Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, July 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ...

  • ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା ‘ଦ ...

  • ଫିକା ପଡିବ ସୁନାର ଚମକ

  • ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

  • ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା

  • ସାଉଦି ଉପରେ ଆକ୍ରମଣ : ବାବ୍ ଏଲ୍-ମାଣ୍ଡେବ ...

  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ...

  • ମୋଦି ସରକାର ପେପର ଲିକ୍ ବିରୋଧରେ ...

  • 'ମନ୍ କି ବାତ' କାର୍ଯ୍ୟକ୍ରମ: ଯୁବପିଢ଼ି ...

  • ‘ଏକ୍ସୋମୁନ୍‌’ର ସନ୍ଧାନ ମିଳିଲା !

ରାଜ୍ୟ
Home ›› ରାଜ୍ୟ ››ଆଇଏଏସ ସ୍ତରରେ ଅଦଳବଦଳ

ଆଇଏଏସ ସ୍ତରରେ ଅଦଳବଦଳ

2022-06-17 05:46:47
13935
Share:
Facebook
Twitter
E-Mail
WhatsApp
Telegram
ଆଇଏଏସ ସ୍ତରରେ ଅଦଳବଦଳ

ଭୁବନେଶ୍ୱର: ରାଜ୍ୟ ସରକାର ଆଜି ଜିଲ୍ଲାପାଳ ଓ ଆଇଏଏସ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି । ୧୧ଟି ଜିଲ୍ଲାର ଜିଲ୍ଲାପାଳଙ୍କ ସମେତ ଭୁବନେଶ୍ୱର,କଟକ ଓ ବ୍ରହ୍ମପୁର ମହାନଗର ନିଗମର କମିଶନରଙ୍କୁ ବଦଳି କରାଯାଇଛି । 

ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ ୨୦୧୦ ବ୍ୟାଚ୍ ଆଇଏଏସ୍ ତଥା ଦେବଗଡ଼ ଜିଲ୍ଲାପାଳ ସୁଧାଂଶୁ ମୋହନ ସାମଲଙ୍କୁ ଜଳସମ୍ପଦ ବିଭାଗର ଯୁଗ୍ମ ସଚିବ ଭାବେ ବଦଳି କରାଯାଇଥିବାବେଳେ କନ୍ଧମାଳ ଜିଲ୍ଲାପାଳ ଆଇଏଏସ୍ ବୃନ୍ଦା ଡିଙ୍କୁ ଓଡ଼ିଶା ଔଷଧ ନିଗମର ପରିଚାଳନା ନିର୍ଦ୍ଦେଶକ ଭାବେ ଅବସ୍ଥାପିତ କରାଯାଇଛି । ସେହିପରି ବାଲେଶ୍ୱର ଜିଲ୍ଲାର ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ଖୋର୍ଦ୍ଧା ଜିଲ୍ଲାପାଳ ଓ ସେଠାରେ ଥିବା ବରିଷ୍ଠ ଓଏଏସ୍ ସଂଗ୍ରାମ କୁମାର ମହାପାତ୍ରଙ୍କୁ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରୋଜେକ୍ଟ ନିର୍ଦ୍ଦେଶକ ଭାବେ ବଦଳି ହୋଇଛି । ଓଡ଼ିଶା ଆଦର୍ଶ ବିଦ୍ୟାଳୟର ପ୍ରୋଜେକ୍ଟ ନିର୍ଦ୍ଦେଶକ ଥିବା ଆଇଏଏସ୍ ପ୍ରେମଚନ୍ଦ୍ର ଚୌଧୁରୀଙ୍କୁ କୃଷି ଓ ଖାଦ୍ୟ ଉତ୍ପାଦନ ବିଭାଗର ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି ।


ସୁନ୍ଦରଗଡ଼ ଜିଲ୍ଲାପାଳ ଆଇଏଏସ୍ ନିଖିଳ ପବନ କଲ୍ୟାଣଙ୍କୁ କଟକ ମ୍ୟୁନିସପାଲଟି କମିଶନର ଭାବେ ବଦଳି ହୋଇଛି । ସେ କଟକ ଉନ୍ନୟନ ପ୍ରାଧିକରଣର ଉପାଧ୍ୟକ୍ଷ ଭାବେ ମଧ୍ୟ ଅତିରିକ୍ତ ଦାୟିତ୍ୱ ତୁଲାଇବେ ।

