Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, October 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ...

  • ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ...

  • ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌

  • ଆଗପଛ ହୋଇ ଚାଲିଗଲେ ୩ ଭାଈ: ମୋ ଭାଇ ମୋତେ ...

  • ଗଙ୍ଗା ନଦୀରେ ଡଙ୍ଗା ବୁଡ଼ି ୧୪ ଜଣଙ୍କ ...

  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

  • ୟୁପିଆଇକୁ ନେଇ ଆସିଲା ବଡ ଖବର: ଦୀପାବଳି ...

  • ଆଇଏନଏସ୍‌ ମାଙ୍ଗରୋଲ୍‌ ନୌସେନାରେ ହେଲା ...

  • ଦିନକୁୁ ଦିନ ଜଟିଳ ହେବାରେ ଲାଗିଛି ମଣିପୁର ...

  • ଇକୋନୋମିକ୍ସରେ ରବର୍ଟ ଇ ହାଲ୍ ଏବଂ ...

ରାଜ୍ୟ
Home ›› ରାଜ୍ୟ ››୨୦୮୨ କୋଟିର ୧୧ ପ୍ରକଳ୍ପକୁ ଅନୁମୋଦନ

୨୦୮୨ କୋଟିର ୧୧ ପ୍ରକଳ୍ପକୁ ଅନୁମୋଦନ

2022-06-10 05:24:09
14740
Share:
Facebook
Twitter
E-Mail
WhatsApp
Telegram
୨୦୮୨ କୋଟିର ୧୧ ପ୍ରକଳ୍ପକୁ ଅନୁମୋଦନ

ଭୁବନେଶ୍ବର:  ମୁଖ୍ୟ ଶାସନ ସୁରେଶ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ବସିଥିବା ସିଙ୍ଗିଲ ୱିଣ୍ଡୋର ଗୁରୁତ୍ୱପୂର୍ଣ୍ଣ ବୈଠକରେ ୨୦୮୨ କୋଟିର ୧୧ଟି ପ୍ରକଳ୍ପକୁ ଅନୁମୋଦନ କରାଯାଇଛି । ଏହି ଶିଳ୍ପାନୁଷ୍ଠାନ ପ୍ରତିଷ୍ଠା ହେଲେ ୩୬୧୨ ଜଣଙ୍କ ଲାଗି ନିଯୁକ୍ତି ସୁଯୋଗ ସୃଷ୍ଟି କରିବ । ବ୍ୟବସାୟ ଅନୁକୁଳ ବାତାବରଣ, ପ୍ରଗତିଶୀଳ ଶିଳ୍ପ ନୀତି ଓ ସ୍ଵଚ୍ଛ ପ୍ରଶାସନିକ ବ୍ୟବସ୍ଥା ଯୋଗୁ ଓଡ଼ିଶା ନୂଆ ପୁଞ୍ଜିନିବେଶ ପ୍ରସ୍ତାବ ଆକର୍ଷିତ କରିବାରେ ଆଗୁଆ ରାଜ୍ୟ ହୋଇ ରହିଛି ।
ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସିଙ୍ଗିଲ୍ ୱିଣ୍ଡୋ କମିଟି ବୈଠକରେ ୧୧ ଟି ନୂତନ ପୁଞ୍ଜିନିବେଶ ପ୍ରକଳ୍ପକୁ ନିତୀଗତ ଅନୁମୋଦନ ଦିଆଯାଇଛି । ଏହି ସବୁ ପ୍ରକଳ୍ପ ମାଧ୍ୟମରେ ୨୦୮୨.୧୭ କୋଟି ଟଙ୍କାର ନୂଆ ପୁଞ୍ଜିନିବେଶ ହେବା ସହ ୩୬୧୨ ଜଣଙ୍କ ନିମନ୍ତେ ପ୍ରତକ୍ଷ୍ୟ ନିଯୁକ୍ତି ସୁଯୋଗ ସୃଷ୍ଟିହେବ । ଲୋକସେବା ଭବନରୁ ଡ଼ିଜିଟାଲ ମୋଡରେ ଅନୁଷ୍ଠିତ ଏହି ବୈଠକରେ ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ହେମନ୍ତ କୁମାର ଶର୍ମା ପ୍ରକଳ୍ପ ଗୁଡିକର ବୈଷୟିକ, ଆର୍ଥିକ ଏବଂ ଭିତ୍ତିଭୂମି ସଂପର୍କିତ ବିଷୟ ଉପସ୍ଥାପନ କରିଛନ୍ତି । ପ୍ରକଳ୍ପ ଗୁଡିକ ମୁଖ୍ୟତଃ ପର୍ୟ୍ୟଟନ, ଷ୍ଟିଲ୍ ଡ଼ାଉନଷ୍ଟ୍ରିମ୍, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ଏବଂ ମାନୁଫାକ୍ଚରିଂ ସେକ୍ଟର ଅନ୍ତର୍ଭୁକ୍ତ ।ଏସବୁ ପ୍ରକଳ୍ପ ରାଜ୍ୟର ବିଭିନ୍ନ ଅଂଚଳରେ ପ୍ରତ୍ୟକ୍ଷ ଓ ପରୋକ୍ଷ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ସହ ଆର୍ଥିକ ଅନ୍ତର୍ଭୁକ୍ତିକରଣ ବୃଦ୍ଧିରେ ସହାୟକ ହେବ । ପ୍ରକଳ୍ପ ଗୁଡିକୁ ନୀତିଗତ ଅନୁମୋଦନ ଦେଇ ସେଗୁଡିକର ତ୍ଵରିତ କ୍ଷେତ୍ରାନ୍ଵୟନ ଉପରେ ମୁଖ୍ୟ ଶାସନ ସଚିବ ଗୁରୁତ୍ବ ଆରୋପ କରିଛନ୍ତି । ଏଥି ପାଇଁ ସମସ୍ତ ପ୍ରକାର ସହଯୋଗ ଯୋଗାଇ ଦେବା ପାଇଁ ସେ ସଂପୃକ୍ତ ବିଭାଗମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ବିଶ୍ବ ପ୍ରସିଦ୍ଧ ଚିଲିକା ଲେକ୍ ନିକଟରେ ଥିବା ଦ୍ବୀପରେ ପର୍ୟ୍ୟଟନ ସୁବିଧା ବିକାଶ ନିମନ୍ତେ ଘରୋଇ ପୁଞ୍ଜିନିବେଶକୁ ପ୍ରୋତ୍ସାହିତ କରିବା ପାଇଁ ମଧ୍ୟ ମୁଖ୍ୟ ଶାସନ ସଚିବ ପର୍ୟ୍ୟଟନ ବିଭାଗ, ଇଡ଼୍‌କୋ ଏବଂ ଇପିକଲ୍‌ଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।

