Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, November 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ...

  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ...

  • ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ...

  • ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ

  • ବର୍ଷକ ମଧ୍ୟରେ ଚିନି ଦର ୧୨ରୁ ୧୩ ଟଙ୍କା ...

  • ୟୁଟ୍ୟୁବ୍‌ ଦେଖି ନକଲି ନୋଟ୍ ଛାପିଲେ, ୬.୭୮ ...

  • ଅଗ୍ନିବୀରଙ୍କୁ ମିଳିବ ଆଉ ୨ ବର୍ଷ କାମ ...

  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ...

  • ମଧ୍ୟବର୍ତ୍ତୀକାଳୀନ ନିର୍ବାଚନରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଚିକିତ୍ସା ବିଜ୍ଞାନକୁ ସଫଳତା: କ୍ୟାନସର ପାଇଁ ମିଳିଯାଇଛି ଔଷଧ

ଚିକିତ୍ସା ବିଜ୍ଞାନକୁ ସଫଳତା: କ୍ୟାନସର ପାଇଁ ମିଳିଯାଇଛି ଔଷଧ

2022-06-08 10:46:53
15539
Share:
Facebook
Twitter
E-Mail
WhatsApp
Telegram
ଚିକିତ୍ସା ବିଜ୍ଞାନକୁ ସଫଳତା: କ୍ୟାନସର ପାଇଁ ମିଳିଯାଇଛି ଔଷଧ

ୱାଶିଂଟନ: କ୍ୟାନସର ଏକ ଏମିତି ରୋଗ ନାଁ ଶୁଣିଲେ ଭୟ ଆସିଯାଏ । ଏଥିରୁ ସୁସ୍ଥ ହେବାକୁ ଏବେ ବି ସଞ୍ଜିବନୀ ଅନୁସନ୍ଧାନରେ ବୈଜ୍ଞାନିକ । ଏହି ରୋଗରେ ଆକ୍ରାନ୍ତ ଲୋକଙ୍କ ଲମ୍ବା ସମୟ ଧରି ଚିକିତ୍ସା ଲାଗି ରହିଥାଏ । ଏପରି ସ୍ଥିତିରେ କିଛି ଭଲ ଖବର ପହଞ୍ଚିଛି । ଚିକିତ୍ସା ବିଜ୍ଞାନକୁ ଏକ ସଫଳତା ମିଳିଛି । କ୍ୟାନସର ପାଇଁ ଔଷଧ ମିଳିଯାଇଛି । 'ଡୋଷ୍ଟାରଲିମ୍ୟାବ' ନାମକ ଏକ ପ୍ରକାର ଔଷଧକୁ ୧୮ ଜଣ ରେକ୍ଟାଲ କ୍ୟାନସର ବା ମଳାଶୟ କର୍କଟ ରୋଗୀଙ୍କଠାରେ ପରୀକ୍ଷା କରାଯାଇଥିଲା । ସେମାନେ ସମ୍ପୂର୍ଣ୍ଣ ରୂପେ କ୍ୟାନସରରୁ ସୁସ୍ଥ ହୋଇଛନ୍ତି ଯାହା ଇତିହାସରେ ପ୍ରଥମ ।
ଡୋଷ୍ଟାରଲିମ୍ୟାବ ଔଷଧରୁ ୬ ମାସ ଯାଏଁ ସେବନ କରିବାକୁ କ୍ୟାନସର ପୀଡିତଙ୍କୁ ଦିଆଯାଇଥିଲା । ପ୍ରତି ୩ ସପ୍ତାହରେ ଥରେ ସେମାନଙ୍କୁ ଏହି ଔଷଧ ଦିଆଯାଇଥିଲା । ଶରୀରରେ ଆଣ୍ଟିବଡି ଭଳି ଏହା କାମ କରିଥିଲା । ୬ ମାସ ପରେ ଦେଖାଗଲା ଯେ ୧୮ ଜଣ କ୍ୟାନସର ରୋଗୀ ୧୦୦ ପ୍ରତିଶତ ଭଲ ହୋଇଛନ୍ତି । ଏହି ଔଷଧ କ୍ୟାନସର ରୋଗୀଙ୍କ ପାଇଁ ଆଶୀର୍ବାଦ ସଦୃଶ ହୋଇଛି । ମେଡିକାଲ ଜଗତ ପାଇଁ ଏହା ଏକ ବଡ ସଫଳତା ।ମେମୋରିଆଲ ସ୍ଲୋନ କେଟରିଂ କ୍ୟାନସର ସେଣ୍ଟରର ଡାକ୍ତର ଲୁଇସ ଆଲବର୍ଟୋ ଡିଆଜ ଜୁନିଅରଙ୍କ କହିବା ଅନୁସାରେ, ‘କ୍ୟାନସର ଚିକିତ୍ସା ଇତିହାସରେ ଏହା ପ୍ରଥମ ଘଟଣା । କ୍ୟାନସର ରୋଗୀଙ୍କ ଚିକିତ୍ସା ପଦ୍ଧତି କଷ୍ଟକର ହୋଇଥାଏ । କେମୋଥେରାପି ଭଳି ପ୍ରକ୍ରିୟା କରାଯାଇଥାଏ । ମାତ୍ର ଡୋଷ୍ଟାରଲିମ୍ୟାବ ଔଷଧରେ ଏହାର ଚିକିତ୍ସା ସଫଳ ହୋଇଥିବାକୁ ସେମାନଙ୍କ ପାଇଁ ଏହା ଖୁସିର କଥା ।’ ତେବେ ମଳାଶୟ କର୍କଟ ଛଡା ଅନ୍ୟ କ୍ୟାନସର ପୀଡିତଙ୍କ ପାଇଁ ପ୍ରଭାବଶାଳୀ କି ନାହିଁ ସେ ନେଇ ଅଧିକ ଗବେଷଣା ଚାଲିଥିବା କହିଛନ୍ତି ଡାକ୍ତର ଲୁଇସ ଆଲବର୍ଟୋ ।