ଗଞ୍ଜାମ ଜିଲ୍ଲାପାଳ ତଥା ୨୦୧୩ ବ୍ୟାଚ୍ ଆଇଏଏସ୍ କୁଲାଙ୍ଗେ ବିଜୟ ଅମୃତଙ୍କୁ ଭୁବନେଶ୍ୱର ମହାନଗର ନିଗମର କମିଶନର ଭାବେ ବଦଳି କରାଯାଇଛି। ଭୁବନେଶ୍ୱର ମହାନଗର ନିଗମ କମିଶନର ପଦବୀକୁ ଯୁଗ୍ମ ସଚିବ ପାହ୍ୟା ସହ ସମାନ କରାଯାଇଛି । ଏହାସହିତ ସେ କ୍ରୁଟ ପରିଚାଳନା ନିର୍ଦ୍ଦେଶକ ଓ ବିଏସସିଏଲ୍ ସିଇଓ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ । ସେହିପରି ଜଳସମ୍ପଦ ବିଭାଗର ଯୁଗ୍ମ ସଚିବ ଆଇଏଏସ ମଧୁସ୍ମତା ସାହୁଙ୍କୁ ରାଜସ୍ୱ ଓ ବିପର୍ୟ୍ୟୟ ପରିଚାଳନା ବିଭାଗର ଯୁଗ୍ମ ସଚିବ, ଭାବେ ବଦଳି ହୋଇଛନ୍ତି ।
କଳାହାଣ୍ଡି ଜିଲ୍ଲାପାଳ ଆଇଏଏସ୍ ଡଃ ଗାଭିଲ ପରାଗ ହର୍ଷଦଙ୍କୁ ସୁନ୍ଦରଗଡ଼ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି । ନୂଆପଡ଼ା ଜିଲ୍ଲାପାଳ ଆଇଏଏସ୍ ସ୍ୱଧା ଦେବ ସିଂଙ୍କୁ ରାୟଗଡ଼ା ଜିଲ୍ଲାପାଳ ଓ ରାୟଗଡ଼ାରେ ଥିବା ବରିଷ୍ଠ ଓଏଏସ୍ ସରୋଜ କୁମାର ମିଶ୍ରଙ୍କୁ ଅର୍ଥ ବିଭାଗର ସ୍ୱତନ୍ତ୍ର ସଚିବ ସହ ଗୃହ ବିଭାଗ(ପ୍ରୋଟୋକଲ) ଦାୟିତ୍ୱ ମିଳିଛି ।

କଟକ ମହାନଗର ନିଗମ କମିଶନର ଆଇଏଏସ୍ ଅନନ୍ୟା ଦାସଙ୍କୁ ସମ୍ବଲପୁର ଜିଲ୍ଲାପାଳ ଓ ସମ୍ବଲପୁରରେ ଥିବା ଆଇଏଏସ୍ ଦିବ୍ୟଜ୍ୟୋତି ପରିଡ଼ାଙ୍କୁ ଗଞ୍ଜାମ ଜିଲ୍ଲାପାଳ ଭାବେ ବଦଳି ହୋଇଛି । ବ୍ରହ୍ମପୁର ମହାନଗର ନିଗମ କମିଶନର ଆଇଏଏସ୍ ସିଦ୍ଧେଶ୍ୱର ବଳିରାମ ବୋନ୍ଦାରଙ୍କୁ ଭଦ୍ରକ ଜିଲ୍ଲାପାଳ ଭାବେ ବଦଳି କରାଯାଇଛି ।

ଭଦ୍ରକରେ ଥିବା ଓଏଏସ୍ ତ୍ରିଲୋଚନ ମାଝୀଙ୍କୁ ରାଜସ୍ୱ ଓ ବିପର୍ୟ୍ୟୟ ପ୍ରଶମନ ବିଭାଗର ସ୍ୱତନ୍ତ୍ର ସଚିବ ଭାବେ ବଦଳି ହୋଇଛି । ସେହିପରି ଗଞ୍ଜାମରେ ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଥିବା ଆଇଏଏସ୍ ଦତ୍ତାତ୍ରେୟ ଭାଉସାହେବ ସିନ୍ଧେଙ୍କୁ ବାଲେଶ୍ୱର ଜିଲ୍ଲାପାଳ ଭାବେ ବଦଳି ହୋଇଛି ।

