Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, July 02, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ନିରୋଗ ରହିବାର ଉପାୟ ଜାଣନ୍ତୁ.....

  • ସବୁବେଳେ ଟେନ୍‌ସନ୍‌ରେ ରହୁଥିଲେ, ...

  • ଗହଳି ସମୟରେ ଓଲା ଓ ଉବର ବୁକ୍‌ କଲେ ପଡିବ ୨ ...

  • ୬ ମାସ ଜେଲ୍‌ ଦଣ୍ଡରେ ଦଣ୍ଡିତ ହେଲେ ଶେଖ୍‌ ...

  • ଶେଫାଳିଙ୍କ ମୃତ୍ୟୁ ପରେ ଏମିତି କହିଲେ ...

  • ଆଜିଠୁ ମୋଦୀଙ୍କ ୮ ଦିନିଆ ବିଦେଶ ଗସ୍ତ

  • IRCTCର ନୂଆ RailOne ଆପ୍‌ ଲଞ୍ଚ

  • ଫୋନ୍ କଲ ଲିକ୍‌ ମାମଲା: ପଦ ହରାଇଲେ ...

  • ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ...

  • ମସ୍କ ତାଙ୍କ ଦୋକାନ ବନ୍ଦ କରନ୍ତୁ ଏବଂ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ସୁପ୍ରିମକୋର୍ଟଙ୍କ ବଡ଼ ବୟାନ: ଦୀର୍ଘ ଦିନ ଏକାଠି ରହୁଥିଲେ ଲିଭ୍‌-ଇନ୍‌କୁ ବିବାହ ବୋଲି କୁହାଯିବ

ସୁପ୍ରିମକୋର୍ଟଙ୍କ ବଡ଼ ବୟାନ: ଦୀର୍ଘ ଦିନ ଏକାଠି ରହୁଥିଲେ ଲିଭ୍‌-ଇନ୍‌କୁ ବିବାହ ବୋଲି କୁହାଯିବ

2022-06-14 20:33:47
14990
Share:
Facebook
Twitter
E-Mail
WhatsApp
Telegram
ସୁପ୍ରିମକୋର୍ଟଙ୍କ ବଡ଼ ବୟାନ: ଦୀର୍ଘ ଦିନ ଏକାଠି ରହୁଥିଲେ ଲିଭ୍‌-ଇନ୍‌କୁ ବିବାହ ବୋଲି କୁହାଯିବ

ପ୍ରମୀଯୁଗଳଙ୍କ ଲିଭ୍‌-ଇନ୍‌କୁ ନେଇ ବଡ ବୟାନ ଦେଇଛନ୍ତି ସୁପ୍ରିମକୋର୍ଟ। ଯଦି ଜଣେ ପୁରୁଷ ଏବଂ ଜଣେ ମହିଳା ଦୀର୍ଘ ସମୟ ଧରି ଏକାଠି ରୁହନ୍ତି, ତେବେ ଆଇନ ଅନୁଯାୟୀ ଏହାକୁ ବିବାହ ଭଳି ଧରାଯିବ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ନିକଟରେ ବିବାହ ନ କରି ଦୀର୍ଘଦିନ ଏକାଠି ରହୁଥିବା ଜଣେ ପୁରୁଷ ଓ ମହିଳାଙ୍କ ସନ୍ତାନ ପୈତୃକ ସମ୍ପତ୍ତିରେ ଅଂଶୀଦାର ହେବାର ଅଧିକାର ନାହିଁ ବୋଲି କେରଳ ହାଇକୋର୍ଟ ଏକ ନିଷ୍ପତ୍ତି ଶୁଣାଇ କହିଥିଲେ।

ସୁପ୍ରିମ କୋର୍ଟ କହିଛନ୍ତି, ଏହା ସ୍ପଷ୍ଟ ଯେ ଯଦି ଜଣେ ପୁରୁଷ ଏବଂ ଜଣେ ମହିଳା ସ୍ୱାମୀ ଏବଂ ସ୍ତ୍ରୀ ଭାବରେ ଦୀର୍ଘ ସମୟ ଧରି ଏକାଠି ରୁହନ୍ତି ତେଣୁ ଏହାକୁ ବିବାହ ଭାବରେ ବିବେଚନା କରାଯିବ। ମହିଳା ଓ ପୁରୁଷ ବିବାହ ନକରି ମଧ୍ୟ ଏକାଠି ଦୀର୍ଘ ଦିନ ପର୍ଯ୍ୟନ୍ତ ଲିଭ-ଇନ୍‌ରେ ରୁହନ୍ତି ତେବେ ସେହି ସମ୍ପର୍କ ବିବାହ ସହ ସମାନ। ସେମାନଙ୍କର ଠାରୁ ଯେଉଁ ସନ୍ତାନ ସନ୍ତତି ଜନ୍ମ ନେବେ ସେମାନେ ସମ୍ପୃକ୍ତ ବ୍ୟକ୍ତିଙ୍କ ଠାରୁ ବାପାର ଅଧିକାର ପାଇବାକୁ ସମ୍ପୂର୍ଣ୍ଣ ଯୋଗ୍ୟ। ଏହାସହ ପୈତୃକ ସମ୍ପତ୍ତି ପାଇବାକୁ ମଧ୍ୟ ସେମାନେ ସମ୍ପୂର୍ଣ୍ଣ ହକଦାର ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।ଏହାକୁ ଅଧିନିୟମର ଧାରା ୧୧୪ ଧାରା ଅନ୍ତର୍ଗତ କରାଯିବ। ଏନେଇ ଜଷ୍ଟିସ୍ ଏସ୍. ଅବଦୁଲ ନଜିର ଏବଂ ଜଷ୍ଟିସ୍ ବିକ୍ରମ ନାଥଙ୍କ ମିଳିତ ଖଣ୍ଡପୀଠ ଏହି ରାୟ ଶୁଣାଇଛନ୍ତି।

