଗତ ଦୁଇ ସପ୍ତାହ ଧରି ସାରା ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି  । ଯାହାକି ଉଦବେଗଜନକ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି  ।

ମହାରାଷ୍ଟ୍ର, ଉତରପ୍ରଦେଶ, ଦିଲ୍ଲୀ, ରାଜସ୍ଥାନ, ଛତିଶଗଡ, ଗୁଜୁରାଟ, ମଧ୍ୟପ୍ରଦେଶ, ତେଲେଙ୍ଗାନା ଓ ଝାରଖଣ୍ଡରେ ଦୈନିକ ସଂକ୍ରମଣ ହାର ସମାନ୍ତରାଳ ସ୍ଥିତିରେ ରହିଛି  । ସେହିପରି ୧୨ ରାଜ୍ୟରେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ଉପରେ ରହିଥିବାବେଳେ ୭ ରାଜ୍ୟରେ ତାହା ୫୦ ହଜାରରୁ ୧ ଲକ୍ଷ ମଧ୍ୟରେ ରହିଛି  ।

Powered by Froala Editor

Tags Corona

Related articles Odisha News Lens 3.2

  • ଡ୍ୟୁଟିରେ ଯୋଗଦେଲେ ରେସଲର ବଜରଙ୍ଗ, ବିନେଶ, ସାକ୍ଷୀ
    ଦେଶ-ଦେଶାନ୍ତର

    ଡ୍ୟୁଟିରେ ଯୋଗଦେଲେ ରେସଲର ବଜରଙ୍ଗ, ବିନେଶ, ସାକ୍ଷୀ

    14386
    Jun 05, 2023
  • ଚାଲିଗଲେ ମହାଭାରତର ‘ଶକୁନି ମାମା’
    ମନୋରଞ୍ଜନ

    ଚାଲିଗଲେ ମହାଭାରତର ‘ଶକୁନି ମାମା’

    13856
    Jun 05, 2023
  • ରକ୍ତଚାପ ଦୂର କରେ ଲିଚୁ
    ବିଶେଷ

    ରକ୍ତଚାପ ଦୂର କରେ ଲିଚୁ

    14030
    Jun 06, 2023
  • ଉତ୍କର୍ଷାଙ୍କୁ ମରାଠୀ ନୀତିରେ ବିବାହ କଲେ ଋତୁରାଜ
    ଖେଳ ଖବର

    ଉତ୍କର୍ଷାଙ୍କୁ ମରାଠୀ ନୀତିରେ ବିବାହ କଲେ ଋତୁରାଜ

    13707
    Jun 05, 2023
  • ନକ୍ସଲଙ୍କ ଆଇଇଡି ବିସ୍ଫୋରଣରେ ୩ ଯବାନ ଆହତ
    ଦେଶ-ଦେଶାନ୍ତର

    ନକ୍ସଲଙ୍କ ଆଇଇଡି ବିସ୍ଫୋରଣରେ ୩ ଯବାନ ଆହତ

    14867
    Jun 05, 2023
  • ସକାଳୁ ଉଠି ଖାଲି ପେଟରେ ଖାଆନ୍ତୁ ଭୃଷଙ୍ଗ ପତ୍ର, ମିଳିବ ଆଶ୍ଚର୍ଯ୍ୟଜନକ ଉପକାର
    ବିଶେଷ

    ସକାଳୁ ଉଠି ଖାଲି ପେଟରେ ଖାଆନ୍ତୁ ଭୃଷଙ୍ଗ ପତ୍ର, ମିଳିବ ଆଶ୍ଚର୍ଯ୍ୟଜନକ ଉପକାର

    15391
    Jun 06, 2023
  • ମୃତକଙ୍କ ପିଲାଙ୍କୁ ମାଗଣା ଶିକ୍ଷା ଯୋଗାଇ ଦେବାକୁ ସେହ୍ୱାଗଙ୍କ ଘୋଷଣା
    ଦେଶ-ଦେଶାନ୍ତର

    ମୃତକଙ୍କ ପିଲାଙ୍କୁ ମାଗଣା ଶିକ୍ଷା ଯୋଗାଇ ଦେବାକୁ ସେହ୍ୱାଗଙ୍କ ଘୋଷଣା

    13978
    Jun 05, 2023
  • ରେଳ ମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ରାହୁଲ
    ଦେଶ-ଦେଶାନ୍ତର

    ରେଳ ମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ରାହୁଲ

    13887
    Jun 05, 2023
  • ୩୨ ବର୍ଷ ପରେ ରାୟ : ମୁଖତାର ଅନସାରୀଙ୍କୁ ଆଜୀବନ ଜେଲ
    ଦେଶ-ଦେଶାନ୍ତର

    ୩୨ ବର୍ଷ ପରେ ରାୟ : ମୁଖତାର ଅନସାରୀଙ୍କୁ ଆଜୀବନ ଜେଲ

    14168
    Jun 05, 2023

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଚାଲିଗଲେ ମହାଭାରତର ‘ଶକୁନି ମାମା’