କଳାହାଣ୍ଡି ଜିଲ୍ଲା ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ଆଇଏଏସ୍ ସୋମେଶ କୁମାର ଉପାଧ୍ୟାୟଙ୍କୁ ଦେବଗଡ଼ ଜିଲ୍ଲାପାଳ, ମୟୂରଭଞ୍ଜ ଜିଲ୍ଲା ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ୨୦୧୭ ବ୍ୟାଚର ଆଇଏଏସ୍ ପି ଅନଭେଶା ରେଡ୍ଡୀଙ୍କୁ କଳାହାଣ୍ଡି ଜିଲ୍ଲାପାଳ, ବାଲେଶ୍ୱର ଉପଜିଲ୍ଲାପାଳ ଆଇଏସଏସ୍ ପାଟିଲ ଆଶୀଷ ଈଶ୍ୱରଙ୍କୁ କନ୍ଧମାଳ ଜିଲ୍ଲାପାଳ, କେରାପୁଟ ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ହେମକାନ୍ତ ସଏଙ୍କୁ ନୂଆପଡ଼ା ଜିଲ୍ଲାପାଳ, ବ୍ରହ୍ମପୁର ଉପଜିଲ୍ଲାପାଳ ୨୦୧୮ ବ୍ୟାଚ ଆଇଏଏସ୍ କୀର୍ତ୍ତି ଭାସନଙ୍କୁ ଗଞ୍ଜାମ ଜିଲ୍ଲା ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ, ସମ୍ବଲପୁର ଉପଜିଲ୍ଲାପାଳ ଆଇଏଏସ୍ ସୂର୍ୟ୍ୟବଂଶୀ ମୟୂର ବିକାଶଙ୍କୁ ଭୁବନେଶ୍ୱର ମହାନଗର ନିଗମର ଅତିରିକ୍ତ କମିଶନର, ଗୁଣୁପୁର ଉପଜିଲ୍ଲାପାଳ ୨୦୧୮ ବ୍ୟାଚ୍ ଆଇଏଏସ୍ ଜେ ସୋନାଲଙ୍କୁ ବ୍ରହ୍ମପୁର ମହାନଗର ନିଗମର କମିଶନର ଓ ନବରଙ୍ଗପୁର ଉପଜିଲ୍ଲାପାଳ ୨୦୧୯ ବ୍ୟାଚ ଆଇଏଏସ୍ ଅକ୍ଷୟ ସୁନୀଲ ଅଗ୍ରୱାଲଙ୍କୁ ସାଧାରଣ ପ୍ରଶାସନବିଭାଗର ଅନୁସଚିବ ଭାବେ ବଦଳି କରାଯାଇଛି ।

Powered by Froala Editor

Tags IAS

Related articles Odisha News Lens 4.1

  • ମୋଦି ସରକାର ପେପର ଲିକ୍ ବିରୋଧରେ ଆବଶ୍ୟକୀୟ ସଂସ୍କାର କାର୍ଯ୍ୟକାରୀ କରିବାକୁ ...
    ଦେଶ-ଦେଶାନ୍ତର

    ମୋଦି ସରକାର ପେପର ଲିକ୍ ବିରୋଧରେ ଆବଶ୍ୟକୀୟ ସଂସ୍କାର କାର୍ଯ୍ୟକାରୀ କରିବାକୁ ...

    13531
    Jul 26, 2026
  •   'ମନ୍ କି ବାତ' କାର୍ଯ୍ୟକ୍ରମ:  ଯୁବପିଢ଼ି ହିଁ ଭାରତର ଶକ୍ତି
    ଦେଶ-ଦେଶାନ୍ତର

    'ମନ୍ କି ବାତ' କାର୍ଯ୍ୟକ୍ରମ: ଯୁବପିଢ଼ି ହିଁ ଭାରତର ଶକ୍ତି

    13684
    Jul 26, 2026
  • ‘ଏକ୍ସୋମୁନ୍‌’ର ସନ୍ଧାନ ମିଳିଲା !
    ଦେଶ-ଦେଶାନ୍ତର

    ‘ଏକ୍ସୋମୁନ୍‌’ର ସନ୍ଧାନ ମିଳିଲା !

