Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, June 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ

  • ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ...

  • ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ...

  • ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ...

  • ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି

  • ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ ...

  • ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ...

  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ ...

  • ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ...

  • ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ...

ରାଜ୍ୟ
Home ›› ରାଜ୍ୟ ››ଓସେପା ପକ୍ଷରୁ ନିୟମାବଳୀ ଜାରି, ଜାଣନ୍ତୁ କ’ଣ

ଓସେପା ପକ୍ଷରୁ ନିୟମାବଳୀ ଜାରି, ଜାଣନ୍ତୁ କ’ଣ

2022-06-11 09:05:21
15298
Share:
Facebook
Twitter
E-Mail
WhatsApp
Telegram
ଓସେପା ପକ୍ଷରୁ ନିୟମାବଳୀ ଜାରି, ଜାଣନ୍ତୁ କ’ଣ

ଭୁବନେଶ୍ୱର: ସମଗ୍ର ରାଜ୍ୟର ବିଦ୍ୟାଳୟମାନଙ୍କରେ ଏବେ ଖରାଛୁଟି ଚାଲିଛି। ଖରାଛୁଟି ସରିବା ପରେ ଆରମ୍ଭ ହେବ ନୂଆ ଶିକ୍ଷାବର୍ଷ। ନୂଆ ଶିକ୍ଷା ବର୍ଷରେ ଯେପରି ଶତ ପ୍ରତିଶତ ପାଠ୍ୟ ଖସଡ଼ା ଶେଷ ହେବ ଓ ପିଲାଙ୍କୁ ଠିକଣା ଢଙ୍ଗରେ ଶିକ୍ଷାଦାନ ହେବ ସେଥିନିମନ୍ତେ ପ୍ରସ୍ତୁତ ହୋଇଛି ନିୟମାବଳୀ। 

ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ-ଓସେପା ପକ୍ଷରୁ ଏହି ନିୟମାବଳୀ ଜାରି କରାଯାଇଛି। ଏନେଇ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଓ ଜିଲ୍ଲା ପ୍ରକଳ୍ପ ସଂଯୋଜକଙ୍କୁ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପମ ଶାହା ଚିଠି ଲେଖିଛନ୍ତି।

ଚିଠିରେ ଉଲ୍ଲେଖ ଅଛି, କରୋନା କାଳରେ ପାଠପଢ଼ାରେ ହୋଇଥିବା କ୍ଷତି ଭରଣା ପାଇଁ ପ୍ରସ୍ତୁତ ହୋଇଥିବା ପୁସ୍ତକ ସହ ପାଠ୍ୟକ୍ରମର ପୁସ୍ତକ ପଠାଯିବ। ସବୁ ବିଦ୍ୟାର୍ଥୀ ଯେଭଳି ଦୁଇ ପ୍ରକାର ପୁସ୍ତକ ପାଇବେ ସେ ଦିଗରେ ପ୍ରଧାନଶିକ୍ଷକ ଧ୍ୟାନ ଦେବେ। ଶ୍ରେଣୀ ଓ ବିଷୟଭିତ୍ତିକ ପାଠପଢା ସମୟ ସାରଣୀ ପ୍ରତି ଶ୍ରେଣୀଗୃହରେ ବିଦ୍ୟାର୍ଥୀଙ୍କ ପାଇଁ ଲଗାଯିବ। ଛାତ୍ରଛାତ୍ରୀଙ୍କ ଦକ୍ଷତା ଯାଞ୍ଚ ପରେ ଖରାପ ପ୍ରଦର୍ଶନ କରିଥିବା ଛାତ୍ରଛାତ୍ରୀଙ୍କ ଦକ୍ଷତା ବୃଦ୍ଧି ପାଇଁ ଶିକ୍ଷାନୁଷ୍ଠାନ ପକ୍ଷରୁ ପ୍ରୟାସ କରାଯିବ। ସେମାନଙ୍କୁ ପୃଥକ ଭାବେ ଅତିରିକ୍ତ ପାଠ ପଢ଼ାଯିବା ସହ ନିୟମିତ ପାଠ ମଧ୍ୟ ପ୍ରଦାନ କରାଯିବ ବୋଲି ଚିଠିରେ ଦର୍ଶାଇଛନ୍ତି ଓସେପା କର୍ତ୍ତୃପକ୍ଷ।