Powered by Froala Editor

Tags Chief secretary

Related articles Odisha News Lens 4.1

  • ୟୁପିଆଇକୁ ନେଇ ଆସିଲା ବଡ ଖବର: ଦୀପାବଳି ପର୍ଯ୍ୟନ୍ତ କୌଣସି ଶୁଳ୍କ ନିଆଯିବ ନାହିଁ
    ଦେଶ-ଦେଶାନ୍ତର

    ୟୁପିଆଇକୁ ନେଇ ଆସିଲା ବଡ ଖବର: ଦୀପାବଳି ପର୍ଯ୍ୟନ୍ତ କୌଣସି ଶୁଳ୍କ ନିଆଯିବ ନାହିଁ

    14675
    Oct 13, 2026
  • ଗଙ୍ଗା ନଦୀରେ ଡଙ୍ଗା ବୁଡ଼ି ୧୪ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ଡଙ୍ଗା ବୁଡ଼ି ୧୪ ଜଣଙ୍କ ମୃତ୍ୟୁ

    14418
    Oct 14, 2026
  • ଆଗପଛ ହୋଇ ଚାଲିଗଲେ ୩ ଭାଈ: ମୋ ଭାଇ ମୋତେ ଡାକୁଛି...
    ଦେଶ-ଦେଶାନ୍ତର

    ଆଗପଛ ହୋଇ ଚାଲିଗଲେ ୩ ଭାଈ: ମୋ ଭାଇ ମୋତେ ଡାକୁଛି...

