Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ...

  • ୭୮ଟି ସାହସିକତା ପୁରସ୍କାରକୁ ...

  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ...

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ...

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

  • ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ...

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ...

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ...

  • ଆମେରିକୀୟ ସେନା ହେଲିକପ୍ଟର ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ନୁପୁର ଶର୍ମାଙ୍କୁ ରାଷ୍ଟ୍ରୀୟ ମୁଖପାତ୍ର ପଦରୁ ନିଲମ୍ବିତ କଲା ବିଜେପି

ନୁପୁର ଶର୍ମାଙ୍କୁ ରାଷ୍ଟ୍ରୀୟ ମୁଖପାତ୍ର ପଦରୁ ନିଲମ୍ବିତ କଲା ବିଜେପି

2022-06-05 18:53:22
16148
Share:
Facebook
Twitter
E-Mail
WhatsApp
Telegram
ନୁପୁର ଶର୍ମାଙ୍କୁ ରାଷ୍ଟ୍ରୀୟ ମୁଖପାତ୍ର ପଦରୁ ନିଲମ୍ବିତ କଲା ବିଜେପି

ବିବାଦୀୟ ମନ୍ତବ୍ୟ ଦେଇଥିବାରୁ ବିଜେପି ନେତ୍ରୀ ତଥା ଜାତୀୟ ମୁଖପାତ୍ର ନୁପୁର ଶର୍ମା ଏବଂ ନବୀନ ଜିନ୍ଦଲଙ୍କ ବିରୋଧରେ ଦଳ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଉଭୟଙ୍କୁ ଦଳର ପ୍ରାଥମିକ ସଦସ୍ୟତାରୁ ନିଲମ୍ବିତ କରାଯାଇଛି। ନିଲମ୍ବିତ ନୁପୁର ଶର୍ମାଙ୍କ ଉଦ୍ଦେଶ୍ୟରେ ଦଳର କେନ୍ଦ୍ରୟୀ ଶୃଙ୍ଖଳା କମିଟି ପକ୍ଷରୁ ଏକ ଚିଠି ଲେଖାଯାଇଛି। ସେଥିରେ ଉଲ୍ଲେଖ ଅଛି ଯେ, ବିଭିନ୍ନ ପ୍ରସଙ୍ଗରେ ଦଳୀୟ ଆଭିମୁଖ୍ୟକୁ ବିରୋଧାଚରଣ କରୁଥିବା ଅନେକ ମନ୍ତବ୍ୟ ନୁପୁର ଶର୍ମା ଦେଇଛନ୍ତି। ଏହାର ତଦନ୍ତ ଜାରି ରହିଛି। ତେବେ ପ୍ରାଥମିକ କାର୍ଯ୍ୟାନୁଷ୍ଠାନ ସୂରୁପ ଆପଣଙ୍କୁ ଦଳରୁ ନିଲମ୍ବିତ କରାଯାଉଛି।

ଦଳର ଜାତୀୟ ସାଧାରଣ ସମ୍ପାଦକ ତଥା ମୁଖ୍ୟାଳୟର ଦାୟିତ୍ୱରେ ଥିବା ଅରୁଣ ସିଂ କହିଛନ୍ତି ଯେ କୌଣସି ଧର୍ମର ଉପାସକଙ୍କ ଅପମାନ ବିଜେପି ସ୍ୱୀକାର କରେ ନାହିଁ। କୌଣସି ଧର୍ମ କିମ୍ବା ସମ୍ପ୍ରଦାୟର ଭାବନାକୁ ଆଘାତ କରୁଥିବା ବୟାନକୁ ବିଜେପି ସମର୍ଥନ କରେ ନାହିଁ । କୌଣସି ଧର୍ମର କୌଣସି ଧାର୍ମିକ ବ୍ୟକ୍ତିଙ୍କ ଅପମାନକୁ ବିଜେପି ଦୃଢ ନିନ୍ଦା କରୁଛି।

ସୂଚନା ଅନୁଯାୟୀ ଏକ ଟିଭି ଡିବେଟରେ ନୁପୁର ପ୍ରଫେଟ ମହମ୍ମଦଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ। ଯାହାକୁ ନେଇ ଶୁକ୍ରବାର କାନପୁରରେ ସାମ୍ପ୍ରଦାୟିକ ଗଣ୍ଡଗୋଳର ସୂତ୍ରପାତ ଘଟିଥିଲା। ନୁପୁର ଶର୍ମାଙ୍କ ବୟାନକୁ ବିରୋଧ କରି କାନପୁରର ଏକ ମୁସଲମାନ ସଙ୍ଗଠନ ବନ୍ଦ ଡାକରା ଦେବା ସହ ଦୁଇ ଗୋଷ୍ଠୀ ମଧ୍ୟରେ ଢେଲାପଥର ମାଡ଼ ହୋଇ ଥିଲା । ଫଳରେ ଉଭୟ ଗୋଷ୍ଠୀ ମଧ୍ୟରେ ଖଣ୍ଡପ୍ରଳୟ ଘଟି ୪୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଜ୍ଞାନବାପୀ ମସଜଦିକୁ ନେଇ ନୁପୁର ଏକ ଟେଲିଭଜନ ଡିବେଟରେ ବିବାଦୀୟ ମନ୍ତବ୍ୟ ଦେଇଥିଲେ। ଯାହାକୁ ନେଇ ନୁପୁରଙ୍କ ବିରୋଧରେ ଅସନ୍ତୋଷ ତେଜିବା ସହ ହାଇଦ୍ରାବଦ, ପୁଣେ ଏବଂ ମୁମ୍ବାଇରେ ତାଙ୍କ ନାମରେ ମାମଲା ରୁଜୁ କରାଯାଥିଲା।

Powered by Froala Editor

Tags nupur

Related articles Odisha News Lens 4.1

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15375
    Aug 14, 2026
  •  ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...

    14325
    Aug 14, 2026
  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ
    ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13927
    Aug 13, 2026
  •  ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌
    ଦେଶ-ଦେଶାନ୍ତର

    ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    13789
    Aug 15, 2026
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା
    ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    14073
    Aug 13, 2026
  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ
    ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14145
    Aug 15, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15768
    Aug 13, 2026
  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ
    ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13590
    Aug 14, 2026
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...
    ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...

    15205
    Aug 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15768
    Aug 13, 2026
  • ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    14073
    Aug 13, 2026
  • ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର

    14325
    Aug 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17030
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17645
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17695
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18096
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14561
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14535
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14373
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15952
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16366
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14072
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14360
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15264
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14635
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15768
    Aug 13, 2026
  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15375
    Aug 14, 2026
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ

    15205
    Aug 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In