ଜାତିସଂଘରେ ସାମିଲ ହେଲା ହିନ୍ଦୀ ଭାଷା

ନ୍ୟୁୟର୍କ: ଜାତିସଂଘ ହିନ୍ଦୀ ଭାଷା ପ୍ରସ୍ତାବକୁ ସ୍ବୀକୃତି ଦେଇଛି । ଗତକାଲି ସାଧାରଣ ପରିଷଦରେ ଏହା ଘୋଷଣା କରାଯାଇଛି । ହିନ୍ଦୀ ସହିତ ବଙ୍ଗଳା ଉର୍ଦ୍ଦୁ ଭାଷାକୁ ମଧ୍ୟ ଅନୁମତି ଦିଆଯାଇଛି । ଏନେଇ ଜାତିସଂଘର ଭାରତୀୟ ସ୍ଥାୟୀ ରାଷ୍ଟ୍ରଦୂତ ଟିଏସ ତିରୁମୂର୍ତ୍ତି ସାଧାରଣ ସଭାରେ ଯୋଗ ଦେଇ ସୂଚନା ଦେଇଛନ୍ତି ।
ଟିଏସ ତିରୁମୂର୍ତ୍ତି କହିଛନ୍ତି, ଚଳିତ ବର୍ଷ ପ୍ରଥମ ଥର ପାଇଁ ହିନ୍ଦୀ ଭାଷାକୁ ସାମିଲ କରାଯାଇଛି । ବର୍ତ୍ତମାନ ଜାତିସଂଘର ସମସ୍ତ କାର୍ୟ୍ୟ ଓ ଜରୁରୀ ସୂଚନା ଏହି ଭାଷାରେ ପ୍ରକାଶ କରାଯିବ । ଜାତିସଂଘର ସ୍ବୀକୃତିକୁ ଭାରତ କୃତଜ୍ଞତା ଜଣାଇଛି । ସେ ଆହୁରି ମଧ୍ୟ କହିଛନ୍ତି ୨୦୧୮ ମସିହାରେ ଭାରତ ହିନ୍ଦୀ ଜାତିସଂଘ ପ୍ରକଳ୍ପ ଆରମ୍ଭ କରିଥିଲା । ମିଳିତ ଜାତିସଂଘରେ ବହୁଭାଷାବାଦକୁ ପ୍ରକୃତ ଅର୍ଥରେ ଗ୍ରହଣ କରିବା ଜରୁରୀ ଅଟେ ଏବଂ ଏହି ଲକ୍ଷ୍ୟ ହାସଲ କରିବାରେ ଭାରତ ସମର୍ଥନ କରିବ । ମିଳିତ ଜାତିସଂଘ ସାଧାରଣ ପରିଷଦର ୬ଟି ଭାଷା ରହିଛି- ଆରବୀ, ଚାଇନିଜ, ଇଂରାଜୀ, ଫରାସୀ, ରୁଷୀୟ ଏବଂ ସ୍ପାନିସ ।
Powered by Froala Editor
Related articles Odisha News Lens 3.2
-
ଲାଲୁ ଯାଦବ ଆଇସିୟୁରେ
15110Jul 04, 2022 -
ଆପଣଙ୍କ ଶିଶୁ ଖାଉଛିକି ମାଟି ? ଆପଣାନ୍ତୁ ଏହି ଟ୍ରିକ୍ସ
15147Jul 04, 2022 -
ଲାଗିଲା କଟକଣା, ମନଇଚ୍ଛା ସର୍ଭିସ ଚାର୍ଜ ନେଇପାରିବେନି ରେଷ୍ଟୁରାଣ୍ଟ
14369Jul 05, 2022 -
ସିଗାରେଟ୍ ଟାଣୁଛନ୍ତି ‘କାଳୀ’, ଫିଲ୍ମ ନିର୍ମାତାଙ୍କୁ ଗିରଫ ଦାବି
13469Jul 05, 2022 -
ଆଲପାଇନ୍ ଗ୍ଲାସିୟର ଭାଙ୍ଗି ୫ ଜଣଙ୍କ ମୃତ୍ୟୁ
14881Jul 05, 2022 -
ପ୍ରଧାନମନ୍ତ୍ରୀଙ୍କ ଗସ୍ତ ବେଳେ ଉଡିଲା କଳା ବେଲୁନ, ୪ କଂଗ୍ରେସ କର୍ମୀ ଗିରଫ
14612Jul 05, 2022 -
ଭାତରୁ ପ୍ରସ୍ତୁତ କରନ୍ତୁ ଟେଷ୍ଟି କଚୋଡ଼ି
14250Jul 04, 2022 -
ଭାରସାମ୍ୟ ହରାଇ ଖାତରେ ଖସିପଡ଼ିଲା ବସ୍, ୨୦ ମୃତ
14153Jul 05, 2022 -
ତେଲ ଉପରୁ ଭାଟ୍ ହ୍ରାସ ପାଇଁ ଘୋଷଣା କଲେ ମହାରାଷ୍ଟ୍ର ସରକାର
14352Jul 05, 2022
ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |
ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |
-
ଆଲପାଇନ୍ ଗ୍ଲାସିୟର ଭାଙ୍ଗି ୫ ଜଣଙ୍କ ମୃତ୍ୟୁ
14881Jul 05, 2022 -
ଲାଗିଲା କଟକଣା, ମନଇଚ୍ଛା ସର୍ଭିସ ଚାର୍ଜ ନେଇପାରିବେନି ରେଷ୍ଟୁରାଣ୍ଟ
14369Jul 05, 2022 -
ସିଗାରେଟ୍ ଟାଣୁଛନ୍ତି ‘କାଳୀ’, ଫିଲ୍ମ ନିର୍ମାତାଙ୍କୁ ଗିରଫ ଦାବି
13469Jul 05, 2022
About Us
- Bhubaneswar, Odisha, India
- 0 00000 000 00
- odishanewslens@gmail.com