ଏନକାଉଣ୍ଟର : ଦୁଇ ଲସ୍କର-ଇ-ତୋଇବା ଆତଙ୍କୀ ନିପାତ

ଶ୍ରୀନଗର: ଜମ୍ମୁ କାଶ୍ମୀର ସୋପିଆନ୍ ଜିଲ୍ଲା କାଞ୍ଚିଉଲାରରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛି । ଏଥିରେ ଦୁଇ ଲସ୍କର ଇ ତୋଇବା ଆତଙ୍କୀ ନିପାତ ହୋଇଛନ୍ତି । ଏନେଇ ଜମ୍ମୁ କାଶ୍ମୀର ଜୋନ ପୋଲିସ ପକ୍ଷରୁ ଟୁଇଟ ଯୋଗ ସୂଚନା ଦିଆଯାଇଛି ।
ସୂଚନା ଅନୁସାରେ, ଜମ୍ମୁ କାଶ୍ମୀର ସୋପିଆନ ଏରିଆରେ ଆତଙ୍କବାଦୀଙ୍କ ଉପସ୍ଥିତି ନେଇ ଗୁଇନ୍ଦା ସୂଚନା ମିଳିବା ପରେ ସର୍ଚ୍ଚ ଅପରେସନ କଡାକଡି କରିଥିଲା ସୁରକ୍ଷା ବଳ । ଆତଙ୍କବାଦୀଙ୍କ ସହ ମୁହାଁମୁହିଁ ହେବା ପରେ ଗୁଳି ବିନିମୟ ଆରମ୍ଭ ହୋଇଥିଲା । ସେନାର ଗୁଳିରେ ୨ ଆତଙ୍କବାଦୀ ନିପାତ ହୋଇଛନ୍ତି ।ତେବେ,ମୃତକ ଦୁଇ ଆତଙ୍କୀ ଲସ୍କର ଇ ତୋଏବାର ସକ୍ରିୟ ସଦସ୍ୟ ଥିଲେ । ସେମାନଙ୍କ ମଧ୍ୟରୁ ଜଣଙ୍କୁ ଚିହ୍ନଟ କରାଯାଇଛି । ମୃତ ଆତଙ୍କୀ ଜଣକ ହେଲା ଜୈନ ମହମ୍ମଦ ଲୋନ୍ । ଯେକି ଗତ କିଛି ଦିନ ତଳେ କୁଲଗାମରେ ଜଣେ ବ୍ୟାଙ୍କ ମ୍ୟାନେଜରଙ୍କୁ ଆତଙ୍କୀମାନେ ଆକ୍ରମଣ କରି ହତ୍ୟା କରିଥିଲେ । ଏହି ହତ୍ୟାକାଣ୍ତରେ ଜୈନ୍ ର ସମ୍ପୃକ୍ତ ଥିବା କହିଛନ୍ତି କାଶ୍ମୀର ଆଇଜି ବିଜୟ କୁମାର ।
Powered by Froala Editor
Related articles Odisha News Lens 3.2
-
ଭାତରୁ ପ୍ରସ୍ତୁତ କରନ୍ତୁ ଟେଷ୍ଟି କଚୋଡ଼ି
14258Jul 04, 2022 -
ସିଗାରେଟ୍ ଟାଣୁଛନ୍ତି ‘କାଳୀ’, ଫିଲ୍ମ ନିର୍ମାତାଙ୍କୁ ଗିରଫ ଦାବି
13479Jul 05, 2022 -
ଭାରସାମ୍ୟ ହରାଇ ଖାତରେ ଖସିପଡ଼ିଲା ବସ୍, ୨୦ ମୃତ
14163Jul 05, 2022 -
କର୍ଣ୍ଣାଟକର ସିନି ଶେଟ୍ଟି ଫେମିନା ମିସ୍ ଇଣ୍ଡିଆ ୱାର୍ଲ୍ଡ ୨୦୨୨ ଟାଇଟଲର ବିଜେତା
13583Jul 04, 2022 -
ତେଲ ଉପରୁ ଭାଟ୍ ହ୍ରାସ ପାଇଁ ଘୋଷଣା କଲେ ମହାରାଷ୍ଟ୍ର ସରକାର
14362Jul 05, 2022 -
ଆଲପାଇନ୍ ଗ୍ଲାସିୟର ଭାଙ୍ଗି ୫ ଜଣଙ୍କ ମୃତ୍ୟୁ
14891Jul 05, 2022 -
ଆପଣଙ୍କ ଶିଶୁ ଖାଉଛିକି ମାଟି ? ଆପଣାନ୍ତୁ ଏହି ଟ୍ରିକ୍ସ
15155Jul 04, 2022 -
ଲାଗିଲା କଟକଣା, ମନଇଚ୍ଛା ସର୍ଭିସ ଚାର୍ଜ ନେଇପାରିବେନି ରେଷ୍ଟୁରାଣ୍ଟ
14379Jul 05, 2022 -
ପ୍ରଧାନମନ୍ତ୍ରୀଙ୍କ ଗସ୍ତ ବେଳେ ଉଡିଲା କଳା ବେଲୁନ, ୪ କଂଗ୍ରେସ କର୍ମୀ ଗିରଫ
14622Jul 05, 2022
ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |
ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |
-
ଆପଣଙ୍କ ଶିଶୁ ଖାଉଛିକି ମାଟି ? ଆପଣାନ୍ତୁ ଏହି ଟ୍ରିକ୍ସ
15155Jul 04, 2022 -
ଭାତରୁ ପ୍ରସ୍ତୁତ କରନ୍ତୁ ଟେଷ୍ଟି କଚୋଡ଼ି
14258Jul 04, 2022 -
ତେଲ ଉପରୁ ଭାଟ୍ ହ୍ରାସ ପାଇଁ ଘୋଷଣା କଲେ ମହାରାଷ୍ଟ୍ର ସରକାର
14362Jul 05, 2022
About Us
- Bhubaneswar, Odisha, India
- 0 00000 000 00
- odishanewslens@gmail.com