ସୋନିଆଙ୍କୁ ପୁଣି ସମନ, ଜୁନ୍ ୨୩ରେ ହାଜର ହେବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ: ନ୍ୟାସନାଲ୍ ହେରାଲ୍ଡ ମାମଲାରେ ସୋନିଆ ଗାନ୍ଧୀଙ୍କୁ ପୁଣି ସମନ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ଜୁନ୍ ୨୩ ତାରିଖ ସୁଦ୍ଧା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ନିକଟରେ ହାଜର ହେବାକୁ କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ନୋଟିସ ଜାରି କରାଯାଇଛି । ଏହାପୂର୍ବରୁ ଜୁନ୍ ୮ ତାରିଖରେ ସୋନିଆଙ୍କୁ ହାଜର ହେବାକୁ ନୋଟିସ୍ ହୋଇଥିଲା ।
ତେବେ କୋଭିଡ ସଂକ୍ରମିତ ଦର୍ଶାଇ ହାଜର ହୋଇନଥିଲେ ସୋନିଆ ଗାନ୍ଧୀ । ଜୁନ୍ ୨ ତାରିଖରେ ସେ କୋଭିଡ ସଂକ୍ରମିତ ହୋଇଥିଲେ । ଏହାକୁ ନେଇ ସେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟକୁ ଜଣାଇ ଦେଇଥିଲେ । ସମାନ ମାମଲାରେ ଜୁନ୍ ୧୩ ତାରିଖରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ନିକଟରେ ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ତଥା ସୋନିଆଙ୍କ ପୁଅ ରାହୁଲ ଗାନ୍ଧୀ ହାଜର ହେବେ । ନ୍ୟାସନାଲ ହେରାଲ୍ଡରେ ଉଭୟ ଅର୍ଥ ହେରଫେର କରିଥିବା ଅଭିଯୋଗ ହୋଇଛି ।୨୦୧୫ରୁ ବନ୍ଦ ପଡିଥିବା ଏହି ପୁରୁଣା ମାମଲାକୁ ପୁଣି ଖୋଲାଯାଇଛି । ଏହି ମାମଲାରେ ରାହୁଲ ଓ ସୋନିଆଙ୍କୁ ପଚରାଉଚରା କରିବା ପାଇଁ ଜୁନ୍ ୧୩ ଓ ଜୁନ୍ ୨୩ ତାରିଖରେ ଇଡି କାର୍ୟ୍ୟକାଳରେ ହାଜର ହେବାକୁ କୁହାଯାଇଛି ।
Powered by Froala Editor
Related articles Odisha News Lens 3.2
-
ଆଲପାଇନ୍ ଗ୍ଲାସିୟର ଭାଙ୍ଗି ୫ ଜଣଙ୍କ ମୃତ୍ୟୁ
14890Jul 05, 2022 -
ତେଲ ଉପରୁ ଭାଟ୍ ହ୍ରାସ ପାଇଁ ଘୋଷଣା କଲେ ମହାରାଷ୍ଟ୍ର ସରକାର
14361Jul 05, 2022 -
ଭାରସାମ୍ୟ ହରାଇ ଖାତରେ ଖସିପଡ଼ିଲା ବସ୍, ୨୦ ମୃତ
14162Jul 05, 2022 -
ସିଗାରେଟ୍ ଟାଣୁଛନ୍ତି ‘କାଳୀ’, ଫିଲ୍ମ ନିର୍ମାତାଙ୍କୁ ଗିରଫ ଦାବି
13478Jul 05, 2022 -
ପ୍ରଧାନମନ୍ତ୍ରୀଙ୍କ ଗସ୍ତ ବେଳେ ଉଡିଲା କଳା ବେଲୁନ, ୪ କଂଗ୍ରେସ କର୍ମୀ ଗିରଫ
14621Jul 05, 2022 -
ଲାଗିଲା କଟକଣା, ମନଇଚ୍ଛା ସର୍ଭିସ ଚାର୍ଜ ନେଇପାରିବେନି ରେଷ୍ଟୁରାଣ୍ଟ
14378Jul 05, 2022 -
ଆପଣଙ୍କ ଶିଶୁ ଖାଉଛିକି ମାଟି ? ଆପଣାନ୍ତୁ ଏହି ଟ୍ରିକ୍ସ
15154Jul 04, 2022 -
କର୍ଣ୍ଣାଟକର ସିନି ଶେଟ୍ଟି ଫେମିନା ମିସ୍ ଇଣ୍ଡିଆ ୱାର୍ଲ୍ଡ ୨୦୨୨ ଟାଇଟଲର ବିଜେତା
13582Jul 04, 2022 -
ଲାଲୁ ଯାଦବ ଆଇସିୟୁରେ
15117Jul 04, 2022
ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |
ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |
-
ଆପଣଙ୍କ ଶିଶୁ ଖାଉଛିକି ମାଟି ? ଆପଣାନ୍ତୁ ଏହି ଟ୍ରିକ୍ସ
15154Jul 04, 2022 -
ଲାଲୁ ଯାଦବ ଆଇସିୟୁରେ
15117Jul 04, 2022 -
ଭାତରୁ ପ୍ରସ୍ତୁତ କରନ୍ତୁ ଟେଷ୍ଟି କଚୋଡ଼ି
14257Jul 04, 2022
About Us
- Bhubaneswar, Odisha, India
- 0 00000 000 00
- odishanewslens@gmail.com