Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, May 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ତରଭୁଜ ନମୁନାରେ ମୂଷା ମରା ବିଷ

  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ...

  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ...

  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ...

  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ...

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ...

  • ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, ...

  • ଥଲାପତି ବିଜୟଙ୍କ ଶପଥ ନେଇ ଆଶଙ୍କା, ୧୧୮ ...

  • ଇସ୍ତଫା ନାହିଁ, ମୋତେ ବହିଷ୍କାର କର: ମମତା

ରାଜ୍ୟ
Home ›› ରାଜ୍ୟ ››ବଜେଟ ପୂର୍ବରୁ ପରାମର୍ଶ ନେଲେ ଅର୍ଥମନ୍ତ୍ରୀ

ବଜେଟ ପୂର୍ବରୁ ପରାମର୍ଶ ନେଲେ ଅର୍ଥମନ୍ତ୍ରୀ

2022-06-13 09:24:55
15254
Share:
Facebook
Twitter
E-Mail
WhatsApp
Telegram
ବଜେଟ ପୂର୍ବରୁ ପରାମର୍ଶ ନେଲେ ଅର୍ଥମନ୍ତ୍ରୀ

ଭୁବନେଶ୍ବର : ବଜେଟ ପୂର୍ବରୁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ବିଗତ ବର୍ଷଗୁଡ଼ିକ ପରି ସମାଜର ବିଭିନ୍ନ ବର୍ଗର ପ୍ରତିନିଧିଙ୍କ ସହିତ ଆଭାସି ମାଧ୍ୟମରେ ପରାମର୍ଶ କରିଛନ୍ତି। ଏହା  ଦୁଇଟି ପର୍ୟ୍ୟାୟରେ ଅନୁଷ୍ଠିତ ହୋଇଥିଲା। ପ୍ରଥମ ଅଧିବେଶନରେ ପୂର୍ବତନ ଅର୍ଥମନ୍ତ୍ରୀଙ୍କ ସମେତ ପୂର୍ବତନ ଅର୍ଥ ସଚିବ ତଥା ଅର୍ଥନୀତିଜ୍ଞମାନେ ଯୋଗ ଦେଇ ସେମାନଙ୍କ ମତାମତ ରଖିଥିଲେ। ସେହିପରି ଦ୍ବିତୀୟ ଅଧିବେଶନରେ କ୍ଷେତ୍ର ବିଶେଷଜ୍ଞ, ବ୍ୟବସାୟୀ ତଥା ଶି‌େ‌ଳ୍ପାଦ୍ୟୋଗୀଙ୍କ ପ୍ରତିନିଧି, କୃଷି ବିଶେଷଜ୍ଞ, ଶ୍ରମ ସଂଘ ପ୍ରତିନିଧି, ସ୍ତମ୍ଭକାର ତଥା ଏନଜିଓ ପ୍ରତିନିଧି ଯୋଗ ଦେଇଥିଲେ।
ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ ଚନ୍ଦ୍ର ଘଡ଼ାଇ ଏହି ଆଲୋଚନାରେ ଅଂଶ୍ରଗହଣ କରିଥିଲେ। ଏହି ଅବସରରେ ଶ୍ରୀ ଘଡ଼ାଇ କହିଛନ୍ତି, ଆଞ୍ଚଳିକ ବୈଷ୍ଣବବାଦକୁ ଦୂର କରିବା ପାଇଁ ବଜେଟରେ ଆବଣ୍ଟିତ ଅର୍ଥକୁ ଶତ ପ୍ରତିଶତ ଖର୍ଚ୍ଚ କରିବାର ଆବଶ୍ୟକତା ରହିଛି। ଏହାଦ୍ବାରା ସରକାରୀ ଯୋଜନା ସଫଳ ହେବ ଏବଂ ଓଡ଼ିଶାର ସାମଗ୍ରିକ ବିକାଶ ଘଟିବ। ରାଜ୍ୟରେ ଲ୍ୟାଣ୍ଡବ୍ୟାଙ୍କିଂ ବ୍ୟବସ୍ଥାକୁ ସୁଦୃଢ଼ କରିବା ଏବଂ ଖଣିଜ ପଦାର୍ଥ ଉପରେ ଲାଗୁ ହୋଇଥିବା ଅତ୍ୟଧିକ ରପ୍ତାନି ଶୁଳ୍କକୁ ତୁରନ୍ତ ହ୍ରାସ କରିବା ଉପରେ ସେ ଗୁରୁତ୍ବ ଦେଇଛନ୍ତି। ରପ୍ତାନି ଶୁଳ୍କ ହ୍ରାସ ନ ହେଲେ ଓଡ଼ିଶାର ଆୟ ହ୍ରାସ ପାଇବ ବୋଲି ସେ ଚେତାଇ ଦେଇଛନ୍ତି। ଜୁଲାଇ ୨ରେ ବିଧାନସଭା ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ ହେବ। ଅଧିବେଶନର ପ୍ରଥମ ଦିନରେ ୨୦୨୨-୨୩ ଆର୍ଥିକ ବର୍ଷ ଲାଗି ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପିତ ହେବ। ଏଥିରେ ପ୍ରାୟ ୨ଲକ୍ଷ କୋଟିରୁ ଊର୍ଦ୍ଧ୍ବ ଟଙ୍କାର ପୂର୍ଣ୍ଣାଙ୍ଗ ବଜେଟ ଅଧିବେଶନ ଆସିବ ବୋଲି ଅର୍ଥ ବିଭାଗ ପ୍ରସ୍ତୁତିରୁ ଜଣାଯାଇଛି। ଏହାପୂର୍ବରୁ ଗତ ମାର୍ଚ୍ଚ ୩୧ରେ ୨୦୨୨-୨୩ ଆର୍ଥିକ ବର୍ଷର ପ୍ରଥମ ୪ ମାସ ପାଇଁ ପ୍ରାୟ ୧ ଲକ୍ଷ ୬ହଜାର ୪୯୮କୋଟି ଟଙ୍କାର କାମଚଳା ବଜେଟ ଉପସ୍ଥାପନ କରାଯାଇଥିଲା।

