ଥୋମାସ କପ ବିଜୟୀ ଭାରତୀୟ ଦଳକୁ ସମ୍ବର୍ଦ୍ଧିତ କରିବ ଓଡ଼ିଶା

ଭୁବନେଶ୍ୱର - 14 ଥର ଥୋମାସ କପ ବିଜେତା ଇଣ୍ଡୋନେସିଆକୁ ପରାସ୍ତ କରି ଟାଇଟଲ ହାସଲ କରିଥିବା ଭାରତୀୟ ପୁରୁଷ ବ୍ୟାଡମିନଟନ ଦଳକୁ ଓଡ଼ିଶା ସମ୍ବର୍ଦ୍ଧିତ କରିବାକୁ ଯାଉଛି I ଏଥିଲାଗି କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ଲୋକସେବା ଭବନ ଠାରେ ଏକ ଭବ୍ୟ ସମ୍ବର୍ଦ୍ଧନା ଉତ୍ସବ ଆୟୋଜିତ ହେଉଛି I ଆସନ୍ତା କାଲି ଅର୍ଥାତ ଜୁନ 8 ତାରିଖରେ ମୁଖମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ନିଜେ ଉପସ୍ଥିତ ରହି ପ୍ରତ୍ୟେକ ଖେଳାଳିଙ୍କୁ ସମ୍ବର୍ଦ୍ଧିତ କରିବେ I ଏହି ଉତ୍ସବରେ ପୂର୍ବତନ ବ୍ୟାଡମିଟନ ଖେଳାଳି ତଥା ପୁଲେଲା ଗୋପିଚାନ୍ଦଙ୍କ ସମେତ ଭାରତୀୟ ବ୍ୟାଡ଼ମିଣ୍ଟନ ଦଳକୁ ସମ୍ବର୍ଦ୍ଧିତ କରାଯିବାର କାର୍ଯ୍ୟକ୍ରମ ରହିଛି I
Powered by Froala Editor
Related articles Odisha News Lens 3.2
-
ପ୍ରଧାନମନ୍ତ୍ରୀଙ୍କ ଗସ୍ତ ବେଳେ ଉଡିଲା କଳା ବେଲୁନ, ୪ କଂଗ୍ରେସ କର୍ମୀ ଗିରଫ
14616Jul 05, 2022 -
ଭାତରୁ ପ୍ରସ୍ତୁତ କରନ୍ତୁ ଟେଷ୍ଟି କଚୋଡ଼ି
14253Jul 04, 2022 -
ସିଗାରେଟ୍ ଟାଣୁଛନ୍ତି ‘କାଳୀ’, ଫିଲ୍ମ ନିର୍ମାତାଙ୍କୁ ଗିରଫ ଦାବି
13473Jul 05, 2022 -
ଭାରସାମ୍ୟ ହରାଇ ଖାତରେ ଖସିପଡ଼ିଲା ବସ୍, ୨୦ ମୃତ
14156Jul 05, 2022 -
ଆଲପାଇନ୍ ଗ୍ଲାସିୟର ଭାଙ୍ଗି ୫ ଜଣଙ୍କ ମୃତ୍ୟୁ
14885Jul 05, 2022 -
ଲାଗିଲା କଟକଣା, ମନଇଚ୍ଛା ସର୍ଭିସ ଚାର୍ଜ ନେଇପାରିବେନି ରେଷ୍ଟୁରାଣ୍ଟ
14372Jul 05, 2022 -
କର୍ଣ୍ଣାଟକର ସିନି ଶେଟ୍ଟି ଫେମିନା ମିସ୍ ଇଣ୍ଡିଆ ୱାର୍ଲ୍ଡ ୨୦୨୨ ଟାଇଟଲର ବିଜେତା
13578Jul 04, 2022 -
ଆପଣଙ୍କ ଶିଶୁ ଖାଉଛିକି ମାଟି ? ଆପଣାନ୍ତୁ ଏହି ଟ୍ରିକ୍ସ
15150Jul 04, 2022 -
ଲାଲୁ ଯାଦବ ଆଇସିୟୁରେ
15113Jul 04, 2022
ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |
ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |
-
ଆଲପାଇନ୍ ଗ୍ଲାସିୟର ଭାଙ୍ଗି ୫ ଜଣଙ୍କ ମୃତ୍ୟୁ
14885Jul 05, 2022 -
ଲାଲୁ ଯାଦବ ଆଇସିୟୁରେ
15113Jul 04, 2022 -
ଆପଣଙ୍କ ଶିଶୁ ଖାଉଛିକି ମାଟି ? ଆପଣାନ୍ତୁ ଏହି ଟ୍ରିକ୍ସ
15150Jul 04, 2022
About Us
- Bhubaneswar, Odisha, India
- 0 00000 000 00
- odishanewslens@gmail.com