Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, November 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୁନାକୁ ନେଇ ମୋଦୀ କହିଲେ ଏମିତି କଥା, ...

  • ଭଗବାନ ବାଲାଜୀଙ୍କୁ ୧୨୧ କିଲୋଗ୍ରାମ ସୁନା ...

  • ଭାରତରେ ପହଞ୍ଚିଲେ ନେପାଳ ପ୍ରଧାନମନ୍ତ୍ରୀ

  • ବଡ ଝିଅକୁ ଖୋଜୁଛନ୍ତି ମୁସ୍କାନ

  • ଭାରତ ଗସ୍ତରେ ଆସିବେ ନେପାଳ ...

  • ଜରୁରୀ ନଥିଲେ ସୁନା ନ କିଣିବାକୁ ...

  • ମହିଳାଙ୍କୁ ଦୁଷ୍କର୍ମ ପରେ ଛାତିକୁ ଗୋଇଠା ...

  • ଫିଲିପାଇନ୍ସରେ ଯାତ୍ରୀଙ୍କୁ ନେଇ ଯାଉଥିବା ...

  • ଦେଶର ପ୍ରଥମ ସ୍ବଦେଶୀ ନିର୍ମିତ ...

  • ମହାନଦୀ ଜଳ ବିବାଦ: ନଭେମ୍ବର ୩୦ରେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସସ୍‌ପେନ୍ସ ଦୂର ହେଲା, ମୁଶାରଫ ଜୀବିତ

ସସ୍‌ପେନ୍ସ ଦୂର ହେଲା, ମୁଶାରଫ ଜୀବିତ

2022-06-10 18:16:29
16091
Share:
Facebook
Twitter
E-Mail
WhatsApp
Telegram
ସସ୍‌ପେନ୍ସ ଦୂର ହେଲା, ମୁଶାରଫ ଜୀବିତ

ପାକିସ୍ତାନର ପୂର୍ବତନ ରାଷ୍ଟ୍ରପତି ଜେନେରାଲ ପରଭେଜ ମୁଶରଫ ଡାକ୍ତରଖାନାରେ ଜୀବନ-ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି। ତେବେ ସେ ଜୀବିତ ନା ମୃତ ବୋଲି ଚର୍ଚ୍ଚା ହେଉଥିବାବେଳେ ତାଙ୍କ ପରିବାର ଏ କଥାକୁ ସ୍ପଷ୍ଟ କରିଛନ୍ତି ।

ପରିବାର ପକ୍ଷରୁ କୁହାଯାଇଛି ଯେ, ‘ସେ ଭେଣ୍ଟିଲେଟରରେ ନାହାଁନ୍ତି । ଦୁବାଇର ଆମେରିକୀୟ ହସପିଟାଲରେ ତାଙ୍କର ଚିକିତ୍ସା ଚାଲିଛି଼ । ପରିବାର ଲୋକ ମୁଶରଫଙ୍କ ପାଇଁ ପ୍ରାର୍ଥନା କରିବାକୁ ଅନୁରୋଧ କରିଛନ୍ତି। ତାଙ୍କ ରିକଭରୀ ଆଉ ସମ୍ଭବ ନୁହେଁ ବୋଲି ପରିବାର ଲୋକେ ମଧ୍ୟ କହିଛନ୍ତି।

ପାକିସ୍ତାନ ଜିଓ ଟିଭି ଅନୁସାରେ ମୁଶାରଫଙ୍କର ଅବସ୍ଥା ସଙ୍କଟାପନ୍ନ ହେବା ପରେ ତାଙ୍କୁ ଭେଣ୍ଟିଲେଟରକୁ ସ୍ଥାନ୍ତାନ୍ତର କରଯାଇଥିଲା। ବୟସାଧିକ ହେତୁ ସେ ଶାରିରୀକ ଭାବେ ଅସୁସ୍ଥ ହେବା ସହ ବିଭିନ୍ନ ରୋଗରେରେ ମଧ୍ୟ ପୀଡ଼ିତ ଥିଲେ। ପରେ ମେଡିକାଲରେ ଭର୍ତ୍ତି ହୋଇଥିଲେ। ତାଙ୍କୁ ଆମେରିକୀୟ ହସପିଟାଲରେ ଲାଇଫ ସପୋର୍ଟ ସିଷ୍ଟମରେ ରଖାଯାଇଥିଲା। ମୁଶାରଫଙ୍କ ମୃତ୍ୟୁ ଘଟିଥିବା ପାକିସ୍ତାନ ଗଣମାଧ୍ୟମ ‘ୱକ୍ତ’ ନ୍ୟୁଜ୍‌ ପକ୍ଷରୁ ଟ୍ୱିଟ୍‌ କରାଯାଇଥିଲା। ପରେ ଏହି ଟ୍ୱିଟ୍‌କୁ ଡିଲିଟ୍‌ କରିଦିଆଯାଇଛି।

