Odisha News Lens 3.2

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH Tuesday, July 05, 2022, Login
  • About
  • Contact

logo

Header Banner

Odisha News Lens 3.2

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ତେଲ ଉପରୁ ଭାଟ୍ ହ୍ରାସ ପାଇଁ ଘୋଷଣା କଲେ ...

  • ଲାଗିଲା କଟକଣା, ମନଇଚ୍ଛା ସର୍ଭିସ ଚାର୍ଜ ...

  • ଆଲପାଇନ୍ ଗ୍ଲାସିୟର ଭାଙ୍ଗି ୫ ଜଣଙ୍କ ...

  • ସିଗାରେଟ୍ ଟାଣୁଛନ୍ତି ‘କାଳୀ’, ଫିଲ୍ମ ...

  • ପ୍ରଧାନମନ୍ତ୍ରୀଙ୍କ ଗସ୍ତ ବେଳେ ଉଡିଲା ...

  • ଭାରସାମ୍ୟ ହରାଇ ଖାତରେ ଖସିପଡ଼ିଲା ବସ୍‌, ୨୦ ...

  • ଲାଲୁ ଯାଦବ ଆଇସିୟୁରେ

  • କର୍ଣ୍ଣାଟକର ସିନି ଶେଟ୍ଟି ଫେମିନା ମିସ୍ ...

  • ଆପଣଙ୍କ ଶିଶୁ ଖାଉଛିକି ମାଟି ? ଆପଣାନ୍ତୁ ...

  • ଭାତରୁ ପ୍ରସ୍ତୁତ କରନ୍ତୁ ଟେଷ୍ଟି କଚୋଡ଼ି

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପାକିସ୍ତାନ ଜେଲରୁ ମୁକ୍ତ ହେବେ ୨୦ ଭାରତୀୟ ମତ୍ସ୍ୟଜୀବୀ

ପାକିସ୍ତାନ ଜେଲରୁ ମୁକ୍ତ ହେବେ ୨୦ ଭାରତୀୟ ମତ୍ସ୍ୟଜୀବୀ

2022-06-20 14:13:52
14081
Share:
Facebook
Twitter
E-Mail
WhatsApp
Telegram
ପାକିସ୍ତାନ ଜେଲରୁ ମୁକ୍ତ ହେବେ ୨୦ ଭାରତୀୟ ମତ୍ସ୍ୟଜୀବୀ

ଗାନ୍ଧୀନଗର: ପାକିସ୍ତାନ ଜଳସୀମାରେ ପ୍ରବେଶ କରି ମାଛ ଧରିବା ଅଭିଯୋଗରେ ଗିରଫ ହୋଇ ପାକିସ୍ତାନ ଜେଲରେ ଥିବା ୨୦ ଭାରତୀୟ ମତ୍ସ୍ୟଜୀବୀଙ୍କୁ ମୁକ୍ତ କରିବ ପାକିସ୍ତାନ । ଏନେଇ ପାକିସ୍ତାନ ସ୍ପଷ୍ଟ କରିଛି । ଆସନ୍ତା ୨ ରୁ ୩ ଦିନ ମଧ୍ୟରେ ପ୍ରତ୍ୟାର୍ପଣ ସମ୍ପର୍କିତ ଆବଶ୍ୟକୀୟ ପ୍ରକ୍ରିୟା ଶେଷ ହେବ । ପରେ ଭାରତୀୟ ମତ୍ସ୍ୟଜୀବୀଙ୍କୁ ଭାରତ-ପାକ ଓ୍ବାଘା ଅଟ୍ଟାରୀ ଅନ୍ତର୍ଜାତୀୟ ପୋଷ୍ଟରେ ଭାରତକୁ ପ୍ରତ୍ୟାର୍ପଣ କରିବ ପାକିସ୍ତାନ ।
ପାକିସ୍ତାନର ଏପରି କାର୍ୟ୍ୟାନୁଷ୍ଠାନ ପରେ ଭାରତ ପକ୍ଷରୁ ମତ୍ସ୍ୟଜୀବୀଙ୍କୁ ଫେରାଇଦେବା ପାଇଁ ପାକିସ୍ତାନ ଉପରେ ଚାପ ପକାଯାଇଥିଲା । ଭାରତୀୟ ସୀମାରେ ପ୍ରବେଶ ପରେ ସେମାନଙ୍କୁ ଉଚିତ ପ୍ରୋଟୋକଲ ମାଧ୍ୟମରେ ନିଜ ଗୃହରାଜ୍ୟ ଗୁଜୁରାଟ ଅଭିମୁଖେ ପଠାଯିବ । ଆବଶ୍ୟକ ଯାଞ୍ଚ ପରେ ସେମାନଙ୍କୁ ସେମାନଙ୍କ ପରିବାରକୁ ହସ୍ତାନ୍ତର କରାଯିବ ।ଏବେ ମଧ୍ୟ ପାକିସ୍ତାନରେ ଅନେକ ଭାରତୀୟ ମତ୍ସ୍ୟଜୀବୀ ବନ୍ଦୀ ଜୀବନ କାଟୁଛନ୍ତି । ସେମାନଙ୍କୁ ଭାରତକୁ ପ୍ରତ୍ୟାର୍ପଣ କରିବା ଲାଗି ଭାରତ ପକ୍ଷକୁ ପାକିସ୍ତାନ ନିକଟରେ ଦାବି କରାଯାଇଛି । ଦୁଇ ଦେଶ ମଧ୍ୟରେ କଥାବାର୍ତ୍ତା ମାଧ୍ୟମରେ ଦୁଇ ଦେଶରେ ବନ୍ଦୀ ଥିବା ପରସ୍ପରର ନାଗରିକଙ୍କୁ ଆବଶ୍ୟକ ସହଯୋଗରେ ମୁକ୍ତ କରାଯିବା ପ୍ରକ୍ରିୟା ମଧ୍ୟ ଜାରି ରହିଛି । ସେହିକ୍ରମରେ ଏହି ନିଷ୍ପତ୍ତି ନେଇଛି ପାକିସ୍ତାନ ।

