ସ୍ମୃତି ଇରାନୀଙ୍କୁ ପୁଣିଥିରେ କୋରୋନା

ନୂଆଦିଲ୍ଲୀ: କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ସ୍ମୃତି ଇରାନୀ ପୁଣିଥିରେ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏ ନେଇ ସେ ଟ୍ବିଟ କରି ସୂଚନା ଦେଇଛନ୍ତି । କୋଭିଡ ସଂକ୍ରମିତ ହୋଇଥିବା କାରଣରୁ ସେ ବର୍ତ୍ତମାନ ଆଇସୋଲେସନରେ ରହିଛନ୍ତି । ତେଣୁ ଆସନ୍ତା ୨୩ ତାରିଖରେ ରାଜେନ୍ଦ୍ର ନଗରରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ହେବାକୁ ଥିବା ନିର୍ବାଚନ ପ୍ରଚାରରେ ଯୋଗ ଦେଇପାରିବେ ନାହିଁ ସ୍ପଷ୍ଟ କରିଛନ୍ତି ।
ଟ୍ବିଟରେ କେନ୍ଦ୍ର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଲେଖିଛନ୍ତି, "ମୋ କୋରୋନା ରିପୋର୍ଟ ପଜିଟିଭ ଆସିଛି । ତେଣୁ ରାଜେନ୍ଦ୍ର ନଗରରେ ହେବାକୁଥିବା ସମ୍ମିଳନୀରେ ସାମିଲ ହୋଇପାରିବି ନାହିଁ ।" କୋଭିଡ ସଂକ୍ରମିତ କାରଣରୁ ପ୍ରଚାରରେ ସାମିଲ ହୋଇପାରୁନଥିବାରୁ ସେ ସ୍ଥାନୀୟ ଲୋକଙ୍କୁ କ୍ଷମା ମାଗିଛନ୍ତି । ତେବେ ଏହି ଆସନରେ ବିଜେପିର ପ୍ରାର୍ଥୀ ଥିବା ରାଜେଶ ଭାଟିଆଙ୍କୁ ଭୋଟ ଦେବାକୁ ସେ ଅପିଲ କରିଛନ୍ତି । ପୂର୍ବରୁ ୨୦୨୦ରେ ମଧ୍ୟ ସ୍ମୃତି ଇରାନୀ କୋରୋନା ସଂକ୍ରମିତ ହୋଇଥିଲେ ।
Powered by Froala Editor
Related articles Odisha News Lens 3.2
-
ଲାଲୁ ଯାଦବ ଆଇସିୟୁରେ
15113Jul 04, 2022 -
ଭାରସାମ୍ୟ ହରାଇ ଖାତରେ ଖସିପଡ଼ିଲା ବସ୍, ୨୦ ମୃତ
14157Jul 05, 2022 -
ଆପଣଙ୍କ ଶିଶୁ ଖାଉଛିକି ମାଟି ? ଆପଣାନ୍ତୁ ଏହି ଟ୍ରିକ୍ସ
15150Jul 04, 2022 -
ପ୍ରଧାନମନ୍ତ୍ରୀଙ୍କ ଗସ୍ତ ବେଳେ ଉଡିଲା କଳା ବେଲୁନ, ୪ କଂଗ୍ରେସ କର୍ମୀ ଗିରଫ
14617Jul 05, 2022 -
ତେଲ ଉପରୁ ଭାଟ୍ ହ୍ରାସ ପାଇଁ ଘୋଷଣା କଲେ ମହାରାଷ୍ଟ୍ର ସରକାର
14356Jul 05, 2022 -
କର୍ଣ୍ଣାଟକର ସିନି ଶେଟ୍ଟି ଫେମିନା ମିସ୍ ଇଣ୍ଡିଆ ୱାର୍ଲ୍ଡ ୨୦୨୨ ଟାଇଟଲର ବିଜେତା
13578Jul 04, 2022 -
ଲାଗିଲା କଟକଣା, ମନଇଚ୍ଛା ସର୍ଭିସ ଚାର୍ଜ ନେଇପାରିବେନି ରେଷ୍ଟୁରାଣ୍ଟ
14373Jul 05, 2022 -
ଭାତରୁ ପ୍ରସ୍ତୁତ କରନ୍ତୁ ଟେଷ୍ଟି କଚୋଡ଼ି
14253Jul 04, 2022 -
ଆଲପାଇନ୍ ଗ୍ଲାସିୟର ଭାଙ୍ଗି ୫ ଜଣଙ୍କ ମୃତ୍ୟୁ
14886Jul 05, 2022
ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |
ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |
-
କର୍ଣ୍ଣାଟକର ସିନି ଶେଟ୍ଟି ଫେମିନା ମିସ୍ ଇଣ୍ଡିଆ ୱାର୍ଲ୍ଡ ୨୦୨୨ ଟାଇଟଲର ବିଜେତା
13578Jul 04, 2022 -
ଆଲପାଇନ୍ ଗ୍ଲାସିୟର ଭାଙ୍ଗି ୫ ଜଣଙ୍କ ମୃତ୍ୟୁ
14886Jul 05, 2022 -
ଭାରସାମ୍ୟ ହରାଇ ଖାତରେ ଖସିପଡ଼ିଲା ବସ୍, ୨୦ ମୃତ
14157Jul 05, 2022
About Us
- Bhubaneswar, Odisha, India
- 0 00000 000 00
- odishanewslens@gmail.com