ମୁଶରଫଙ୍କ ଦେହାନ୍ତ ହୋଇଯାଇଥିବା ବୋଲି କହି ଅନେକ ଲୋକ ସୋସିଆଲ ମିଡିଆରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ଆରମ୍ଭ କରିଥିଲେ। ଏହା ପାକିସ୍ତାନୀ ଗଣମାଧ୍ୟମର କିଛି ଟ୍ୱିଟର ହ୍ୟାଣ୍ଡେଲରୁ ଆରମ୍ଭ ହୋଇଥିଲା ।ଏହା ପରେ ଜେନେରାଲ ପରଭେଜ ମୁଶରଫଙ୍କ ଟ୍ୱିଟର ହ୍ୟାଣ୍ଡେଲରୁ ପରିବାର ପକ୍ଷରୁ ଏହି ବିବୃତ୍ତି ଜାରି କରାଯାଇଛି।

Powered by Froala Editor

Tags musaraf

Related articles Odisha News Lens 4.1

  • ଫିଲିପାଇନ୍ସରେ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନ କଲା ଜରୁରୀକାଳୀନ ଅବତରଣ
    ଦେଶ-ଦେଶାନ୍ତର

    ଫିଲିପାଇନ୍ସରେ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନ କଲା ଜରୁରୀକାଳୀନ ଅବତରଣ

    15033
    Nov 21, 2026
  • ଜରୁରୀ ନଥିଲେ ସୁନା ନ କିଣିବାକୁ ପ୍ରଧାନମନ୍ତ୍ରୀଙ୍କ ନିବେଦନ
    ଦେଶ-ଦେଶାନ୍ତର

    ଜରୁରୀ ନଥିଲେ ସୁନା ନ କିଣିବାକୁ ପ୍ରଧାନମନ୍ତ୍ରୀଙ୍କ ନିବେଦନ

    15472
    Nov 22, 2026
  • ଭାରତ ଗସ୍ତରେ ଆସିବେ ନେପାଳ ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ନେପାଳ ପ୍ରଧାନମନ୍ତ୍ରୀ

    14924
    Nov 22, 2026
  • ଦେଶର ପ୍ରଥମ ସ୍ବଦେଶୀ ନିର୍ମିତ ଏଚ୍‌୫ଏନ୍‌୧ ଟିକାର ଶୁଭାରମ୍ଭ
    ଦେଶ-ଦେଶାନ୍ତର

    ଦେଶର ପ୍ରଥମ ସ୍ବଦେଶୀ ନିର୍ମିତ ଏଚ୍‌୫ଏନ୍‌୧ ଟିକାର ଶୁଭାରମ୍ଭ

    15628
    Nov 21, 2026
  • ଭାରତରେ ପହଞ୍ଚିଲେ ନେପାଳ ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    ଭାରତରେ ପହଞ୍ଚିଲେ ନେପାଳ ପ୍ରଧାନମନ୍ତ୍ରୀ

    14279
    Nov 22, 2026
  • ସୁନାକୁ ନେଇ ମୋଦୀ କହିଲେ ଏମିତି କଥା, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ସୁନାକୁ ନେଇ ମୋଦୀ କହିଲେ ଏମିତି କଥା, ଜାଣନ୍ତୁ କ’ଣ ?

    15002
    Nov 22, 2026
  • ଭଗବାନ ବାଲାଜୀଙ୍କୁ ୧୨୧ କିଲୋଗ୍ରାମ ସୁନା ଅଳଙ୍କାର ଦାନ କରିବେ ଭକ୍ତ
    ଦେଶ-ଦେଶାନ୍ତର

    ଭଗବାନ ବାଲାଜୀଙ୍କୁ ୧୨୧ କିଲୋଗ୍ରାମ ସୁନା ଅଳଙ୍କାର ଦାନ କରିବେ ଭକ୍ତ

    14313
    Nov 22, 2026
  • ମହିଳାଙ୍କୁ ଦୁଷ୍କର୍ମ ପରେ ଛାତିକୁ ଗୋଇଠା ମାରି ହତ୍ୟା
    ଦେଶ-ଦେଶାନ୍ତର

    ମହିଳାଙ୍କୁ ଦୁଷ୍କର୍ମ ପରେ ଛାତିକୁ ଗୋଇଠା ମାରି ହତ୍ୟା

    13381
    Nov 22, 2026
  • ବଡ ଝିଅକୁ ଖୋଜୁଛନ୍ତି ମୁସ୍କାନ
    ଦେଶ-ଦେଶାନ୍ତର

    ବଡ ଝିଅକୁ ଖୋଜୁଛନ୍ତି ମୁସ୍କାନ

    15563
    Nov 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତ ଗସ୍ତରେ ଆସିବେ ନେପାଳ ପ୍ରଧାନମନ୍ତ୍ରୀ

    14924
    Nov 22, 2026
  • ଦେଶ-ଦେଶାନ୍ତର

    ଜରୁରୀ ନଥିଲେ ସୁନା ନ କିଣିବାକୁ ପ୍ରଧାନମନ୍ତ୍ରୀଙ୍କ ନିବେଦନ

    15472
    Nov 22, 2026
  • ଦେଶ-ଦେଶାନ୍ତର

    ଫିଲିପାଇନ୍ସରେ ଯାତ୍ରୀଙ୍କୁ ନେଇ ଯାଉଥିବା ବିମାନ କଲା ଜରୁରୀକାଳୀନ ଅବତରଣ

    15033
    Nov 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17302
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    18004
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17959
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18373
    Sep 06, 2023

ବିଶେଷ

  • ଛୋଟପିଲାଙ୍କ ମଧୁମେହ ଲକ୍ଷଣ ଜାଣନ୍ତୁ ଏମିତି....