    13706
    Jul 26, 2026
  • ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା
    ଦେଶ-ଦେଶାନ୍ତର

    ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା

    14315
    Jul 27, 2026
  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ
    ଦେଶ-ଦେଶାନ୍ତର

    ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ

    13619
    Jul 26, 2026
  • ସାଉଦି ଉପରେ ଆକ୍ରମଣ : ବାବ୍ ଏଲ୍-ମାଣ୍ଡେବ ଦେଇ ଜାହାଜ ଯାତାୟାତ ହ୍ରାସ
    ଦେଶ-ଦେଶାନ୍ତର

    ସାଉଦି ଉପରେ ଆକ୍ରମଣ : ବାବ୍ ଏଲ୍-ମାଣ୍ଡେବ ଦେଇ ଜାହାଜ ଯାତାୟାତ ହ୍ରାସ

    15330
    Jul 27, 2026
  •  ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ଡିସଚାର୍ଜ
    ଦେଶ-ଦେଶାନ୍ତର

    ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ଡିସଚାର୍ଜ

    13608
    Jul 27, 2026
  • ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ
    ଦେଶ-ଦେଶାନ୍ତର

    ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

    14941
    Jul 27, 2026
  • ଫିକା ପଡିବ ସୁନାର ଚମକ
    ବାଣିଜ୍ୟ

    ଫିକା ପଡିବ ସୁନାର ଚମକ

    13559
    Jul 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମୋଦି ସରକାର ପେପର ଲିକ୍ ବିରୋଧରେ ଆବଶ୍ୟକୀୟ ସଂସ୍କାର କାର୍ଯ୍ୟକାରୀ କରିବାକୁ ପ୍ରତିବଦ୍ଧ: ଅମିତ୍ ଶାହ

    13531
    Jul 26, 2026
  • ଦେଶ-ଦେଶାନ୍ତର

    ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

    14941
    Jul 27, 2026
  • ଦେଶ-ଦେଶାନ୍ତର

    ସାଉଦି ଉପରେ ଆକ୍ରମଣ : ବାବ୍ ଏଲ୍-ମାଣ୍ଡେବ ଦେଇ ଜାହାଜ ଯାତାୟାତ ହ୍ରାସ

    15330
    Jul 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17000
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17606
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17658
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18059
    Sep 06, 2023

ବିଶେଷ

  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15719
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15371
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    16029
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14280
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14554
    Jul 15, 2026

ବାଣିଜ୍ୟ

ଫିକା ପଡିବ ସୁନାର ଚମକ

ସୁନାର ଚମକ ଧିରେ ଧିରେ ଫିକା ପଡିବା ପରି ଅନୁମାନ କରାଯାଉଛି । ଜାନୁଆରୀ ୨୦୨୬ରେ ସୁନା ମୂଲ୍ୟ ପ୍ରତି ଆଉନ୍ସ ୫, ୬୦୨ର ରେକର୍ଡ ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି । ଏହା ପ୍ରାୟ ୨୮ ପ୍ରତିଶତ ହ୍ରାସ ପାଇଛି । ଗତ କିଛି ଦିନରେ ମୂଲ୍ୟ ୨ ଥର ଆଉନ୍ସ ୪ ହଜାର ତଳକୁ ଖସି ଆସିଛି । ବର୍ତ୍ତମାନ ପ୍ରାୟ ୪,୦୪୦ରେ କାରବାର ହେଉଛି ।< ...

  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15753
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15925
    Jul 22, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15298
    Jul 21, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

    13899
    Jul 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ‘ଏକ୍ସୋମୁନ୍‌’ର ସନ୍ଧାନ ମିଳିଲା !

    13706
    Jul 26, 2026
  • ସାଉଦି ଉପରେ ଆକ୍ରମଣ : ବାବ୍ ଏଲ୍-ମାଣ୍ଡେବ ଦେଇ ଜାହାଜ ଯାତାୟାତ ହ୍ରାସ

    15330
    Jul 27, 2026
  • ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା ‘ଦ ଓଡିସି’

    13422
    Jul 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In