Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, July 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ ...

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ...

  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ...

  • ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ...

  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ...

  • ଆସାମରେ ବନ୍ୟାସ୍ଥିତି ଭୟଙ୍କର: ...

  • ବନ୍ଦେ ମାତରମ୍’ର ଅପମାନ କଲେ କଠୋର ...

  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଅଗ୍ନିପଥ ହିଂସା: ୭୧୮ ବିକ୍ଷୋଭକାରୀ ଗିରଫ

ଅଗ୍ନିପଥ ହିଂସା: ୭୧୮ ବିକ୍ଷୋଭକାରୀ ଗିରଫ

2022-06-19 04:40:33
15243
Share:
Facebook
Twitter
E-Mail
WhatsApp
Telegram
ଅଗ୍ନିପଥ ହିଂସା: ୭୧୮ ବିକ୍ଷୋଭକାରୀ ଗିରଫ

ପାଟନା: ଅଗ୍ନିପଥ ନିଯୁକ୍ତି ଯୋଜନାକୁ ବିରୋଧ କରି ଦେଶରେ ଆନ୍ଦୋଳନ ଓ ହିଂସା ଥମିବାର ନାଁ ନେଉନି । ବିହାରରୁ ସୃଷ୍ଟି ହୋଇଥିବା ଅଗ୍ନିପଥ ନିଆଁ ଉତ୍ତରପ୍ରଦେଶ, ରାଜସ୍ଥାନ, କେରଳ, ମଧ୍ୟପ୍ରଦେଶ, ଦିଲ୍ଲୀ, ତେଲେଙ୍ଗାନା, ଓଡିଶା, ହରିୟାଣା, ଉତ୍ତରାଖଣ୍ଡ ଆଦି ବିଭିନ୍ନ ରାଜ୍ୟରେ ବ୍ୟାପିଛି । ବିଶେଷକରି ବିହାରରେ ଉଗ୍ର ରୂପ ନେଇଛି ଆନ୍ଦୋଳନ । ଯୁବସେନା ଆଶାୟୀମାନେ ଟ୍ରେନ ଜାଳିବା ଠାରୁ ଆରମ୍ଭ କରି ବ୍ୟାପକ ଭଙ୍ଗାରୁଜା କରିଛନ୍ତି ।

ଏହି ହିଂସା ଘଟଣାରେ ଏ ଯାଏଁ ସାରା ରାଜ୍ୟରେ ୧୩୮ ମାମଲା ଦାୟର ହୋଇଛି । ସେହିପରି ମୋଟ ୭୧୮ ଜଣ ହିଂସା ସୃଷ୍ଟିକାରୀଙ୍କୁ ଗିରଫ କରିଛି ବିହାର ପୋଲିସ । କେବଳ ଶନିବାର ୨୫୦ ଜଣଙ୍କୁ ଗିରଫ କରାଯାଇଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି । ଏକ ପ୍ରେସ ବିଜ୍ଞପ୍ତି ଜରିଆରେ ରାଜ୍ୟ ପୋଲିସ ମୁଖ୍ୟାଳୟ ପକ୍ଷରୁ କୁହାଯାଇଛି, ପୋଲିସ ବିକ୍ଷୋଭକାରୀଙ୍କ ସିସିଟିଭି ଫୁଟେଜ ଏବଂ ଭିଡିଓ ଫୁଟେଜକୁ ଗମ୍ଭୀରତାର ସହ ଯାଞ୍ଚ କରୁଛି । ବିକ୍ଷୋଭକାରୀଙ୍କ ବିରୁଦ୍ଧରେ କାର୍ୟ୍ୟାନୁଷ୍ଠାନ ପାଇଁ ସେମାନଙ୍କୁ ଚିହ୍ନଟ କରାଯାଉଛି ।ଗତ ଚାରି ଦିନ ମଧ୍ୟରେ ବିଭିନ୍ନ ଜିଲ୍ଲାରେ ଟ୍ରେନ ପୋଡାଜଳ ସହ ଭଙ୍ଗାରୁଜା ହୋଇଥିଲା । ଏହିସବୁ ହିଂସାତ୍ମକ ଘଟଣାର ବିସ୍ତୃତ ଅନୁସନ୍ଧାନ ଜାରି ରହିଛି । ବର୍ତ୍ତମାନ ସୁଦ୍ଧା ୭୧୮ ଜଣ ବିକ୍ଷୋଭକାରୀଙ୍କୁ ଗିରଫ କରାଯାଇଛି । ୪ ଦିନ ମଧ୍ୟର ହଜାର ହଜାର ବିକ୍ଷୋଭକାରୀ ଗୋପାଲଗଞ୍ଜ, କୈମୁର, ଛାପ୍‌ରା, ଦାନପୁର, ଲଖିସରାଇ, ସମସ୍ତିପୁରରେ ଟ୍ରେନରେ ନିଆଁ ଲଗାଇ ୭୦୦ କୋଟିରେ ରେଳବାଇ ସମ୍ପତ୍ତି ନଷ୍ଟ କରିଥିବା ପୋଲିସ ସୂତ୍ରରୁ ସୂଚନା ମିଳିଛି । 