    13886
    Oct 14, 2026
  • ଏକ ନୂଆ ଦଳ
    ଦେଶ-ଦେଶାନ୍ତର

    ଏକ ନୂଆ ଦଳ "ମଖି ଜନତା ପାର୍ଟି" : ୭୨ ଘଣ୍ଟା ମଧ୍ୟରେ ୪ ମିଲିୟନରୁ ଅଧିକ ଭ୍ୟୁ

    15284
    Oct 14, 2026
  • ଆଇଏନଏସ୍‌ ମାଙ୍ଗରୋଲ୍‌ ନୌସେନାରେ ହେଲା ସାମିଲ
    ଦେଶ-ଦେଶାନ୍ତର

    ଆଇଏନଏସ୍‌ ମାଙ୍ଗରୋଲ୍‌ ନୌସେନାରେ ହେଲା ସାମିଲ

    13565
    Oct 13, 2026
  • ଦିନକୁୁ ଦିନ ଜଟିଳ ହେବାରେ ଲାଗିଛି ମଣିପୁର ହିଂସା: କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ୪୮ ...
    ଦେଶ-ଦେଶାନ୍ତର

    ଦିନକୁୁ ଦିନ ଜଟିଳ ହେବାରେ ଲାଗିଛି ମଣିପୁର ହିଂସା: କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ୪୮ ...

    15309
    Oct 13, 2026
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର
    ଦେଶ-ଦେଶାନ୍ତର

    କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    13698
    Oct 14, 2026
  • ଇକୋନୋମିକ୍ସରେ ରବର୍ଟ ଇ ହାଲ୍ ଏବଂ ମାଇକେଲ୍ ଉଡଫୋର୍ଡଙ୍କୁ ମିଳିବ ନୋବେଲ ସମ୍ମାନ
    ଦେଶ-ଦେଶାନ୍ତର

    ଇକୋନୋମିକ୍ସରେ ରବର୍ଟ ଇ ହାଲ୍ ଏବଂ ମାଇକେଲ୍ ଉଡଫୋର୍ଡଙ୍କୁ ମିଳିବ ନୋବେଲ ସମ୍ମାନ

    14593
    Oct 12, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା
    ବାଣିଜ୍ୟ

    BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13560
    Oct 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇସ୍ତଫା ଦେଲେ ଏଲ୍‌. ମୁରୁଗନ୍‌

    13828
    Oct 14, 2026
  • ଦେଶ-ଦେଶାନ୍ତର

    ଆଗପଛ ହୋଇ ଚାଲିଗଲେ ୩ ଭାଈ: ମୋ ଭାଇ ମୋତେ ଡାକୁଛି...

    13886
    Oct 14, 2026
  • ବାଣିଜ୍ୟ

    BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13560
    Oct 14, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17177
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17870
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17822
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18241
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14560
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14666
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15671
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14345
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16081
    Sep 23, 2026

ବାଣିଜ୍ୟ

BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

ଭାରତୀୟ ଶେୟାର ବଜାରରେ ଜୋରଦାର ଉତ୍ସାହ ଦେଖିବାକୁ ମିଳିଛି। BSE ସେନ୍‌ସେକ୍ସ ଓ NSE ନିଫ୍ଟି ୫୦ ଉଭୟ ୧ ପ୍ରତିଶତରୁ ଅଧିକ ବୃଦ୍ଧି ସହ କାରବାର ଶେଷ କରିଛନ୍ତି। କାରବାର ଶେଷରେ BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବା ୧.୫୪ ପ୍ରତିଶତ ବୃଦ୍ଧି ପାଇ ୭୩,୦୩୩.୭୮ ପଏଣ୍ଟରେ ବନ୍ଦ ହୋଇଛି। ସେହିପରି NSE ନିଫ୍ଟି ୫୦ ୩ ...

  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15092
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15804
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15031
    Oct 08, 2026
  • ବେଦକ୍ଷତା : ଗ୍ରାମାଞ୍ଚଳର ଯୁବକମାନଙ୍କ ପାଇଁ ଜୀବିକା ନିର୍ବାହର ମାର୍ଗ ସୃଷ୍ଟି କରୁଛି

    15558
    Oct 06, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇକୋନୋମିକ୍ସରେ ରବର୍ଟ ଇ ହାଲ୍ ଏବଂ ମାଇକେଲ୍ ଉଡଫୋର୍ଡଙ୍କୁ ମିଳିବ ନୋବେଲ ସମ୍ମାନ

    14593
    Oct 12, 2026
  • ଗଙ୍ଗା ନଦୀରେ ଡଙ୍ଗା ବୁଡ଼ି ୧୪ ଜଣଙ୍କ ମୃତ୍ୟୁ

    14418
    Oct 14, 2026
  • ୟୁପିଆଇକୁ ନେଇ ଆସିଲା ବଡ ଖବର: ଦୀପାବଳି ପର୍ଯ୍ୟନ୍ତ କୌଣସି ଶୁଳ୍କ ନିଆଯିବ ନାହିଁ

    14675
    Oct 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In