Powered by Froala Editor

Tags Fisherman

Related articles Odisha News Lens 3.2

  • ଲାଗିଲା କଟକଣା, ମନଇଚ୍ଛା ସର୍ଭିସ ଚାର୍ଜ ନେଇପାରିବେନି ରେଷ୍ଟୁରାଣ୍ଟ
    ଦେଶ-ଦେଶାନ୍ତର

    ଲାଗିଲା କଟକଣା, ମନଇଚ୍ଛା ସର୍ଭିସ ଚାର୍ଜ ନେଇପାରିବେନି ରେଷ୍ଟୁରାଣ୍ଟ

    14383
    Jul 05, 2022
  • ତେଲ ଉପରୁ ଭାଟ୍ ହ୍ରାସ ପାଇଁ ଘୋଷଣା କଲେ ମହାରାଷ୍ଟ୍ର ସରକାର
    ଦେଶ-ଦେଶାନ୍ତର

    ତେଲ ଉପରୁ ଭାଟ୍ ହ୍ରାସ ପାଇଁ ଘୋଷଣା କଲେ ମହାରାଷ୍ଟ୍ର ସରକାର

    14366
    Jul 05, 2022
  • ଭାରସାମ୍ୟ ହରାଇ ଖାତରେ ଖସିପଡ଼ିଲା ବସ୍‌, ୨୦ ମୃତ
    ଦେଶ-ଦେଶାନ୍ତର

    ଭାରସାମ୍ୟ ହରାଇ ଖାତରେ ଖସିପଡ଼ିଲା ବସ୍‌, ୨୦ ମୃତ

    14167
    Jul 05, 2022
  • ଆପଣଙ୍କ ଶିଶୁ ଖାଉଛିକି ମାଟି ? ଆପଣାନ୍ତୁ ଏହି ଟ୍ରିକ୍ସ
    ବିଶେଷ

    ଆପଣଙ୍କ ଶିଶୁ ଖାଉଛିକି ମାଟି ? ଆପଣାନ୍ତୁ ଏହି ଟ୍ରିକ୍ସ

    15159
    Jul 04, 2022
  • କର୍ଣ୍ଣାଟକର ସିନି ଶେଟ୍ଟି ଫେମିନା ମିସ୍ ଇଣ୍ଡିଆ ୱାର୍ଲ୍ଡ ୨୦୨୨ ଟାଇଟଲର ବିଜେତା
    ଦେଶ-ଦେଶାନ୍ତର

    କର୍ଣ୍ଣାଟକର ସିନି ଶେଟ୍ଟି ଫେମିନା ମିସ୍ ଇଣ୍ଡିଆ ୱାର୍ଲ୍ଡ ୨୦୨୨ ଟାଇଟଲର ବିଜେତା

    13587
    Jul 04, 2022
  • ଭାତରୁ ପ୍ରସ୍ତୁତ କରନ୍ତୁ ଟେଷ୍ଟି କଚୋଡ଼ି
    ବିଶେଷ

    ଭାତରୁ ପ୍ରସ୍ତୁତ କରନ୍ତୁ ଟେଷ୍ଟି କଚୋଡ଼ି

    14262
    Jul 04, 2022
  • ସିଗାରେଟ୍ ଟାଣୁଛନ୍ତି ‘କାଳୀ’, ଫିଲ୍ମ ନିର୍ମାତାଙ୍କୁ ଗିରଫ ଦାବି
    ମନୋରଞ୍ଜନ

    ସିଗାରେଟ୍ ଟାଣୁଛନ୍ତି ‘କାଳୀ’, ଫିଲ୍ମ ନିର୍ମାତାଙ୍କୁ ଗିରଫ ଦାବି

    13483
    Jul 05, 2022
  • ଆଲପାଇନ୍ ଗ୍ଲାସିୟର ଭାଙ୍ଗି ୫ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଆଲପାଇନ୍ ଗ୍ଲାସିୟର ଭାଙ୍ଗି ୫ ଜଣଙ୍କ ମୃତ୍ୟୁ