Powered by Froala Editor

Tags Arrested

Related articles Odisha News Lens 4.1

  • ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି
    ଦେଶ-ଦେଶାନ୍ତର

    ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି

    15332
    Jul 30, 2026
  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର
    ଦେଶ-ଦେଶାନ୍ତର

    ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

    14035
    Jul 30, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ
    ବିଶେଷ

    ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14060
    Jul 31, 2026
  • ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ଭାରତୀୟ ହକିର ଜର୍ସି। ନବୀନ କଲେ କଡ଼ା ...
    ରାଜନୀତି

    ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ଭାରତୀୟ ହକିର ଜର୍ସି। ନବୀନ କଲେ କଡ଼ା ...

    15293
    Jul 31, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...
    ବାଣିଜ୍ୟ

    ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...

    13830
    Jul 31, 2026
  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା
    ଦେଶ-ଦେଶାନ୍ତର

    ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା

    14067
    Jul 31, 2026
  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ...
    ଦେଶ-ଦେଶାନ୍ତର

    ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ...

    14076
    Jul 30, 2026
  • ବନ୍ଦେ ମାତରମ୍’ର ଅପମାନ କଲେ କଠୋର ଦଣ୍ଡବିଧାନର ବ୍ୟବସ୍ଥା
    ଦେଶ-ଦେଶାନ୍ତର

    ବନ୍ଦେ ମାତରମ୍’ର ଅପମାନ କଲେ କଠୋର ଦଣ୍ଡବିଧାନର ବ୍ୟବସ୍ଥା

    14986
    Jul 30, 2026
  • ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ
    ଦେଶ-ଦେଶାନ୍ତର

    ମୀନାକ୍ଷୀ ମନ୍ଦିରର ୬୦ କୋଟିର ଜମି ହଡ଼ପ

    15320
    Jul 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

    14035
    Jul 30, 2026
  • ବିଶେଷ

    ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14060
    Jul 31, 2026
  • ଦେଶ-ଦେଶାନ୍ତର

    ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ନିତିନ୍ ଗଡ଼କରୀ

    14076
    Jul 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17008
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17613
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17666
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18064
    Sep 06, 2023

ବିଶେଷ

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14060
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14322
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15947
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15833
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15487
    Jul 22, 2026

ବାଣିଜ୍ୟ

ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

ଭୁବନେଶ୍ୱରରେ ରପ୍ତାନି ଆଉଟରିଚ୍ ଆଲୋଚନାଚକ୍ର ଆୟୋଜନ କରିବାକୁ ଏଫଆଇଇଓ ସହିତ ସହଭାଗୀତା କଲା ଏକ୍ଜିମ ବ୍ୟାଙ୍କ, ଓଡ଼ିଶାର ବାଣିଜ୍ୟ ଓ ପୁଞ୍ଜିନିବେଶ ସାମର୍ଥ୍ୟ ଉପରେ ଗବେଷଣା ଅଧ୍ୟୟନ ରିପୋର୍ଟ ପ୍ରକାଶ କଲା

  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    13907
    Jul 29, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    15027
    Jul 28, 2026
  • ଫିକା ପଡିବ ସୁନାର ଚମକ

    14129
    Jul 27, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15761
    Jul 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବନ୍ଦେ ମାତରମ୍’ର ଅପମାନ କଲେ କଠୋର ଦଣ୍ଡବିଧାନର ବ୍ୟବସ୍ଥା

    14986
    Jul 30, 2026
  • ଆଇଆଇଟି ୱେବ୍‌ସାଇଟ୍‌ ହ୍ୟାକ୍‌ କଲେ ଛାତ୍ର

    14035
    Jul 30, 2026
  • ଆସାମରେ ବନ୍ୟାସ୍ଥିତି ଭୟଙ୍କର: ମୃତ୍ୟୁସଂଖ୍ୟା ୭୫କୁ ବୃଦ୍ଧି

    15332
    Jul 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In