Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, July 12, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ...

  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ ...

  • ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ...

  • ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ...

  • 'INS ମହେନ୍ଦ୍ରଗିରି' ଭାରତୀୟ ନୌସେନାରେ ...

  • ବାପା ବିଜୟ ଶର୍ମାଙ୍କୁ ମଧ୍ୟ ...

  • ୩୦ ଟଙ୍କା ଚୋରିର ଲାଞ୍ଛନା ସହି ପାରିଲେନି, ...

  • ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ...

  • ଜାତୀୟ ସଙ୍ଗୀତ ଫିଲ୍ମର ଅଂଶ, ତେବେ ଠିଆ ...

  • ଜେଲ୍‌ ଯିବେ ରାଜପାଲ ଯାଦବ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପବ୍‌ଜୀ ଖେଳିବାକୁ ବାରଣ କରିବାରୁ ମା’କୁ ଗୁଳି କରି ହତ୍ୟା କଲା ପୁଅ

ପବ୍‌ଜୀ ଖେଳିବାକୁ ବାରଣ କରିବାରୁ ମା’କୁ ଗୁଳି କରି ହତ୍ୟା କଲା ପୁଅ

2022-06-08 07:37:53
14578
Share:
Facebook
Twitter
E-Mail
WhatsApp
Telegram
ପବ୍‌ଜୀ ଖେଳିବାକୁ ବାରଣ କରିବାରୁ ମା’କୁ ଗୁଳି କରି ହତ୍ୟା କଲା ପୁଅ

ଲକ୍ଷ୍ନୌ: ପବ୍‌ଜୀ ଖେଳିବାକୁ ବାରଣ କରିବାରୁ ମା’କୁ ଗୁଳି କରି ହତ୍ୟା କରିଛି ପୁଅ । ଏଭଳି ଏକ ହୃଦୟ ବିଦାରକ ଘଟଣା ଘଟିଛି ଉତ୍ତରପ୍ରଦେଶର ଲକ୍ଷ୍ନୌରେ । ପୁଲିସ୍ ନାବାଳକୁ ଗିରଫ କରି ଜୁଭେନାଇଲ୍ କୋର୍ଟରେ ହାଜର କରାଇଛି । ଏଥିସହିତ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ଏନେଇ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି ।

ପୁଲିସ୍ କହିବା ଅନୁଯାୟୀ, ଏହି ନାବାଳକ ଜଣଙ୍କ ୪୦ ବର୍ଷୀୟ ମା’ ସାଧନା ଓ ୯ ବର୍ଷର ସାନ ଭଉଣୀ ସହ ଲକ୍ଷ୍ନୌର ପିଆଜି ଅଞ୍ଚଳରେ ଥିବା ଆଲଡିକୋ କଲୋନୀରେ ରୁହନ୍ତି । ବାପା ଜଣେ ସେନା କର୍ମଚାରୀ ଓ ସେ କୋଲକାତାରେ ପୋଷ୍ଟିଂ ପାଇଛନ୍ତି । ନାବାଳକ ଜଣଙ୍କ ସବୁବେଳେ ପବ୍‌ଜୀ ଖେଳୁଥିଲେ । ଏହା ତାଙ୍କର ଏକ ପ୍ରକାଶ ନିଶାରେ ପରିଣତ ହୋଇଯାଇଥିଲା । ପରିବାର ଲୋକେ ଯେତେ କହିଲେ ବି ସେ ଶୁଣୁ ନଥିଲେ ।

ନାବାଳକ ଜଣଙ୍କ ସବୁଦିନ ଭଳି ରବିବାର ସନ୍ଧ୍ୟାରେ ମଧ୍ୟ ମୋବାଇଲରେ ଗେମ୍‌ ଖେଳିବା ଆରମ୍ଭ କରିଥିଲେ । କିନ୍ତୁ ସବୁବେଳେ ସେ ଗେମ ଖେଳୁଥିବାରୁ ସେଦିନ ମା’ ସାଧନା ତା’କୁ ଆକଟ କରିଥିଲେ । ଏହାକୁ ନେଇ ଉଭୟଙ୍କ ମଧ୍ୟରେ ପାଟିତୁଣ୍ଡ ହୋଇଥିଲା । ଏଥିରେ ଉତ୍‌କ୍ଷିପ୍ତ ହୋଇ ନାବାଳକ ଜଣଙ୍କ ତୁରନ୍ତ ଘରେ ଥିବା ବାପାଙ୍କ ଲାଇସେନ୍ସ ପ୍ରାପ୍ତ ବନ୍ଧୁକ ଆଣିଥିଲେ । ଏହାପରେ ସେ ମା’ଙ୍କ ଉପରୁ ଗୁଳି ଚଳାଇ ଦେଇଥିଲେ । ଗୁଳି ସିଧା ସାଧନାଙ୍କ ମୁଣ୍ଡରେ ବାଜିଥିଲା । ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା ।