କରୋନା ମହାମାରୀ ଯୋଗୁ ଗତ ୨ ବର୍ଷ ହେଲା ସିଲାବସର ଶତ ପ୍ରତିଶତ ପଢ଼ା ହୋଇ ପାରୁ ନ ଥିବାରୁ ପାଠପଢ଼ା ଏକ ପ୍ରକାର ବିପର୍ୟ୍ୟସ୍ତ ହୋଇ ପଡ଼ିଥିଲା। ଚଳିତ ଶିକ୍ଷା ବର୍ଷରେ ସ୍କୁଲ ପାଠପଢ଼ା ସମ୍ପୂର୍ଣ୍ଣ ସ୍ୱାଭାବିକ ହେବ ବୋଲି ଆଶା ଥିବା ବେଳେ ଶତ ପ୍ରତିଶତ ପାଠ୍ୟ ଖସଡ଼ା ସାରିବା ଦିଗରେ ପଦକ୍ଷେପ ନେବାକୁ ସମସ୍ତ ଡିଇଓଙ୍କୁ ନିର୍ଦେଶ ଦିଆଯାଇଛି। ସବୁ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସମସ୍ତ ଶିକ୍ଷକଙ୍କ ସହ ପାଠ୍ୟକ୍ରମ, ପାଠପଢ଼ା ସମୟ ସମ୍ବନ୍ଧରେ ଆଲୋଚନା କରିବେ। କିଭଳି ସଠିକ୍ ଭାବେ ବିଦ୍ୟାର୍ଥୀ ଶିକ୍ଷା ପାଇବେ ସେ ଦିଗରେ ଯୋଜନା ପ୍ରସ୍ତୁତ କରିବେ। ଶିକ୍ଷକ ଶିକ୍ଷୟିତ୍ରୀ ଠିକ୍ ଭାବେ ପଢ଼ାଉଛନ୍ତି କି ନାହିଁ ସେ ଦିଗରେ ପ୍ରଧାନଶିକ୍ଷକ ଧ୍ୟାନ ଦେବେ। ଶିକ୍ଷକଙ୍କ ପାଠପଢ଼ା ତଥ୍ୟ ବିଦ୍ୟାଳୟରେ ସ୍ୱତନ୍ତ୍ର ରେଜିଷ୍ଟରରେ ଉଲ୍ଲେଖ ରହିବ।

ଶିକ୍ଷକମାନେ ପାଠପଢ଼ାରେ ହୋଇଥିବା କ୍ଷତି ଭରଣା ପାଇଁ ସ୍ୱତନ୍ତ୍ର ଯୋଜନା କରିବେ। ସିଆରସିସିମାନେ ନିଜ କ୍ଲଷ୍ଟରରେ ପାଠପଢ଼ା ଉପରେ ତୀକ୍ଷଣ ନଜର ରଖିବା ସହ ରୀତିମତ ଯାଞ୍ଚ କରିବେ। ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ନିରାପତ୍ତାକୁ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ପ୍ରାଥମିକତା ଦେବେ। ବିଦ୍ୟାର୍ଥୀଙ୍କ ଉପଯୋଗୀ ପରିବେଶ ବିଦ୍ୟାଳୟରେ ସୃଷ୍ଟି କରାଯିବ। ପ୍ରତି ପାଠ୍ୟକ୍ରମର ବିଷୟଗତ ନୋଟ ପିଲାଙ୍କୁ ପ୍ରଦାନ ପୂର୍ବରୁ ପ୍ରଧାନଶିକ୍ଷକ ତାହାର ଯାଞ୍ଚ କରିବେ। ଏଦିଗରେ ପଦକ୍ଷେପ ନେବାକୁ ସବୁ ଡିଇଓ ଓ ଡିପିସିଙ୍କୁ ନିର୍ଦେଶ ଦିଆଯାଇଥିବା ଚିଠିରେ ଉଲ୍ଲେଖ ଅଛି।

Powered by Froala Editor

Tags New guideline

Related articles Odisha News Lens 4.1

  • ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ଆକ୍ରମଣ, ୮ ମୃତ
    ଦେଶ-ଦେଶାନ୍ତର

    ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ଆକ୍ରମଣ, ୮ ମୃତ

    13343
    Jun 10, 2026
  • ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ କୋହଲିଙ୍କ ସ୍ଥାନ ପ୍ରଥମ
    ମନୋରଞ୍ଜନ

    ମହଙ୍ଗା ସେଲିବ୍ରିଟିଙ୍କ ତାଲିକାରେ ବିରାଟ କୋହଲିଙ୍କ ସ୍ଥାନ ପ୍ରଥମ

    13273
    Jun 10, 2026
  • ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ପ୍ରଥମ ଝଲକ
    ମନୋରଞ୍ଜନ

    ଇନଷ୍ଟାଗ୍ରାମରେ ‘ବଣ୍ଟଓ୍ବାରା ୧୯୪୭’ର ପ୍ରଥମ ଝଲକ

    14421
    Jun 10, 2026
  • ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି
    ଦେଶ-ଦେଶାନ୍ତର

    ନେହେରୁଙ୍କ ରେକର୍ଡ ଭାଙ୍ଗିଲେ ମୋଦି

    13661
    Jun 10, 2026
  • ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ହେଲା 'ଭାରତ ଭାଗ୍ୟ ବିଧାତା'
    ମନୋରଞ୍ଜନ

    ରିଲିଜ୍ ପୂର୍ବରୁ ଦିଲ୍ଲୀରେ ଟିକସମୁକ୍ତ ହେଲା 'ଭାରତ ଭାଗ୍ୟ ବିଧାତା'

    14346
    Jun 10, 2026
  • ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ପରମାଣୁ ଯୁଦ୍ଧାସ୍ତ୍ରକୁ ଆଇଏନଏସ୍‌ ...
    ଦେଶ-ଦେଶାନ୍ତର

    ପରମାଣୁ ରଣନୀତିରେ ବଡ ପରିବର୍ତ୍ତନ : ୧୨ଟି ପରମାଣୁ ଯୁଦ୍ଧାସ୍ତ୍ରକୁ ଆଇଏନଏସ୍‌ ...

    14713
    Jun 10, 2026
  • ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ହଟାଯିବ
    ଦେଶ-ଦେଶାନ୍ତର

    ‘ଦୀଘା ଜଗନ୍ନାଥ ଧାମ’ ନାମରୁ ‘ଧାମ’ ଶବ୍ଦ ହଟାଯିବ

    14180
    Jun 09, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....
    ବିଶେଷ

    ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13291
    Jun 10, 2026
  • ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ଉତ୍ତୀର୍ଣ୍ଣ
    ଦେଶ-ଦେଶାନ୍ତର

    ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ଉତ୍ତୀର୍ଣ୍ଣ

    15023
    Jun 09, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ଆକ୍ରମଣ, ୮ ମୃତ

    13343
    Jun 10, 2026
  • ବିଶେଷ

    ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13291
    Jun 10, 2026
  • ଦେଶ-ଦେଶାନ୍ତର

    ସାବାସ୍ ଚାରୁ, ୨୩ ବର୍ଷରେ ୧୯ ଟି ଚାକିରିରେ ଉତ୍ତୀର୍ଣ୍ଣ

    15023
    Jun 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16917
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17536
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17582
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17974
    Sep 06, 2023

ବିଶେଷ

  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13291
    Jun 10, 2026
  • ଥାଇରଏଡ୍‌କୁ ସୁସ୍ଥ କରିବା ପାଇଁ ଯୋଗ ନିହାତି ଜରୁରୀ

    15188
    Jun 09, 2026
  • ଶରୀରରେ ରକ୍ତ କମିଯାଉଥିଲେ ଖାଆନ୍ତୁ ଏହି ଖାଦ୍ୟ

    14136
    Jun 07, 2026
  • ଏହି ମସଲା ଖାଇଲେ ହେବନି ପେଟ ଗରମ

    14033
    Jun 05, 2026
  • ପିଲାଙ୍କ ମାନସିକତାକୁ ବୁଝି ଦିଅନ୍ତୁ ଖାଇବା

    14961
    Jun 03, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15458
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15201
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15687
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    14027
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇସ୍ରାଏଲ୍ ସେନା ପକ୍ଷରୁ ବଡ଼ଧରଣର ବିମାନ ଆକ୍ରମଣ, ୮ ମୃତ

    13343
    Jun 10, 2026
  • ଶୋଇବା ପୂର୍ବରୁ ପାଣି ପିଇବା ଶରୀର ପାଇଁ ଭଲ କି ଖରାପ ଜାଣନ୍ତୁ.....

    13291
    Jun 10, 2026
  • ପାକିସ୍ତାନୀ ସାମରିକ ଆକ୍ରମଣରେ ୧୩ ମୃତ

    14656
    Jun 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In