Powered by Froala Editor

Tags live-in

Related articles Odisha News Lens 4.1

  • ମସ୍କ ତାଙ୍କ ଦୋକାନ ବନ୍ଦ କରନ୍ତୁ ଏବଂ ଦକ୍ଷିଣ ଆଫ୍ରିକା ଫେରିଯାଆନ୍ତୁ: ଟ୍ରମ୍ପ
    ଦେଶ-ଦେଶାନ୍ତର

    ମସ୍କ ତାଙ୍କ ଦୋକାନ ବନ୍ଦ କରନ୍ତୁ ଏବଂ ଦକ୍ଷିଣ ଆଫ୍ରିକା ଫେରିଯାଆନ୍ତୁ: ଟ୍ରମ୍ପ

    14010
    Jul 01, 2025
  • ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି
    ବାଣିଜ୍ୟ

    ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

    15801
    Jul 01, 2025
  • ଆଜିଠୁ ମୋଦୀଙ୍କ ୮ ଦିନିଆ ବିଦେଶ ଗସ୍ତ
    ଦେଶ-ଦେଶାନ୍ତର

    ଆଜିଠୁ ମୋଦୀଙ୍କ ୮ ଦିନିଆ ବିଦେଶ ଗସ୍ତ

    14734
    Jul 02, 2025
  • IRCTCର ନୂଆ RailOne ଆପ୍‌ ଲଞ୍ଚ
    ଦେଶ-ଦେଶାନ୍ତର

    IRCTCର ନୂଆ RailOne ଆପ୍‌ ଲଞ୍ଚ

    14047
    Jul 01, 2025
  • ଗହଳି ସମୟରେ ଓଲା ଓ ଉବର ବୁକ୍‌ କଲେ ପଡିବ ୨ ଗୁଣା ଭଡା
    ଦେଶ-ଦେଶାନ୍ତର

    ଗହଳି ସମୟରେ ଓଲା ଓ ଉବର ବୁକ୍‌ କଲେ ପଡିବ ୨ ଗୁଣା ଭଡା

    14196
    Jul 02, 2025
  • ଫୋନ୍ କଲ ଲିକ୍‌ ମାମଲା: ପଦ ହରାଇଲେ ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    ଫୋନ୍ କଲ ଲିକ୍‌ ମାମଲା: ପଦ ହରାଇଲେ ପ୍ରଧାନମନ୍ତ୍ରୀ

    13819
    Jul 01, 2025
  • ନିରୋଗ ରହିବାର ଉପାୟ ଜାଣନ୍ତୁ.....
    ବିଶେଷ

    ନିରୋଗ ରହିବାର ଉପାୟ ଜାଣନ୍ତୁ.....

    13820
    Jul 02, 2025
  • ଶେଫାଳିଙ୍କ ମୃତ୍ୟୁ ପରେ ଏମିତି କହିଲେ ପ୍ରଥମ ସ୍ୱାମୀ...
    ମନୋରଞ୍ଜନ

    ଶେଫାଳିଙ୍କ ମୃତ୍ୟୁ ପରେ ଏମିତି କହିଲେ ପ୍ରଥମ ସ୍ୱାମୀ...

    13894
    Jul 02, 2025
  • ୬ ମାସ ଜେଲ୍‌ ଦଣ୍ଡରେ ଦଣ୍ଡିତ ହେଲେ ଶେଖ୍‌ ହସିନା
    ଦେଶ-ଦେଶାନ୍ତର

    ୬ ମାସ ଜେଲ୍‌ ଦଣ୍ଡରେ ଦଣ୍ଡିତ ହେଲେ ଶେଖ୍‌ ହସିନା

    15336
    Jul 02, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଫୋନ୍ କଲ ଲିକ୍‌ ମାମଲା: ପଦ ହରାଇଲେ ପ୍ରଧାନମନ୍ତ୍ରୀ

    13819
    Jul 01, 2025
  • ଦେଶ-ଦେଶାନ୍ତର

    ୬ ମାସ ଜେଲ୍‌ ଦଣ୍ଡରେ ଦଣ୍ଡିତ ହେଲେ ଶେଖ୍‌ ହସିନା

    15336
    Jul 02, 2025
  • ମନୋରଞ୍ଜନ

    ଶେଫାଳିଙ୍କ ମୃତ୍ୟୁ ପରେ ଏମିତି କହିଲେ ପ୍ରଥମ ସ୍ୱାମୀ...