ଏହାପରେ ନାବାଳକ ଜଣଙ୍କ ମୃତଦେହ ଏକ ଘରେ ବନ୍ଦ କରି ରଖିଥିଲେ । ଦୁର୍ଗନ୍ଧ ଏଡ଼ାଇବା ପାଇଁ ରୁମ୍ ଫ୍ରେଶନର ଢାଳି ଚାଲିଥିଲେ । ଏପରିକି ଘଟଣା ସମ୍ପର୍କରେ କାହାରିକୁ ନ କହିବାକୁ ଭଉଣୀଙ୍କୁ ତାଗିଦ୍ କରିବା ସହିତ ତାଙ୍କୁ ଏକ କୋଠରୀରେ ବନ୍ଦ କରି ରଖିଥିଲେ । ହେଲେ ଦୁଇ ଦିନ ପରେ ଶବରୁ ଦୁର୍ଗନ୍ଧ ବାହାରି ଥିଲା । ଏହାପରେ ପଡ଼ୋଶୀ ଘଟଣା ସମ୍ପର୍କରେ ପୁଲିସ୍‌କୁ ଜଣାଇଥିଲେ । ପୁଲିସ୍ ମୃତଦେହ ଜବତ କରିବା ସହିତ ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ଏହାସହ ବନ୍ଦ କୋଠରୀରୁ ଉଭଣୀଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଚିକିତ୍ସିତ କରାଇଛି । ଏହି ଘଟଣା ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି ।

Powered by Froala Editor

Tags Minor kills mother

Related articles Odisha News Lens 4.1

  • ଜେଲ୍‌ ଯିବେ ରାଜପାଲ ଯାଦବ
    ଦେଶ-ଦେଶାନ୍ତର

    ଜେଲ୍‌ ଯିବେ ରାଜପାଲ ଯାଦବ

    15010
    Jul 10, 2026
  • ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଓଲଟିଲା ସ୍ପିଡ୍‌ବୋଟ୍, ୧୫ ଭାରତୀୟଙ୍କ ମୃତ୍ୟୁ

    14616
    Jul 11, 2026
  • ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ
    ଦେଶ-ଦେଶାନ୍ତର

    ପ୍ରଧାନ ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ

    13956
    Jul 11, 2026
  • ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି: ‘ବନ୍ଦେ ମାତରମ୍ ’ ପ୍ରଥମେ ...
    ଦେଶ-ଦେଶାନ୍ତର

    ଜାତୀୟ ସଙ୍ଗୀତ ଗାନ ଓ ଧୂନ୍ ନେଇ ନୂଆ ନିର୍ଦ୍ଦେଶନାମା ଜାରି: ‘ବନ୍ଦେ ମାତରମ୍ ’ ପ୍ରଥମେ ...

    15337
    Jul 11, 2026
  • ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ଆବେଦନକାରୀ
    ଦେଶ-ଦେଶାନ୍ତର

    ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ଆବେଦନକାରୀ

    15223
    Jul 11, 2026
  • ବାପା ବିଜୟ ଶର୍ମାଙ୍କୁ ମଧ୍ୟ ମାରିଦେଇଥିଲା ଆୟୁଷୀ !
    ଦେଶ-ଦେଶାନ୍ତର

    ବାପା ବିଜୟ ଶର୍ମାଙ୍କୁ ମଧ୍ୟ ମାରିଦେଇଥିଲା ଆୟୁଷୀ !

    15018
    Jul 11, 2026
  • ଜାତୀୟ ସଙ୍ଗୀତ ଫିଲ୍ମର ଅଂଶ, ତେବେ ଠିଆ ହେବା ବାଧ୍ୟତାମୂଳକ ନୁହେଁ
    ଦେଶ-ଦେଶାନ୍ତର

    ଜାତୀୟ ସଙ୍ଗୀତ ଫିଲ୍ମର ଅଂଶ, ତେବେ ଠିଆ ହେବା ବାଧ୍ୟତାମୂଳକ ନୁହେଁ

    13571
    Jul 11, 2026
  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି
    ଦେଶ-ଦେଶାନ୍ତର

    ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି

    13764
    Jul 11, 2026
  •  'INS ମହେନ୍ଦ୍ରଗିରି' ଭାରତୀୟ ନୌସେନାରେ ସାମିଲ
    ଦେଶ-ଦେଶାନ୍ତର

    'INS ମହେନ୍ଦ୍ରଗିରି' ଭାରତୀୟ ନୌସେନାରେ ସାମିଲ

    15286
    Jul 11, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି

    13764
    Jul 11, 2026
  • ଦେଶ-ଦେଶାନ୍ତର

    ବାପା ବିଜୟ ଶର୍ମାଙ୍କୁ ମଧ୍ୟ ମାରିଦେଇଥିଲା ଆୟୁଷୀ !

    15018
    Jul 11, 2026
  • ଦେଶ-ଦେଶାନ୍ତର

    ବିଚାରପତିଙ୍କ ଆଡ଼କୁ କାଗଜ ଫିଙ୍ଗିବା ସହ ଅଶ୍ଳୀଳ ଭାଷା ପ୍ରୟୋଗ କଲେ ଆବେଦନକାରୀ

    15223
    Jul 11, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16971
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17583
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17637
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18037
    Sep 06, 2023

ବିଶେଷ

  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14579
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15534
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15639
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15445
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15311
    Jul 03, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15840
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15709
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13816
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14933
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାରତର ଭୁଲ୍ ମାନଚିତ୍ର ପ୍ରଦର୍ଶନ କରାଯିବାକୁ ନେଇ ଆପତ୍ତି

    13764
    Jul 11, 2026
  • ଜେଲ୍‌ ଯିବେ ରାଜପାଲ ଯାଦବ

    15010
    Jul 10, 2026
  • 'INS ମହେନ୍ଦ୍ରଗିରି' ଭାରତୀୟ ନୌସେନାରେ ସାମିଲ

    15286
    Jul 11, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In