Powered by Froala Editor

Tags Cancer

Related articles Odisha News Lens 4.1

  • ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ
    ଦେଶ-ଦେଶାନ୍ତର

    ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ

    15478
    Nov 05, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା
    ବାଣିଜ୍ୟ

    ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    14982
    Nov 06, 2026
  • ମଧ୍ୟବର୍ତ୍ତୀକାଳୀନ ନିର୍ବାଚନରେ ଟ୍ରମ୍ପଙ୍କୁ ଝଟ୍‌କା: ରିପବ୍ଲିକାନ୍ ପାର୍ଟିକୁ ...
    ଦେଶ-ଦେଶାନ୍ତର

    ମଧ୍ୟବର୍ତ୍ତୀକାଳୀନ ନିର୍ବାଚନରେ ଟ୍ରମ୍ପଙ୍କୁ ଝଟ୍‌କା: ରିପବ୍ଲିକାନ୍ ପାର୍ଟିକୁ ...

    15264
    Nov 04, 2026
  • ୟୁଟ୍ୟୁବ୍‌ ଦେଖି ନକଲି ନୋଟ୍ ଛାପିଲେ,  ୬.୭୮ କୋଟି ଜବତ
    ଦେଶ-ଦେଶାନ୍ତର

    ୟୁଟ୍ୟୁବ୍‌ ଦେଖି ନକଲି ନୋଟ୍ ଛାପିଲେ, ୬.୭୮ କୋଟି ଜବତ

    15084
    Nov 05, 2026
  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ ...
    ଦେଶ-ଦେଶାନ୍ତର

    ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ ...

