Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ...

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ...

  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ...

  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ...

  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ...

  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ...

  • ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

  • ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ ...

  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ...

ରାଜ୍ୟ
Home ›› ରାଜ୍ୟ ››ନବୀନଙ୍କ ଭରସା ମୋ ପାଇଁ ବଡ:ଟୁକୁନି ସାହୁ

ନବୀନଙ୍କ ଭରସା ମୋ ପାଇଁ ବଡ:ଟୁକୁନି ସାହୁ

2022-06-05 04:50:18
15003
Share:
Facebook
Twitter
E-Mail
WhatsApp
Telegram
ନବୀନଙ୍କ ଭରସା ମୋ ପାଇଁ ବଡ:ଟୁକୁନି ସାହୁ

ଭୁବନେଶ୍ୱର: ୨୦୨୪ ପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଏନେଇ ନୂଆ ଟିମ ଗଢିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସରକାରର ପଞ୍ଚମ ପାଳିରେ ମାଷ୍ଟରଷ୍ଟୋକ ଖେଳି ମନ୍ତ୍ରୀ ବଦଳାଇଛନ୍ତି ନବୀନ ।  ଆଉ କେଇ ଘଣ୍ଟା ପରେ ଶପଥନେବେ ନବୀନଙ୍କ ନୂଆ ଟିମର ମନ୍ତ୍ରୀ । ଶପଥ ଗ୍ରହଣ ପୂର୍ବରୁ ବାବା ଗଣପତିଙ୍କୁ ଆରାଧନା କଲେ ଟିଟଲାଗଡର ବିଧାୟିକା ଟୁକୁନି ସାହୁ । ତେବେ ନବୀନଙ୍କ ଟିମରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଭାବେ ଭଲ ପ୍ରଦର୍ଶନ ବିଶ୍ୱାସ ଜିଣିଥିବାରୁ ତାଙ୍କୁ ପୁଣି ରିପିଟ୍ କରାଯାଇଛି । କ୍ୟାବିନେଟ୍ ମନ୍ତ୍ରୀ ତାଲିକାରେ ତାଙ୍କ ନାମ ରହିଛି ।
ତେବେ ଆଜି ମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ପ୍ରତିକ୍ରିୟା ରଖିଛନ୍ତି ଟୁକୁନି ସାହୁ । କହିଛନ୍ତି ମାନ୍ୟବର ମୁଖ୍ୟମନ୍ତ୍ରୀ ପୁଣି ଥରେ ବିଶ୍ୱାସ କରିଥିବାରୁ କୃତଜ୍ଞତା ଜଣାଉଛି । ମହିଳାମାନଙ୍କୁ ନେଇ ତାଙ୍କର ଭିଜନକୁ ସଫଳ କରିବାକୁ ଚେଷ୍ଟା କରିବୁ । ବିଜୁ ଜନତା ଦଳ ଗୋଟେ ଶୃଙ୍ଖଳିତ ଦଳ । ପ୍ରତ୍ୟେକ କର୍ମୀ ଲୋକଙ୍କ ସେବାରେ ଲାଗିଛନ୍ତି । ନବୀନ ପଟ୍ଟନାୟକ ଯାହା ଦାୟିତ୍ୱ ମତେ ଦେବେ ମୁଁ ତୁଲାଇବି । କ୍ୟାବିନେଟ୍ ପାହ୍ୟା ମୋ ପାଇଁ ବଡ ଜିନିଷ ନୁହେଁ ମୁଖ୍ୟମନ୍ତ୍ରୀଙ୍କ ଆଶିର୍ବାଦ ମୋ ପାଇଁ ବଡ, ତାଙ୍କ ଭରସା ମୋ ପାଇଁ ବଡ ।

Powered by Froala Editor

Tags Tukuni sahoo

Related articles Odisha News Lens 4.1

  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13848
    Oct 17, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା
    ବିଶେଷ

    ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14090
    Oct 18, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ
    ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14153
    Oct 17, 2026
  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14762
    Oct 17, 2026
  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ
    ମନୋରଞ୍ଜନ

    ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15435
    Oct 17, 2026
  • ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ  ଲାଲକୃଷ୍ଣ ଆଡଭାନୀ
    ଦେଶ-ଦେଶାନ୍ତର

    ଛାତିରେ ସଂକ୍ରମଣ ଯୋଗୁଁ ହସ୍ପିଟାଲରେ ଲାଲକୃଷ୍ଣ ଆଡଭାନୀ

    14098
    Oct 17, 2026
  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର
    ଦେଶ-ଦେଶାନ୍ତର

    ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13671
    Oct 17, 2026
  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ
    ଦେଶ-ଦେଶାନ୍ତର

    ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ

    14066
    Oct 17, 2026
  • ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ନୁଡୁଲ୍ସ ଖାଇ ପରିବାରର ୫ ଜଣଙ୍କ ମୃତ୍ୟୁ

    14032
    Oct 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13848
    Oct 17, 2026
  • ବିଶେଷ

    ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14090
    Oct 18, 2026
  • ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14153
    Oct 17, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17191
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17886
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17833
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18255
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14090
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15135
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14668
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14771
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15773
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14614
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13986
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15105
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15813
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14090
    Oct 18, 2026
  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14762
    Oct 17, 2026
  • ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଦୁର୍ଘଟଣା, ୮ ମୃତ

    14066
    Oct 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In