ଅଶୋଧିତ ତୈଳ ମୂଲ୍ୟ ପୁଣି ବଢ଼ିଲା

ନୂଆଦିଲ୍ଲୀ : ଭାରତ କ୍ରୟ କରୁଥିବା ଅଶୋଧିତ ପେଟ୍ରୋଲିୟମ ଦର ବ୍ୟାରେଲ ପିଛା ୧୨୧ ଡଲାରରେ ପହଞ୍ଚିଛି। ଏହା ଦଶବର୍ଷ ମଧ୍ୟରେ ସର୍ବୋଚ୍ଚ ସ୍ତର ବୋଲି ଜଣାଯାଇଛି। ତେବେ ଦେଶରେ ପେଟ୍ରୋଲ ଓ ଡିଜେଲର ଖୁଚୁରା ବିକ୍ରି ମୂଲ୍ୟ ଅପରିବର୍ତ୍ତିତ ରହିଛି। ଚଳିତ ମାସ ୯ ତାରିଖରେ ଭାରତ ଚୁକ୍ତି କରିଥିବା ପେଟ୍ରୋଲିୟମ ନିମନ୍ତେ ବ୍ୟାରେଲ ପିଛା ୧୨୧.୨୮ ଡଲାର ଦେବାକୁ ହେବ, ଯାହା ୨୦୧୨ ଫେବୃଆରୀ/ମାର୍ଚ୍ଚ ମୂଲ୍ୟ ପାଖାପାଖି ପହଞ୍ଚିଛି। ଦେଶର ତୈଳ କମ୍ପାନୀଗୁଡିକ ସମ୍ପ୍ରତି ପେଟ୍ରୋଲ ଲିଟର ପିଛା ୧୮ ଟଙ୍କା ଓ ଡିଜେଲ ଉପରେ ୨୧ ଟଙ୍କା କ୍ଷତି ସହୁଥିବା ଜଣାଯାଇଛି।
Powered by Froala Editor
Related articles Odisha News Lens 3.2
-
ଭାତରୁ ପ୍ରସ୍ତୁତ କରନ୍ତୁ ଟେଷ୍ଟି କଚୋଡ଼ି
14261Jul 04, 2022 -
ସିଗାରେଟ୍ ଟାଣୁଛନ୍ତି ‘କାଳୀ’, ଫିଲ୍ମ ନିର୍ମାତାଙ୍କୁ ଗିରଫ ଦାବି
13482Jul 05, 2022 -
ପ୍ରଧାନମନ୍ତ୍ରୀଙ୍କ ଗସ୍ତ ବେଳେ ଉଡିଲା କଳା ବେଲୁନ, ୪ କଂଗ୍ରେସ କର୍ମୀ ଗିରଫ
14625Jul 05, 2022 -
କର୍ଣ୍ଣାଟକର ସିନି ଶେଟ୍ଟି ଫେମିନା ମିସ୍ ଇଣ୍ଡିଆ ୱାର୍ଲ୍ଡ ୨୦୨୨ ଟାଇଟଲର ବିଜେତା
13586Jul 04, 2022 -
ଆଲପାଇନ୍ ଗ୍ଲାସିୟର ଭାଙ୍ଗି ୫ ଜଣଙ୍କ ମୃତ୍ୟୁ
14894Jul 05, 2022 -
ଲାଲୁ ଯାଦବ ଆଇସିୟୁରେ
15121Jul 04, 2022 -
ଲାଗିଲା କଟକଣା, ମନଇଚ୍ଛା ସର୍ଭିସ ଚାର୍ଜ ନେଇପାରିବେନି ରେଷ୍ଟୁରାଣ୍ଟ
14382Jul 05, 2022 -
ଆପଣଙ୍କ ଶିଶୁ ଖାଉଛିକି ମାଟି ? ଆପଣାନ୍ତୁ ଏହି ଟ୍ରିକ୍ସ
15158Jul 04, 2022 -
ଭାରସାମ୍ୟ ହରାଇ ଖାତରେ ଖସିପଡ଼ିଲା ବସ୍, ୨୦ ମୃତ
14166Jul 05, 2022
ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |
ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |
-
ଲାଲୁ ଯାଦବ ଆଇସିୟୁରେ
15121Jul 04, 2022 -
କର୍ଣ୍ଣାଟକର ସିନି ଶେଟ୍ଟି ଫେମିନା ମିସ୍ ଇଣ୍ଡିଆ ୱାର୍ଲ୍ଡ ୨୦୨୨ ଟାଇଟଲର ବିଜେତା
13586Jul 04, 2022 -
ଆପଣଙ୍କ ଶିଶୁ ଖାଉଛିକି ମାଟି ? ଆପଣାନ୍ତୁ ଏହି ଟ୍ରିକ୍ସ
15158Jul 04, 2022
About Us
- Bhubaneswar, Odisha, India
- 0 00000 000 00
- odishanewslens@gmail.com