Powered by Froala Editor

Tags Budget

Related articles Odisha News Lens 4.1

  • ଇସ୍ତଫା ନାହିଁ, ମୋତେ ବହିଷ୍କାର କର: ମମତା
    ଦେଶ-ଦେଶାନ୍ତର

    ଇସ୍ତଫା ନାହିଁ, ମୋତେ ବହିଷ୍କାର କର: ମମତା

    15513
    May 07, 2026
  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ...
    ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ...

    13843
    May 07, 2026
  • ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌
    ଜିଲ୍ଲା ପରିକ୍ରମା

    ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌

    15522
    May 07, 2026
  • ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...
    ଦେଶ-ଦେଶାନ୍ତର

    ତାମିଲନାଡୁରେ ସରକାର ଗଠନ ପ୍ରସଙ୍ଗ ଜଟିଳ, ଆଜି ପୁଣିଥରେ ରାଜ୍ୟପାଳଙ୍କୁ ଭେଟିଲେ ...

    13716
    May 07, 2026
  • ତରଭୁଜ ନମୁନାରେ ମୂଷା ମରା ବିଷ
    ଦେଶ-ଦେଶାନ୍ତର

    ତରଭୁଜ ନମୁନାରେ ମୂଷା ମରା ବିଷ

    13948
    May 08, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା
    ବିଶେଷ

    ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    13969
    May 07, 2026
  • ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

    15648
    May 07, 2026
  • ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, କହିଲେ ଆମେ ଭଲ ବନ୍ଧୁ
    ମନୋରଞ୍ଜନ

    ସମ୍ପର୍କକୁ ନେଇ ମୁହଁ ଖୋଲିଲେ ତ୍ରିଶା, କହିଲେ ଆମେ ଭଲ ବନ୍ଧୁ

    15632
    May 07, 2026
  • ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ
    ଦେଶ-ଦେଶାନ୍ତର

    ‘ଅପରେସନ୍ ସିନ୍ଦୂର’କୁ ବର୍ଷେ, ମୋଦିଙ୍କର ଏକ୍ସ ଡିପିରେ ସେନାକୁ ସଲାମ

    15396
    May 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ଉଡାଇଦେବାକୁ ଧମକ

    13843
    May 07, 2026
  • ଜିଲ୍ଲା ପରିକ୍ରମା

    ସିସିଟିଭିରେ ରଙ୍ଗ ବୋଳି ଖାଲି କରିଦେଲେ ଏଟିଏମ୍‌

    15522
    May 07, 2026
  • ଦେଶ-ଦେଶାନ୍ତର

    ନିଶାନ୍ତଙ୍କ ସମେତ ଶପଥ ନେଲେ ୩୨ ମନ୍ତ୍ରୀ

    15648
    May 07, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17462
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17510
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17867
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16343
    Apr 03, 2021

ବିଶେଷ

  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    13969
    May 07, 2026
  • କେମିତି ଦୂର କରିବେ ଟେନ୍‌ସନ୍‌

    15139
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15119
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13912
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    14136
    May 01, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15385
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15120
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15616
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13934
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୁଖ୍ୟମନ୍ତ୍ରୀ ମାନ ଓ କେନ୍ଦ୍ରମନ୍ତ୍ରୀ ରଭନୀତ ବିଟ୍ଟୁଙ୍କ କାରକୁ ବୋମାରେ ଉଡାଇଦେବାକୁ ଧମକ

    13843
    May 07, 2026
  • ତରଭୁଜ ନମୁନାରେ ମୂଷା ମରା ବିଷ

    13948
    May 08, 2026
  • ଅଧିକ ମୋବାଇଲ୍ ଦେଖୁଥିଲେ ଭୋଗିବେ ଏହି ସମସ୍ୟା

    13969
    May 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In