    13894
    Jul 02, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16601
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16717
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17031
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15520
    Apr 03, 2021

ବିଶେଷ

  • ନିରୋଗ ରହିବାର ଉପାୟ ଜାଣନ୍ତୁ.....

    13820
    Jul 02, 2025
  • ସବୁବେଳେ ଟେନ୍‌ସନ୍‌ରେ ରହୁଥିଲେ, ହୋଇପାରେ ଏହି ସମସ୍ୟା

    13577
    Jul 02, 2025
  • ଘରେ ବାସ୍ତୁ ଦୋଷ ଥିଲେ, ଠିକ୍ କରିବାର ଉପାୟ ଜାଣନ୍ତୁ....

    15427
    Jun 30, 2025
  • ଏକାଧିକ ଥର ପ୍ରେମରେ ପଡ଼ିଥାନ୍ତି ଏହି ୩ ରାଶିର ପୁରୁଷ

    15735
    Jun 30, 2025
  • ଦିନକୁ କେତେ ଥର ପିଇବେ ଗ୍ରୀନ୍‌-ଟି ?

    15725
    Jun 29, 2025

ବାଣିଜ୍ୟ

ପୁରୀ ରଥ ଯାତ୍ରାରେ ଆଶୀର୍ବାଦ ଭକ୍ତଗଣଙ୍କୁ ‘ଭକ୍ତି ପଥେ’ ଆଗେଇ ନେଉଛି

ପୁରୀ, ୧ ଜୁଲାଇ ୨୦୨୫: ବହୁ ବର୍ଷ ଧରି ଭାରତର ୧ ନମ୍ବର ପ୍ୟାକେଜଡ୍ ଅଟ୍ଟା ବ୍ରାଣ୍ଡ୍ ଆଶୀର୍ବାଦ ରଥ ଯାତ୍ରା ଉତ୍ସବର ଏକ ଆକାଂକ୍ଷିତ ଅଂଶ ହୋଇ ରହିଆସିଛି । ଚଳିତ ବର୍ଷ ମଧ୍ୟ ଆଶୀର୍ବାଦ ସର୍ବାଧୁନିକ ଯୁଗର ପ୍ରଯୁକ୍ତିବିଦ୍ୟା ସହିତ ବହୁ ପୁରାତନ ପରମ୍ପରାକୁ ସଂଯୋଗ କରୁଥିବା ଆଧ୍ୟାତ୍ମିକ ଦୃଷ୍ଟିରୁ ଅନ୍ତର୍ବିଶିଷ୍ଟକାରୀ ...

  • ରଥଯାତ୍ରା ୨୦୨୫ରେ ସନ୍‌ଫିଷ୍ଟ ମାରୀ ଲାଇଟ୍‌ ଭକ୍ତମାନଙ୍କ ପାଇଁ ଆଣିଛି ଶୀତଳ ‘ସୂର୍ଯ୍ୟ ବରଦାନ’

    14038
    Jun 28, 2025
  • ଭାସମଲ୍‌ ଏକ କଳାକୃତି ସହିତ ରଥଯାତ୍ରାକୁ ସମ୍ମାନ ପ୍ରଦର୍ଶନ କରୁଛି ଏବଂ ଶୁଭାରମ୍ଭ କରୁଛି ହେନା କ୍ରିମ ହେୟାର କଲର୍‌

    15563
    Jun 25, 2025
  • ଏସିୟାନ୍ ପେଣ୍ଟସ୍ ନେଇଆସିଛି ‘ରୋୟାଲ୍ ଗ୍ଲିଟ୍ସ – ଟ୍ରିବ୍ୟୁଟ୍ ଟୁ ଓଡିଶା’ ସ୍ପେସିଆଲ୍ ଏଡିସନ୍ ପ୍ୟାକ୍

    15543
    Jun 20, 2025
  • ଖୁବ୍ ଶୀଘ୍ର ସ୍କୋଡା ଇଣ୍ଡିଆ ଲଞ୍ଚ କରିବ ସିଏନଜି ଏସୟୁଭି

    15012
    Jun 19, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • IRCTCର ନୂଆ RailOne ଆପ୍‌ ଲଞ୍ଚ

    14047
    Jul 01, 2025
  • ୬ ମାସ ଜେଲ୍‌ ଦଣ୍ଡରେ ଦଣ୍ଡିତ ହେଲେ ଶେଖ୍‌ ହସିନା

    15336
    Jul 02, 2025
  • ଫୋନ୍ କଲ ଲିକ୍‌ ମାମଲା: ପଦ ହରାଇଲେ ପ୍ରଧାନମନ୍ତ୍ରୀ

    13819
    Jul 01, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In