    13856
    Jun 05, 2023
  • ବିଶେଷ

    ସକାଳୁ ଉଠି ଖାଲି ପେଟରେ ଖାଆନ୍ତୁ ଭୃଷଙ୍ଗ ପତ୍ର, ମିଳିବ ଆଶ୍ଚର୍ଯ୍ୟଜନକ ଉପକାର

    15391
    Jun 06, 2023
  • ବିଶେଷ

    ରକ୍ତଚାପ ଦୂର କରେ ଲିଚୁ

    14030
    Jun 06, 2023

ସଂସ୍କୃତି

୮୫ ତମ ଉତ୍କଳ ଦିବସ

ଭୁବନେଶ୍ୱର: ଆଜି ୮୫ ତମ ଉତ୍କଳ ଦିବସ । ଆଜିର ଦିନ ଅର୍ଥାତ ୧୯୩୬ ମସିହା ଏପ୍ରିଲ ୧ରେ ଓଡ଼ିଶା ପାଇଥିଲା ସ୍ୱତନ୍ତ୍ର ଭାଷା ଭିତ୍ତିକ ରାଜ୍ୟର ମାନ୍ୟତା । ଓଡ଼ିଶା ମାଟି ମା’କୁ ସ୍ୱତନ୍ତ୍ର ରାଜ୍ୟ ଗଠନ କରିବାରେ ଭୂମିକା ନେଇଥିଲେ ୧୯୦୨ରେ ଗଠନ ହୋଇଥିବା ଉତ୍କଳ ସମ୍ମିଳନୀ । ସେତେବେଳେ ମାତ୍ର ୬ଟି ଜିଲ୍ଲା କଟକ, ବାଲେଶ୍ୱର, ...

ବିଶେଷ

  • ରକ୍ତଚାପ ଦୂର କରେ ଲିଚୁ

    14030
    Jun 06, 2023
  • ସକାଳୁ ଉଠି ଖାଲି ପେଟରେ ଖାଆନ୍ତୁ ଭୃଷଙ୍ଗ ପତ୍ର, ମିଳିବ ଆଶ୍ଚର୍ଯ୍ୟଜନକ ଉପକାର

    15391
    Jun 06, 2023
  • ମହିଳାଙ୍କ ଉଚ୍ଚତା କମ୍‌ ଥିଲେ ବି ଦେଖାଯିବେ ଆକର୍ଷଣୀୟ

    14779
    Jun 04, 2023
  • ରୋଷେଇ କରିବା ସମୟରେ କେତୋଟି ଜରୁରୀ କଥା

    13757
    Jun 04, 2023
  • ବିଉଟି ପ୍ରଡକ୍ଟ ବ୍ୟବହାର କରି ଧଳା କେଶକୁ କରନ୍ତୁ କଳା

    15872
    Jun 03, 2023

ବାଣିଜ୍ୟ

ସମ୍ପତ୍ତିରେ ମାର୍କ ଜୁକରବର୍ଗଙ୍କୁ ଟପିଗଲେ ଅମ୍ବାନୀ, ୨୩ ସ୍ଥାନକୁ ଖସିଲେ ଆଦାନି

ପୁଣି ଥରେ ରିଲାଏନ୍ସର ଅଧ୍ୟକ୍ଷ ମୁକେଶ ଅମ୍ବାନି ଫେସବୁକ୍ ସିଇଓ ମାର୍କ ଜୁକରବର୍ଗଙ୍କୁ ପଛରେ ପକାଇଛନ୍ତି। ‘ବ୍ଲୁମବର୍ଗ ବିଲେନିୟର ଇଣ୍ଡେକ୍ସ’ରେ ଅମ୍ବାନୀ ୧୩ଶ ସ୍ଥାନରୁ ୧୨ଶ ସ୍ଥାନରେ ପହଞ୍ଚିଛନ୍ତି। ଏବେ ମୁକେଶ ଅମ୍ବାନିଙ୍କ ମୋଟ ସମ୍ପତ୍ତିର ପରିମାଣ ୮୫୮୦ କୋଟି ଡଲାର। ଜୁକରବର୍ଗଙ୍କ ମୋଟ ସମ୍ପତ୍ତି ୮୫ ...

  • ପ୍ରଚଳନ ହେବ ପ୍ରଥମ ଡିଜିଟାଲ କରେନ୍ସି, ୯ ବ୍ୟାଙ୍କରୁ ଆରମ୍ଭ ପାଇଲଟ ପ୍ରୋଜେକ୍ଟ

    18394
    Nov 01, 2022
  • ପୁରୀ ରଥଯାତ୍ରାରେ ଭକ୍ତଙ୍କ ଭାବନାକୁ ସତେଜ କରିଛି ଆଶୀର୍ବାଦ ସଲ୍ଟ ‘ଚୁଟକି ଭରା ଆଶୀର୍ବାଦ’ ଅଭିଯାନ

    19560
    Jul 27, 2022
  • ୧୬ ମାସରେ ସର୍ବନିମ୍ନ ଖସିଲା ସୁନା ଦାମ୍‌...

    19852
    Jul 22, 2022
  • ବିଶ୍ୱସ୍ତରୀୟ ଖାଦ୍ୟ ଶୃଙ୍ଖଳା “ପ୍ରେଟ୍ ଏ ମେଞ୍ଜେଏର’ ସହ ହାତ ମିଳାଇଲା ରିଲାଏନ୍ସ ବ୍ରାଣ୍ଡ୍‌ସ ଲିମିଟେଡ୍‌

    19971
    Jul 01, 2022

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରେଳ ମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ ରାହୁଲ

    13887
    Jun 05, 2023
  • ଚାଲିଗଲେ ମହାଭାରତର ‘ଶକୁନି ମାମା’

    13856
    Jun 05, 2023
  • ଭୟଙ୍କର ସଡ଼କ ଦୁର୍ଘଟଣା: ୫ ମୃତ

    15279
    Jun 06, 2023

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 3.2. All rights reserved. in association with Konect.In