    14895
    Jul 05, 2022
  •  ଲାଲୁ ଯାଦବ ଆଇସିୟୁରେ
    ଦେଶ-ଦେଶାନ୍ତର

    ଲାଲୁ ଯାଦବ ଆଇସିୟୁରେ

    15122
    Jul 04, 2022

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଲାଗିଲା କଟକଣା, ମନଇଚ୍ଛା ସର୍ଭିସ ଚାର୍ଜ ନେଇପାରିବେନି ରେଷ୍ଟୁରାଣ୍ଟ

    14383
    Jul 05, 2022
  • ମନୋରଞ୍ଜନ

    ସିଗାରେଟ୍ ଟାଣୁଛନ୍ତି ‘କାଳୀ’, ଫିଲ୍ମ ନିର୍ମାତାଙ୍କୁ ଗିରଫ ଦାବି

    13483
    Jul 05, 2022
  • ଦେଶ-ଦେଶାନ୍ତର

    କର୍ଣ୍ଣାଟକର ସିନି ଶେଟ୍ଟି ଫେମିନା ମିସ୍ ଇଣ୍ଡିଆ ୱାର୍ଲ୍ଡ ୨୦୨୨ ଟାଇଟଲର ବିଜେତା

    13587
    Jul 04, 2022

ସଂସ୍କୃତି

୮୫ ତମ ଉତ୍କଳ ଦିବସ

ଭୁବନେଶ୍ୱର: ଆଜି ୮୫ ତମ ଉତ୍କଳ ଦିବସ । ଆଜିର ଦିନ ଅର୍ଥାତ ୧୯୩୬ ମସିହା ଏପ୍ରିଲ ୧ରେ ଓଡ଼ିଶା ପାଇଥିଲା ସ୍ୱତନ୍ତ୍ର ଭାଷା ଭିତ୍ତିକ ରାଜ୍ୟର ମାନ୍ୟତା । ଓଡ଼ିଶା ମାଟି ମା’କୁ ସ୍ୱତନ୍ତ୍ର ରାଜ୍ୟ ଗଠନ କରିବାରେ ଭୂମିକା ନେଇଥିଲେ ୧୯୦୨ରେ ଗଠନ ହୋଇଥିବା ଉତ୍କଳ ସମ୍ମିଳନୀ । ସେତେବେଳେ ମାତ୍ର ୬ଟି ଜିଲ୍ଲା କଟକ, ବାଲେଶ୍ୱର, ...

ବିଶେଷ

  • ଆପଣଙ୍କ ଶିଶୁ ଖାଉଛିକି ମାଟି ? ଆପଣାନ୍ତୁ ଏହି ଟ୍ରିକ୍ସ

    15159
    Jul 04, 2022
  • ଭାତରୁ ପ୍ରସ୍ତୁତ କରନ୍ତୁ ଟେଷ୍ଟି କଚୋଡ଼ି

    14262
    Jul 04, 2022
  • କରନ୍ତୁ ଏହି ଆସନ, ଦୂର କରେ ଅସ୍ଥିରତା ଓ ଦୁଃଶ୍ଚିନ୍ତା

    15193
    Jul 04, 2022
  • ମୁହଁରେ ଲଗାନ୍ତୁ ସାଗୁଦାନା ଫେସପ୍ୟାକ, ଦୂର କରେ କଳାପଣ

    15676
    Jul 03, 2022
  • ଜଟିଳ ହେଉଛି କି ଗ୍ୟାସଷ୍ଟ୍ରିକ ସମସ୍ୟା? ଏପରି କରନ୍ତୁ ଉପଚାର

    15460
    Jul 03, 2022

ବାଣିଜ୍ୟ

ବିଶ୍ୱସ୍ତରୀୟ ଖାଦ୍ୟ ଶୃଙ୍ଖଳା “ପ୍ରେଟ୍ ଏ ମେଞ୍ଜେଏର’ ସହ ହାତ ମିଳାଇଲା ରିଲାଏନ୍ସ ବ୍ରାଣ୍ଡ୍‌ସ ଲିମିଟେଡ୍‌

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ତେଲ ଉପରୁ ଭାଟ୍ ହ୍ରାସ ପାଇଁ ଘୋଷଣା କଲେ ମହାରାଷ୍ଟ୍ର ସରକାର

    14366
    Jul 05, 2022
  • ଲାଗିଲା କଟକଣା, ମନଇଚ୍ଛା ସର୍ଭିସ ଚାର୍ଜ ନେଇପାରିବେନି ରେଷ୍ଟୁରାଣ୍ଟ

    14383
    Jul 05, 2022
  • କର୍ଣ୍ଣାଟକର ସିନି ଶେଟ୍ଟି ଫେମିନା ମିସ୍ ଇଣ୍ଡିଆ ୱାର୍ଲ୍ଡ ୨୦୨୨ ଟାଇଟଲର ବିଜେତା

    13587
    Jul 04, 2022

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 3.2. All rights reserved. in association with Konect.In