Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, April 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ...

  • ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ...

  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ...

  • ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ...

  • ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ

  • ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ...

  • ଅସ୍ଥି ମଜଭୁତ କରେ ଖଜୁରି

  • ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ ...

  • ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ...

  • ଷଷ୍ଠ ଥର ପାଇଁ ରାଜ୍ୟସଭା ଉପାଧ୍ୟକ୍ଷ ...

ରାଜ୍ୟ
Home ›› ରାଜ୍ୟ ››ଆଜି ଲୋକାର୍ପଣ ହେବ ୪୯୦ ସ୍କୁଲ

ଆଜି ଲୋକାର୍ପଣ ହେବ ୪୯୦ ସ୍କୁଲ

2022-06-06 06:02:43
14587
Share:
Facebook
Twitter
E-Mail
WhatsApp
Telegram
ଆଜି ଲୋକାର୍ପଣ ହେବ ୪୯୦ ସ୍କୁଲ

ଭୁବନେଶ୍ବର: ପ୍ରତି ପିଲା ଭିତରେ ରହିଛି ବିପୁଳ ପ୍ରତିଭା ଓ ସମ୍ଭାବନା । ଆଉ ସେହି ପ୍ରତିଭା ଓ ସମ୍ଭାବନାକୁ ସଫଳ କରିବାକୁ ଆଗେଇ ଆସିଛନ୍ତି ରାଜ୍ୟ ସରକାର । ବଦଳୁଛି ପିଲାଙ୍କ ଶିକ୍ଷା ମନ୍ଦିର । ନୂଆ ରୂପରେ ନୂଆ ରଙ୍ଗରେ ଚମକୁଛି ସେମାନଙ୍କ ବିଦ୍ୟାପୀଠ । ପ୍ରଥମ ପର୍ୟ୍ୟାୟ ରୂପାନ୍ତରଣ ପରେ ଜାରି ରହିଛି ଦ୍ବିତୀୟ ପର୍ୟ୍ୟାୟ ରୂପାନ୍ତରଣ କାର୍ୟ୍ୟକ୍ରମ । ଆଜି  ୫ଟି ଜିଲ୍ଲାରେ ୪୯୦ଟି ହାଇସ୍କୁଲ ରୂପାନ୍ତରିତ ହେବ । ଭିସି ଜରିଆରେ ଲୋକାର୍ପିତ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

 ଆଜି ଲୋକାର୍ପିତ ହେବାକୁ ଥିବା ସ୍କୁଲଗୁଡିକ ହେଲା କେନ୍ଦ୍ରାପଡା ଜିଲ୍ଲାର ୯୫ଟି ହାଇସ୍କୁଲ, କଟକ ୧୩୫ ସ୍କୁଲ, କଳାହାଣ୍ଡିର ୧୦୦ ସ୍କୁଲ, ଝାଟସୁଗୁଡାର ୭୦ ସ୍କୁଲ ଓ ବରଗଡର ୯୦ଟି ସ୍କୁଲ ରହିଛି ।ପ୍ରକାଶ ଥାଉ କି, ଏହା ପୂର୍ବରୁ ଜୁନ ୩ ତାରିଖରେ ୫ ଜିଲ୍ଲାର ୫୩୧ଟି ସ୍ମାର୍ଟସ୍କୁଲକୁ ଲୋକାର୍ପିତ କରିଥିଲେ ମୁଖ୍ୟମନ୍ତ୍ରୀ । ଢେଙ୍କାନାଳ, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର ଓ ଅନୁଗୋଳ ଜିଲ୍ଲାରେ ୫୩୧ଟି ବିଦ୍ୟାଳୟ ରୂପାନ୍ତରିତ ହୋଇଥିଲା ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର
    ଦେଶ-ଦେଶାନ୍ତର

    ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର

    14869
    Apr 18, 2026
  • ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ
    ମନୋରଞ୍ଜନ

    ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ

    15462
    Apr 18, 2026
  • ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ କ୍ଷମା କରିବେ ନାହିଁ: ମୋଦୀ
    ଦେଶ-ଦେଶାନ୍ତର

    ମହିଳା ସଂରକ୍ଷଣକୁ ବିରୋଧ କଲେ ମହିଳା ମାନେ କ୍ଷମା କରିବେ ନାହିଁ: ମୋଦୀ

    13855
    Apr 16, 2026
  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର
    ଦେଶ-ଦେଶାନ୍ତର

    ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର

    14053
    Apr 18, 2026
  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ
    ଦେଶ-ଦେଶାନ୍ତର

    ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ

    15375
    Apr 18, 2026
  • ଷଷ୍ଠ ଥର ପାଇଁ ରାଜ୍ୟସଭା ଉପାଧ୍ୟକ୍ଷ ମଣ୍ଡଳୀ ସଦସ୍ୟ ଭାବେ ମନୋନୀତ ହେଲେ ଡ. ସସ୍ମିତ ...
    ଦେଶ-ଦେଶାନ୍ତର

    ଷଷ୍ଠ ଥର ପାଇଁ ରାଜ୍ୟସଭା ଉପାଧ୍ୟକ୍ଷ ମଣ୍ଡଳୀ ସଦସ୍ୟ ଭାବେ ମନୋନୀତ ହେଲେ ଡ. ସସ୍ମିତ ...

    15242
    Apr 16, 2026
  •  ଅସ୍ଥି ମଜଭୁତ କରେ ଖଜୁରି
    ବିଶେଷ

    ଅସ୍ଥି ମଜଭୁତ କରେ ଖଜୁରି

    15664
    Apr 16, 2026
  • ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ପ୍ରଣାଳୀ
    ଦେଶ-ଦେଶାନ୍ତର

    ଇରାନରୁ ଖୁସି ଖବର, ଖୋଲିଲା ହର୍ମୁଜ୍ ପ୍ରଣାଳୀ

    15334
    Apr 18, 2026
  • ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ଗୁରୁତ୍ୱପୂର୍ଣ୍ଣ ବିଲ
    ଦେଶ-ଦେଶାନ୍ତର

    ସଂସଦର ସ୍ୱତନ୍ତ୍ର ଅଧିବେଶନ: ଆଗତ ହେଲା ୩ ଗୁରୁତ୍ୱପୂର୍ଣ୍ଣ ବିଲ

    14981
    Apr 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଅସ୍ଥି ମଜଭୁତ କରେ ଖଜୁରି

    15664
    Apr 16, 2026
  • ମନୋରଞ୍ଜନ

    ‘ବୋଉ ବୁଟୁ ଭୂତ’ ଓ ‘ଅନନ୍ତା’ ଚଳଚ୍ଚିତ୍ରକୁ ଇନ୍‌କା ଆୱାର୍ଡ

    15391
    Apr 18, 2026
  • ଦେଶ-ଦେଶାନ୍ତର

    ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର

    14869
    Apr 18, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17422
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17476
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17833
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16304
    Apr 03, 2021

ବିଶେଷ

  • ଅସ୍ଥି ମଜଭୁତ କରେ ଖଜୁରି

    15664
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15755
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16115
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14733
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15709
    Apr 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15339
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15070
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15571
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13868
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଷଷ୍ଠ ଥର ପାଇଁ ରାଜ୍ୟସଭା ଉପାଧ୍ୟକ୍ଷ ମଣ୍ଡଳୀ ସଦସ୍ୟ ଭାବେ ମନୋନୀତ ହେଲେ ଡ. ସସ୍ମିତ ପାତ୍ର

    15242
    Apr 16, 2026
  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର

    14053
    Apr 18, 2026
  • ପିଲାଦିନର ସାଥୀଙ୍କୁ ଜୀବନସାଥୀ କଲେ ଜୁବିନ

    15462
    Apr 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In