Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର ...

  • ପରଲୋକରେ ଅଭିନେତା ନାନା ପାଟେକର

  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ...

  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

  • କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ...

  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

  • ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର, ବଢିଲା ...

  • ଆସିଲା ନୂଆ ନିୟମ, ଆଧାର କାର୍ଡରେ ବନାନ ...

ବିଶେଷ
Home ›› ବିଶେଷ ››ନିୟମିତ ଦହି ଖାଇଲେ ମିଳିଥାଏ ଏହି ଲାଭ

ନିୟମିତ ଦହି ଖାଇଲେ ମିଳିଥାଏ ଏହି ଲାଭ

2022-06-09 18:30:29
16089
Share:
Facebook
Twitter
E-Mail
WhatsApp
Telegram
ନିୟମିତ ଦହି ଖାଇଲେ ମିଳିଥାଏ ଏହି ଲାଭ

କ୍ଷୀରରୁ ପ୍ରସ୍ତୁତ ଅନେକ ପଦାର୍ଥ ସ୍ୱାସ୍ଥ୍ୟ ପାଇଁ ବେଶ ଲାଭଦାୟକ। ଏହା ଖାଇବାକୁ ମଧ୍ୟ ସ୍ୱାଦିଷ୍ଟ।  ଏଥିରେ ପୁଷ୍ଟିଯୁକ୍ତ, ଭିଟାମିନ,ପ୍ରୋଟିନ ଓ କ୍ୟାଲସିୟମ ଭଳି ଅତ୍ୟାବଶ୍ୟକ ପୋଷକ ତତ୍ତ୍ୱ  ରହିଛି। ଏହା ମଧ୍ୟରୁ ଦହି ହେଉଛି ଗୋଟିଏ। ଦହିର ସେବନ କରିବା ସ୍ୱାସ୍ଥ୍ୟ ପାଇଁ ଖୁବ ଉପକାରୀ। ବିଶେଷ କରି ଖରାଦିନେ ନିୟମିତ ନିଜ ଖାଦ୍ୟରେ ଦହି ସାମିଲ କରନ୍ତୁ। ଏହାଦ୍ୱାରା ସ୍ୱାସ୍ଥ୍ୟ ଜନିତ ଅନେକ ସମସ୍ୟା ଦୂର ହୋଇଥାଏ। ଏହା ପାଚନ ତନ୍ତ୍ରକୁ ସୁସ୍ଥ ରଖିଥାଏ।
ଗବେଷଣାରୁ ଜଣାପଡିଛି, ଦହିରେ ଅନେକ ପୋଷକ ତତ୍ତ୍ୱ ରହିଛି। ଯାହା ଶରୀର ପାଇଁ ନିତାନ୍ତ ଆବଶ୍ୟକ। ଏଥିରେ କ୍ୟାଲସିୟମର ମାତ୍ରା ଖୁବ ଅଧିକ ଥିବାରୁ ହାଡ ପାଇଁ ଖୁବ ଉପକାରୀ। ହାଡକୁ ସୁସ୍ଥ ରଖିବାରେ ମଧ୍ୟ ସହାୟକ ହୋଇଥାଏ। ଏକ କପ ଦହିରୁ ଦୈନିକ କ୍ୟାଲସିୟମର ମାତ୍ରା ଆବଶ୍ୟକ ଅନୁଯାୟୀ ୪୯ ପ୍ରତିଶତ ମିଳିଥାଏ। ଜାଣନ୍ତୁ ଖରାଦିନେ ନିୟମିତ ଦହି ଖାଇଲେ କି କି ଲାଭ ମିଳିଥାଏ।
ଗବେଷଣାରୁ ଜଣାପଡିଛି, ଦହି ହାଲକା ମାତ୍ର ଅନେକ ପୁଷ୍ଟିଯୁକ୍ତ। ଏହା ଶରୀରରେ ଜଳୀୟଅଂଶ ମାତ୍ରାକୁ ସଠିକ ରଖିବା ସହ ଶକ୍ତି ଯୋଗାଇଥାଏ। ଖରାଦିନେ ଦହି ଖାଇବା ଦ୍ୱାରା ଖରାରର କୁପ୍ରଭାବରୁ ରକ୍ଷା ମିଳିଥାଏ। ଶରୀରକୁ ଭିତରୁ ସତେଜ ରଖିବା ସହ କାର୍ୟ୍ୟକରିବାକୁ ଇଚ୍ଛାଶକ୍ତି ବୃଦ୍ଧି କରିଥାଏ।
ଦହି ସେବନ ଦ୍ୱାରା ଶରୀରରେ ଉତ୍ତମ ବ୍ୟାକ୍ଟେରିଆ ବୃଦ୍ଧି ହୋଇଥାଏ। ଯାହା ଖାଦ୍ୟକୁ ହଜମ କରିବାରେ ସହାୟକ ହୋଇଥାଏ। ପେଟ ଜନିତ ଅନେକ ସମସ୍ୟା ଦୂର କରିଥାଏ। ଏହାସହ କୋଷ୍ଠକାଠିନ୍ୟ, ବଦହଜମି, ପେଟରେ ଜଳାପୋଡା ଅନୁଭବ ହେବା ମଧ୍ୟ ଦୂର ହୋଇଥାଏ।
ଖରାଦିନେ ତ୍ୱଚା ପାଇଁ ଧ୍ୟାନ ଦେବା ମଧ୍ୟ ଆବଶ୍ୟକ। ତେଣୁ ଏହି ସମୟରେ ଦହି ସେବନ କରିବା ଏକ ଉତ୍ତମ ବିକଳ୍ପ। ଦହି ଖାଇବା ସହ ଏହାକୁ ତ୍ୱଚାରେ ମଧ୍ୟ ଲଗାଇପାରିବେ। ଖରାର କୁପ୍ରଭାବରୁ ରକ୍ଷା ପାଇବା ପାଇଁ ଦହିର ଫେସପ୍ୟାକ ମଧ୍ୟ ବ୍ୟବହାର କରିପାରିବେ। ଏହା ମୁହଁର କୋଷିକାକୁ ସୁସ୍ଥ ରଖିବା ପାଇଁ ସହାୟକ ହୋଇଥାଏ।
ମାନସିକ ଦୁଶ୍ଚିନ୍ତା ଓ ବ୍ୟତିବ୍ୟସ୍ତ ରହୁଥିବା ବ୍ୟକ୍ତି ବିଶେଷ ଦୈନିକ ନିଜ ଖାଦ୍ୟରେ ଦହି ସାମିଲ କରିବା ଦ୍ୱାରା ଏହି ସମସ୍ୟା ଦୂର ହୋଇଥାଏ। ଦହି ମସ୍ତିଷ୍କକୁ ଶାନ୍ତ କରିବାରେ ସହାୟକ ହୋଇଥାଏ।