    14005
    Nov 05, 2026
  • ଅଗ୍ନିବୀରଙ୍କୁ ମିଳିବ ଆଉ ୨ ବର୍ଷ କାମ କରିବାର ସୁଯୋଗ
    ଦେଶ-ଦେଶାନ୍ତର

    ଅଗ୍ନିବୀରଙ୍କୁ ମିଳିବ ଆଉ ୨ ବର୍ଷ କାମ କରିବାର ସୁଯୋଗ

    15068
    Nov 05, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ୨ ମୃତ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା କୋଠା, ୨ ମୃତ

    13602
    Nov 05, 2026
  • ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ୧୬୦୦ ପଏଣ୍ଟ ଉପରକୁ ଉଠିଲା
    ଦେଶ-ଦେଶାନ୍ତର

    ଭାରତୀୟ ସେୟାର ବଜାରରେ ଉତ୍ସାହ, ସେନସେକ୍ସ ୧୬୦୦ ପଏଣ୍ଟ ଉପରକୁ ଉଠିଲା

    13844
    Nov 05, 2026
  • ବର୍ଷକ ମଧ୍ୟରେ ଚିନି ଦର ୧୨ରୁ ୧୩ ଟଙ୍କା ବୃଦ୍ଧି
    ଦେଶ-ଦେଶାନ୍ତର

    ବର୍ଷକ ମଧ୍ୟରେ ଚିନି ଦର ୧୨ରୁ ୧୩ ଟଙ୍କା ବୃଦ୍ଧି

    14525
    Nov 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମଧ୍ୟବର୍ତ୍ତୀକାଳୀନ ନିର୍ବାଚନରେ ଟ୍ରମ୍ପଙ୍କୁ ଝଟ୍‌କା: ରିପବ୍ଲିକାନ୍ ପାର୍ଟିକୁ ହରାଇ ଡେମୋକ୍ରାଟିକ୍ ପାର୍ଟି ବିଜୟ

    15264
    Nov 04, 2026
  • ଦେଶ-ଦେଶାନ୍ତର

    ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ

    15478
    Nov 05, 2026
  • ଦେଶ-ଦେଶାନ୍ତର

    ୟୁଟ୍ୟୁବ୍‌ ଦେଖି ନକଲି ନୋଟ୍ ଛାପିଲେ, ୬.୭୮ କୋଟି ଜବତ

    15084
    Nov 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17254
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17954
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17897
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18317
    Sep 06, 2023

ବିଶେଷ

  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    13830
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14851
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15831
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    15012
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16203
    Oct 26, 2026

ବାଣିଜ୍ୟ

ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

ସିଡନୀ :  ସିଡନୀରେ ୪୦୦ରୁ ଅଧିକ ଓଡ଼ିଆ ସମ୍ପ୍ରଦାୟର ସଦସ୍ୟ ଏକତ୍ରିତ ହୋଇ ଦଶହରାକୁ ସ୍ୱାଗତ କରିଥିଲେ ଏବଂ ଫୁଲ ବଉଳ ବେଣୀ ପାଳନ କରିଥିଲେ। ଏହା ଓରିଓଜ୍ ର ଦ୍ୱିବାର୍ଷିକ ସାଂସ୍କୃତିକ ଉତ୍ସବ, ଯାହା ଭବିଷ୍ୟତ ପ ...

  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    13885
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    13968
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14415
    Nov 01, 2026
  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

    15858
    Oct 31, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମେଟା ଇଣ୍ଡିଆ ବିରୋଧରେ ମାମଲା ରୁଜୁ

    15478
    Nov 05, 2026
  • ଅଗ୍ନିବୀରଙ୍କୁ ମିଳିବ ଆଉ ୨ ବର୍ଷ କାମ କରିବାର ସୁଯୋଗ

    15068
    Nov 05, 2026
  • ୟୁଟ୍ୟୁବ୍‌ ଦେଖି ନକଲି ନୋଟ୍ ଛାପିଲେ, ୬.୭୮ କୋଟି ଜବତ

    15084
    Nov 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In