    15451
    Nov 18, 2026
  • ଶୀତଦିନେ ଏମିତି କରନ୍ତୁ ମେକ୍ଅପ୍

    14851
    Nov 14, 2026
  • ଓଠରୁ ଜାଣନ୍ତୁ ରୋଗର ପ୍ରଥମ ସଙ୍କେତ

    14477
    Nov 09, 2026
  • ବାଦୁଡିଙ୍କ ପାଇଁ ୧୦୦ ବର୍ଷ ହେଲା ବାଣ ଫୁଟା ବ୍ୟାନ୍

    15825
    Nov 08, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    14601
    Nov 07, 2026

ବାଣିଜ୍ୟ

ମାସକରେ କମିଲାଣି ୨୧ ହଜାର ସୁନା

ସର୍ବୋଚ୍ଚ ସ୍ତରରୁ ବହୁ ମାତ୍ରାରେ ଶସ୍ତା ହୋଇଯାଇଛି ସୁନା ଏବଂ ରୁପା । ୫ ଦିନରେ ୧୨ ହଜାର ଟଙ୍କା ପର୍ଯ୍ୟନ୍ତ କମିଛି ସୁନା ଦର । ସେହିଭଳି ମାସକରେ ଦର ପାଖାପାଖି ୨୧ ହଜାର କମିଗଲାଣି । ଶୁକ୍ରବାର ରାଜଧାନୀ ଭୁବନେଶ୍ୱରରେ ୧୦ ଗ୍ରାମ ପିଛା ୨୨ ଏବଂ ୨୪ କ୍ୟାରେଟ ସୁନା ଦରରେ ଯଥାକ୍ରମେ ୪୭୦୦ ଟଙ୍କା ଏବଂ ୫୧୨୦ ଟଙ୍କା ହ୍ ...

  • ଭିଏଏମ୍ଏଲ୍ ସିଜିମାଳି ବକ୍ସାଇଟ୍ ଖଣି ପକ୍ଷରୁ କର୍କଟ ଚିହ୍ନଟ ଶିବିର ଆୟୋଜିତ, କଳାହାଣ୍ଡି ଓ ରାୟଗଡ଼ାର ୩୫୦ରୁ ଅଧିକ ଗୋଷ୍ଠୀ ସଦସ୍ୟ ଉପକୃତ

    15769
    Nov 20, 2026
  • ନିବେଶକଙ୍କ ଖୁସି : ଅଟୋ, ବ୍ୟାଙ୍କିଙ୍ଗ୍ ଓ କଞ୍ଜ୍ୟୁମର ସେକ୍ଟରରେ ଜବରଦସ୍ତ ଉତ୍ସାହ

    14088
    Nov 20, 2026
  • ଖରିଫ ସମ୍ପର୍କିତ ଶିକ୍ଷା ଆହରଣର ସମୀକ୍ଷା ଓ ଜଳବାୟୁ-ସହନଶୀଳ ରବି ଋତୁ ପାଇଁ ଯୋଜନା ପ୍ରସ୍ତୁତ କରିବାକୁ ପୁରୀରେ ଅନୁଷ୍ଠିତ ତୃତୀୟ ଡିଏଲ୍‌ସିସି ବୈଠକରେ ସାତଟି ଲାଇନ୍‌ ବିଭାଗ ଓ କେଭିକେ ଯୋଗଦେଲେ

    15735
    Nov 18, 2026
  • ଭିଏଏମଏଲ ପକ୍ଷରୁ କଳାହାଣ୍ଡି ଓ ରାୟଗଡ଼ାର ୩୩୦ରୁ ଅଧିକ ପରିବାରଙ୍କୁ ଇନ୍ଧନ-ଦକ୍ଷ ଚୁଲା ବିତରଣ

    14360
    Nov 18, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭଗବାନ ବାଲାଜୀଙ୍କୁ ୧୨୧ କିଲୋଗ୍ରାମ ସୁନା ଅଳଙ୍କାର ଦାନ କରିବେ ଭକ୍ତ

    14313
    Nov 22, 2026
  • ଭାରତ ଗସ୍ତରେ ଆସିବେ ନେପାଳ ପ୍ରଧାନମନ୍ତ୍ରୀ

    14924
    Nov 22, 2026
  • ବଡ ଝିଅକୁ ଖୋଜୁଛନ୍ତି ମୁସ୍କାନ

    15563
    Nov 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In