Powered by Froala Editor

Tags Curd

Related articles Odisha News Lens 4.1

  • ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର
    ଦେଶ-ଦେଶାନ୍ତର

    ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    14785
    Oct 08, 2026
  • ଚେକିଂ  ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ
    ଦେଶ-ଦେଶାନ୍ତର

    ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13601
    Oct 08, 2026
  • ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା
    ଦେଶ-ଦେଶାନ୍ତର

    ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

    15179
    Oct 08, 2026
  • କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା, ଶାଢ଼ି ପିନ୍ଧି ୧,୬୦୦ ମିଟର ଦୌଡ଼ିଲେ
    ଦେଶ-ଦେଶାନ୍ତର

    କବିତାଙ୍କ ନିଷ୍ଠା ଅନ୍ୟମାନଙ୍କ ପାଇଁ ପ୍ରେରଣା, ଶାଢ଼ି ପିନ୍ଧି ୧,୬୦୦ ମିଟର ଦୌଡ଼ିଲେ

    14913
    Oct 08, 2026
  • ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର, ବଢିଲା ମଜୁରୀ
    ଦେଶ-ଦେଶାନ୍ତର

    ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର, ବଢିଲା ମଜୁରୀ

    15226
    Oct 08, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ
    ବାଣିଜ୍ୟ

    ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15238
    Oct 08, 2026
  • ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ
    ମନୋରଞ୍ଜନ

    ଭେଟେରାନ ଆକ୍ଟର ‘ନାନା ପାଟେକର’ଙ୍କ ପରଲୋକ

    14345
    Oct 08, 2026
  • ଆସିଲା ନୂଆ ନିୟମ, ଆଧାର କାର୍ଡରେ ବନାନ ଭୁଲ୍ କିମ୍ବା ବିବାହ ପରେ ସାଙ୍ଗିଆ ବଦଳାଇବାକୁ ...
    ଦେଶ-ଦେଶାନ୍ତର

    ଆସିଲା ନୂଆ ନିୟମ, ଆଧାର କାର୍ଡରେ ବନାନ ଭୁଲ୍ କିମ୍ବା ବିବାହ ପରେ ସାଙ୍ଗିଆ ବଦଳାଇବାକୁ ...

    14862
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି
    ବାଣିଜ୍ୟ

    ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14528
    Oct 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଫ୍ରାନ୍ସର ହେନେରୀ ବି. କାଗନ ଓ ଜାପାନର କେନ୍ସୋ ସୋଆଇଙ୍କୁ ନୋବେଲ୍ ପୁରସ୍କାର

    14785
    Oct 08, 2026
  • ଦେଶ-ଦେଶାନ୍ତର

    ଦିଲ୍ଲୀ ଏନସିଆରରେ ଭୂକମ୍ପ ଝଟକା

    15179
    Oct 08, 2026
  • ଦେଶ-ଦେଶାନ୍ତର

    ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର, ବଢିଲା ମଜୁରୀ

    15226
    Oct 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17161
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17854
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17811
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18228
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14411
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14517
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15529
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14202
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15939
    Sep 23, 2026

ବାଣିଜ୍ୟ

ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

ଡଲାର ତୁଳନାରେ ଟଙ୍କାର ବିନିମୟ ଦୁର୍ବଳ ହୋଇଚାଲିଛି । ଟଙ୍କା ମୂଲ୍ୟ ୯୭ ସ୍ତର ଛୁଇଁଛି । କାରବାର ସମୟରେ ବୁଧବାର ଟଙ୍କାର ମୂଲ୍ୟ ୯୭.୧୫୧ ସ୍ତର ଛୁଇଁଥିଲା । ଦିନ ମଧ୍ୟରେ ଟଙ୍କା ପ୍ରଥମେ ୯୬.୮୩ ସ୍ତରକୁ ଖସିଥିଲା । ଫଳରେ ଟଙ୍କା ଏସିଆର ସବୁଠାରୁ ଦୁର୍ବଳ ପ୍ରଦର୍ଶନକାରୀ ମୁଦ୍ରା ପାଲଟିଛି । କାରବାର ଶେଷ ବେଳକୁ ଟଙ୍କା ...

  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    14528
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15251
    Oct 06, 2026
  • ପାର୍ବଣରେ ସୁନା ପରିବର୍ତ୍ତେ ରୁପାରେ ଆଗ୍ରହ

    14012
    Oct 03, 2026
  • ବେଦାନ୍ତ ଆଲୁମିନିୟମ ରାୟଗଡ଼ା ଏବଂ କଳାହାଣ୍ଡିର ଗ୍ରାମାଞ୍ଚଳ ବିଦ୍ୟାଳୟରେ ଡିଜିଟାଲ ଶିକ୍ଷା ପ୍ରଦାନ କରୁଛି

    15392
    Oct 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଚେକିଂ ଭୟରେ ଚଳନ୍ତା ଟ୍ରେନରୁ ଡେଇଁଲେ ଯାତ୍ରୀ

    13601
    Oct 08, 2026
  • ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର, ବଢିଲା ମଜୁରୀ

    15226
    Oct 08, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15238
    Oct 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In